ନୂଆପଡ଼ା

ବିଜୟ ପରେ ଜୟଙ୍କ ସ୍ତ୍ରୀ କହିଦେଲେ ଏମିତି, ଭାଜପାରେ…

ନୂଆପଡ଼ା,୧୫।୧୧(ମକାରୁ ବେମାଲ):ନୂଆପଡ଼ାରେ ଜୟଙ୍କ ଢୋଲକିଆଙ୍କ ବିଜୟ ପରେ ବେଶ୍‌ ଖୁସି ଅଛନ୍ତି ତାଙ୍କ ସ୍ତ୍ରୀ ସୁମାନ। ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ବିଜୟର ସବୁ ଶ୍ରେୟ ଭାଜପାର ପ୍ରତ୍ୟେକ ସଦସ୍ୟଙ୍କୁ ଦେବାକୁ ଚାହିଁବ। ଭୋଟର ମାନେ ସପୋର୍ଟ କଲେ ଓ ଆମକୁ…

ଭାଜପାର ବଡ଼ ବିଜୟ ପରେ ଆସିଲା ଜୟ ଢୋଲକିଆଙ୍କ ବୟାନ, ବିରୋଧୀଙ୍କୁ କହିଲେ ଏମିତି…

ଭୁବନେଶ୍ୱର,୧୫।୧୧: ନୂଆପଡାରେ ଭାଜପାର ବିପୁଳ ବିଜୟ ହୋଇଛି । ନୂଆପଡାର ଏହି ଐତିହାସିକ ବିଜୟରେ ଜୟ ଢୋଲକିଆ ବଡ଼ ମାର୍ଜିନରେ ବିଜୟ ହାସଲ କରିଛନ୍ତି। ତେବେ ଏହିକ୍ରମରେ କଂଗ୍ରେସ ଦ୍ୱିତୀୟ ଓ ବିଜେଡି ତୃତୀୟ ସ୍ଥାନରେ ରହିଛି। ବିଜୟକୁ ନେଇ ଜୟ…

ବିଜେଡି ହାରିବା ପରେ ନବୀନଙ୍କ ବଡ଼ ବୟାନ, ଜୟଙ୍କୁ…

ଭୁବନେଶ୍ୱର,୧୪।୧୧: ନୂଆପଡାରେ ଭାଜପାର ବିପୁଳ ବିଜୟ ହୋଇଛି । ନୂଆପଡାର ଏହି ଐତିହାସିକ ବିଜୟରେ ଜୟ ଢୋଲକିଆ ବଡ଼ ମାର୍ଜିନରେ ବିଜୟ ହାସଲ କରିଛନ୍ତି। ତେବେ ଏହିକ୍ରମରେ କଂଗ୍ରେସ ଦ୍ୱିତୀୟ ଓ ବିଜେଡି ତୃତୀୟ ସ୍ଥାନରେ ରହିଛି। ତେବେ ରେଜଲ୍ଟ ପରେ…

୨୦ ରାଉଣ୍ଡ ଗଣତି ଶେଷ: ବହୁ ଆଗରେ ଭାଜପା, ଦ୍ୱିତୀୟ ସ୍ଥାନ ପାଇଁ କଂଗ୍ରେସ-ବିଜେଡି ଛକ୍କାପଞ୍ଝା

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ୨୦ ରାଉଣ୍ଡ ଗଣତି ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୯୭୭୮୯ ଭୋଟ ପାଇଛନ୍ତି। ହେଲେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝୀଙ୍କୁ ୩୨ହଜାର ୧୯୧ଖଣ୍ଡ ଭୋଟ…

ବିଜୟ ଆଡ଼କୁ ମାଡ଼ି ଚାଲିଛନ୍ତି ଜୟ ଢୋଲକିଆ, ପରିବାରରେ ଖୁସି ମନାଇବା ସହ କହିଲେ ଏମିତି…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ବିଜୟ ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ଏନେଇ ପ୍ରାର୍ଥୀଙ୍କଠାରୁ କର୍ମକର୍ତ୍ତା ଏବଂ ପରିବାର ସଦସ୍ୟ ପୂରା ଖୁସିରେ ବିମୋହିତ ହୋଇପଡ଼ିଛନ୍ତି। ଜୟ ତାଙ୍କ ଦୁଇ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବହୁ ଭୋଟ୍‌ ବ୍ୟବଧାନରେ…

ଫିକା ପଡିଲା ନବୀନଙ୍କ ଚମକ: ନୂଆପଡ଼ାରେ ଦ୍ୱିତୀୟ ସ୍ଥାନ ପାଇଁ ସଂଘର୍ଷ କରୁଛି ବିଜେଡି

ନୂଆପଡ଼ା,୧୪ା୧୧: ଓଡ଼ିଶାରେ ବିଧାନସଭା ନିର୍ବାଚନ ପରାଜୟ ପରେ ପ୍ରଥମ ଉପନିର୍ବାଚନରେ ବିଜେଡି ହାରିବା ଅଭିମୁଖେ ଗତି କରୁଛି। ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଜୟ ଢୋଲକିଆ ଏକ ବୃହତ୍ ବିଜୟ ଆଡ଼କୁ ଅଗ୍ରସର ହେଉଛନ୍ତି, ଯାହା ପରେ…

