ନୂଆପଡ଼ା

ଦଳିତ ଆଦିବାସୀଙ୍କ ଉପରେ ଅତ୍ୟାଚାର ବନ୍ଦ ହେବା ନେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ନୂଆପଡ଼ା,୫।୩ (ମକାରୁ ବେମାଲ): ଦଳିତ ଆଦିବାସୀଙ୍କ ଉପରେ ହେଉଥିବା ଅତ୍ୟାଚାର ବନ୍ଦ ପାଇଁ ଜିଲା ଡମ ଗଣ୍ଡା ସମାଜ ପକ୍ଷରୁ ଦାବି କରାଯାଇଛି। ଏ ନେଇ ଅନୁସୂଚିତ ଜାତି ରାଜ୍ୟ ସାଧାରଣ ସମ୍ପାଦକ ଫକିର ମୋହନ ଜଗତଙ୍କ ନେତୃତ୍ୱରେ ମଙ୍ଗଳବାର ରାଷ୍ଟ୍ରପତିଙ୍କ…

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଭୋଟ

ନୂଆପଡ଼ା,୫।୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ୧୧ ଜଣ ୱାର୍ଡମେମ୍ବର ଫେବୃଆରୀ ୧ରେ ସରପଞ୍ଚ ବିଜୟ ଲକ୍ଷ୍ମୀ ବରାଳ ବିଭିନ୍ନ ଦୁର୍ନୀତିରେ ଲିପ୍ତଥିବା ଅଭିଯୋଗ କରି ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ…

ସେବାଶ୍ରମ ବିଦ୍ୟାଳୟର ବାର୍ଷିକୋତ୍ସବ: କୃତୀ ଛାତ୍ରୀଙ୍କୁ ପୁରସ୍କୃତ

ନୂଆପଡ଼ା,୩ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୋସେଙ୍ଗ ସେବାଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଆର୍ତ୍ତତ୍ରାଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ସରପଞ୍ଚ ମେଘରାଜ ମାଝି ମୁଖ୍ୟ ଅତିଥି, ସୁନାବେଡା…

ଘରକୁ ଫେରୁଛନ୍ତି ନିର୍ଯାତନା ଶିକାର ହେଉଥିବା ୫ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା,୩ା୩ (ମକାରୁ ବେମାଲ): ହାଇଦ୍ରାବାଦ ଯାଇ ନିର୍ଯାତନା ଶିକାର ହେଉଥିବା ନୂଆପଡ଼ା ଜିଲାର ୫ ଦାଦନ ଶ୍ରମିକ ଜିଲା ଶ୍ରମ କାର୍ଯ୍ୟାଳୟ ହସ୍ତକ୍ଷେପରେ ଉଦ୍ଧାର ହୋଇ ଘରକୁ ଫେରୁଛନ୍ତି। ପ୍ରାପ୍ତ ସୂଚନା ଅନୁଯାୟୀ ଖଡିଆଳ ଥାନା ଲାଞ୍ଜି ପଞ୍ଚାୟତ ମନ୍ତ୍ରୀତରାଇ ଗାଁର…

ଏସ୍‌ପିଙ୍କ ବାସଭବନ ଆଗରେ ବୃଦ୍ଧଙ୍କୁ ହତ୍ୟା

ନୂଆପଡ଼ା,୨ା୩(ମକାରୁ ବେମାଲ): ନୂଆପଡ଼ା ସଦର ମହକୁମାସ୍ଥିତ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ବାସଭବନ ସମ୍ମୁଖରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ମୃତ ବୃଦ୍ଧ ଜଣକ ବିଜ୍ଞାପିତ ଅଞ୍ଚଳ ୧୨ ନମ୍ବର ୱାର୍ଡ ସିରତୋଲର ସୁକଲାଲ ସାହୁ (୮୦)। ହତ୍ୟାପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର…

ସଡ଼କ ଦୁର୍ଘଟଣା: ଶିକ୍ଷୟିତ୍ରୀଙ୍କ ମୃତ୍ୟୁ

ନୂଆପଡ଼ା,୨।୩ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ସାରାବଙ୍ଗ ପଞ୍ଚାୟତ ମାଉଳିଭଟା ଛକ ନିକଟରେ ଏକ ସଡକ ଦୁର୍ଘଟଣାରେ ଜଣେ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାଉଳିଭଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ସରସି ଯୋଶୀ (୪୯)। ସୂଚନା ମୁତାବକ…

ସ୍କୁଲରୁ ଫେରୁଥିଲେ ଶିକ୍ଷୟିତ୍ରୀ: ଘୋଷାଡ଼ି ନେଲା ପିକଅପ୍‌, ଆଉ ତା’ପରେ..

ନୂଆପଡ଼ା,୧ା୩ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ସାରାବଙ୍ଗ ପଞ୍ଚାୟତ ମାଉଳିଭଟା ଛକ ନିକଟରେ ଶନିବାର ଏକ ସଡକ ଦୁର୍ଘଟଣାରେ ଜଣେ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାଉଳିଭଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ସରସି ଯୋଶୀ (୪୯)।…

ଏପ୍ରିଲ ୧ରୁ ମାରାଗୁଡ଼ା ମହୋତ୍ସବ: ଜମିବ ପଲ୍ଲିଶ୍ରୀ ମେଳା

ନୂଆପଡ଼ା,୧ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଶୁକ୍ରବାର ମାରଗୁଡ଼ା ମହୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ସର୍ବସମ୍ମତି କ୍ରମେ ଏପ୍ରିଲ ୧ରୁ ୫ ପର୍ଯ୍ୟନ୍ତ ମାରାଗୁଡ଼ା ମହୋତ୍ସବ ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି…

ଏପ୍ରିଲ ୧ରୁ ମାରାଗୁଡ଼ା ମହୋତ୍ସବ

ନୂଆପଡ଼ା,୧ା୩ (ମକାରୁ ବେମାଲ) ନୂଆପଡ଼ା ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ  ମାରଗୁଡ଼ା ମହୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଜିଲାପାଳ ମଧୁସୂଦନ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜିଲା ପରିଷଦ ଅଧ୍ୟକ୍ଷା ଡଲି ମାଝି, ଉପାଧ୍ୟକ୍ଷ ଦିପିକା ଦୀପ,…

ହସ୍ପିଟାଲର ୩ମହଲା କୋଠାରୁ ପଡ଼ି ଚାଲିଗଲା ଶ୍ରମିକଙ୍କ ଜୀବନ

ନୂଆପଡ଼ା,୨୭ା୨(ମକାରୁ ବେମାଲ): ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁବାର ନିର୍ମାଣାଧୀନ ତିନିମହଲା କୋଠାରୁ ପଡି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ସଇଁତଳା ଥାନା ବେଲଗାଁ ନୂଆପଡାର ବବ୍‌ଲୁ ସାହୁ (୩୨)। ସୂଚନା ମୁତାବକ ଜିଲା ମୁଖ୍ୟ…

ଜଳଯୋଗାଣ ବନ୍ଦ: ୧୫ ଦିନ ହେଲା ଲୋକଙ୍କୁ ମିଳୁନି ପିଇବା ପାଣି

ବୋଡ଼େନ,୨୪।୨(ଟିକେଶ୍ୱର ନାଗ): ନୂଆପଡ଼ା ଜିଲା ବୋଡ଼େନ ବ୍ଲକର ଖଇରା ଗ୍ରାମକୁ ବାଗବାହାଲରୁ ବସୁଧା ଯୋଜନାରେ ଜଳଯୋଗାଣ ହେଉଥିଲା। ହେଲେ ୧୫ ଦିନରୁ ଅଧିକ ହେଲା ଠିକାଦାର ଡ୍ରେନ ନିର୍ମାଣ ସମୟରେ ଅବହେଳା ଯୋଗୁ ମନ୍ଦିର ପାଖରେ ମୁଖ୍ୟ ପାଇପ୍‌ ଫାଟି ଯିବାରୁ…

ହାଇଦ୍ରାବାଦରେ ନିର୍ଯାତିତ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା,୨୩ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁର ଦାଦନ ଶ୍ରମିକ ମଦନ ବନଗୋଳା(୧୯) ହାଇଦ୍ରାବାଦରେ ନିର୍ଯାତିତ ହେଉଥିବା ନେଇ ଜିଲା ଶ୍ରମ ଅଧିକାରୀଙ୍କଠାରେ ଅଭିଯୋଗ ହୋଇଥିଲା। ଜିଲା ଅତିରିକ୍ତ ଶ୍ରମ ଅଧିକାରୀ ମନୋରଞ୍ଜନ ନାୟକଙ୍କ ହସ୍ତକ୍ଷେପ ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri