ଭାଇଚାରାର ଭିନ୍ନ ଏକ ନିଦର୍ଶନ ‘ଦଲଦଲି’: ହିନ୍ଦୁ ପର୍ବପର୍ବାଣିରେ ସହଭାଗୀ ମୁସଲମାନ ପରିବାର
ନୂଆପଡ଼ା,୧୧।୪ (ମକାରୁ ବେମାଲ):ଦିନକୁ ଦିନ ବିଶରେ ହିନ୍ଦୁ-ମୁସଲିମ ସମ୍ପର୍କରେ ଅଧିକ ତିକ୍ତତା ଦେଖାଦେଉଛି। ବିଶେଷ କରି କଶ୍ମୀର ପ୍ରସଙ୍ଗକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ବିବାଦ ହିନ୍ଦୁ-ମୁସଲିମ ଭାଇଚାରାକୁ ଅଧିକ କ୍ଷତାକ୍ତ କରୁଛି। ଅନ୍ୟପକ୍ଷେ ପଡ଼ୋଶୀ ବଙ୍ଗଳା…
ବନ୍ଧା ହେଲେ ଗାଁରେ ଆତଙ୍କ ଖେଳାଉଥିବା ଯୁବକ
ନୂଆପଡ଼ା,୧୦ା୪ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଟାନୱାଟ ପଞ୍ଚାୟତ ଗୋବରା ଗାଁର ଜଣେ ଯୁବକଙ୍କ ଉନ୍ମତ୍ତକାଣ୍ଡ ଯୋଗୁ ଗ୍ରାମବାସୀ ତାଟିକବାଟ ବନ୍ଦ କରି ରହୁଥିଲେ। ଏ ନେଇ ପୋଲିସରେ ଅଭିଯୋଗ ପରେ ମଧ୍ୟ ସୁଫଳ ନ ପାଇବାରୁ ଗ୍ରାମର ଶତାଧିକ…
ସିଆର୍ପିଏଫ୍ ୨୧୬ ବାଟାଲିୟନ ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ
ନୂଆପଡ଼ା୯୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ଜାମଗାଁ ସିଆର୍ପିଏଫ୍ କ୍ୟାମ୍ପ ସମ୍ମୁଖରେ ୨୧୬ ବାଟାଲିୟାନ ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସିଆର୍ପିଏଫ୍ କମାଣ୍ଡାଣ୍ଟ ଏରିକ ଗିଲବଟ ଯୋଷ ମୁଖ୍ୟଅତିଥି ଓ…
୧୪ ସୁଦ୍ଧା ଦାବି ପୂରଣ ନ ହେଲେ ଆନ୍ଦୋଳନ
ନୂଆପଡ଼ା,୯ା୪ (ମକାରୁ ବେମାଲ): ରାଜ୍ୟ ଯୋଗାଣ ସହାୟକ ସଂଘ ନିଷ୍ପତ୍ତିକ୍ରମେ ସୋମବାର ନୂଆପଡ଼ା ଜିଲାରେ କାର୍ଯ୍ୟରତ ଯୋଗାଣ ସହାୟକମାନେ ସମୂହ ଛୁଟି ପାଇଁ ସରକାରଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ୨୦୧୨ଠାରୁ ଯୋଗାଣ ସହାୟକମାନେ ଜିଲାର ବିଭିନ୍ନ ପଞ୍ଚାୟତରେ ଖାଦ୍ୟ…
୨ବର୍ଷ ୧୦ ମାସର ଶିଶୁ ଇଣ୍ଡିଆ ବୁକ ଅଫ୍ ରେକଡର୍ସର ଅଧିକାରୀ
ନୂଆପଡ଼ା,୭ା୪(ମକାରୁ ବେମାଲ)- ମାତ୍ର ୨ ବର୍ଷ ୧୦ ମାସର ଶିଶୁ ଇଣ୍ଡିଆ ବୁକ ଅଫ୍ ରେକଡର୍ସର ଅଧିକାରୀ ହୋଇପାରିଛନ୍ତି। ସେ ହେଲେ ନୂଆପଡ଼ା ଜିଲା ସିନାପାଲି ସହରର ହରେକୃଷ୍ଣ ମେହେର ଓ ତପସ୍ବିନୀ ମେହେରଙ୍କ ଶିଶୁପୁତ୍ର ଶିବାଂସ। ଶିବାଂସ ନିମିଷକେ ୧୪…
ମାରଗୁଡ଼ା ଲୋକ ମହୋତ୍ସବ ଉଦ୍ଯାପିତ
ନୂଆପଡ଼ା,୫ା୪(ମକାରୁ ବେମାଲ): ସ୍ଥାନୀୟ ମିନି ଷ୍ଟାଡିୟମରେ ଚାଲିଥିବା ମାରଗୁଡ଼ା ଲୋକ ମହୋତ୍ସବ ଶନିବାର ଉଦ୍ଯାପିତ ହୋଇଯାଇଛି। ନୂଆପଡା ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ପୂର୍ବତନ କଳାହାଣ୍ଡି ଏମ୍ପି ବସନ୍ତ କୁମାର ପଣ୍ଡା ମୁଖ୍ୟ ଅତିଥି,…
ବନ୍ଧା ହେଲେ ରାଣିମୁଣ୍ଡା ସରପଞ୍ଚ, ପୂର୍ବତନ ପିଇଓ