୧୫ ରାଉଣ୍ଡ ଗଣତି ଶେଷ: ଆସିଲା ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ପ୍ରତିକ୍ରିୟା, କହିଲେ ନୂଆପଡ଼ାବାସୀ…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ସକାଳ ୮ଟାରୁ ଜାରି ରହିଛି। ୧୫ ରାଉଣ୍ଡ ଗଣତି ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ବଡ଼ ବିଜୟ ପଥେ ଆଗେଇ ଚାଲିଛନ୍ତି। ୧୫ ରାଉଣ୍ଡ ସୁଦ୍ଧା ଜୟ ୭୩୭୪୫ ଭୋଟ ପାଇଛନ୍ତି।…

ନୂଆପଡ଼ାରେ ବାପାଙ୍କୁ ଟପିଗଲେ ପୁଅ ଜୟ

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ୨୦୨୪ ନିର୍ବାଚନରେ ବର୍ତ୍ତମାନର ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ବାପା ରାଜେନ୍ଦ୍ର ଢୋଲକିଆ ସେତେବେଳେ ବିଜେଡିରୁ ଲଢ଼ି ୬୧୮୨୨ ଖଣ୍ଡ ଭୋଟ୍‌ ପାଇଥିଲେ। ତେବେ ତାଙ୍କର ଦେହାନ୍ତ ପରେ ପୁଅ ଜୟ ଭାଜପାରେ ସାମିଲ ହୋଇ ଭାଜପାରୁ ପ୍ରାର୍ଥୀ…

ନୂଆପଡ଼ା ଉପନିର୍ବାଚନ: ୧୨ ରାଉଣ୍ଡ ଗଣତି ଶେଷ, ଜାଣନ୍ତୁ କିଏ ଆଗରେ…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ସକାଳ ୮ଟାରୁ ଜାରି ରହିଛି। ୧୨ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୪୦୩୧୩ ଭୋଟରେ ଆଗୁଆ ରହିଛନ୍ତି। ୧୦ମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୫୯୩୬୬ଖଣ୍ଡ ଭୋଟ ମିଳିଥିବା ବେଳେ ଦ୍ୱିତୀୟ…

ନୂଆପଡ଼ା ଉପନିର୍ବାଚନ: ୧୦ମ ରାଉଣ୍ଡ୍‌ରେ ଜୟ ଢୋଲକିଆ ଆଗରେ, ବିଜେଡିକୁ ମିଳିଛି…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ୍‌ ଗଣତି ସକାଳ ୮ଟାରୁ ଜାରି ରହିଛି। ୧୦ମ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୩୩୨୩୨ ଭୋଟ୍‌ରେ ଆଗୁଆ ରହିଛନ୍ତି। ୧୦ମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୫୦୩୩୩ ଖଣ୍ଡ ଭୋଟ୍‌ ମିଳିଥିବାବେଳେ ଦ୍ୱିତୀୟ…

ସପ୍ତମ ରାଉଣ୍ଡ୍ ସୁଦ୍ଧା ଚିତପଟାଙ୍ଗ ବିରୋଧୀ, ଜୟ ଢୋଲକିଆ ୨୫ ହଜାରରୁ ଅଧିକ ଭୋଟ୍‌ରେ ଆଗୁଆ

ନୂଆପଡା,୧୪ା୧୧: ନୂଆପଡ଼ା ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଥିବା ବେଳେ ଭାଜପା ପ୍ରାର୍ଥୀ ଜୟ ଢ଼ୋଲକିଆ ଏକ ବଡ଼ ବିଜୟ ଅଭିମୁଖେ ଅଗ୍ରସର ହେଉଛନ୍ତି। ପ୍ରାରମ୍ଭିକ ରାଉଣ୍ଡ୍‌ରୁ ସେ ଯେଉଁ ବ୍ୟବଧାନରେ ଆଗେଇଥିଲେ, ତାହା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି।…

Nuapara By-Election: ୫ମ ରାଉଣ୍ଡ୍‌ରେ ବି ଜୟ ଢୋଲକିଆ ଆଗରେ, ଏତିକି ଭୋଟ୍‌ ପଛରେ ଅଛନ୍ତି ସ୍ନେହାଙ୍ଗିନୀ

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ୍‌ ଗଣତି ସକାଳ ୮ଟାରୁ ଜାରି ରହିଛି। ପଞ୍ଚମ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୧୮ ହଜାର ୩୯୮ ଭୋଟ୍‌ରେ ଆଗୁଆ ରହିଛନ୍ତି। ପଞ୍ଚମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୨୫୧୯୫ ଭୋଟ୍‌ ମିଳିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?