ନୂଆପଡ଼ା

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଗଁାର ରୁପଧର ନାଗ (୩୨)। ସୂଚନା ଅନୁଯାୟୀ ରୂପଧର ନାଗ ଅନ୍ୟ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ ଦାବିରେ ଆନ୍ଦୋଳନ ଆରମ୍ଭ ହୋଇଛି। ଏଥିସହ ସେମାନେ କାର୍ଯ୍ୟବନ୍ଦ ଡାକରା ଦେଇଛନ୍ତି। ଆଶା…

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ଯୋଗଦାନ କରି…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ ଗାଁର ବବି ନାଏକ(୩୫) କଦଳୀ ଚାଷ କରି ନିଜେ ସ୍ବାବଲମ୍ବୀ ହେବା ସହ…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦ ମି. ମଧ୍ୟେ ନବାନ୍ନ ଲାଗି ସମୟ ଧାର୍ଯ୍ୟ ହୋଇଛି। ରାଜାରାଜୁଡା ଅମଳରୁ ପ୍ରତିବର୍ଷ…

ନୂଆପଡ଼ାରେ ୧,୬୭,୦୯୪ ହିତାଧିକାରୀଙ୍କ ଖାତାକୁ ଗଲା ୮୩ କୋଟି

ନୂଆପଡ଼ା,୨୮ା୮(ମକାରୁ ବେମାଲ): ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଓଡ଼ିଶା ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ ନୂଆପଡ଼ା ସହରର ରେଲୱେ ଫାଟକ ନିକଟ ବହୁମୁଖୀ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ଜିଲାର ମୋଟ ୧,୬୭,୦୯୪ ହିତାଧିକାରୀଙ୍କ ଖାତାକୁ ପଞ୍ଚମ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ ଅତିରିକ୍ତ ରାଜସ୍ବ ନିରୀକ୍ଷକ (ଏଆର୍‌ଆଇ) ତଥା ଡିଲିଂ କ୍ଲର୍କ ରାମନାଥ ମିଶ୍ର କାର୍ଯ୍ୟରୁ…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦ ପରିବାରରେ ଶହେରୁ ଅଧିକ ଲୋକ ବାସ କରୁଥିବାବେଳେ ଶିକ୍ଷା, ସ୍ବାସ୍ଥ୍ୟ, ବିଜୁଳି, ପାନୀୟ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତର ଶ୍ରମିକ ତୁଳସୀ ବଗର୍ତ୍ତୀ (୪୫) ଚିକିତ୍ସାଧୀନ ଅଛନ୍ତି। ସୂଚନା ଅନୁଯାୟୀ,…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା ଦେଇଛି। ପାଟଦରା(କୁଇମୁଣ୍ଡା) ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଅବ୍ୟବସ୍ଥା ମଧ୍ୟରେ ଚାଲିଛି।…

ଏସ୍‌ଏଚ୍‌ଜି ମହିଳାଙ୍କୁ ମିଳିନି କୋଟିଏରୁ ଅଧିକ ଟଙ୍କା, ଜିଲାପାଳଙ୍କ ଅଫିସ ଘେରାଉ କରି…

ନୂଆପଡ଼ା,୨୦ା୮(ମକାରୁ ବେମାଲ): ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସରକାରଙ୍କ ଧାନକିଣା ପ୍ରକ୍ରିୟାରେ ସାମିଲ ହେଲେ କିଛି ଟଙ୍କା ରୋଜଗାର ପାଇବେ। ସାବଲମ୍ବୀ ହେବା ପାଇଁ ଏସ୍‌ଏଚ୍‌ଜିଙ୍କ ପାଇଁ ଏହା ସହାୟକ ହେବ ବୋଲି ପୂର୍ବ ସରକାର ପରିକଳ୍ପନା କରିଥିଲେ। କିନ୍ତୁ ନୂଆପଡ଼ା…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପରିବାର ଲୋକ ବେସାହାରା

ଖଡ଼ିଆଳ,୧୦ା୮ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ସାନମହେଶ୍ୱର ପଞ୍ଚାୟତ କୁଲିଗାଁ ଗ୍ରାମରେ ଲଗାଣ ବର୍ଷାରେ ଘର ଭାଙ୍ଗିବା ପରେ ଏକ ପରିବାର ବେସାହାରା ହୋଇପଡିଛନ୍ତି। ପରିବାରର ଦୁଇ ସଦସ୍ୟ ବାଜନାଥ ଶବର ଓ ପଦ୍ମାଦେଈ ଶବର ମୂଲଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?