ନୂଆପଡ଼ା

ଆକ୍ସନରେ ମୋଡ଼ରେ ଅଧିକାରୀ

ନୂଆପଡ଼ା,୨୨ା୭ (ମକାରୁ ବେମାଲ): ସାର କଳାବଜାରୀ, ରାସାୟନିକ ସାରର କୃତ୍ରିମ ଅଭାବ ଓ ଚଢ଼ା ଦରରେ ସାର ବିକ୍ରୟକୁ ରୋକିବା ପାଇଁ ନୂଆପଡ଼ା ଜିଲା କୋମନା ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ସାର ବିକ୍ରୟ କେନ୍ଦ୍ରକୁ କୃଷି ବିଭାଗ ପକ୍ଷରୁ...

କଛାରପଡ଼ାରେ ପାନୀୟଜଳ ସମସ୍ୟା: ନାଳ ଚୁଆ ଉପରେ ଭରସା

ନୂଆପଡ଼ା,୨୨ା୭(ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ବିଶୁଦ୍ଧ ପାନୀୟଜଳ ଯୋଗାଇଦେବା ପାଇଁ ଅନେକ ଯୋଜନା କାର୍ଯ୍ୟକାରୀକରି ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଉକ୍ତ ଯୋଜନା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ସ୍ବାଧୀନତାର ଦୀର୍ଘବର୍ଷ...

କଛାରପଡ଼ାରେ ପାନୀୟଜଳ ସମସ୍ୟା ନାଳ ଚୂଆ ଉପରେ ଭରସା

ନୂଆପଡ଼ା,୨୧ା୭ (ମକାରୁ ବେମାଲ): କେନ୍ଦ୍ର ଓ ରାଜ୍ୟ ସରକାର ବିଶୁଦ୍ଧ ପାନୀୟଜଳ ଯୋଗାଇଦେବା ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଏହି ଯୋଜନା ସମ୍ପୂର୍ଣ୍ଣ ଫେଲ...

ନୂଆପଡ଼ା ଜିଲାକୁ ଦାଦନମୁକ୍ତ କରାଯିବ: ମନ୍ତ୍ରୀ

ନୂଆପଡ଼ା,୧୮ା୭ (ମକାରୁ ବେମାଲ): ରାଜ୍ୟ ସରକାରଙ୍କ ଗ୍ରାମୀଣ ବିକାଶ, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାରାୟଣ ନାୟକ ଶୁକ୍ରବାର ଦିନିକିଆ ନୂଆପଡ଼ା ଜିଲା ଗସ୍ତରେ ଆସି ୨୬୪ କୋଟି ଟଙ୍କାର ଭେଟି ଦେବା ସହ ଜିଲାକୁ...

ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କଲେ ଜିଲାପାଳ

ନୂଆପଡ଼ା,୧୮ା୭(ମକାରୁ ବେମାଲ): ନୂଆପଡ଼ା ସାହାଜଟ ସେବାଶ୍ରମ ସ୍କୁଲର ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରାଯାଇଛି। ଅଷ୍ଟମ ଶ୍ରେଣୀ ଛାତ୍ର ମୃତ୍ୟୁ ପରେ ଏପରି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଜିଲାପାଳ। କାର୍ଯ୍ୟରେ ଅବହେଳା ଅଭିଯୋଗରେ ପ୍ରଧାନଶିକ୍ଷକ ନିଲମ୍ବିତ ହୋଇଥିବା ଜଣାପଡ଼ିଛି।  ତାଙ୍କୁ ଗିରଫ...

ଆଶ୍ରମ ବିଦ୍ୟାଳୟରେ ଅଣ ଆଦିବାସୀ ଛାତ୍ରଙ୍କ ଆତ୍ମହତ୍ୟା: ଭୟରେ ପିଲାଙ୍କୁ ନେଇଯାଉଛନ୍ତି ଅଭିଭାବକ

ନୂଆପଡ଼ା,୧୮ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତ ସାହାଜଟ ଆଶ୍ରମ ବିଦ୍ୟାଳୟରେ ଗୁରୁବାର ଅଷ୍ଟମ ଶ୍ରେଣୀରେ ପଢୁଥିବା ଜଣେ ଅଣ ଆଦିବାସୀ ଛାତ୍ର ବେକରେ ରଶି ଲଗାଇ ଆମତ୍ହତ୍ୟା କରିଛନ୍ତି। ମୃତକ ହେଲେ ଖଡିଆଳ ବ୍ଲକ ବଡମହେଶ୍ୱର...

ଉଚ୍ଚ ଶିକ୍ଷା ମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି: ଗଜିର୍ଜିଲା କଂଗ୍ରେସ

ନୂଆପଡ଼ା,୧୬ା୭ (ମକାରୁ ବେମାଲ):ବାଲେଶ୍ୱର ଏଫ୍‌ଏମ୍‌ କଲେଜ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ  ନୂଆପଡ଼ା ଜିଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲା କଂଗ୍ରେସ ବରିଷ୍ଠ ନେତା ଘାସିରାମ ମାଝିଙ୍କ ନେତୃତ୍ୱରେ ଯୁବ ଓ ଛାତ୍ର କଂଗ୍ରେସ କର୍ମକର୍ତ୍ତା ସ୍ଥାନୀୟ...

କ୍ଷେତକୁ ଯାଇଥିଲେ ପୁଅ ହଠାତ ମାରିଲା ଘଡ଼ଘଡି, ଆଉ ଫେରିଲେନି…

ନୂଆପଡ଼ା, ୧୬।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ସାହିପଲା ଗାଁ ବହଳଡିହି ପଡାରେ ମଙ୍ଗଳବାର ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭାରତ ଲୁହାର (୨୪)। ସୂଚନା ମୁତାବକ ଭାରତ ଅପରାହ୍ନ ୩ଟା ସମୟରେ ନିଜ...

ରଜନା-ଚିନ୍ଦାପଡ଼ା ରାସ୍ତା କର୍ଦ୍ଦମାକ୍ତ: ଯାତାୟାତରେ ଅସୁବିଧା

ନୂଆପଡ଼ା,୧୬ା୭ (ମକାରୁ ବେମାଲ):ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ରାସ୍ତାର ଉନ୍ନତୀକରଣ କରୁଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ହେଲେ ଏମିତି ଅନେକ ରାସ୍ତା ରହିଛି ଯାହା ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଯାଇଛି। ଏହାର ଏକ ଉଦାହରଣ...

ବିପଦକୁ ଡାକୁଛି ମୁକୁଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ନୂଆପଡ଼ା, ୧୫ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ କେରମେଲି ଗାଁ ବରପଡା ଛକଠାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦ ସଙ୍କୁଳ ଅବସ୍ଥାରେ ରହିଛି। ଟ୍ରାନ୍ସଫର୍ମର ଚାରି ପାର୍ଶ୍ୱରେ ତାର ବାଡ କିମ୍ବା ପାଚେରି ନିର୍ମାଣ ପାଇଁ ଗ୍ରାମବାସୀ ବିଭାଗୀୟ ଅଧିକାରୀଙ୍କୁ ଲିଖିତ...

ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ଖଡିଆଳ କଂଗ୍ରେସର ବିରୋଧ

ଖଡ଼ିଆଳ,୧୪ା୭ (ସୁଜିତ କୁମାର ପ୍ରଧାନ)- ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ନୂଆପଡ଼ା ଜିଲା ଖଡ଼ିଆଳ କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। କଂଗ୍ରେସର ଖଡ଼ିଆଳ ବିଧାୟକ ପ୍ରାର୍ଥୀ କମଳ ଚରଣ ତାଣ୍ଡିଙ୍କ ନେତୃତ୍ୱରେ ଶତାଧିକ...

ଆଦିବାସୀଙ୍କ ମହାମେଳି

ନୂଆପଡ଼ା,୧୩।୭(ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ନେଗୀପାଲି ଗାଁ ଠାରେ ରବିବାର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଏକ ଆଦିବାସୀ ମହାମେଳି ଅନୁଷ୍ଠିତ ହୋଇଯାଇଛି। ସଂଘ ଜିଲା ସଭାପତି ଭାନୁ ପ୍ରତାପ ସିଂ ମାଝିଙ୍କ ଅଧ୍ୟକ୍ଷତାରେ ସଭା ଆୟୋଜିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri