ପଞ୍ଚାୟତ କାର୍ଯ୍ୟାଳୟ ପାଲଟିଛି ଆବର୍ଜନା ସ୍ଥଳ: ପ୍ଲାଷ୍ଟିକ ମୁକ୍ତ ଜିଲା ଗଠନ କରିବା ପାଇଁ ଆହ୍ବାନ
ନୂଆପଡ଼ା,୯ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାର ପଞ୍ଚାୟତ କାର୍ଯ୍ୟାଳୟ ଏବେ ଆବର୍ଜନା ସ୍ଥଳ ପାଲଟିଛି। ଦୀର୍ଘଦିନ ଧରି ଆବର୍ଜନା ପଡିରହୁଥିବାରୁ କାର୍ଯ୍ୟାଳୟ ପରିସର ପ୍ରଦୂଷିତ ହେବାରେ ଲାଗିଛି। ଜିଲା ପ୍ରଶାସନ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଜିଲା ଗଠନ କରିବା ପାଇଁ ଆହ୍ବାନ…
ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ
ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବରୁ ୪୧ ଜଣଙ୍କ ଜବରଦଖଲ ଉଚ୍ଛେଦ ପାଇଁ ଚିହ୍ନଟ କରାଯାଇଥିବା ବେଳେ…
ଭଲିବଲ ଚାମ୍ପିୟନଶିପ: ନୂଆପଡ଼ାରୁ ୨ ଅଫିସିଆଲ ମନୋନୀତ
ନୂଆପଡ଼ା,୬ା୩(ମକାରୁ ବେମାଲ) :ଭୁବନେଶ୍ୱର ଦୂତୀଚାନ୍ଦ ଷ୍ଟାଡିୟମରେ ଆୟୋଜିତ ହେଉଥିବା କିଟ୍ ବିଶ୍ୱବିଦ୍ୟାଳୟ ଏଫ୍ଆଇଭିବି ବିଶ୍ୱସ୍ତରୀୟ ବିଚ୍ ଭଲିବଲ ମହିଳା ଓ ପୁରୁଷ ଚାମ୍ପିୟନଶିପରେ ନୂଆପଡ଼ା ଜିଲାରୁ ଦୁଇ ଜଣ ଟେକ୍ନିକାଲ ଅଫିସିଆଲ ଭାବରେ ମନୋନୀତ ହୋଇଛନ୍ତି ା ମାର୍ଚ୍ଚ ୪ରୁ ୮…
ଟ୍ରକ୍ ଧକ୍କାରେ ଭାଙ୍ଗିଲା ଘାସିରାମ ମାଝିଙ୍କ ପ୍ରତିମୂର୍ତ୍ତି
ନୂଆପଡ଼ା,୩ା୩(ମକାରୁ ବେମାଲ):ନୂଆପଡ଼ା ସଦର ମହକୁମା ଏକତା ଛକଠାରେ ଥିବା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଘାସିରାମ ମଝିଙ୍କ ପ୍ରତିମୂର୍ତ୍ତି ସୋମବାର ଟ୍ରକ୍ ଧକ୍କାରେ ଭାଙ୍ଗିଯାଇଛି। ସୂଚନା ଅନୁଯାୟୀ ସକାଳେ ଏକ ଟ୍ରକ୍ ପଦ୍ମପୁର ପଟୁ ଆସି ଖଡ଼ିଆଳ ଅଭିମୁଖେ ଯାଉଥିଲା। ଏକତା ଛକ…
ଜମି ମାଫିଆଙ୍କୁ ତୁରନ୍ତ ଗିରଫ କର: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ
ନୂଆପଡ଼ା,୩ା୩ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ପଞ୍ଚାୟତ ଜୁନାନୀ ଗାଁ ବିଦ୍ୟାଳୟ ଖେଳପଡିଆ ଜମି ଓ ଅନ୍ୟ ଚାଷୀଙ୍କ ଦଖଲରେ ଥିବା ଜମି ଜାଲିଆତି କରି ନିଜ ନାମରେ ପଟ୍ଟା କରାଇ ନେଇଥିବା ବ୍ୟକ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବିରେ ସୋମବାର…
୧୫ ମାଓବାଦୀଙ୍କ ଆତ୍ମସମର୍ପଣ : ୯ ମହିଳା, ୬ ପୁରୁଷ
ନୂଆପଡା/ବରଗଡ଼,୨।୩ (ମକାରୁ ବେମାଲ/ପ୍ରେମାନନ୍ଦ ଖମାରୀ): ଭାରତକୁ ମାଓବାଦୀମୁକ୍ତ କରିବା ପାଇଁ କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ଡେଡ୍ ଲାଇନ୍ ମାର୍ଚ୍ଚ ୩୧ ପାଖେଇ ଆସୁଥିବାବେଳେ ଛତିଶଗଡ଼ ପୋଲିସକୁ ରବିବାର ବଡ଼ ସଫଳତା ମିଳିଛି। ବରଗଡ଼, ବଲାଙ୍ଗୀର ଓ ଛତିଶଗଡ଼ର ମହାସମୁନ୍ଦ ଡିଭିଜନାଲ…
ନୂଆପଡ଼ାରେ କଲରାପତରିଆ ବାଘ ଆତଙ୍କ
ନୂଆପଡ଼ା,୧।୩(ମକାରୁ ବେମାଲ): କିଛିଦିନର ବ୍ୟବଧାନ ପରେ ନୂଆପଡ଼ା ଜିଲାରେ ପୁଣି କଲରାପତରିଆ ବାଘ ଆତଙ୍କ ଦେଖା ଦେଇଛି। ବାଘ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଲୋକମାନେ ଆତଙ୍କିତ ଅବସ୍ଥାରେ ରହିଛନ୍ତି।…
କ୍ଷୀରସିନ୍ଧୁ ସଗରିଆ ସି. ସୁବ୍ରମନ୍ୟମ୍ ସମ୍ମାନରେ ସମ୍ମାନିତ
ଖଡ଼ିଆଳ,୨୮ା୨ (ସୁଜିତ କୁମାର ପ୍ରଧାନ): ସୂଚନା କର୍ମୀ ରୂପେ ପରିଚିତ ନୂଆପଡ଼ା ଜିଲା ଖଡିଆଳ ବ୍ଲକ କୁସମାଲ ଗ୍ରାମର କ୍ଷୀରସିନ୍ଧୁ ସଗରିଆ ସି. ସୁବ୍ରମନ୍ୟମ୍ ସମ୍ମାନରେ ସମ୍ମାନିତ ହୋଇଛନ୍ତି। ନୂଆଦିଲ୍ଲୀଠାରେ ନ୍ୟାଶନାଲ ଫାଉଣ୍ଡେଶନ ଅଫ ଇଣ୍ଡିଆ ପକ୍ଷରୁ ତାଙ୍କୁ ପ୍ରୋତ୍ସାହନ ସ୍ବରୂପ…
ବିଦ୍ୟାଳୟ ହେଉଛି ମଣିଷ ତିଆରି କାରଖାନା
ନୂଆପଡ଼ା,୨୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୋସେଙ୍ଗ ଆଶ୍ରମ ବିଦ୍ୟାଳୟର ୬୮ତମ ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଡୋଲେଶ୍ୱର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ କଳାହାଣ୍ଡି ଓ ନୂଆପଡ଼ା ଜିଲା ଶିକ୍ଷା ନିରୀକ୍ଷକ ଉଦୟ ସିଂ…
ବଢୁଛି ଭାଜପାର ଶକ୍ତି: ଦଳରେ ମିଶିଲେ ଏନ୍ଏସି ଅଧ୍ୟକ୍ଷ, କାଉନ୍ସିଲର
ନୂଆପଡ଼ା,୨୫ା୨(ମକାରୁ ବେମାଲ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମଙ୍ଗଳବାର ଦିନିକିଆ ନୂଆପଡ଼ା ଜିଲା ଗସ୍ତରେ ଆସି ଜିଲା କାର୍ଯ୍ୟାଳୟଠାରେ ପଣ୍ଡିତ ଦୀନ୍ଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଇଥିଲେ। ଏହି ଅବସରରେ ଏକ ମିଶ୍ରଣ ପର୍ବ ଆୟୋଜନ କରାଯାଇଥିଲା। ଜିଲା ଭାଜପା…
ପାଣି ପାଉଚ ଉତ୍ପାଦନ କେନ୍ଦ୍ରରେ ବଡ଼ ଧରଣର ଚଢ଼ାଉ
ଖଡ଼ିଆଳ,୨୩ା୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲାକୁ ସମ୍ପୂର୍ଣ୍ଣ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ଜିଲା ପାଇଁ ପ୍ରଶାସନ ସଙ୍କଳ୍ପ ନେଇ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରଖିଛି। ଏପରିସ୍ଥଳେ ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତଙ୍କ ନେତୃତ୍ୱରେ ସୋମବାର…
ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ
ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍ ପାଇଛି। ସେଥିରେ ୨ କୋଟି ୯୪ ଲକ୍ଷ ୫୦ ହଜାର ଟଙ୍କା ଟ୍ରାଞ୍ଜାକ୍ସନ ହୋଇଥିବା ଜଣାପଡିଛି ବୋଲି…
Archives