ନୂଆପଡା,୫/୪ (ମକାରୁ ବେମାଲ): ନୂଆପଡା ଜ଼ିଲା ଖରିଆର ବ୍ଲକ ରାଣିମୁଣ୍ଡା ପଞ୍ଚାୟତ ସରପଞ୍ଚ ଓ ତତ୍କାଳୀନ ପଞ୍ଚାୟତ ନିର୍ବାହୀ ଅଧିକାରୀ ଶୁକ୍ରବାର ରାତିରେ ଭିଜିଲାନ୍ସ ହାତରେ ବନ୍ଧା ହୋଇ ଜେଲ ଯିବା ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ରାଣୀମୁଣ୍ଡା ପଞ୍ଚାୟତ…
ଓଡ଼ିଆ ଭାଷାରେ ନାମଫଳକ …
ନୂଆପଡ଼ା,୪ା୪ (ମକାରୁ ବେମାଲ): ଓଡ଼ିଆ ପକ୍ଷ ପାଳନ ଅବସରରେ ଶୁକ୍ରବାର ଖରିଆର ରୋଡ୍ ଏନ୍ଏସି ଓ ଜିଲା ଶ୍ରମ ବିଭାଗ ମିଳିତ ଆନୁକୂଲ୍ୟରେ ଏକ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ଜିଲା ଶ୍ରମ ଅଧିକାରୀ ରବୀନ୍ଦ୍ର ବାର୍ଲା ଓ ଏନ୍ଏସି…
କାଳବୈଶାଖୀରେ ଉଜୁଡ଼ିଲା ଫସଲ
ନୂଆପଡ଼ା,୪ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କାଳବୈଶାଖୀ ପ୍ରଭାବରେ ଖରାଟିଆ ଫସଲ ନଷ୍ଟହୋଇଛି। ଅପରାହ୍ନ ଗୋଟାଏ ସମୟରେ ପବନ ବହିବା ସହ ଝିପିଝିପି ବର୍ଷା ଓ କୁଆପଥର ମାଡ଼ ହୋଇଥିଲା । ଏଥିରେ ଅଧିକାଂଶ ଚାଷୀଙ୍କ ଆମ୍ବ, ଚାର ଓ ମହୁଲ…
ବୈଷ୍ଣୋଦେବୀଙ୍କୁ ଦର୍ଶନ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ନୂଆପଡ଼ା/କୋମନା,୩ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଇ ତାଙ୍କ ପରିବାର ସହ ଗୁରୁବାର ନୂଆପଡ଼ା ଜିଲା କୋମନାସ୍ଥିତ ମନ୍ଦିରରେ ମାତା ବୈଷ୍ଣୋଦେବୀଙ୍କୁ ଦର୍ଶନ କରିଛନ୍ତି। ସୂଚନା ମୁତାବକ ମଧ୍ୟାହ୍ନ ସମୟରେ ଛତିଶଗଡରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ସାଇ…
ଉତ୍ତମ ଛାତ୍ର ଗଠନରେ ମାତାପିତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ନୂଆପଡ଼ା,୨।୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସରସ୍ବତୀ ଶିଶୁ ମନ୍ଦିରର ୨୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଆଚାର୍ଯ୍ୟ ରବିନ୍ଦ୍ର କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ଜିଲାପାଳ ମଧୁସୂଦନ ଦାସ ମୁଖ୍ୟଅତିଥି, ପୂର୍ବତନ…
ମାରାଗୁଡ଼ା ଲୋକ ମହୋତ୍ସବ ଉଦ୍ଘାଟିତ ସମ୍ବଲପୁରୀ ନାଚଗୀତରେ ଝୁମିଲେ ଦର୍ଶକ
ନୂଆପଡ଼ା,୨।୪(ମକାରୁ ବେମାଲ): ସ୍ଥାନୀୟ ଲୋକ ସଂସ୍କୃତି, ପରମ୍ପରା, ଐତିହ୍ୟକୁ ନେଇ ନୂଆପଡା ମିନି ଷ୍ଟାଡିୟମଠାରେ ମଙ୍ଗଳବାର ମାରାଗୁଡା ଲୋକ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଜିଲାପାଳ ମଧୁସୂଦନ ଦାସଙ୍କ ନେତୃତ୍ୱରେ ସକାଳେ କଣାଭଏଁରା ମନ୍ଦିର-ସାଲିହା ସ୍ମୃତିପୀଠରୁ ମଶାଳ ବାହାରି ସହର ପରିକ୍ରମା କରିଥିଲା।…
Archives


