ନୂଆପଡ଼ା

ସେନାରେ ଭର୍ତ୍ତି କରିବାକୁ ତାଲିମ ପ୍ରଦାନ : ୨୧୬ ବାଟାଲିୟନର ଅଭିନବ ପ୍ରୟାସ

ନୂଆପଡା ଅଫିସ,୧୧ା୮ ନୂଆପଡା ଭଳି ଉପାନ୍ତ ଜିଲାରେ ମାଓବାଦୀମାନେ ବିଭିନ୍ନ ସମୟରେ ଉପଦ୍ରବ ଚଳାଇଥିବାବେଳେ ଯୁବ ଗୋଷ୍ଠୀଙ୍କୁ ମୁଖ୍ୟ ସୋ୍ରତରେ ସାମିଲ କରିବାକୁ ଏଠାରେ ଅବସ୍ଥାପିତ ସିଆରପିଏଫ ୨୧୬ ବାଟାଲିୟନ ମୁଖ୍ୟ ଅଭିନବ ପ୍ରୟାସ ଚଳାଇଛନ୍ତି । ଜିଲାରୁ ସେନା...

ଚେକଡ୍ୟାମ ଭୁଶୁଡିଲା:୩୦୦ ହେକ୍ଟର ଜମିକୁ ପ୍ରଭାବିତ

ସିନାପାଲି,୧୧।୮(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲି ବ୍ଲକସ୍ଥିତ ଖଇରପଦର ତଲଝରିଆ ନାଳ ଚେକ୍‌ଡ୍ୟାମ ଭୁଶୁଡି ପଡ଼ିଛି। ଏଥିଯୋଗୁ ୫୦ରୁ ଉର୍ଦ୍ଧ୍ୱ ଚାଷୀଙ୍କ ପ୍ରାୟ ୩୦୦ ହେକ୍ଟର ଜମି ଜଳସେଚନ ପ୍ରଭାବିତ ହେବ। ଫଳରେ ଅଞ୍ଚଳର ଚାଷୀ ଚିନ୍ତିତ ହୋଇପଡିଛନ୍ତି। ଏହି ଚେକ...

ତଳି ରୋଇଲେ ଯୁବକ ସଂଘ କର୍ମକର୍ତ୍ତା

ନୂଆପଡ଼ା ଅଫିସ,୧୧ା୮ ସାଧାରଣତଃ ସରକାରୀ ଅନୁଦାନ କିମ୍ବା ପ୍ରୋତ୍ସାହନକୁ ଅପେକ୍ଷା କରିବା ଲୋକଙ୍କ ଅଭ୍ୟାସରେ ପରିଣତ ହୋଇଛି । ହେଲେ ନିଜସ୍ବ ଉଦ୍ୟମ ଏବଂ ଶ୍ରମଦାନ କରି ପାଣ୍ଠି ସଂଗ୍ରହ କରିବା ଓ ସେହି ଅର୍ଥରେ ଗରିବ ନିଃସହାୟଙ୍କୁ ସହାୟତା...

ଭଂଗା କୁରିଆରେ ବିତୁଛେ ଜୀବନ୍‌:ଘରଖଁଡ଼େ ଲାଗି ଗୁହାରି କରି ଦମ୍ପତି ନିରାଶ

ସିନାପାଲି, ୧୦।୮ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା ସିନାପାଲି ବ୍ଲକ ନୂଆମାଲପଡ଼ା ଗଁାର ଅସାହା ଦମ୍ପତି ରାମ ସିଂ ବାଗ(୬୦) ଆର ମାଏକିନା ସୁବର୍ଣ୍ଣୀ ବାଗ(୫୭)। ଇମାନକର ପିଲାଛୁଆ କିଛି ନାଇଁ। ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ନଁାକେ ଜମିବାଡ଼ି ଦୁଇଟୁକ୍‌ରି...

କୃଷି ବୀମା ଅର୍ଥ ପ୍ରଦାନ, ଜଳସେଚନ ବ୍ୟବସ୍ଥା :ଦାବିଚାଷୀଙ୍କ ୬ ଘଣ୍ଟା ରାସ୍ତା ଅବରୋଧ

ନୂଆପଡ଼ା ଅଫିସ/ଖଡ଼ିଆଳ,୧୦।୮(ଡି.ଏନ.ଏ.) ଗତବର୍ଷ ମରୁଡ଼ିର ଉଚିତ କୃଷିବୀମା ଟଙ୍କା ପ୍ରଦାନ ସହ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ପାଣି ଯୋଗାଣ ଦାବିରେ ଚାଷୀମାନେ ଖଡିଆଳ-ଭବାନୀପାଟଣା ରାସ୍ତାକୁ ଦୀର୍ଘ ୬ ଘଣ୍ଟା ଧରି ଅବରୋଧ କରିଥିଲେ ା ଫଳରେ ଉପରୋକ୍ତ ରାସ୍ତାର...

ଯୁବଗୋଷ୍ଠୀଙ୍କୁ ପ୍ରୋତ୍ସାହିତ ପାଇଁ ଯୋଜନା ଚାଲିଛି

ନୂଆପଡା ଅଫିସ,୧୦ା୮ ନୂଆପଡା ଏକ ଉପାନ୍ତ ଜିଲା । ଏଠାରେ ଯୁବ ସମାଜ ଦିନକୁ ଦିନ ପଥଭ୍ରଷ୍ଟ ଯେମିତି ନ ହୁଅନ୍ତି ସେଥିପ୍ରତି ଦୃଷ୍ଟି ଦେବାର ସମୟ ଆସିଛି। ଏଥିପାଇଁ ନେହେରୁ ଯୁବ କେନ୍ଦ୍ର ପର୍ଯ୍ୟାୟ କ୍ରମେ ବିଭିନ୍ନ କାର୍ଯ୍ୟକ୍ରମ...

