ନୂଆପଡ଼ା

ଗାଁ ଗାଁରେ ମାତିଛନ୍ତି ଦାଦନ ଦଲାଲ: ରାଜି ନ ହେଲେ ଗୁଣ୍ଡା ଲଗାଇ ଟେକି ନେଉଛନ୍ତି

ନୂଆପଡ଼ା,୧୨।୧୨(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକର ଗାଁଗୁଡିକରେ ବଲାଙ୍ଗୀର ଜିଲାର ଦାଦନ ଦଲାଲମାନେ ଆଡ୍ଡା ପକାଇଛନ୍ତି । ରାତି ହେଲେ ଗାଁ ଗାଁରେ ରଖିଥିବା ଦଲାଲମାନଙ୍କ ସହ ଘରକୁ ଘର ଯାଇ ଶ୍ରମିକମାନଙ୍କୁ ବଇନା ଟଙ୍କା ଦେଉଛନ୍ତି । କମ୍‌…

ମିଲରଙ୍କୁ ଧକ୍କାମାରି ତଡ଼ିଲେ, ଅଧିକାରୀଙ୍କୁ ୩ କି.ମି. ଚଲାଇଲେ

ନୂଆପଡ଼ା,୯ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଧାନକିଣାରେ ଅବ୍ୟବସ୍ଥାକୁ ନେଇ ସୋମବାର ପୃଥକ୍‌ ୩ ସ୍ଥାନରେ ଚାଷୀ ରାସ୍ତାକୁ ଓହ୍ଲାଇଥିଲେ। ନୂଆପଡ଼ା ସଦର ବ୍ଲକ୍‌ର ସୁନସୁନିଆ, ଦର୍ଲିମୁଣ୍ଡା ଓ ଗୋଡ଼ଫୁଲା ଛକଠାରେ ବିଜୁ ଏକ୍ସପ୍ରେସ୍‌ ୱେକୁ ଚାଷୀମାନେ ଅବରୋଧ କରିଥିଲେ। ସେହିପରି ଖରିଆର…

ପଞ୍ଚାୟତ ଆକାଉଣ୍ଟରୁ ଭତ୍ତା ଟଙ୍କା ନେଇଗଲେ

ନୂଆପଡ଼ା,୭ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ କୋନାବିରା ପଞ୍ଚାୟତ ସରପଞ୍ଚ ଓ ନିର୍ବାହୀ ଅଧିକାରୀଙ୍କ ଅଜାଣତରେ ବାର୍ଦ୍ଧକ୍ୟଭତ୍ତା ବାବଦ ଟଙ୍କା ବ୍ୟାଙ୍କ ଆକାଉଣ୍ଟରୁ ଉଭାନ ହୋଇଥିବା ଅଭିଯୋଗ ହୋଇଛି। ଏହା ଜଣାପଡିବା ପରେ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।…

ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଖଡ଼ିଆଳ ବିଧାୟକ

ଖଡ଼ିଆଳ,୭ା୧୨(ସୁଜିତ କୁମାର ପ୍ରଧାନ) ନୂଆପଡ଼ା ଜିଲାର ଖଡ଼ିଆଳ ମିଶନ ହସ୍ପିଟାଲ (ଇଭାଞ୍ଜିକାଳ)କୁ ଗୋପବନ୍ଧୁ ଜନ ଆରୋଗ୍ୟ ସ୍ବାସ୍ଥ୍ୟ ଯୋଜନାରେ ସାମିଲ କରିବା ପାଇଁ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହଲିଙ୍ଗଙ୍କୁ…

ହଠାତ୍‌ ଜୁଆଆଡ୍ଡା ଭିତରକୁ ପଶିଲା ପୋଲିସ, ଜଣଙ୍କ ପରେ ଜଣେ ୬୦ ଜଣଙ୍କୁ ମାଡ଼ିବସିଲା

ନୂଆପଡା,୨୪।୧୧(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର୍‌ ରୋଡ ଜୋଙ୍କ ଥାନା ଅଞ୍ଚଳରେ ଏକ ଜୁଆଆଡ୍ଡା ଉପରେ ଶନିବାର ବିଳମ୍ବିତ ରାତିରେ ଚଢ଼ାଉ ହୋଇଛି। ଏଥିରେ ୬୦ରୁ ଊର୍ଦ୍ଧ୍ୱ ଜୁଆଡ୍ଡୀଙ୍କୁ ଅଟକରଖି ଥିବାବେଳେ ଲକ୍ଷ ଲକ୍ଷ ଟଙ୍କା, ମୋବାଇଲ, ବାଇକ ଜବତ ହୋଇଛି।…

ଜନସାଧାରଣଙ୍କୁ ବନ୍ୟପ୍ରାଣୀ ପିସିସିଏଫଙ୍କ ଆହ୍ଵାନ, ‘ସଭ୍ୟ ସମାଜରେ ଏହାର କୌଣସି ସ୍ଥାନ ନାହିଁ’

ଭୁବନେଶ୍ୱର,୨୦।୧୧: ନୂଆପଡ଼ା ଜିଲାରେ କଲରାପତରିଆ ବାଘକୁ ଫାଶରେ ଧରି ରାନ୍ଧିଣ ଖାଇବା ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଶିକାରୀମାନେ ବାରହା ଧରିବାକୁ ଜାଲ ବିଛାଇଥିବା ବେଳେ ଏଥିରେ କଲରାପରତିଆ ପଡ଼ିଥିଲେ। ନୃଶଂସ ଶିକାରୀମାନେ ତାକୁ ବି ଛାଡ଼ିଲେନି। ଜଙ୍ଗଲ…

ଏହି ୩ କାରଣ ଯୋଗୁ ହାରିଲା ବିଜେଡି: ନିଜ ଦଳର ଗୁମର ଖୋଲିଲେ ବିଧାୟକ

ଭୁବନେଶ୍ୱର,୯।୧୧: ଗତ ନିର୍ବାଚନରେ ଦଳର ପରାଜୟକୁ ନେଇ ବିଜେଡିର ବରିଷ୍ଠ ନେତା ତଥା ନୂଆପଡ଼ା ବିଧାୟକ ରାଜୁ ଢୋଲକିଆ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି। ତିନୋଟି କାରଣ ଯୋଗୁ ବିଜେଡି ୨୦୨୪ ନିର୍ବାଚନରେ ଖରାପ ପ୍ରଦର୍ଶନ କରି ପରାଜୟର ସମ୍ମୁଖୀନ…

ଅଘଟଣ ଘଟାଇବା ପାଇଁ କରୁଥିଲେ ଉଦ୍ୟମ, ଯବାନଙ୍କୁ ଦେଖି…

ନୂଆପଡ଼ା,୨ା୧୧(ମକାରୁ ବେମାଲ): ନୂଆପଡ଼ା ପୋଲିସ ଓ ଏସ୍‌ଓଜି ଯବାନଙ୍କ ମିଳିତ କୋମ୍ବିଂ ବେଳେ ଶନିବାର ଏକ ମାଓବାଦୀ କ୍ୟାମ୍ପ୍‌ ଠାବ କରାଯାଇଛି। ଏହି ସମୟରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିବା ବେଳେ ପୋଲିସ ସେଠାରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି।…

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା। ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଦୁର୍ଗମ ଅଞ୍ଚଳ ନାଗପଡ଼ା ପଞ୍ଚାୟତ ସିର୍ଲି ଗାଁରେ…

ଖେଳ ସରିବାକୁ ଆଉ ଥିଲା ଅଢେଇ ମିନିଟ୍‌: କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି

ନୂଆପଡ଼ା,୧୪।୧୦।( ମକାରୁ ବେମାଲ): ଖେଳ ସରିବାକୁ ଅଢ଼େଇ ମିନିଟ୍‌ ଥିଲା। କେଇଟା ମୁହୁତ୍ତର୍ତ୍ତ ପରେ ବିଜୟ ସ୍ୱାଦ ଚାଖି ଥାଆନ୍ତେ। ଆଉ ପୁରସ୍କୃତ ହୋଇଥାଆନ୍ତେ। ହେଲେ ତା’ ପୂର୍ବରୁ କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି। ଏଭଳି ଦୁଃଖଦ ଘଟଣା ଘଟିଛି…

ଗୁଳିମାଡ଼ରେ ଚାଲିଗଲା ଫାଷ୍ଟଫୁଡ୍‌ ଦୋକାନୀଙ୍କ ଜୀବନ

ସିନାପାଲି, ୧୧।୧୦(ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା କାପସି ବରଗଛ ଛକଠାରେ ଗତ ରବିବାର ରାତିରେ ଫାଷ୍ଟଫୁଡ ଦୋକାନୀ ନିଲାମ୍ବର ମେହେରଙ୍କୁ ଗୁଳିମାଡ଼ ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ବୁଧବାର ରାତିରେ ତାଙ୍କର ମୃତ୍ୟୁ…

ଶିଶୁପୁତ୍ରକୁ ପାଣିରେ ବୁଡ଼ାଇ ମାରିଲେ ବାପା

ନୂଆପଡ଼ା,୯ା୧୦ ( ମକାରୁ ବେମାଲ):ନୂଆପଡ଼ା ଜିଲା ବୋଡ଼େନ ଥାନା ବୋଇରଗାଁ ପଞ୍ଚାୟତ କୁଟିଆପଡ଼ାରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ୨ବର୍ଷର ଶିଶୁପୁତ୍ରକୁ ବାପା ପାଣିରେ ବୁଡ଼ାଇ ହତ୍ୟା କରିଥିବାବେଳେ ଛୁରାମାଡ଼ରେ ୧୦ବର୍ଷର ନାବାଳିକା ଝିଅ ଗୁରୁତର ହୋଇଛନ୍ତି। ଗ୍ରାମର କିଶୋର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri