ନୂଆପଡ଼ା

ଭାଲୁ ଆକ୍ରମଣରେ ୨ ଯୁବକ ଗୁରୁତର: ଆକ୍ରମଣ ଭୟରେ ଗଛକୁ ଚଢିଲେ ଲୋକେ

ନୂଆପଡ଼ା,୧୫ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଧୀନ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଅବସ୍ଥିତ ସୋସେଙ୍ଗ ଗାଁରେ ଶନିବାର ଭାଲୁ ଆକ୍ରମଣରେ ୨ ଯୁବକ ଗୁରୁତର ହୋଇଛନ୍ତି। ସେମାନେ ହେଲେ ସୋସେଙ୍ଗ ଗାଁର ଦିପଚନ ମାଝି(୩୭) ଓ ଅମୂଳ ମାଝି…

ଛାତ୍ରୀଛାତ୍ରଙ୍କ ଅନ୍‌ଲାଇନ ପାଠପଢାରେ ନେଟ୍‌ୱର୍କ ବାଧକ

ନୂଆପଡ଼ା,୧୩ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ସୋସେଙ୍ଗ ପଞ୍ଚାୟତ ଅଞ୍ଚଳରେ ନେଟ୍‌ୱାର୍କ ସମସ୍ୟା ଯୋଗୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ପଞ୍ଚାୟତ ଅନ୍ତର୍ଗତ ରୁପିଆମ, ଗୁତମା, ଅଡାର,…

୪ ମାସ ହେବ ଥିଲେ ନିଖୋଜ, ଜଙ୍ଗଲରୁ ମିଳିଲା ଝୁଲନ୍ତା ମୃତଦେହ

ନୂଆପଡ଼ା,୧୧ା୬(ମକାରୁ ବେମାଲ):ନୂଆପଡ଼ା ସଦର ଥାନା କେରମେଲି ଗାଁ ପାଟିଡଙ୍ଗର କଛା ଜଙ୍ଗଲ ଭିତରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଗଳିତ ଝୁଲନ୍ତା ମୃତଦେହ ଜବତ କରିଛି। ସେ ହେଲେ ବଲାଙ୍ଗୀର ଜିଲା ମୁରିବାହାଲ ଥାନା କୁମ୍ଭାରୀ ଗାଁର ବଳରାମ ହାତୀ (୩୮)।…

ଟେରାକୋଟା ଦେଇଛି ସ୍ବତନ୍ତ୍ର ପରିଚୟ: ବଦଳିଯାଇଛି ଜୀବନଧାରା

ନୂଆପଡ଼ା,୧୦ା୬ (ମକାରୁ ବେମାଲ):ନୂଆପଡ଼ା ଜିଲା ବୋଡ଼େନ ବ୍ଲକ୍‌ ମହରାଜୋର ଗାଁର କୁମ୍ଭକାର ସମ୍ପ୍ରଦାୟର ପରିବାରକୁ ଟେରାକୋଟା ଦେଇଛି ସ୍ବତନ୍ତ୍ର ପରିଚୟ। ଜିଲା ପ୍ରଶାସନ ଓ ହସ୍ତଶିଳ୍ପ ବିଭାଗର ସହାୟତା ସେମାନଙ୍କ ଜୀବନଧାରାକୁ ସମ୍ପୂର୍ଣ୍ଣ ବଦଳାଇଦେଇଛି। ଅଭାବ ଅନଟନରେ ଥିବା ଏହି ଗାଁର…

ଗୋଡାଳ ଛକରେ ଜୋରଧରିଲା ଫ୍ଲାଏଓଭର ନିର୍ମାଣ ଦାବି

ନୂଆପଡ଼ା,୮ା୬ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ସହର ଗୋଡାଳ ନିକଟ ଦେଇ ଯାଇଥିବା ବିଜୁ ଏକ୍ସପ୍ରେସ ଓ୍ବେର ବ୍ୟସ୍ତବହୁଳ ଗୋଡାଳ ଛକରେ ସଦାସର୍ବଦା ବିପଦ ଲାଗିରହୁଛି। ଏହାକୁ ଦୃଷ୍ଟିରେ ରଖି ବିଭାଗୀୟ କର୍ତ୍ତୃପକ୍ଷ ଏଠାରେ ଗୋଲେଇ କିମ୍ବା ଫ୍ଲାଏଓଭର ନିର୍ମାଣ କରିବାକୁ…

ପଲିଥିନ, ପ୍ଲାଷ୍ଟିକ୍‌ ପରିବେଶ ଧ୍ୱଂସର କାରଣ

ନୂଆପଡ଼ା,୮ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା ହେବ ସ୍ବଚ୍ଛ ଓ ସୁନ୍ଦର। ବିଶ୍ବ ପରିବେଶ ଦିବସ ଅବସରରେ ଏହାକୁ ନେଇ ଏକ କର୍ମଶାଳା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ମଧୁସୂଦନ ଦାଶ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ…

ଆଗକୁ ପଞ୍ଚାୟତ ନିର୍ବାଚନ: ନସଙ୍ଗଠନ ସଜାଡୁଛନ୍ତି ବିଭିନ୍ନ ଦଳୀୟ ନେତା

ନୂଆପଡ଼ା,୮।୬ (ମକାରୁ ବେମାଲ):ଆଗାମୀ ପଞ୍ଚାୟତ ନିର୍ବାଚନକୁ ଆଖିଆଗରେ ରଖି ନୂଆପଡ଼ା ଜିଲାରେ ବିଭିନ୍ନ ଦଳର ନେତୃତ୍ୱ ସେମାନଙ୍କ ସଙ୍ଗଠନ ସଜାଡିବାରେ ଲାଗିଛନ୍ତି। ନୂଆପଡ଼ା ବିଧାନସଭା କ୍ଷେତ୍ରର ବିଜେଡି ଓ ଭାଜପା ସହ କଂଗ୍ରେସର ନେତାମାନେ ଏଥିପାଇଁ ଜୋରସୋରରେ ଲାଗିପଡିଛନ୍ତି। ନିର୍ବାଚନ ମଣ୍ଡଳୀର…

ରାସ୍ତା ବିଗାଡୁଛି ଲୁହାଚକ ଲଗା ଟ୍ରାକ୍ଟର:ବଢୁଛି ଅସନ୍ତୋଷ

ନୂଆପଡ଼ା,୭ା୬ (ମକାରୁ ବେମାଲ):କେନ୍ଦ୍ର ତଥା ରାଜ୍ୟ ସରକାର ଗମନାଗମନ ପାଇଁ ବିଭିନ୍ନ ଯୋଜନାରେ ଟଙ୍କା ଖର୍ଚ୍ଚକରି ସଡ଼କ ପଥ ନିର୍ମାଣ କରୁଛନ୍ତି। ଗ୍ରାମାଞ୍ଚଳରେ ମଧ୍ୟ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। ହେଲେ ଲୁହାଚକ ଲଗା ଟ୍ରାକ୍ଟର ଏହାକୁ ବିଗାଡୁଛି। ନୂଆପଡ଼ା ଜିଲାରେ…

ପୁତୁରାଙ୍କୁ ଦେଇଥିଲେ ବଳି: ହତ୍ୟାକାରୀ ବଡ଼ବାପାଙ୍କୁ ଆଜୀବନ ଜେଲ

ନୂଆପଡ଼ା,୩୦।୫(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଜଡାମୁଣ୍ଡା ଗାଁରେ ୨୦୧୯ ଅଗଷ୍ଟ ମାସରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଥିଲା। ଚାଷ ଜମିରେ ଅଧିକ ଅମଳ ସହ ଗୁଣି ଗାରେଡିକୁ ବିଶ୍ୱାସ କରି ବଡ ବାପା ନିଜ ସାନ ଭାଇ…

ବର୍ଷା ସାଜିଛି କାଳ: ମଣ୍ଡିରେ ପଡିରହିଛି ୩୦ ହଜାର କୁଇଣ୍ଟାଲ ଧାନ

ନୂଆପଡ଼ା,୩୦ା୫ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ଧାନ ସଂଗ୍ରହ ପାଇଁ ଗତ ୨୦ରେ ମଣ୍ଡି ଆରମ୍ଭ ହୋଇଥିଲା। ଧାନ ବିକ୍ରୟ କରିବା ପାଇଁ ଜିଲାରେ ୧୩ ହଜାର ୨୭୬ ଜଣ ଚାଷୀ ନାମ ପଞ୍ଜୀକରଣ କରିଛନ୍ତି। ଜିଲାରେ ରବି ଋତୁରେ ୩…

ଉଠା ଦୋକାନୀଙ୍କ ସମସ୍ୟା ସମାଧାନ ଦାବି: ଜବରଦଖଲ ଉଚ୍ଛେଦ ବିରୋଧରେ ବିକ୍ଷୋଭ

ନୂଆପଡ଼ା,୨୯ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ମହକୁମା ୩୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଜବରଦଖଲ କରି ଦୋକାନ କରିଥିବା ବ୍ୟବସାୟୀଙ୍କୁ ୭ ଦିନ ଭିତରେ ଖାଲି କରିବା ପାଇଁ ନୂଆପଡା ଏନ୍‌ଏସି ପକ୍ଷରୁ ନୋଟିସ ଜାରି କରାଯାଇଛି। ଏହାକୁ ବିରୋଧ କରି…

ଅଘୋଷିତ ବିଦ୍ୟୁତ୍‌ କାଟ: ଲୋକେ ଅତିଷ୍ଠ

ନୂଆପଡ଼ା,୨୮ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ କୁରୁମପୁରି ସେକ୍ସନ ଅଧୀନ ବିଭିନ୍ନ ଗାଁରେ ଅଘୋଷିତ ବିଦ୍ୟୁତ୍‌ କାଟ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଅସହ୍ୟ ଗୁଳୁଗୁଳି ସମୟରେ ବିଦ୍ୟୁତ୍‌ କାଟ ଲୋକଙ୍କ ସମସ୍ୟାକୁ ଦ୍ୱିଗୁଣିତ କରିଦେଇଛି। ସୋମବାର ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?