ମାନସ ହତ୍ୟାକାଣ୍ଡର ପର୍ଦ୍ଦାଫାସ: ଦାଦାବଟି ପାଇଁ ହତ୍ୟା, ୩ ଗିରଫ
ନୂଆପଡ଼ା,୧୪ା୫ (ମକାରୁ ବେମାଲ): ନୂଆପଡ଼ା ସଦର ମହକୁମା ଶିବଶକ୍ତି ନଗରର ମାନସ ତ୍ରିପାଠୀ (୩୦)ଙ୍କ ମୃତଦେହ ପଡ଼ୋଶୀ ଛତିଶଗଡ଼ ରାଜ୍ୟ ମହାସମୁନ୍ଦ ଜିଲା କୋମାଖାନ ଥାନା କଶେକେରା ଗାଁର ଏକ ଚାଷ ଜମିରୁ ଶୁକ୍ରବାର ଉଦ୍ଧାର ହୋଇଥିଲା। ଏହି ଘଟଣାରେ ସୋମବାର…
ମୁହଁ ମୋଡି ଚାଲିଯାଉଛନ୍ତି ପର୍ଯ୍ୟଟକ
ନୂଆପଡ଼ା,୧୨ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ସୁନାବେଡା ଅଭୟାରଣ୍ୟ ପାଦଦେଶରେ ଅବସ୍ଥିତ ଭରୁଆମୁଣ୍ଡା ପଞ୍ଚାୟତ ଲୋଡ୍ରା ଗାଁଠାରେ ଥିବା ଗୋଧସ ଜଳ ପ୍ରପାତରେ ସୋମବାର ବୈଶାଖ ମେଳା ଉଦ୍ଯାପିତ ହୋଇଯାଇଛି। ପ୍ରତି ବର୍ଷ ଭଳି ବୁଦ୍ଧ ପୂର୍ଣ୍ଣିମାରେ ଗୋଧସ ଜଳ…
ଦକ୍ଷିଣ ପାହାଡ ଉପରେ ଶ୍ୱେତ ଗଙ୍ଗା: ହାତ ପାତିଲେ ପଥରରୁ ଆସେ ଏକ ବୁନ୍ଦା ପାଣି
ନୂଆପଡ଼ା,୧୪ା୫ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ମିଛାପାଲି ପଞ୍ଚାୟତ ସୁନାବେଡା ଅଭୟାରଣ୍ୟର ଖୋଳିଗାଁଠାରେ ୩ଦିନ ଧରି ଚାଲିଥିବା ରାଣୀମୁହାସ ବୈଶାଖ ମେଳା ସୋମବାର ଉଦ୍ଯାପିତ ହୋଇଯାଇଛି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ସୁନାବେଡା ଅଭୟାରଣ୍ୟ ଭିତରେ ଖୋଳିଗାଁର ପଶ୍ଚିମ…
ମେଳା ବୁଲିବାକୁ ଯାଇଥିଲେ: ହଠାତ୍ ବାହାରିପଡ଼ିଲେ ମହୁମାଛି, ଜଣଙ୍କ ପରେ ଜଣଙ୍କୁ…
ନୂଆପଡ଼ା,୧୩ା୫ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ମିଛାପାଲି ପଞ୍ଚାୟତ ଖୋଳିଗାଁ ରାଣୀମୁହାସ ବୈଶାଖ ମେଳା ଦେଖିବାକୁ ଆସି ସୋମବାର ମହୁମାଛି ଆକ୍ରମଣରେ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…
ପୁଣି ବାଘ ଆତଙ୍କ, ଗାଈକୁ ମାରି ଖାଇଲା କଲରାପତରିଆ
ନୂଆପଡା,୧୩।୫(ମକାରୁ ବେମାଲ): ନୂଆପଡ଼ା ଜିଲାରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ନୂଆପଡ଼ା ବନାଞ୍ଚଳ ଅଧୀନ ଧରମବନ୍ଧା ବିଟ୍ ଚୁଲାଭାଟ ପଞ୍ଚାୟତ ପଣ୍ଡରିପାଣି ଗାଁରେ ସୋମବାର ବିଳମ୍ବିତ ରାତିରେ ଏକ ଗାଈକୁ ମାରି ଖାଇଛି କଲରାପତରିଆ ବାଘ। ମିଳିଥିବା ସୂଚନା ମୁତାବକ, ସୋମବାର…
ବୁଦ୍ଧ ପୂର୍ଣ୍ଣିମା ପାଇଁ ଶୈବପୀଠ ଚଳଚଞ୍ଚଳ
ନୂଆପଡ଼ା,୧୨ା୫ (ମକାରୁ ବେମାଲ):ନୃସିଂହ ଚତୁର୍ଦ୍ଦଶୀ ଓ ବୁଦ୍ଧ ପୂର୍ଣ୍ଣିମା ପାଇଁ ନୂଆପଡ଼ା ଜିଲାର ଶୈବପୀଠଗୁଡ଼ିକ ଶନିବାରଠାରୁ ଚଳଚଞ୍ଚଳ ହୋଇଉଠିଛି। ପବିତ୍ର ବୃଦ୍ଧ ପୂର୍ଣ୍ଣିମାରେ ବୁଡ ପକାଇ ଶୈବାଳୟରେ ଜଳ ଅର୍ପଣ ପାଇଁ ଶ୍ରଦ୍ଧାଳୁମାନେ ପୂର୍ବରୁ ଆସି ଡେରା ପକାଇଛନ୍ତି। ନୂଆପଡ଼ା ସଦର…
