ରାଜସ୍ବ ଗ୍ରାମର ମାନ୍ୟତା, ଜଙ୍ଗଲ ଜମି ପଟ୍ଟା ସଂଶୋଧନ ଦାବି: ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଅଧିବାସୀଙ୍କ ଧାରଣା
ନୂଆପଡା,୨୦ା୪ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଛତିଶଗଡ଼ ସୀମାନ୍ତ ଚୁଳାଭାଟ ପଞ୍ଚାୟତ ଗଙ୍ଗାଦିଗଡ଼ ଗାଁ ଅଧିନ ୮ଟି ପଡାର ଅଧିବାସୀମାନେ ବିଭିନ୍ନ ଦାବି ନେଇ ଶନିବାର ଜିଲାପାଳ କାର୍ଯ୍ୟାଳୟ ମୁଖ୍ୟଗେଟ ସମ୍ମୁଖରେ ଘେରାଉ କରି ଧାରଣାରେ ବସିଥିଲେ। ଶ୍ରମିକ...
ଶ୍ରମିକଙ୍କ ସମସ୍ୟା ସାମ଼ାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍
ନୂଆପଡ଼ା,୨୦ା୪(ମକାରୁ ବେମାଲ): ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ଦୁଇ ବରିଷ୍ଠ କର୍ମକର୍ତ୍ତା ବରଗଡ଼ ଏମ୍ପି ପ୍ରଦୀପ କୁମାର ପୁରୋହିତ ଓ କେନ୍ଦୁପତ୍ର କର୍ମଚାରୀ ସଂଘ ରାଜ୍ୟ ସମ୍ପାଦକ ଯଦୁମଣି ପାଣିଗ୍ରାହୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭୁବନେଶ୍ୱରସ୍ଥିତ ବାସଭବନରେ ସାକ୍ଷାତ୍...
ବିଫଳତାରୁ ଶିଖିଲେ ସଫଳତା ମିଳିବ
ନୂଆପଡ଼ା,୧୮।୪(ମକାରୁ ବେମାଲ)-ନୂଆପଡ଼ା ଆଦର୍ଶ ଆବାସିକ ବିଦ୍ୟାଳୟର ୯ତମ ବାର୍ଷିକ ଉତ୍ସବ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ ମୁଖ୍ୟ ଅତିଥି, ଇଂରାଜୀ ଅଧ୍ୟାପକ ଲୋହିତାକ୍ଷ ଯୋଶୀ...
ସୋନିଆ, ରାହୁଲଙ୍କ କୁଶ ପୁତ୍ତଳିକା ଦାହ କଲା ଭାଜପା ଯୁବମୋର୍ଚ୍ଚା
ନୂଆପଡ଼ା,୧୭ା୪ (ମକାରୁ ବେମାଲ):ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଓ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଇଡି ପକ୍ଷରୁ ଅଭିଯୋଗ ଫର୍ଦ୍ଦ ଦାଖଲକୁ ନେଇ କଂଗ୍ରେସ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।...
ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ
ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ ହୋଇଯାଇଛି। ଜିଲା ପ୍ରଶାସନ ଓ ନୂଆପଡା ପଞ୍ଚାୟତ ସମିତି ମିଳିତ ଆନୁକୂଲ୍ୟରେ ଏହା...
‘ଆମ ରୁଚି ଆମ ଖାଦ୍ୟ’ ସମାରୋହ ପିଠାପଣା ଆମ ସଂସ୍କୃତିର ଏକ ଅଙ୍ଗ
ନୂଆପଡ଼ା,୧୪ା୪ (ମକାରୁ ବେମାଲ): ଖାଦ୍ୟ ପରମ୍ପରା ହେଉଛି ଆମ ଓଡ଼ିଆ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ। ଏହି ପରମ୍ପରାକୁ ବଜାୟ ରଖିବା ପାଇଁ ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ୍ରମେ ରବିବାର ନୂଆପଡା ଏନ୍ଏସି କାର୍ଯ୍ୟାଳୟଠାରେ ‘ଆମ ରୁଚି ଆମ...
