ନୂଆପଡ଼ା

ଲାଞ୍ଚ ଭାଗବଣ୍ଟା ଭିଡିଓ ଭାଇରାଲ: ୨ ଯନ୍ତ୍ରୀ ସସ୍‌ପେଣ୍ଡ

ନୂଆପଡ଼ା ଅଫିସ,୧୯।୭: ନୂଆପଡ଼ା ଜିଲା ସିନାପାଲି ବ୍ଲକରେ ଲାଞ୍ଚ ଟଙ୍କା ଭାଗବଣ୍ଟାର ଏକ ଭିଡିଓ ଭାଇରାଲ ହୋଇଥିଲା। ଏନେଇ ଜିଲାପାଳ ସ୍ବାଧାଦେବ ସିଂ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଉପଜିଲାପାଳ ତରଣିସେନ ନାଏକ ଏବଂ ଜିଲା ପଞ୍ଚାୟତ ଅଧିକାରୀ ବିବେକାନନ୍ଦ...

ରାତିହେଲେ ସହର ଭିତରକୁ ଆସୁଥିଲା ଭାଲୁ , ଜିଲାପାଳଙ୍କ ବାସଭବନ ପରିସରରୁ ପଡ଼ିଲା ଧରା

ନୂଆପଡ଼ା ଅଫିସ,୧୮।୭: ନୂଆପଡ଼ା ବନ ବିଭାଗର କିଛିଦିନ ହେବ ନିଦ ହଜାଇ ଦେଇଥିବା ଏକ ଭାଲୁ ଶେଷରେ ଧରାପଡ଼ିଛି। ରବିବାର ଭାଲୁଟିକୁ ଜିଲାପାଳଙ୍କ ବାସଭବନ ପରିସରରୁ ଧରା ଯାଇଛି। ରାତି ହେଲେ ନୂଆପଡ଼ା ସହର ଭିତରକୁ କିଛିଦିନ ହେବ ଏହି...

ଜିଲାପାଳଙ୍କ ବାସଭବନରେ ପୁଣି ପଶିଲା ଭାଲୁ

ନୂଆପଡ଼ା ଅଫିସ,୧୬।୭: ନୂଆପଡ଼ା ଜିଲାରେ ଭାଲୁ ଆତଙ୍କ ଥମିବାର ନାଁ ନେଉନାହିଁ। ଦିନକୁ ଦିନ ଭାଲୁ ସହର ମୁହାଁ ହେଉଥିବାରୁ ସହରବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ସନ୍ଧ୍ୟା ହେଲେ ସହର ଭିତରେ ପ୍ରବେଶ କରୁଛି ଭାଲୁ। ଗତ ବୁଧବାର ଭାଲୁ ଜିଲାପାଳଙ୍କ...

ଜିଲାପାଳଙ୍କ ବାସଭବନରେ ଭାଲୁ

ନୂଆପଡ଼ା ଅଫିସ,୧୪।୭: ନୂଆପଡ଼ା ଜିଲାପାଳଙ୍କ ସରକାରୀ ବାସଭବନରେ ବୁଧବାର ଭୋରରେ ଏକ ଭାଲୁ ପଶିଆସିଥିଲା। ବାସଭବନ ଭିତରେ ଭାଲୁଟି ବୁଲୁଥିବା ଦେଖି କର୍ମଚାରୀମାନେ ବନ ବିଭାଗ କର୍ମଚାରୀଙ୍କୁ ସୂଚନା ଦେଇଥିଲେ। ଖବର ପାଇ ବନ୍ୟଜନ୍ତୁ ବିଭାଗ, ବନ ବିଭାଗ, ପୋଲିସ...

ଦୁର୍ଘଟଣାରେ ଗଲା ୨ ଭାଇଙ୍କ ଜୀବନ

ନୂଆପଡ଼ା ଅଫିସ,୧୨।୭: ନୂଆପଡ଼ା ଜିଲା କୋମନା ଥାନା ଜଡାମୁଣ୍ଡା ୩୫୩ ନଂ. ଜାତୀୟ ରାଜପଥରେ ସୋମବାର ବୋଲେରୋ ଓ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ବାଇକ୍‌ରେ ବସିଥିବା ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ସାଲେପଡ଼ା ଗାଁର...

୨ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

ନୂଆପଡା ଅଫିସ,୧୦।୭: ନୂଆପଡ଼ା ଜିଲା କୋମନା ଥାନା ଅଞ୍ଚଳରେ ଦୁଇ ଭିନ୍ନ ଗାଁରେ ୨ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। କୋମନା ପୋଲିସ ଗୋଟିଏ ଘଟଣାରେ ଜଣେ ନାବାଳକ ଓ ଅନ୍ୟ ଘଟଣାରେ ଜଣେ ବିବାହିତ...