ବିଦ୍ୟୁତ ସଂସ୍ପର୍ଶରେ ଆସି ଚାଲିଗଲା ଦାଦନ ଶ୍ରମିକଙ୍କ ଜୀବନ
ନୂଆପଡା,୧୨ା୫ (ମକାରୁ ବେମାଲ):ଚେନ୍ନାଇରେ ଦାଦନ ଖଟିବାକୁ ଯାଇଥିବା ନୂଆପଡା ଜିଲା କୋମନା ଥାନା କୋନାବିରା ଗାଁର ଜଣେ ଯୁବକଙ୍କ ରବିବାର ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଛି। ସେ ହେଲେ କୋନାବିରା ଗାଁର ପୂର୍ଣ୍ଣ ପରାଭୁଏ (୩୨) । ପୂର୍ଣ୍ଣ ତାଙ୍କ…
ବୋଡ଼େନ ପାତାଳ ଗଙ୍ଗାରେ ବୈଶାଖ ମେଳା ପ୍ରସ୍ତୁତି
ନୂଆପଡା,୧୧।୫ (ମକାରୁ ବେମାଲ): ବୈଶାଖ ପୂର୍ଣ୍ଣିମା ଦିନ ନୂଆପଡା ଜିଲା ବୋଡ଼େନ ବ୍ଲକର ପବିତ୍ର ତୀର୍ଥପୀଠ ପାତାଳ ଗଙ୍ଗାଠାରେ ଅନୁଷ୍ଠିତ ହେବାକୁ ଥିବା ମେଳା ପାଇଁ ରବିବାର ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ମନ୍ଦିର ପରିଚାଳନା କମିଟି ସଦସ୍ୟ,ବିଭିନ୍ନ…
ଛତିଶଗଡ଼ରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ
ନୂଆପଡ଼ା,୧୦ା୫(ମକାରୁ ବେମାଲ): ନୂଆପଡ଼ାରୁ ନିଖୋଜ ଯୁବକଙ୍କ ମୃତଦେହ ଛତିଶଗଡ କୋମାଖାନ ଥାନା ଅଞ୍ଚଳରୁ ଜବତ ହୋଇଛି। ମିଳିଥିବା ସୂଚନା ମୁତାବକ, ନୂଆପଡା ଜିଲା ସଦର ବିଜ୍ଞାପିତ ଅଞ୍ଚଳ ପରିଷଦ ୱାର୍ଡ ନଂ ୧୨ ସିରତୋଲ ଗ୍ରାମର ମାନସ ତ୍ରିପାଠୀ (୩୦) ନିଖୋଜ…
କାଳବୈଶାଖୀରେ ବୃଦ୍ଧାଙ୍କ ଘର ଛପର ଉଡ଼ିଲା
ନୂଆପଡ଼ା,୧୦ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ୍ ଚୂଳାଭାଟ ପଞ୍ଚାୟତ ଗଙ୍ଗାଦିଗଡ଼ ଗାଁରେ ଶୁକ୍ରବାର କାଳବୈଶାଖୀରେ ଜଣେ ବୃଦ୍ଧାଙ୍କ ଘର ଛପର ଉଡ଼ିଯାଇଛି। ସୂଚନାକ୍ରମେ ଗାଁର ଶାନ୍ତିବାଈ ମାଝି (୭୦) ଘରେ ଏକାକୀ ରହନ୍ତି। ସେ ଦୀର୍ଘବର୍ଷ ହେବ ଆବାସ ଗୃହ…
ସାନଭାଇଙ୍କ ଠେଙ୍ଗା ମାଡ଼ରେ ବଡ ମୃତ
ନୂଆପଡ଼ା,୧୦ା୫ (ମକାରୁ ବେମାଲ): ନୂଆପଡ଼ା ସଦର ଥାନା ଟାନୱାଟ ଗାଁରେ ଶନିବାର ସାନ ଭାଇଙ୍କ ଠେଙ୍ଗାମାଡରେ ବଡଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପୁନିଚନ ବିଶ୍ୱାଳ (୪୮)। ଏ ନେଇ ମୃତକଙ୍କ ପତ୍ନୀ କମଲି ବିଶ୍ୱାଳ ନୂଆପଡା ସଦର ଥାନାରେ ସାନଭାଇ…
ନୂଆପଡ଼ା ଜିଲା ବେଷ୍ଟ କ୍ୟାମ୍ପୋରି ମନୋନୀତ
ଖଡ଼ିଆଳ/ନୂଆପଡ଼ା୧୦।୫ (ସୁଜିତ କୁମାର ପ୍ରଧାନ/ ମକାରୁ ବେମାଲ)- ନୂଆପଡ଼ା ଜିଲା ରାଜ୍ୟର ବେଷ୍ଟ କ୍ୟାମ୍ପୋରି ଭାବେ ମନୋନୀତ ହୋଇଛି। ଭୁବନେଶ୍ୱର ରାଜଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳ ହରିବାବୁ କମ୍ଭମପାଟି, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇ…
Archives