ନୂଆପଡ଼ାରେ ଆମ୍ବେଡ଼କର ଜୟନ୍ତୀ
ନୂଆପଡ଼ା,୧୪ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସାପ୍ତାହିକ ବଜାର ପଡିଆଠାରେ ବାବା ସାହେବ ଆମ୍ବେଡ଼କର ଜୟନ୍ତୀ ପାଳିତ ହୋଇଯାଇଛି l ପର୍ଶୁରାମ ଅହିରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଓକିଲ ସଂଘ ପୂର୍ବତନ ଜିଲା ସଭାପତି ପ୍ରସନ୍ନ...
ସ୍ବୀକୃତି ନୁହେଁ, କୃତି ପଛରେ ଦୌଡ଼ିଲେ ସଫଳତା ମିଳେ ଯୁବ ଲେଖକ ସମ୍ମିଳନୀ
ନୂଆପଡ଼ା,୧୨ା୪ (ମକାରୁ ବେମାଲ)-ସ୍ଥାନୀୟ ନ୍ୟାଶନାଲ କଲେଜଠାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଜିଲାସ୍ତରୀୟ ଯୁବ ଲେଖକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ଉଦ୍ଘାଟନ କରିଥିଲେ। ସେ ତାଙ୍କ ବକ୍ତବ୍ୟରେ...
ପ୍ରସ୍ତାବିତ ୪୦ ସମବାୟ ସମିତି ଖୋଲାଯାଇ କାର୍ଯ୍ୟକ୍ଷମ ଦାବି
ନୂଆପଡ଼ା,୧୨ା୪ (ମକାରୁ ବେମାଲ):ସମବାୟ, ହସ୍ତତନ୍ତ ଓ ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଗୁରୁବାର ବରଗଡ଼ ଜିଲା ଗସ୍ତରେ ଆସିଥିବାବେଳେ ନୂଆପଡ଼ା ଜିଲାର ବରିଷ୍ଠ ଭାଜପା ନେତା ତଥା ଦଳର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯଦୁମଣି ପାଣିଗ୍ରାହୀ ସାକ୍ଷାତକରି ଜିଲାର...
ଭାଇଚାରାର ଭିନ୍ନ ଏକ ନିଦର୍ଶନ ‘ଦଲଦଲି’: ହିନ୍ଦୁ ପର୍ବପର୍ବାଣିରେ ସହଭାଗୀ ମୁସଲମାନ ପରିବାର
ନୂଆପଡ଼ା,୧୧।୪ (ମକାରୁ ବେମାଲ):ଦିନକୁ ଦିନ ବିଶରେ ହିନ୍ଦୁ-ମୁସଲିମ ସମ୍ପର୍କରେ ଅଧିକ ତିକ୍ତତା ଦେଖାଦେଉଛି। ବିଶେଷ କରି କଶ୍ମୀର ପ୍ରସଙ୍ଗକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ବିବାଦ ହିନ୍ଦୁ-ମୁସଲିମ ଭାଇଚାରାକୁ ଅଧିକ କ୍ଷତାକ୍ତ କରୁଛି। ଅନ୍ୟପକ୍ଷେ ପଡ଼ୋଶୀ...
ବନ୍ଧା ହେଲେ ଗାଁରେ ଆତଙ୍କ ଖେଳାଉଥିବା ଯୁବକ
ନୂଆପଡ଼ା,୧୦ା୪ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଟାନୱାଟ ପଞ୍ଚାୟତ ଗୋବରା ଗାଁର ଜଣେ ଯୁବକଙ୍କ ଉନ୍ମତ୍ତକାଣ୍ଡ ଯୋଗୁ ଗ୍ରାମବାସୀ ତାଟିକବାଟ ବନ୍ଦ କରି ରହୁଥିଲେ। ଏ ନେଇ ପୋଲିସରେ ଅଭିଯୋଗ ପରେ ମଧ୍ୟ ସୁଫଳ ନ ପାଇବାରୁ ଗ୍ରାମର...
ସିଆର୍ପିଏଫ୍ ୨୧୬ ବାଟାଲିୟନ ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ
ନୂଆପଡ଼ା୯୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ଜାମଗାଁ ସିଆର୍ପିଏଫ୍ କ୍ୟାମ୍ପ ସମ୍ମୁଖରେ ୨୧୬ ବାଟାଲିୟାନ ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସିଆର୍ପିଏଫ୍ କମାଣ୍ଡାଣ୍ଟ ଏରିକ ଗିଲବଟ ଯୋଷ ମୁଖ୍ୟଅତିଥି...
Archives


