ଚାଷ ଜମିକୁ ଯାଉଥିଲେ, ହଠାତ୍ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…
ନୂଆପଡ଼ା,୧୧।୯(ମକାରୁ ବେମାଲ/ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଗୁରୁବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ସକାଳୁ ସକାଳୁ ବଜ୍ରାଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଜଣ ଆହତ ହୋଇଛନ୍ତି। ବୋଡେନ ଥାନା ଡୁର୍କାମୁଣ୍ଡା ଗାଁରେ ଏହି...
ଆରପାରିରେ ବିଧାୟକ ରାଜେନ୍ଦ୍ର ଢୋଲକିଆ: ଚାରିଆଡ଼େ ଶୋକର ଛାୟା
ନୂଆପଡ଼ା,୮।୯(ମକାରୁ ବେମାଲ): ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ଜଣପଡ଼ିଛି। ହାର୍ଟ ଏବଂ କିଡନୀ ସମ୍ବନ୍ଧୀୟ ରୋଗରେ ପୀଡ଼ିତ ଥିଲେ। ଡୋଲକିଆ...
ପ୍ରବାସୀ ଶ୍ରମିକଙ୍କ ସନ୍ତାନଙ୍କୁ କର୍ମ ନିଯୁକ୍ତିର ସୁଯୋଗ ଦେଉଛି ଉତ୍କଳ ବାଳାଶ୍ରମ ଖଡିଆଳ
ଖଡ଼ିଆଳ,୬।୯(ସୁଜିତ କୁମାର ପ୍ରଧାନ ): ନୂଆପଡ଼ା ଜିଲା ଖଡିଆଳ ସ୍ଥିତ ଉତ୍କଳ ବାଳାଶ୍ରମ ଏକ ଅନୁଷ୍ଠାନ, ବାପା ମା ନ ଥିବା ସନ୍ତାନ ସହ ପ୍ରବାସୀ ଶ୍ରମିକଙ୍କ ସନ୍ତାନଙ୍କୁ ନେଇ ଶିକ୍ଷା ପ୍ରଦାନ କରିବାରେ ଏକ ମହତ୍ କାର୍ଯ୍ୟ ସମ୍ପାଦନ...
୨୬୦ ଗାଁରେ ଆରମ୍ଭ ହେବ ଆଦି କର୍ମଯୋଗୀ ଅଭିଯାନ: ଜାଣନ୍ତୁ କେଉଁମାନେ ପାଇବେ ଏହାର ଲାଭ
ନୂଆପଡ଼ା,୫ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଆଦିବାସୀଙ୍କ ଉନ୍ନତି ପାଇଁ କେନ୍ଦ୍ର ସରକାରଙ୍କ ବହୁ ଆକାଂକ୍ଷିତ ଆଦି କର୍ମଯୋଗୀ ଅଭିଯାନ ଖୁବ୍ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏନେଇ ଏକ ବୈଠକ ଅନୁଷ୍ଠିତ...
ଅଧିକାରୀଙ୍କ ଭୁଲ୍ ସର୍ଭେରୁ ଦାଦନ ପରିବାର ଆୟକରଦାତା
ନୂଆପଡ଼ା,୫ା୯ (ମକାରୁ ବେମାଲ):ଅଧିକାରୀଙ୍କ ଭୁଲ୍ ସର୍ଭେ ଯୋଗୁ ଏକ ଦାଦନ ପରିବାର ଆୟକରଦାତା ଭାବେ ପରିଗଣିତ ହେଉଛନ୍ତି। ଏହାର ବାସ୍ତବ ଚିତ୍ର ନୂଆପଡ଼ା ଜିଲା କୋମନା ବ୍ଲକ୍ କୋନାବିରା ପଞ୍ଚାୟତ ବିଲେଇଅଞ୍ଜର ଗାଁରେ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ ବିଲେଇଅଞ୍ଜର...
ଭ୍ୟାକ୍ସିନ ନେଇ ସିନାପାଲି ହାଇସ୍କୁଲର ୨ ଛାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି…
ଖଡ଼ିଆଳ,୩।୯(ସୁଜିତ କୁମାର ପ୍ରଧାନ ): ଟିଡି ଭ୍ୟାକ୍ସିନ ନେଇ ୨ଜଣ ଛାତ୍ରୀ ଅସୁସ୍ଥ । ଏଭଳି ଏକ ଘଟଣା ନୂଆପଡ଼ା ଜିଲା ସିନାପାଲି ହାଇସ୍କୁଲ ରେ ଘଟିଛି। ଛାତ୍ରୀମାନେ ସିନାପାଲି ମେଡିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି । ସୂଚନାନୁଯାୟୀ,...
