ହାଇସ୍କୁଲରେ ଶହେଶଯ୍ୟା ବିଶିଷ୍ଟ ଛାତ୍ରାବାସ…
ନୂଆପଡ଼ା,୨।୭ (ମକାରୁ ବେମାଲ) : ନୂଆପଡ଼ା ଜିଲା କୋମନା ବ୍ଲକ ଲଖନା ପଞ୍ଚାୟତ ମେଣ୍ଡାଟାଲ ଉଚ୍ଚ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ବିଭାଗ ଦ୍ୱାରା ପରିଚାଳିତ ଶହେ ଶଯ୍ୟା ବିଶିଷ୍ଟ ଛାତ୍ରାବାସ ଉଦ୍ଘାଟିତ ହୋଇଯାଇଛି। ବିଦ୍ୟାଳୟ…
ଯୌନ ଅପରାଧ ସୁରକ୍ଷା ନେଇ…
ନୂଆପଡ଼ା,୩୦ା୬ (ମକାରୁ ବେମାଲ) ନୂଆପଡ଼ା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟଠାରେ ସୋମବାର ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଯୌନ ଅପରାଧରୁ ପିଲାମାନଙ୍କୁ ସୁରକ୍ଷା ଉପରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ଅଧ୍ୟକ୍ଷା ବି.କେ. ରସ୍ମିତାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ…
ବାଇକ୍ ଦୁର୍ଘଟଣାରେ ଚାଲିଗଲା ଶିଶୁଙ୍କ ଜୀବନ, ୫ ଗୁରୁତର
ନୂଆପଡ଼ା,୨୮ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଞ୍ଚଳରେ ଶନିବାର ବାଇକ୍ ଦୁର୍ଘଟଣାରେ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି। ମଳିଥିବା ସୂଚନା ମୁତାବକ, କୋମନା ଥାନା ଜତଗଡ ପଞ୍ଚାୟତ ଗଡଗଡ ବାହଲି ଗାଁର ରାଇସିଂ…
ରଥଯାତ୍ରା ଦେଖିବାକୁ ଯାଉଥିଲେ: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୪ ଜୀବନ
ନୂଆପଡା,୨୮।୬(ମକାରୁ ବେମାଲ): ନୂଆପଡା ଜିଲା କୋମନା ଥାନା ଅଧୀନ ପାଳସିପାଣି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ଶନିବାର ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ…
ହେଲ୍ମେଟ ନାହିଁ ତ ପେଟ୍ରୋଲ ନାହିଁ କଡ଼ାକଡ଼ି କରାଯିବ…
ନୂଆପଡ଼ା,୨୮ା୬ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସଭାଗୃହରେ ଶନିବାର ଜିଲାସ୍ତରୀୟ ସଡକ ସୁରକ୍ଷା କମିଟି ଓ ଆମ ବସ୍ଷ୍ଟାଣ୍ଡ ନୋଡାଲ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଏତଙ୍କ ଅଧ୍ୟକ୍ଷତାରେ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର…
ଆଧାର କାର୍ଡ ତଦାରଖ କମିଟି ବୈଠକ: ଓଡ଼ିଶାରେ ନୂଆପଡ଼ା ପ୍ରଥମ ସ୍ଥାନରେ
ନୂଆପଡ଼ା,୨୭ା୬ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଗୁରୁବାର ଜିଲାସ୍ତରୀୟ ଆଧାରକାର୍ଡ ତଦାରଖ କମିଟି ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଅତିରିକ୍ତ ଜିଲାପାଳ ଭୀମସେନ ଶବର, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ…
