ନୂଆପଡ଼ା

ବୁଦାମୂଳେ ଲୁଚି ରହି ଚଳାଇଲେ ଗୁଳି ପରେ…

ନୂଆପଡ଼ା/ଖଡିଆଳ,୬ା୫(ମକାରୁ ବେମାଲ/ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ସହର ଶାନ୍ତିନଗର ପଡ଼ାରେ ସୋମବାର ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଥିବାବେଳେ ସେ ଏଥିରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ, ଶାନ୍ତିନଗର ପଡ଼ାର ଗୌରବ ଅଗ୍ରୱାଲ (୨୦) ସକାଳ ୬ଟାରେ ପ୍ରାତଃ ଭ୍ରମଣ…

ଘର ଭିତରେ ପଶିଗଲା ନାଗ, ହାତରେ ଧରି ବାହାରକୁ ନେବାବେଳେ …

ନୂଆପଡ଼ା,୪ା୫ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନ ଥାନା ତରବୋଡ ଗାଁରେ ସାପ କାମୁଡ଼ାରେ ଜଣେ ରାଜମିସ୍ତ୍ରିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ତରବୋଡ କଲୋନିପଡାର ସହଦେବ ରଣା (୬୦)। ସୂଚନା ମୁତାବକ ଶୁକ୍ରବାର ସକାଳେ ଗାଁର ଜଣଙ୍କ ଘରେ ଏକ…

ନୂଆପଡା ରେଳ ଫାଟକରେ ୨୩୮ କୋଟି ବ୍ୟୟରେ  ନର୍ମାଣ ହେବ ଓଭର ବ୍ରିଜ୍‌

ନୂଆପଡା,୪।୫(ମକାରୁ ବେମାଲ): ନୂଆପଡା ସହରର ପ୍ରବେଶ ଦ୍ୱାରରେ ଅବସ୍ଥିତ ଥିବା ରେଳ ଫାଟକରେ ଖୁବ ଶୀଘ୍ର ନିର୍ମିତ ହେବ ଓଭର୍‌ ବ୍ରିଜ। ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜମି ଅଧିଗ୍ରହଣ ପାଇଁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିରିକ୍ତ…

ଚରାଉଥିଲେ ଛେଳି: ମାଡି ଆସିଲା ଭାଲୁ

ନୂଆପଡ଼ା,୩ା୫ (ମକାରୁ ବେମାଲ): ନୂଆପଡ଼ା ଜିଲା ଖଡିଆଳ ବ୍ଲକ କିକିଟା ଗାଁରେ ଭାଲୁ କାମୁଡାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସୂଚନା ମୁତାବକ ଶୁକ୍ରବାର ଅପରାହ୍ନ ୪ଟା ସମୟରେ ଗଙ୍ଗା ମାଝି (୫୯)…

କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ଜିଲାପାଳ

ନୂଆପଡ଼ା,୩ା୫ (ମକାରୁ ବେମାଲ): ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାରେ ନୂଆପଡ଼ା ଜିଲାରେ କୃତିତ୍ୱ ଅର୍ଜନ କରିଥିବା ୨ ଛାତ୍ରୀଙ୍କୁ ଶନିବାର ଜିଲାପାଳ ମଧୁସୂଦନ ଦାଶ ସମ୍ବର୍ଦ୍ଧିତ କରିଛନ୍ତି। କୋମନା ବ୍ଲକ ମୁଣ୍ଡାପଲା ପଞ୍ଚାୟତ ହାଇସ୍କୁଲ ଛାତ୍ରୀ…

ସହାୟତାରୁ ବଞ୍ଚିତ ଦିବ୍ୟାଙ୍ଗ: ହେଲେ ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୩ା୫ (ମକାରୁ ବେମାଲ) ନୂଆପଡ଼ା ଜିଲାର ଦିବ୍ୟାଙ୍ଗମାନେ ସରକାରୀ ସୁବିଧାରୁ ବଞ୍ଚତ୍ତ ରହିଛନ୍ତି। ଏହାକୁ ନେଇ ଅକ୍ଷମ ସଂଗଠନର ଜିଲା ସଭାପତି ଭକ୍ତବନ୍ଧୁ ଧରୁଆଙ୍କ ନେତୃତ୍ୱରେ ଦିବ୍ୟାଙ୍ଗମାନେ ଗୁରୁବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗ ଅନୁଯାୟୀ, ୨୦୨୪ ଅଗଷ୍ଟ ୨୧ରେ…

ପାସ୍‌ହାର: କଳାହାଣ୍ଡିରେ ୯୫.୨୨%, ନୂଆପଡ଼ାରେ ୯୭.୦୫%

ଭବାନୀପାଟଣା,୩ା୫ (ଉତ୍ତମ କୁମାର ଦାଶ): ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ଅପରାହ୍ନରେ ପ୍ରକାଶ ପାଇଛି। ଚଳିତ ବର୍ଷ କଳାହାଣ୍ଡି ଜିଲାରେ ପାସ୍‌ ହାର ୯୫.୨୨% ରହିଛି। ଜୟପାଟଣା ବ୍ଲକ ମୁଖିଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା…

କାଳବୈଶାଖୀରେ ବିଦ୍ୟୁତ୍‌ ତାର ପଡି ଗାଈ ମୃତ

ନୂଆପଡ଼ା,୩୦ା୪ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଖୁଟବନ ଭେରା ପଞ୍ଚାୟତ କରଚୁଳ ଗାଁରେ ସୋମବାର କାଳବୈଶାଖୀରେ ବିଦ୍ୟୁତ୍‌ ତାର ପଡି ଏକ ଗାଈର ମୃତ୍ୟୁ ଘଟିଛି ଗାଁର ବିଷ୍ଣୁ ଶବରଙ୍କ ଗାଈ ଖୋଲା ଛାତତଳେ ବନ୍ଧାଯାଇଥିବାବେଳେ ହଠାତ୍‌ କାଳବୈଶାଖି ପ୍ରଭାବରେ…

ସମୟସୀମା ମଧ୍ୟରେ ଉନ୍ନୟନ କାର୍ଯ୍ୟ ସାରିବା ଉପରେ ଗୁରୁତ୍ୱ

ନୂଆପଡ଼ା,୩୦।୪ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ସୋମବାର ସନ୍ଧ୍ୟାରେ ଜିଲା ଉନ୍ନୟନ ସମନ୍ବୟ ଓ ପର୍ଯ୍ୟାଲୋଚନା କମିଟି (ଦିଶା) ବୈଠକ ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଏମ୍‌ପି ମାଳବିକା ଦେବୀ ଏଥିରେ ଅଧ୍ୟକ୍ଷତା କରି ସମୟସୀମା ମଧ୍ୟରେ ଜିଲାର…

ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ନୂଆପଡା,୨୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ମଧୁସୂଦନ ଦାଶ ଯୋଗଦେଇ ୬୮ ଗୋଟି ବ୍ୟକ୍ତିଗତ ଓ ୨୦ ଗୋଟି…

ତାଣ୍ଡବ ରଚିଲା କାଳବୈଶାଖୀ: କୁଆପଥର ମାଡ଼ରେ ଧାନଫସଲ ନଷ୍ଟ, ବିଦ୍ୟୁତ୍‌ ସେବା ବନ୍ଦ

\ନୂଆପଡ଼ା,୨୭।୪(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଳକ ଅଧୀନ ବୁଦ୍ଧିକୋମନା ପଞ୍ଚାୟତର ପଣ୍ଡରାପଥର ଏବଂ ସ୍ଥାନୀୟ ଆଖପାଖ ଗ୍ରାମରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କୁଆପଥର ମାଡ଼ ସହ ବର୍ଷା ପବନରେ ଚାଷୀଙ୍କ ଧାନ ଫସଲ ନଷ୍ଟ ହୋଇଛି। ଏପରିକି…

ସୌରଶକ୍ତି ଚାଳିତ ଫ୍ଲୋରାଇଡ ଅପସାରଣ ପ୍ରକଳ୍ପ ଉଦ୍‌ଘାଟିତ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ରଜନା ପଞ୍ଚାୟତ ବେଲଗାଁର ବାଗପଡାଠାରେ ଶୁକ୍ରବାର ସୌରଶକ୍ତି ଚାଳିତ ଫ୍ଲୋରାଇଡ ଅପସାରଣ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ହୋଇଛି। ରଜନା ସରପଞ୍ଚ ଖିରସିନ୍ଧୁ ଭୋଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ କୋମନା ଅତିରିକ୍ତ ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?