ସପ୍ତାହ ଭିତରେ ମଦକୋଠି ବନ୍ଦ ନ ହେଲେ ଆନ୍ଦୋଳନ
ନୂଆପଡ଼ା,୨ା୯ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ପଞ୍ଚାୟତ ଠୋଙ୍ଗୋ ଗାଁରେ ଚାଲିଥିବା ବେଆଇନ ମଦ କୋଠି ବନ୍ଦ କରିବା ପାଇଁ ଗ୍ରାମବାସୀ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ଲିଖିତ ଭାବରେ ଜଣାଇଛନ୍ତି। ତୁରନ୍ତ...
ବିଡିଓ ହେବ ତ ଏମିତି: ଡ୍ରେନରୁ ନିଜେ ଅଳିଆ ସଫା କରିବା ସହ ଲୋକଙ୍କୁ କଲେ ସଚେତନ
ଖଡ଼ିଆଳ,୨।୯(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ବିଡିଓ କାର୍ମି ଓରାମ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ସିନାପାଲି ଗ୍ରାମ ପଞ୍ଚାୟତରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ବିଡିଓ। ତାଙ୍କ ସାଙ୍ଗରେ ଅଲଗା ପ୍ରଶାସନିକ ଅଧିକାରୀ, ରାଜନୈତିକ ବ୍ୟକ୍ତିମାନେ ମଧ୍ୟ ଆସିଥିଲେ।...
ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳକ ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବି
ଖଡ଼ିଆଳ,୨।୯(ସୁଜିତ କୁମାର ପ୍ରଧାନ):ନୂଆପଡ଼ା ଜିଲା ସିନାପାଲି ସଦର ଗାଁରୁ ଗୋଡାଲ ଗାଁ ଯିବା ରାସ୍ତାରେ ଶ୍ରଦ୍ଧାଞ୍ଜଳି କିରାନା ଦୋକାନରେ କାମ କରୁଥିବା ଜଣେ ନାବାଳକ ଶ୍ରମିକର ବିଦ୍ୟୁତ ଆଘାତରେ ମୃତ୍ୟ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ସୂଚନାନୁସାରେ, ସିନାପାଲିସ୍ଥିତ...
ତୀର ମାଡ଼ କରି ଥିଲେ ଫେରାର: ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ
ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ସୁନାବେଡା ଅଭୟାରଣ୍ୟର ଯୋଗୀମୁଣ୍ଡା ଗାଁରେ ଗତ ମଙ୍ଗଳବାର ଜଣେ ଯୁବକ ୩ ଜଣଙ୍କୁ ତୀର ମାଡ଼କରି ଫେରାର ହୋଇଯାଇଥିଲେ। ସୋମବାର ସମ୍ପୃକ୍ତ ଯୁବକ ଲାଲଧର ପହରିଆ (୪୫)ଙ୍କ ମୃତଦେହ ଏକ ଗଛରେ...
ଜିଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ: ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀ ପୁରସ୍କୃତ
ନୂଆପଡ଼ା,୧ା୯ (ମକାରୁ ବେମାଲ): ନୂଆପଡ଼ା ଜିଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ଗୁରୁବାର ସ୍ଥାନୀୟ ବିଜୁ ପଟ୍ଟନାୟକ ଇନଡୋର୍ ଷ୍ଟାଡିୟମଠାରେ ଶତାଧିକ କ୍ରୀଡ଼ାବିତ, ବୁଦ୍ଧିଜୀବୀ, କ୍ରୀଡା ସଂଗଠକ ଉପସ୍ଥିତ ରହି ହକି ଖେଳର ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଫୋଟୋଚିତ୍ରରେ...
ମଦ, ଗଞ୍ଜେଇ ବିକ୍ରି ବନ୍ଦ ଦାବିରେ ଧାରଣା
ନୂଆପଡ଼ା,୧ା୯ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଟାନୱାଟ ପଞ୍ଚାୟତ ରତିପାଲି ଗାଁରେ ବେଆଇନ ଭାବରେ ଦେଶୀ, ବିଦେଶୀ ମଦ ସାଙ୍ଗକୁ ଗଞ୍ଜେଇ ଓ କୋରେକ୍ସ ବିକ୍ରୟ ହେଉଛି। ଏହାକୁ ବନ୍ଦ କରିବା ପାଇଁ ଗ୍ରାମବାସୀ ବିଭିନ୍ନ ସମୟରେ ଜିଲା...
Archives