ଯାଉଥିଲେ କାର୍ଯ୍ୟରେ ଯୋଗଦେବାକୁ ଚାଲିଗଲା ଜୀବନ

ଖଡିଆଳ,୪।୭: ନୂଆପଡ଼ା ଜିଲା ଖଡ଼ିଆଳ ସାନମହେଶ୍ୱର ଗ୍ରାମ ୩୫୩ ନଂ. ଜାତୀୟ ରାଜପଥରେ ରବିବାର ଏକ ଗାଡି ଧକ୍କାରେ ବାଇକ୍‌ ଚାଳକ ବଳଦେବ ନିଆଲ(୪୫)ଙ୍କ ମୃତ୍ୟୁ ଘଟିଛି। ମୃତକ କଳାହାଣ୍ଡି ଜିଲା ପାଷ୍ଟିଗୁଡିର ବୋଲି ଜଣାପଡିଛି। ସେ ପୂର୍ବତଟ ରେଲୱେ...

ଘରୁ ମିଳିଲା ୨୧ ନାଗ ସାପ, ପିଟିପିଟି ମାରିଦେଲେ

ନୂଆପଡ଼ା ଅଫିସ,୩।୭: ନୂଆପଡା ସଦର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନ ଗଡତୋଲ ଗାଁର ଜଣଙ୍କ ଘରୁ ଶୁକ୍ରବାର ୨୧ଟି ନାଗ ସାପ ଛୁଆ ବାହାରିଛି। ତେବେ ଭୟରେ ପରିବାର ଲୋକେ ସବୁ ସାପକୁ ମାରି ଦେଇଛନ୍ତି । ମିଳିଥିବା ସୂଚନା...

ଆମ୍ବଗଛ ଉପରେ ଭାଲୁ

ନୂଆପଡ଼ା ଅଫିସ,୨୪।୫:ନୂଆପଡ଼ା ଜିଲା ସିନାପାଲି ବ୍ଲକ ଘୁଚାଗୁଡା ପଞ୍ଚାୟତ ରେଙ୍ଗଟାପଡ଼ା ଗାଁର ଏକ ଆମ୍ବଗଛ ଉପରେ ଭାଲୁ ଚଢ଼ି ରହିଥିବା ଦେଖିବାକୁ ମିଳିଛି। ପାଣି କିମ୍ବା ଖାଦ୍ୟ ଅନ୍ବେଷଣରେ ଗାଁ ଭିତରକୁ ଶନିବାର ରାତିରେ ପଶି ଆସିଥିବା ଅନୁମାନ କରାଯାଉଛି।...

କରୋନାକୁ ହରାଇଲେ ମାସକର ଶିଶୁ

ନୂଆପଡ଼ା ଅଫିସ,୧୯।୫: କରୋନାର ଦ୍ୱିତୀୟ ଲହରରେ ଦିନକୁ ଦେଶରେ ୪ହଜାରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଉଛି। ଏଭଳି ସଙ୍କଟ ଜନକ ସ୍ଥିତିରେ ନୂଆପଡ଼ା ଜିଲାରୁ ଆସିଛି ଏକ ଖୁସି ଖବର। ମାସକର ଶିଶୁ କରୋନାକୁ ହରାଇ ସୁସ୍ଥ ହୋଇଥିବା ଜଣାପଡ଼ିଛି।...

ଅଟୋ ଚାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର/ନୂଆପଡ଼ା,୧୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ନୂଆପଡ଼ା ଜିଲାରେ ଅଟୋ ରିକ୍ସାରେ ମାଗଣା ଆମ୍ବୁଲାନ୍ସ ସେବା ଯୋଗାଉ ଥିବା କୁମର ତାଣ୍ଡିଙ୍କୁ ପ୍ରଶଂସା କରି ଧନ୍ୟବାଦ ଜଣାଇଛନ୍ତି। ବର୍ତ୍ତମାନ କରୋନାର ଦ୍ୱିତୀୟ ଲହରରେ ଭୟଭୀତ ଜନସାଧାରଣଙ୍କୁ ଅଟୋରେ ସ୍ବାସ୍ଥ୍ୟକେନ୍ଦ୍ର...

ନୂଆପଡ଼ାରେ କରୋନା ୩ ଦିନରେ ନେଲାଣି ୪ ଜୀବନ

ନୂଆପଡ଼ା ଅଫିସ,୧୧।୪: ନୂଆପଡ଼ା ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଗତ ୩ ଦିନରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ୯ ତାରିଖରେ ଜଣେ ୨୪ ବର୍ଷୀୟ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ସେ ଗତ ୩୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri