ନୂଆପଡ଼ା

ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳକ ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବି

ଖଡ଼ିଆଳ,୨।୯(ସୁଜିତ କୁମାର ପ୍ରଧାନ):ନୂଆପଡ଼ା ଜିଲା ସିନାପାଲି ସଦର ଗାଁରୁ ଗୋଡାଲ ଗାଁ ଯିବା ରାସ୍ତାରେ ଶ୍ରଦ୍ଧାଞ୍ଜଳି କିରାନା ଦୋକାନରେ କାମ କରୁଥିବା ଜଣେ ନାବାଳକ ଶ୍ରମିକର ବିଦ୍ୟୁତ ଆଘାତରେ ମୃତ୍ୟ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ସୂଚନାନୁସାରେ, ସିନାପାଲିସ୍ଥିତ ଗୋଡାଲ…

ତୀର ମାଡ଼ କରି ଥିଲେ ଫେରାର: ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ସୁନାବେଡା ଅଭୟାରଣ୍ୟର ଯୋଗୀମୁଣ୍ଡା ଗାଁରେ ଗତ ମଙ୍ଗଳବାର ଜଣେ ଯୁବକ ୩ ଜଣଙ୍କୁ ତୀର ମାଡ଼କରି ଫେରାର ହୋଇଯାଇଥିଲେ। ସୋମବାର ସମ୍ପୃକ୍ତ ଯୁବକ ଲାଲଧର ପହରିଆ (୪୫)ଙ୍କ ମୃତଦେହ ଏକ ଗଛରେ ଝୁଲୁଥିବା…

ଜିଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ: ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀ ପୁରସ୍କୃତ

ନୂଆପଡ଼ା,୧ା୯ (ମକାରୁ ବେମାଲ): ନୂଆପଡ଼ା ଜିଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ଗୁରୁବାର ସ୍ଥାନୀୟ ବିଜୁ ପଟ୍ଟନାୟକ ଇନଡୋର୍‌ ଷ୍ଟାଡିୟମଠାରେ ଶତାଧିକ କ୍ରୀଡ଼ାବିତ, ବୁଦ୍ଧିଜୀବୀ, କ୍ରୀଡା ସଂଗଠକ ଉପସ୍ଥିତ ରହି ହକି ଖେଳର ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଫୋଟୋଚିତ୍ରରେ ମାଲ୍ୟାର୍ପଣ…

ମଦ, ଗଞ୍ଜେଇ ବିକ୍ରି ବନ୍ଦ ଦାବିରେ ଧାରଣା

ନୂଆପଡ଼ା,୧ା୯ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଟାନୱାଟ ପଞ୍ଚାୟତ ରତିପାଲି ଗାଁରେ ବେଆଇନ ଭାବରେ ଦେଶୀ, ବିଦେଶୀ ମଦ ସାଙ୍ଗକୁ ଗଞ୍ଜେଇ ଓ କୋରେକ୍ସ ବିକ୍ରୟ ହେଉଛି। ଏହାକୁ ବନ୍ଦ କରିବା ପାଇଁ ଗ୍ରାମବାସୀ ବିଭିନ୍ନ ସମୟରେ ଜିଲା ଅବକାରୀ,…

ନୂଆଁଖାଇ ପାଳିଲେ ସୁନାନୀ ପରିବାର: ଏକାଠି ଖାଇଲେ ୬୦ ପରିବାରର ୩୫୦ରୁ ଊର୍ଦ୍ଧ୍ୱ ସଦସ୍ୟ

ନୂଆପଡ଼ା,୩୦ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଦର୍ଲିପଡା ପଞ୍ଚାୟତ ଡୁମେରପାଣି ଗାଁର ସୁନାନୀ ପରିବାର ସାମୂହିକ ଭାବେ ନୂଆଁଖାଇ ପାଳନ କରିଛନ୍ତି ା ଝାଙ୍କର ଗୌରାଙ୍ଗ ସୁନାନୀ ଓ ଗଜମନ ସୁନାନୀ ଗାଁ ଇଷ୍ଟ ଦେବଦେବୀଙ୍କଠାରେ ନୂଆଁଧାନ ଚୂଡା ଭୋଗ…

ନୂଆଖାଇ ଭେଟଘାଟ: ଦର୍ଶକଙ୍କ ମନ ମୋହିଲା ସମ୍ବଲପୁରୀ ଦଳଗତ ନୃତ୍ୟ

ନୂଆପଡା, ୨୮।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସାମୁହିକ ନୂଆଖାଇ ପାଳିତ ହୋଇଛି। ନୂଆଖାଇ ଭେଟଘାଟ ଉତ୍ସବରେ ସମ୍ବଲପୁରୀ ଦଳଗତ ନୃତ୍ୟ ଦର୍ଶକଙ୍କ ମନ ମୋହିଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ସାଂସ୍କୃତିକ ଅନୁଷ୍ଠାନର ସାମୁହିକ…

 ଧନୁ ତୀରରେ ୩ ଗୁରୁତର: ଖଟିଆରେ ବୁହାହେଲେ …

ନୂଆପଡ଼ା,୨୬।୮:(ମକାରୁ ବେମାଲ) ଧନୁ ତୀରରେ ଆକ୍ରମଣ ୩ ଗୁରୁତର। ସୁନାବେଡ଼ା ଅଭୟାରଣ୍ୟର ଯୋଗୀମୁଣ୍ଡାରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ସେମାନେ ହେଲେ ଯୋଗିମୁଣ୍ଡା ଗାଁ ର ମଙ୍ଗଳୁ ପହରିଆ (୪୫),ଗୁରୁବାରି ପହରିଆ (୪୦) ଓ ସନ୍ତୋଷ ପହରିଆ (୧୨) । ଗୁରୁତର…

ଦୋକାନରେ ଲାଗିଲା ନିଆଁ: ଜୀଅନ୍ତା ଜଳିଗଲେ ସ୍ତ୍ରୀସ୍ବାମୀ

ନୂଆପଡ଼ା/ଖଡ଼ିଆଳ,୨୬ା୮ (ମକାରୁ ବେମାଲ/ସୁଜିତ କୁମାର ପ୍ରଧାନ):ନୂଆପଡ଼ା ଜିଲା ଖଡ଼ିଆଳ ଥାନା ତୁକଲା ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଦୋକାନରେ ନିଆଁ ଲାଗି ଏକ ଦମ୍ପତି ଜଳିଯାଇ ପ୍ରାଣ ହରାଇଛନ୍ତି। ସେମାନେ ହେଲେ ବ୍ରାହ୍ମଣପଡ଼ାର ରାଜେଶ ପଟେଲ(୩୦) ଓ…

ନୂଆପଡ଼ା ଜିଲାକୁ ୟୁରିଆ ସାର ଯୋଗାଣ

ନୂଆପଡ଼ା,୨୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲାକୁ ସୋମବାର ୨୬ ହଜାର ୯୦୦ ବ୍ୟାଗ ୟୁରିଆ ସାର ଯୋଗାଣ ହୋଇଛି। ଜିଲାର ୨୬ ସମବାୟ ସମିତି ମଧ୍ୟରୁ ନୂଆପଡ଼ା ସମବାୟ ସମିତିକୁ ୭୪୫ ବସ୍ତା, ପରକୋଟ ୩୧୪, ବେଲଟୁକରି ୭୨୪ ବସ୍ତା, ସରାବଙ୍ଗ…

ନୂଆପଡ଼ା ଜିଲାରେ ବାଘ ଆତଙ୍କ: ୨ଟି ଛେଳିକୁ ମାରି ଖାଇଲା

ନୂଆପଡ଼ା,୨୫।୮(ମକାରୁ ବେମାଲ): ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟରେ କିଛି ମାସ ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ବାଘ ୨ଟି ଛେଳିକୁ ଖାଇଥିବାବେଳେ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଶନିବାର ଅପରାହ୍ନରେ ବୋଡେନ ବ୍ଲକ ନାଗପଡା ପଞ୍ଚାୟତ ଖୋଲିଭିତର ଗଁାର…

ତିଖାଲି ଡ୍ୟାମ୍‌ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

ଖଡ଼ିଆଳ,୨୩ା୮ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡ଼ିଆଳ ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପର ତିଖାଲି ଡ୍ୟାମ୍‌ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହୋଇଛି। ଗତ ୨ଦିନ ଧରି ଏଠାରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଫଳରେ ତିଖାଲି ଡ୍ୟାମ୍‌ରେ ଜଳସ୍ତର…

ସାର ଯୋଗାଣ ନ ହେଲେ ଆନ୍ଦୋଳନ

ନୂଆପଡ଼ା,୨୨ା୮ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ୟୁରିଆ ସାରର କୃତ୍ରିମ ଅଭାବ ଦେଖାଦେଇଛି। ଡିଲରମାନେ ମନଇଚ୍ଛା ଦରରେ ସାର ବିକ୍ରୟ କରୁଛନ୍ତି। ଏହା ପ୍ରତିବାଦରେ ଶୁକ୍ରବାର ଜିଲା କଂଗ୍ରେସ କମିଟି ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛ। କମିଟିର ଜିଲା ସଂଯୋଜକ ଘାସିରାମ ମାଝିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?