ନୂଆପଡ଼ା

ସିନାପାଲିଠାରେ ଯୁଗ୍ମ ଅଭିଯୋଗ ଶୁଣାଣି

ନୂଆପଡ଼ା,୧୯ା୩(ମକାରୁ ବେମାଲ): ନୂଆପଡ଼ା ଜିଲା ସିନାପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମଧୁସୂଦନ ଦାସ ଓ ଜିଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜିତ ନାଏକ ଉପସ୍ଥିତ ରହି ସମସ୍ତ ଅଭିଯୋଗର…

ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ

ନୂଆପଡ଼ା,୧୭ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅନ୍ତର୍ଗତ ଜଡାମୁଣ୍ଡା ପଞ୍ଚାୟତ କୋମଟିମୁଣ୍ଡା ଗାଁ ଖେଳ ପଡିଆ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ସୁନାବେଡ଼ା ପଞ୍ଚାୟତ ଗାତିବେଡା ଗାଁର…

ମାଟି ବୋହି ଚର୍ଚ୍ଚାରେ ନୂଆପଡା ଜିଲାପାଳ, ଶ୍ରମିକଙ୍କୁ କଲେ ଉତ୍ସାହିତ

ନୂଆପଡା,୧୫।୩: (ମକାରୁ ବେମାଲ)ମନରେଗା ଯୋଜନାରେ ଦୈନିକ ୬0,000 ରୁ ଅଧିକ ଶ୍ରମିକ ନିୟୋଜିତ କରି କ୍ରମାଗତ ଭାବରେ ନୂଆପଡ଼ା ଜିଲା ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛି। ଜିଲାକୁ ପ୍ରବାସୀ ଶ୍ରମିକ ମୁକ୍ତ କରିବା ପାଇଁ ଜିଲ୍ଲାପାଳ ମଧୁସୂଦନ ଦାଶ ସମଗ୍ର ଜିଲା…

ନୂଆପଡ଼ା ଜିଲାରେ ୧୭,୫୩୬ ଲକ୍ଷପତି ଦିଦି ସୃଷ୍ଟି ଲକ୍ଷ୍ୟ

ନୂଆପଡ଼ା,୧୩ା୩ (ମକାରୁ ବେମାଲ):ସ୍ଥାନୀୟ ପୋଲିସ ପଡ଼ିଆଠାରେ ଜିଲା ପ୍ରଶାସନ ଓ ଓଡ଼ିଶା ଜୀବିକା ମିଶନ ନୂଆପଡ଼ାଙ୍କ ମିଳିତ ଆନୁକୂଲ୍ୟରେ ଜିଲାସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ା ଜିଲାପାଳ ମଧୁସୂଦନ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ କର୍ମଶାଳାରେ ଜିଲା ମୁଖ୍ୟ ଉନ୍ନୟନ…

ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ୧୫ ଆହତ

ନୂଆପଡ଼ା,୧୨।୩(ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡ଼େନ ଥାନା ସୁନାପୁର ଗାଁ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଭାରସାମ୍ୟ ହରାଇ ଡିଜେ ଗାଡ଼ି ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି। ଏଥିମଧ୍ୟରୁ ୫ ଜଣଙ୍କ ଅବସ୍ଥା…

ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି: ୨୯ ଅଭିଯୋଗର ଶୁଣାଣି

ନୂଆପଡ଼ା,୧୨।୩ (ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡେନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୯ ଅଭିଯୋଗର ଶୁଣାଣି ହୋଇଥିଲା। ଜିଲାପାଳ ମଧୁସୂଦନ ଦାସ ଅଭିଯୋଗ ଉପରେ ଶୀଘ୍ର…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମକରି ମିଳୁନି ପାଉଣା

ନୂଆପଡ଼ା,୧୨ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଶ୍ରମିକମାନଙ୍କୁ କାମ ଯୋଗାଇ ପ୍ରବାସୀ ଶ୍ରମିକ ରୋକିବାରେ ସହାୟକ ହୋଇଛି ବୋଲି ପ୍ରଶାସନ କହୁଛି। ହେଲେ ଏହି ଯୋଜନାରେ କାମକରି ମଧ୍ୟ ଦୀର୍ଘ ୩ ବର୍ଷ ହେବ ପାଉଣା ନ ପାଇ ଦୁର୍ଦ୍ଦିନରେ…

ଲଖନା ପଞ୍ଚାୟତ: ଅନାସ୍ଥା ଭୋଟ ଶେଷ, ଫଳାଫଳ ସ୍ଥଗିତ

ନୂଆପଡ଼ା,୧୨ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଲଖନା ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର ଅନାସ୍ଥା ଭୋଟ ହୋଇଥିଲେ ମଧ୍ୟ ସରପଞ୍ଚ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବାରୁ ଫଳାଫଳ ଘୋଷଣା କରା ନ ଯାଇ ସ୍ଥଗିତ ରଖାଯାଇଛି। ସରପଞ୍ଚ ଉନ୍ନୟନ କାର୍ଯ୍ୟ ଟଙ୍କା…

ମହିଳା ସୁରକ୍ଷା ନାଁରେ ସରକାର ଭୁଆଁ ବୁଲାଉଛନ୍ତି ଜିଲାପାଳଙ୍କ ଅଫିସ ଘେରିଲା କଂଗ୍ରେସ

ନୂଆପଡ଼ା,୧୦ା୩ (ମକାରୁ ବେମାଲ): ରାଜ୍ୟରେ ଏସ୍‌ସି,ଏସ୍‌ଟି, ଓବିସି ମହିଳା ଓ ନାବାଳିକାଙ୍କ ଉପରେ ଅପରାଧ ବୃଦ୍ଧି ପାଉଥିଲେ ମଧ୍ୟ ରାଜ୍ୟ ସରକାର ଏହାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି। ଏହାକୁ ନେଇ ସୋମବାର ଜିଲା କଂଗ୍ରେସ କମିଟି ରାସ୍ତାକୁ ଓହ୍ଲାଇଛି। ସଭାପତି…

ଏସ୍‌ପି ବାସଭବନ ସମ୍ମୁଖରେ ହତ୍ୟା: ଘଟଣାର ପର୍ଦ୍ଦାଫାଶ କଲା ପୋଲିସ

ନୂଆପଡ଼ା,,୮ା୩ (ମକାରୁ ବେମାଲ):  ୫ଦିନ ପୂର୍ବେ ନୂଆପଡ଼ା ଏସ୍‌ପି ଅଫିସ ସମ୍ମୁଖ ରାଜପଥରେ ବୃଦ୍ଧଙ୍କୁ ହତ୍ୟା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏ ନେଇ ଜିଲା ପୋଲିସ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ଜିଆର୍‌ ରାଘବେନ୍ଦ୍ର ସୂଚନା ଦେଇଛନ୍ତି।…

ଓଡ଼ିଶା ସ୍ବାସ୍ଥ୍ୟ ମିଶନ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଡାକରା

ନୂଆପଡ଼ା,,୮ା୩(ମକାରୁ ବେମାଲ): ଓଡ଼ିଶା ସ୍ବାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ଦୀର୍ଘ ୨୦ବର୍ଷ ହେବ କାର୍ଯ୍ୟରତ ଥାଇ ମଧ୍ୟ ସରକାରୀ ମାନ୍ୟତା ପାଇନାହାନ୍ତି ା ଏହାକୁ ନେଇ ସେମାନେ କାର୍ଯ୍ୟବନ୍ଦ ଡାକରା ଦେଇଛନ୍ତି। ଜିଲା ସ୍ବାସ୍ଥ୍ୟ ସମିତି ସଭାଗୃହଠାରେ ଶୁକ୍ରବାର ଏକ ଖବରଦାତା…

ମହିଳାଙ୍କୁ ୧୪ କୋଟି ୮୬ ଲକ୍ଷର ଋଣ

ନୂଆପଡ଼ା,୮ା୩ (ମକାରୁ ବେମାଲ): ସ୍ଥାନୀୟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜାତୀୟ ତଥା ଘରୋଇ ବ୍ୟାଙ୍କକୁ ନେଇ ଋଣମେଳା ଆୟୋଜନ କରାଯାଇଥିଲା। ଏଥିରେ ମୋଟ ୧୪ କୋଟି ୮୬ ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯାଇଛି। ଜିଲାପାଳ ମଧୁସୂଦନ ଦାଶ, ନାବାର୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri