ନୂଆପଡ଼ା

ପିଇବା ପାଣି ପାଇଁ ମୋବାଇଲ ଟାୱାର ଉପରେ ଚଢ଼ିଲେ ଯୁବକ

ନୂଆପଡ଼ା ଅଫିସ୍‌, ୨।୧: ନୂଆପଡ଼ା ଜିଲା ଖଡ଼ିଆଳ ଥାନା ଘରଧରା ଗ୍ରାମରେ ପିଇବା ପାଣି ସମସ୍ୟା ଦେଖାଦେଇଥିବାରୁ ଜଣେ ଯୁବକ ରବିବାର ମୋବାଇଲ ଟାୱାର ଉପରେ ଚଢ଼ି ପ୍ରତିବାଦ କରିଛନ୍ତି। ଗ୍ରାମରେ ୩ଟି ନଳକୂପ ରହିଛି। ୨ଟିରୁ ଫ୍ଲୋରାଇଡ୍‌ ଯୁକ୍ତ...

ସୁରକ୍ଷାବଳର ଗୁଳି ମାଡ଼ରେ ଛତ୍ରଭଙ୍ଗ ଦେଲେ ମାଓବାଦୀ

ନୂଆପଡ଼ା ଅଫିସ,୧୭।୧୨: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲା ସିନାପାଲି ଥାନା ଝୋଲାପଡ଼ା ଗାଁ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ଏବଂ ଯବାନ ମଧ୍ୟରେ ଗୁଳି ବିନିମୟ ହୋଇଛି। ଯବାନଙ୍କ ପାଲଟା ଗୁଳିରେ ମାଓବାଦୀମାନେ ଘଟଣା ସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି। ନୂଆପଡ଼ା...

ଭିଜିଲାନ୍ସ ଜାଲରେ ଆଇସିଡିଏସ୍‌ ସୁପରଭାଇଜର

ନୂଆପଡା, ୨୨।୧୧(ଡି.ଏନ୍‌.ଏ.): ନୂଆପଡା ଜିଲା ସିନାପାଲି ବ୍ଲକର ଆଇସିଡିଏସ୍‌ ସୁପରଭାଇଜର ହର୍ଷମଣି ଦେଈ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସିନାପାଲି ବ୍ଲକର ଆଇସିଡିଏସ୍‌ ସୁପରଭାଇଜର ହର୍ଷମଣି ସ୍ଥାନୀୟ ସାଗୁନଭାଡି ୨ ନମ୍ବର ସେଣ୍ଟର ଅଙ୍ଗନୱାଡି ପଦବୀ କରାଇ ଦେବା ପାଇଁ ୮୦...

ଦିନିକିଆ ନୂଆପଡା ଗସ୍ତରେ ପୋଲିସ ଡିଜି

ନୂଆପଡ଼ା,୭।୧୧(ଡି.ଏନ୍‌.ଏ.): ଦିନିକିଆ ନୂଆପଡା ଗସ୍ତରେ ଯାଇଛନ୍ତିି ପୋଲିସ ଡିଜି ଅଭୟ । ସେଠାରେ ସେ ପହଞ୍ଚି ଜିଲାରେ ଚାଲିଥିବା ମାଓବାଦୀ ଗତିବିଧି ନେଇ ସମୀକ୍ଷା କରିଛନ୍ତି । ଏହାସହ ମାଓବାଦୀଙ୍କ ଗଡ଼ କୁହାଯାଉଥିବା ସୁନାବେଡା ଅଭୟାରଣ୍ୟ ଆକାଶ ମାର୍ଗରେ ବୁଲିବା...

ଜଳ ପ୍ରପାତକୁ ଡେଇଁଲେ ପ୍ରେମୀ ଯୁଗଳ

ନୂଆପଡ଼ା ଅଫିସ,୨୬।୯: ନୂଆପଡ଼ା ସଦର ବ୍ଲକ ଧରମବନ୍ଧା ଥାନା ଅଧୀନ ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ଗୋଧ୍ୱସ ଜଳ ପ୍ରପାତକୁ ଡେଇଁ ପ୍ରେମୀଯୁଗଳ ନିଖୋଜ ଥିବା ଜଣାପଡ଼ିଛି। ସେମାନଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ ଉଭୟଙ୍କ ପୋଷାକ, ଟର୍ଚ...

ପୋଖରୀକୁ ଗାଧୋଇବାକୁ ଯାଇ ଫେରିଲେନି ବାପା-ଝିଅ

ନୂଆପଡ଼ା ଅଫିସ, ୭।୯: ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି ବାପା ଝିଅ। ଏଭଳି ଅଭାବନୀୟ ଘଟଣା ଘଟିଛି ନୂଆପଡା ସଦର ଥାନା ନୂଆପଡା ଏନଏସିର ୮ ନଂ. ୱାର୍ଡ ସାଲେଭଟା ଗାଁରେ। ସୋମବାର ପୂର୍ବାହ୍ନରେ ଗାଁର ରୋହିତ ମାଝି...