ଦାବି ପୂରଣ ନ ହେଲେ ଜୁଲାଇ ୧୪ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ନୂଆପଡ଼ା,୨୬ା୬ (ମକାରୁ ବେମାଲ):ଓଡ଼ିଶା ରାଜସ୍ବ ଅମଲାସଂଘର ଆହ୍ବାନକ୍ରମେ ଜିଲା ଅମଲା ସଂଘ ନୂଆପଡା ପକ୍ଷରୁ ବୁଧବାର ଜିଲାପାଳ ମଧୁସୂଦନ ଦାଶଙ୍କୁ ୧୦ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ସଭାପତି ତ୍ରିଲୋଚନ ରଥଙ୍କ ନେତୃତ୍ୱରେ ସମସ୍ତ ଜିଲା ସ୍ତରୀୟ ଅମଲା ଉପସ୍ଥିତ ଥିଲେ।…
ମୌଳିକ ସୁବିଧାରୁ ବଞ୍ଚିତ ମହୁଲପଡ଼ାବାସୀ
ନୂଆପଡ଼ା,୨୫।୬ (ମକାରୁ ବେମାଲ) : ନୂଆପଡ଼ା ଜିଲା କୋମନା ବ୍ଲକ ସିଲ୍ଭା ପଞ୍ଚାୟତ ପଟପରପାଲି ଗାଁର ମହୁଲପଡ଼ାବାସୀ ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚତ୍ତ ହୋଇ ଅଭିଶପ୍ତ ଜୀବନ ବିତାଉଛନ୍ତି। ସୂଚନା ଅନୁଯାୟୀ ମହୁଲପଡ଼ାରେ ୧୦ରୁ ଊର୍ଦ୍ଧ୍ୱ ପରିବାର…
ଆକ୍ସନରେ ପ୍ରଶାସନ : ସିଲ୍ ହେଲା ରାଇସ୍ ମିଲ୍
ଖଡ଼ିଆଳ,୨୪ା୬ (ସୁଜିତ କୁମାର ପ୍ରଧାନ)- ଅଧିକ ଧାନ ଗଚ୍ଛିତ ରଖିବା ଅଭିଯୋଗରେ ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଲକ୍ଷ୍ମୀପୁରସ୍ଥିତ ବଂଶଲ ଆଗ୍ରୋ ରାଇସ୍ ମିଲକୁ ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି। ଗତ ୨୦ ତାରିଖରେ ଜିଲାପାଳ ମଧୁସୂଦନ ଦାଶଙ୍କ ନିର୍ଦ୍ଦେଶ କ୍ରମେ…
ମଣ୍ଡିରୁ ଧାନ ନ ଉଠିଲେ ଜୁଲାଇ ୧ରେ ଧାରଣା
ନୂଆପଡ଼ା,୨୪।୬ (ମକାରୁ ବେମାଲ): ନୂଆପଡ଼ା ଜିଲା ଯୁବ କଂଗ୍ରେସ ସଭାପତି ଅମିତ କୁମାର ଅହିରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଶନିବାର ଜିଲାପାଳ ମଧୁସୂଦନ ଦାଶଙ୍କୁ ସାକ୍ଷାତ କରି ମଣ୍ଡି ସମସ୍ୟା ଉପରେ ଆଲୋଚନା କରି ଶୀଘ୍ର ସମାଧାନ ପାଇଁ ଦାବିପତ୍ର…
ନୋଟିସ ବୋର୍ଡରେ ଟଙ୍ଗାହେବ ପଞ୍ଚାୟତ ଆୟବ୍ୟୟ ହିସାବ
ନୂଆପଡ଼ା,୨୩ା୬ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ପଞ୍ଚାୟତ କାର୍ଯ୍ୟକ୍ରମର ଏକ ସମୀକ୍ଷା ବୈଠକ ହୋଇଯାଇଛି। ଜିଲାପାଳ ମଧୁସୂଦନ ଦାଶ ଅଧ୍ୟକ୍ଷତା କରିଥିବା ବେଳେ ଜିଲା ପଞ୍ଚାୟତ ଅଧିକାରୀ ଲଛମନ ଓରାମ ଉପସ୍ଥିତ ଥିଲେ। ଜିଲା ପଞ୍ଚାୟତ ଅଧିକାରୀ ଓରାମ…
ଠେଙ୍ଗାରେ ପିଟିପିଟି ବାପାଙ୍କୁ ହତ୍ୟା କଲେ ପୁଅ, ଚାଷଜମିରେ ମୃତଦେହ ଛାଡ଼ି…
ନୂଆପଡ଼ା,୨୨ା୬(ମକାରୁ ବେମାଲ): ପୁଅର ଠେଙ୍ଗାମାଡ଼ରେ ଚାଲିଯାଇଛି ଜନ୍ମତାତା ବାପାଙ୍କ ଜୀବନ। ଏଭଳି କରୁଣ ଦୃଶ୍ୟ ଦେଖିବାକୁ ମିଳିଛି ନୂଆପଡ଼ା ଜିଲା ବେଳଟୁକୁରି ଥାନା କୁରୁମୁଣ୍ଡା ଗାଁରେ। ମୃତକ ଜଣକ ୬୦ ବର୍ଷୀୟ ପବନ ସିଂ ବରିହା। ସୂଚନାନୁଯାୟୀ, ଶନିବାର ମଧ୍ୟାହ୍ନରେ କୁରୁମୁଣ୍ଡା…
Archives