ଜୀବନ ସମ୍ପର୍କ କାର୍ଯ୍ୟକ୍ରମର ଶୁଭାରମ୍ଭ: ଯୋଗଦେଲେ ସୁନାବେଡାର ଆଦିବାସୀ

ନୂଆପଡା ଅଫିସ,୧୦ା୮ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟରେ ସଭାଗୃହରେ ଜିଲାପାଳ ମଧୁସ୍ମିତା ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଦିବାସୀ ଜନଜାତି ଚକୋଟିଆ ଭୁଞ୍ଜିଆଙ୍କ ଉନ୍ନତି ସକାଶେ ଜୀବନ ସମ୍ପର୍କ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏହି ଅବସରରେ ଜିଲାପାଳ ଉଦ୍‌ଘାଟନ କରି...

ମୁସରଙ୍ଗି ଜଙ୍ଗଲରୁ ବାଘ ଉଭାନ : ବନବିଭାଗ ଛାନ୍‌ଭିନ୍‌ ଜାରି

ନୂଆପଡ଼ା ଅଫିସ,୧୦ା୮ ସ୍ଥାନୀୟ ମୁସରଙ୍ଗି ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ଥିବା ଜଣାପଡ଼ିବା ପରେ ସଂପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ା ବନ ବିଭାଗ ପକ୍ଷରୁ ଏ ନେଇ ବିଭିନ୍ନ ସ୍ଥାନରେ କର୍ମଚାରୀ ମୁତୟନ କରାଯାଇଥିଲା...

ବଢ଼ୁଛେ ଝୁନକେତନର ପେଟ୍‌:ସାହାଯ୍‌ ଲାଗି ଗୁହାରି କରି ମା’ବାପ୍‌ ନିରାଶ

କୋମନା,୯ା୮(ଡି.ଏନ୍‌.ଏ): ନୂଆପଡ଼ା ଜିଲା କୋମନା ବ୍ଲକ ଟିକ୍ରାପଡ଼ା ପଁଚେତ୍‌ ଜଗନ୍ନାଥପାଲିର ଝନେ ନିହାତି ଗରିବ୍‌ ଅସାହା ବାପ୍‌ ପୁଓର ଚିକିଛା ସାହାଯ୍‌ ଲାଗି ଗୁହାରି କରି ନିରାଶ ହେଇଥିବାର ଅଭିଯୋଗ କରିଛନ୍‌। ସୂଚନା ଅନ୍‌ସାରେ କୋମନା ବ୍ଲକ ଜଗନ୍ନାଥପାଲିର କ୍ଷୀର...

ସିନାପାଲିରେ ବର୍ଷା ବିତ୍ପାତ, ବ୍ୟାପକ କ୍ଷୟକ୍ଷତି: ସିନାପାଲି ବିଡିଓ, ରାଜସ୍ବ ଅଧିକାରୀଙ୍କ ଅଞ୍ଚଳ ପରିଦର୍ଶନ

ସିନାପାଲି,୯।୮(ଡି.ଏନ.ଏ.)-ନୂଆପଡା ସିନାପାଲି ଅଞ୍ଚଳରେ ଗତ ୨ ଦିନର ଲଗାଣ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଅନେକ ଲୋକଙ୍କ ଘରଦ୍ୱାରା ଭୁଶୁଡି ପଡିଥିବା ବେଳେ ଚାଷଜମିଗୁଡିକରେ ହିଡ ଭାଙ୍ଗି ପୋତି ହୋଇଯାଇଛି। ଶହ ଶହ ଏକର ଜମି ବାଲିଚର ହୋଇଯାଇଛି...

ମୁସରଙ୍ଗି ଜଙ୍ଗଲରେ୨ ଛୁଆ ସମେତ ୪ ବାଘ: ଗ୍ରାମବାସୀ ଆତଙ୍କିତ; ଗତିବିଧି ଅନୁଧ୍ୟାନ କରୁଛି ବନବିଭାଗ

ନୂଆପଡା ଅଫିସ,୯ା୮ -ସ୍ଥାନୀୟ ମୁସରଙ୍ଗି ସଂରକ୍ଷିତ ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ରହିଥିବା ଜଣାପଡ଼ିବା ପରେ ସେହି ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଦିନତମାମ ଜଙ୍ଗଲରେ ଥିବା ପାହାଡ଼ ଶିଖରରେ ବାଘ ହାକୁଟି ମାରୁଥିବାବେଳେ ରାତିରେ...

ବ୍ଲକ ସ୍ଥାୟୀ ଶିକ୍ଷା କମିଟି ବିଦ୍ୟାଳୟ ପରିଦର୍ଶନ କଲେ; ବିଦ୍ୟାଳୟ ଶିକ୍ଷା ବ୍ୟବସ୍ଥା ବୁଝିଲେ

ନୂଆପଡା ଅଫିସ,୮ା୮: ନୂଆପଡା ଏକ ଉପାନ୍ତ ବ୍ଲକ। ଏଠାରେ ଶିକ୍ଷା ବ୍ୟବସ୍ଥା ଦୁର୍ବଳ ଥିବାବେଳେ ବିଦ୍ୟାଳୟଗୁଡିକ ଆନୁଷଙ୍ଗି ବ୍ୟବସ୍ଥା ଠିକ ନ ଥିବା ନେଇ ବାରମ୍ବାର ଅଭିଭାବକ ମହଲରେ ଅସନ୍ତୋଷ ଲାଗି ରହିଥିଲା । ଏଥିପ୍ରତି ଦୃଷ୍ଟି ଦେବାକୁ ନୂଆପଡା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri