ନୂଆପଡ଼ା

୨୪ ଘଣ୍ଟା ଭିତରେ ଧରା ପଡ଼ିଲେ ୫ ଡକାୟତ

ନୂଆପଡା ଅଫିସ,୧୬ା୪- କରୋନା ମୁକାବିଲା କାମରେ ପୋଲିସ ନିଦ ହଜି ଯାଇଛି। ହେଲେ ଅସାମାଜିକ ବ୍ୟକ୍ତି ଏହାର ସୁଯୋଗରେ ଅପରାଧିକ କାର୍ଯ୍ୟକଳାପ ଚଳାଇଛନ୍ତି। ନୂଆପଡ଼ା ଜିଲା ଖରିଆରରୋଡ ସହରରେ ଏକ ଡକାୟତି ଘଟଣାରେ ଚବିଶ ଘଣ୍ଟା ମଧ୍ୟରେ ପୋଲିସ ଚଢାଉ...

ଭୋକରେ ଦିନ କାଟୁଛନ୍ତି ଦାଦନ

ନୂଆପଡା ଅଫିସ,୧୪ା୪ – କରୋନା କଟକଣା ଯୋଗୁ ରାଜ୍ୟ ବାହାରେ ନୂଆପଡା ଜିଲାର ହଜାର ହଜାର ଦାଦନ ଶ୍ରମିକ ଅଟକି ରହିଛନ୍ତି। ସେମାନଙ୍କୁ କୌଣସି ପ୍ରକାର ସହାୟତା ଦିଆଯାଉ ନ ଥିବାରୁ ସେମାନେ ଭୋକ ଉପାସରେ କାଳ କାଟୁଛନ୍ତି। ମିଳିଥିବା...

କରୋନା ବିଗାଡୁଛି ବେଉସା, ହାତବାନ୍ଧି ବସିଛନ୍ତି କୁମ୍ଭକାର

ନୂଆପଡା ଅଫିସ,୧୨ା୪- ଚାରିଆଡେ କରୋନା ଆତଙ୍କିତ କରି ରଖିଛି। ଏହାକୁ କିପରି ମୁକାବିଲା କରାଯାଇ ପାରିବ ସେଥିପାଇଁ ଉଭୟ ସରକାରୀ ଏବଂ ବେସରକାରୀସ୍ତରରେ ଯୁଦ୍ଧକାଳୀନ ଭିତ୍ତିରେ ଅଣ୍ଟା ଭିଡିଛନ୍ତି ଲୋକେ। ଏଥିପାଇଁ ସରକାର ଲକଡାଉନ ଭଲି କଡା ପଦକ୍ଷେପ ମଧ୍ୟ...

୫ହଜାର ଲୋକଙ୍କୁ ଦିଆଯାଉଛି ରନ୍ଧାଖାଦ୍ୟ

ନୂଆପଡା ଅଫିସ,୧୧ା୪: ଲକ୍‌ଡାଉନ ସମୟରେ କାହାକୁ ଭୋକରେ ରହିବାକୁ ଦିଆଯିବ ନାହିଁ ବୋଲି ସରକାର ବିକଳ୍ପ ପନ୍ଥା ମାନ ଅବଲମ୍ବନ କରୁଛନ୍ତି। ନୂଆପଡା ଜିଲାର ୧୩୧ ପଞ୍ଚାୟତ ମଧ୍ୟରୁ ୧୧୦ ପଞ୍ଚାୟତରେ ପ୍ରତ୍ୟହ ୫ହଜାର ଲୋକଙ୍କୁ ରନ୍ଧାଖାଦ୍ୟ ଦିଆଯାଉଛି। ହେଲେ...

ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି ଅଭିଯୋଗରେ ଓ୍ବେବପୋର୍ଟାଲ ଖବରଦାତା ଗିରଫ

ନୂଆପଡା ଅଫିସ,୪।୪- ରାଜ୍ୟ ପୋଲିସ ପ୍ରଶାସନ କରୋନା ନାଁରେ ଗୁଜବ କିମ୍ବା ବିଭ୍ରାନ୍ତି ସୃଷ୍ଟି ନ କରିବାକୁ ସବୁବେଳେ ତାଗିଦା କରୁଛି। ଏଭଳିକି କେତେଜଣଙ୍କୁ ଗିରଫ ମଧ୍ୟ କଲାଣି। ତଥାପି ଲୋକଙ୍କ ଭୟ ରହୁନି । ଏହିକ୍ରମରେ ନୂଆପଡ଼ା ଜିଲା...

ବୃଦ୍ଧାଙ୍କୁ ଗଛତଳୁ ଉଦ୍ଧାର କଲା ପ୍ରଶାସନ

ନୂଆପଡା ଅଫିସ,୪।୪- ନୂଆପଡ଼ା ଜିଲା କୋମନା ବ୍ଲକ ପ୍ରଶାସନ ସାବିତ୍ରୀ ତାଣ୍ଡି (୬୫) ନାମ୍ନୀ ଜଣେ ବୃଦ୍ଧାଙ୍କୁ ଉଦ୍ଧାର କରିଛି । ତାଙ୍କ ଘର ସ୍ଥାନୀୟ ଧୂମାଭଟା ଗାଁରେ ବୋଲି ଜଣାପଡିଛି । ସେ ଭୋକଉପାସରେ ପଣ୍ଡରାପଥର ଗାଁ ମୁଣ୍ଡ...

୩୧ ରାଜସ୍ଥାନୀଙ୍କୁ ସହାୟତା ଦେଲା ଏନଏସି ପ୍ରଶାସନ

ନୂଆପଡା ଅଫିସ,୩୧ା୩- ବର୍ତମାନ ସାରା ଦେଶ ଲକ ଡାଉନ । ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟସୀମାକୁ ଯିବା ମନା ହୋଇଛି । ହେଲେ ଏଭଳି ସ୍ଥିତିରେ ମଧ୍ୟ ଲୋକେ ନିଜ ଘର ମୁହାଁ ହେଉଛନ୍ତି । ସୁଦୂର ବିଶାଖାପାଟଣାରୁ ଏକ...

ତେଲେଙ୍ଗାନା ଇଟାଭାଟିରେ ୪୧ଶ୍ରମିକ

ନୂଆପଡା ଅଫିସ,୨୯ା୩- ସାରା ଦେଶରେ ଲକଡାଉନ। ଆଗକୁ କଅଣ ହେବ ଅନିଶ୍ଚିତତା ମଧ୍ୟରେ ଲୋକ ଜୀବନ ବଞ୍ଚାଇବାକୁ ରାହା ଖୋକୁଛନ୍ତି। ଏଭଳି  ସ୍ଥିତିରେ ରାଜ୍ୟ ବାହାରେ ଇଟାଭାଟିଗୁଡିକରେ ଫସି ରହିଛନ୍ତି ଶ୍ରମିକମାନେ । ତେଲେଙ୍ଗାନାର ବୋମାଲା ରମାରାମ ପୋଲିସ ଷ୍ଟେଶନ...

କରୋନା ପାଇଁ ସୀମାନ୍ତ ସିଲ୍‌ କଲା ପ୍ରଶାସନ

ସିନାପାଲି,୨୮।୩ (ଡି.ଏନ.ଏ): କରୋନା ସଂକ୍ରମଣ ରୋକିବା ପାଇଁ ସିନାପାଲି ବ୍ଲକ ପ୍ରଶାସନ ତରଫରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଏପରିକି ଛତିଶଗଡ ସୀମାକୁ ସିଲ୍‌ କରିବା ସହ ସହର ସମେତ ଗ୍ରାମାଞ୍ଚଳରେ ଯାଞ୍ଚ କଡାକଡି କରାଯାଇଛି। ସିନାପାଲି ପୋଲିସ ତରଫରୁ...

ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ବୋଡେନ, ସିନାପାଲିର ୩୦ ଶ୍ରମିକ

ସିନାପାଲି, ୨୮।୩ (ଡି.ଏନ.ଏ.): କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ ଡାଉନ (ତାଲା ବନ୍ଦ) ରହିଛି। ହେଲେ ପେଟପାଟଣା ପାଇଁ ଯାଇଥିବା ନୂଆପଡ଼ା ଜିଲା ସିନାପାଲି ଓ ବୋଡେନ ଅଞ୍ଚଳର ୩୦ଜଣ ଦାଦନ ଶ୍ରମିକ ଆନ୍ଧ୍ରପ୍ରଦେଶରେ ଏବେ ଫସି...

ବାପ୍‌ ଦିବ୍ୟାଙ୍ଗ: ଦାଦନ ଖଟି ବହେନ୍‌କେ ପଢ଼ଉଛନ୍‌ ତିନ୍‌ ଭାଇ

  କୋମନା, ୨୪।୩ (ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ପଏଁର ପଁଚେତ୍‌ ଅଧୀନ ମହୁଲଭଟା ଗଁାର ଦିବ୍ୟାଙ୍ଗ ମସତ୍‌ରାମ ତାଣ୍ଡି(୬୦)। ଛୁଆବେଲେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପଡ଼ି ଦିବ୍ୟାଙ୍ଗ ପାଲଟିଯାଇଛନ୍‌। ଯେନ୍‌ଥିରଲାଗି ତାକର ଗୁଟେ ଗୋଡ଼ ଠିକ୍‌ରେ...

ଟ୍ରାଇ ସାଇକେଲ ଲାଗି ଆବେଦନ କରି ଦିବ୍ୟାଙ୍ଗ ନିରାଶ

  କୋମନା,୨୧।୩ (ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ କୁରୁମପୁରୀ ପଁଚେତ୍‌ କୁଶଦହନା ଗଁାର ପୁରୁଷୋତ୍ତମ ସାହୁ(୩୫)। ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପଡ଼ି ଦିବ୍ୟାଙ୍ଗ ପାଲଟିଯାଇଛନ୍‌। ହେଲେ ସେ ହାର ନାଇଁମାନି। ଫିଦିନ ନିଜର ଟ୍ରାଇ ସାଇକେଲରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri