ନୂଆପଡ଼ା

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା ଜିଲା ଖରିଆର ରୋଡ୍‌ ଅଞ୍ଚଳର ୨ଜଣ ଦାଦନ ସର୍ଦ୍ଦାରଙ୍କୁ ଗୁରୁବାର ଗିରଫ କରିଛି।…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ ଟମକିଦାଦର ଗାଁର ଅଜୟ ସତନାମୀ(୨୩)।। ସୂଚନା ଅନୁଯାୟୀ, ସୋମବାର ସନ୍ଧ୍ୟା ପ୍ରାୟ ସାଢେ…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ ବିଭାଗୀୟସ୍ତରରେ ତାଙ୍କ ବିରୋଧରେ ଏହି ପଦକ୍ଷେପ ନିଆଯାଇଛି। ସୂଚନା ଅନୁଯାୟୀ, ଗତ ୭ତାରିଖ…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର ପ୍ଲାଷ୍ଟିକମୁକ୍ତ ଅଭିଯାନ ଜାରି ରହିଛି। ଲୋକେ ସଚେତନ ହୋଇ ପ୍ଲାଷ୍ଟିକ ବର୍ଜନ କରିବାରେ…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ ୨୨ବର୍ଷୀୟ ଯୁବକ ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସୂଚନା…

ମାନବିକତାର ପରିଚୟ ଦେଲେ ଜିଲାପାଳ: ବଢୁଛି ଚର୍ଚ୍ଚା

ନୂଆପଡ଼ା,୧୧ା୯ (ମକାରୁ ବେମାଲ):ଦୁର୍ଘଟଣାରେ ଆହତ ଜଣେ ଯୁବକଙ୍କୁ ମେଡିକାଲ ପଠାଇ ମାନବିକତାର ପରିଚୟ ଦେଇଛନ୍ତି ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ। ଗୁରୁବାର ଅପରାହ୍ନରେ ଜିଲା ଅଦାଲତ ନିକଟ ୩୫୩ନଂ. ଜାତୀୟ ରାଜପଥ ଉପରେ ଜଣେ ଯୁବକ ଭାରସାମ୍ୟ ହରାଇ ବାଇକ୍‌ରୁ ଛିଟିକି…

ଗାଧୋଇବାକୁ ଯାଇଥିଲେ, ମିଳିଲା ମୃତଦେହ

ନୂଆପଡ଼ା,୧୦ା୯(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଧୀନ ମିଛାପାଲି ପଞ୍ଚାୟତ ଗରେଲ ବାହାଲିପଡ଼ାରେ ଏକ ଅଘଟଣ ଘଟିଛି। ଚହଲା ପାଣିରେ ବୁଡ଼ି ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସେ ହେଲେ ଦିଗମ୍ବର ଠେଲା (୫୦)। ମିଳିଥିବା ସୂଚନା ମୁତାବକ, ଦିଗମ୍ବର…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ କରୁଛି। ସୁନାବେଡା ଅଭୟାରଣ୍ୟ ଭିତରେ ଖରଳଧସ, ବେନିଆଧସ, ଗୋଧସ ଭଳି ଅନେକ ଜଳପ୍ରପାତ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)। ସୂଚନାକ୍ରମେ ୨୦୨୧ ମସିହାରେ ଏକ ବଳାତ୍କାର ମାମଲାରେ ବିଶ୍ୱବିହାରୀ ଦୋଷୀ ସାବ୍ୟସ୍ତ ହୋଇ…

ଶିକ୍ଷାଦାନକୁ ବ୍ରତ କରିଥିବା ନିଆରା ମଣିଷ ମହେଶ୍ୱର

ଖଡ଼ିଆଳ,୭ା୯(ସୁଜିତ କୁମାର ପ୍ରଧାନ): ଶିକ୍ଷାଦାନକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଜଣେ ନିଆରା ମଣିଷ ହେଉଛନ୍ତି ମହେଶ୍ୱର ରାଉତରାଏ। ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମର ମହେଶ୍ୱର ବିନା ପାରିଶ୍ରମିକରେ ଦୀର୍ଘ ବର୍ଷ ଧରି ଭୀମାଖୋଲ ଗାଁର ପିଲାମାନଙ୍କୁ ପଢାଇ ଆସୁଛନ୍ତି।…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ ରାଉତଙ୍କ ନେତୃତ୍ୱରେ ଜିଲାର ସମସ୍ତ ଦିବ୍ୟାଙ୍ଗ କ୍ରିକେଟ ଖେଳାଳି ଅତିରିକ୍ତ ଜିଲାପାଳ ସୁବାସ…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ ନେଇ ପରିବାର ଲୋକେ ପୋଲିସ ନିକଟରେ ଅଭିଯୋଗ କରି ସୁଫଳ ନ ପାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?