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଶିକ୍ଷକ

ନୂଆପଡ଼ା ଅଫିସ,୨୫।୮: ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ବାଦୀ ଆଦର୍ଶ ବିଦ୍ୟାଳୟର ପ୍ରିନ୍ସିପାଲ ସୁଜନ କୁମାର ସାହୁ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ନିଜ ସହକର୍ମୀ ଟିଜିଟି ଶିକ୍ଷକଙ୍କ ଏରିୟର ଇଂକ୍ରିମେଣ୍ଟ ବାହାର କରିବା ପାଇଁ ୪୦୦୦ ଟଙ୍କା ଲାଞ୍ଚ ନେଉଥିବା...

ଢ଼ାବା ମାଲିକାଣୀଙ୍କୁ ହତ୍ୟା ପାଇଁ ଶୁଟରଙ୍କୁ ଡକାଇଥିଲେ ଜ୍ୱାଇଁ

ଖଡିଆଳ,୧୧।୮(ଡି.ଏନ.ଏ.): ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଅଧୀନ ଡୁଆଝରସ୍ଥିତ ଆପନା ଢ଼ାବା ମାଲିକାଣୀ ବାସନ୍ତୀ ମେହେର ହତ୍ୟା ଘଟଣାର ପୋଲିସ ବୁଧବାର ପର୍ଦ୍ଦାଫାସ କରିଛି। ପୋଲିସ ହତ୍ୟାକାଣ୍ଡରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରିଛି। ପୋଲିସ ଅଭିଯୁକ୍ତଠାରୁ ନଗଦ ୯୦ ହଜାର...

ଭିଜିଲାନ୍ସ ଜାଲରେ ନୂଆପଡ଼ା ସିଡିଭିଓ: ଗାଡ଼ିରୁ ମିଳିଲା…

ନୂଆପଡ଼ା,୮ା୮(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ମୁଖ୍ୟ ପ୍ରାଣୀଧନ ଚିକିତ୍ସାଧିକାରୀ ତ୍ରିଲୋଚନ ଧଳ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ତାଙ୍କ ସରକାରୀ ଗାଡ଼ିରୁ ୨ ଲକ୍ଷ ୭୭ ହଜାର ଟଙ୍କା ମିଳିବା ପରେ ଘରେ ରେଡ୍‌ ଚଳାଇଛି ଭିଜିଲାନ୍ସ ଟିମ୍‌। କାରଣ ଜବତ...

ଟିକା ନେବା ପରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ନୂଆପଡ଼ା ଅଫିସ,୭।୮: କରୋନା ଟିକା ନେବା ପରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ତାଙ୍କ ସ୍ବାମୀ ଅଭିଯୋଗ କରିଛନ୍ତି। ମହିଳା ଜଣକ ହେଲେ ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅନ୍ତର୍ଗତ ଟିମନପୁର ପଞ୍ଚାୟତ ହୀରାପୁର ଗାଁର ମହିଳା କୁମାରୀ ବନ୍ଦିଛୋର...

ଢାବା ମାଲିକାଣୀଙ୍କୁ ଗୁଳି କରି ହତ୍ୟା

ନୂଆପଡ଼ା ଅଫିସ, ୩୧।୭: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଡୁଆଝର ଗାଁରେ ଗୁଳିକାଣ୍ଡ ଘଟିଛି। ଶନିବାର ରାତିରେ ବିଭୀଷଣ ମେହେରଙ୍କ ଢାବାରେ ତାଙ୍କର ସ୍ତ୍ରୀ ବାସନ୍ତୀ ମେହେର(୪୭)ଙ୍କ ଉପରକୁ କେହି ଦୁର୍ବୃତ୍ତ ଗୁଳି ଚଳାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଖଡିଆଳ...

ଛତା ମରାମତି କରିବାକୁ ଯାଇ ଫେରିଲେନି ଲୋଚନ

ନୂଆପଡ଼ା ଅଫିସ,୨୬।୭: ନୂଆପଡ଼ା ଜିଲା ସିନାପାଲି ଥାନା ଅନ୍ତର୍ଗତ ଚଲନା ଗାଁ ଶିବ ମନ୍ଦିର ନିକଟ ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋଡାଲ ପଞ୍ଚାୟତ ପଳସାପଡ଼ା ଗାଁର ଲୋଚନ ଜଗତ(୪୫)। ମିଳିଥିବା ସୂଚନା ମୁତାବକ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri