ନୂଆପଡ଼ା

ବର୍ଷାପାଣିରେ ଧୋଇଗଲା ରାସ୍ତା: ଯାତାୟାତରେ ବାଧକ

ନୂଆପଡ଼ା,୧୪ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଦର୍ଲିପଡା ପଞ୍ଚାୟତ ହାତୀସରା ଗଁା ଧାମନଡୋଙ୍ଗିଆ ପଡା ରାସ୍ତା ପୋଲ ବର୍ଷାପାଣିରେ ଧୋଇଯାଇ ଯାତାୟାତରେ ବାଧକ ସାଜିଛି। ସୂଚନା ଅନୁଯାୟୀ, ହାତୀସରା ଗଁାଠାରୁ ଏହି ରାସ୍ତା ଲରିଆପଡା ଦେଇ ଧାମନଡୋଙ୍ଗିଆ ପଡାକୁ ସଂଯୋଗ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ, ଗତ ମେ ୨୧ରେ ସରପଞ୍ଚ ସାହୁଙ୍କ ମୋବାଇଲକୁ ଏକ ଅଜଣା ନମ୍ବରରୁ କଲ…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ ହେଲା ପରେ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ବିଭାଗୀୟ କର୍ମଚାରୀ ଖାଲ…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ ନୂଆପଡ଼ା ଜିଲାର ସୀମାନ୍ତ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବହେବା ଘଟଣା ସାମ୍‌ନାକୁ ଆସିଛି।…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ଏକ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହିଳା ମୋର୍ଚ୍ଚା ରାଜ୍ୟ ସଭାପତି ଭାବରେ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ ପ୍ରକଳ୍ପର ମାଛଗୁଡିକ ତଳମୁଣ୍ଡକୁ ଭାସିଯାଇଥିଲେ। ଏହାଦେଖି ମତ୍ସ୍ୟଜୀବୀଙ୍କ ସହ ଅନ୍ୟ ଲୋକମାନେ ଜାଲ…

କପିଳେନ୍ଦ୍ର ଦାସଙ୍କୁ ଭାରତ ରତ୍ନ ଗୌରବ ସମ୍ମାନ: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ନୂଆପଡ଼ା,୮ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଭେଳା ଗାଁର ଶିକ୍ଷାବିତ୍‌ ତଥା ଖଡିଆଳ ରାଜା ଏଟି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଡ. କପିଳେନ୍ଦ୍ର ଦାସ ଶିକ୍ଷା, ଗବେଷଣା ଏବଂ ସାହିତ୍ୟ କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ ଜୋଙ୍କ ଥାନାରେ ଅଭିଯୋଗ ହୋଇଛି। ମୃତକ ହେଲେ ତିଲେଇଝର ଗାଁର ରାଜେଶ ସାହୁ…

ଡାକ୍ତର ଆନ୍ଦୋଳନ: ଚିକିତ୍ସା ଅଭାବରୁ ପ୍ରସୂତିଙ୍କ ମୃତ୍ୟୁ

ଖଡ଼ିଆଳ,୪ା୭ (ସୁଜିତ କୁମାର ପ୍ରଧାନ)- ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ଠିକ୍‌ ସମୟରେ ଚିକିତ୍ସା ନ ପାଇ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ ଘଟଣା ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ବିରିଘାଟ ଗ୍ରାମରେ ଘଟିଛି। ସୂଚନା ଅନୁଯାୟୀ,…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ ସରକାର ଆଉ ୩ ଦିନ ଅବଧି ବଢାଇଛନ୍ତି ା ଜୁଲାଇ ୩ ପର୍ଯ୍ୟନ୍ତ…

ମୌସୁମୀ ବର୍ଷାରେ ବିଳମ୍ବ, ଚାଷୀ ହତାଶ: ଜଳସେଚନ ସୁବିଧା ନାହିଁ

ନୂଆପଡ଼ା,୨୭ା୬ (ମକାରୁ ବେମାଲ):ନୂଆପଡା ଏକ କୃଷିପ୍ରଧାନ ଜିଲା। ଜିଲାର ୯୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭର କରିଥାନ୍ତି। ଜଳସେଚିତ ଅଞ୍ଚଳକୁ ବାଦଦେଲେ ଅଣଜଳସେଚିତ ଅଞ୍ଚଳରେ ଚାଷୀ ଖରଡି (ଖୋର୍ଡା) ଧାନ ବୁଣନ୍ତି। ଏହା ଜୁନ ପ୍ରଥମ ସପ୍ତାହରେ ଆରମ୍ଭ ହୋଇ…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ ସମସ୍ତ ବିଭାଗ ଉଚ୍ଚ ପଦାଧିକାରୀ ଗଣ ଶୁକ୍ରବାର ପୂର୍ବାହ୍ନ ୧୦.୩୦ରେ ପରିଦର୍ଶନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?