ନୂଆପଡ଼ା

ପହଲଗାମ ଆକ୍ରମଣ ପ୍ରତିବାଦରେ ଶୋଭାଯାତ୍ରା

ନୂଆପଡ଼ା,୨୬।୪ (ମକାରୁ ବେମାଲ): ଜମ୍ମୁ କଶ୍ମୀରର ପହଲଗାମଠାରେ ଆତଙ୍କବାଦୀ ଆକ୍ରମଣ ଘଟଣା ପ୍ରତିବାଦରେ ଶୁକ୍ରବାର ନୂଆପଡ଼ା ହିନ୍ଦୁ ଏକତା ମଞ୍ଚ ପକ୍ଷରୁ ଶୋଭାଯାତ୍ରା କରାଯାଇଥିଲା। ଗାୟତ୍ରୀ ମନ୍ଦିରଠାରୁ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲା। ମଞ୍ଚ…

ମହୁଲଫୁଲ ୪୭ ଟଙ୍କାରୁ କମ୍‌ରେ କିଣିଲେ ଲାଇସେନ୍ସ ରଦ୍ଦ: ସତର୍କ କରାଇଲେ ….

ନୂଆପଡ଼ା,୨୬।୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି। ସେମାନେ ବହୁ କଷ୍ଟରେ ଏସବୁ ସାମଗ୍ରୀ ଜଙ୍ଗଲରୁ ସଂଗ୍ରହ କରୁଥିଲେ ମଧ୍ୟ ମଣ୍ଡି ନ ଥିବାରୁ…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ

ନୂଆପଡ଼ା,୨୫ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାର ଜଣେ ମହିଳା ଶ୍ରମିକ ଇଟା ତିଆରି କରିବାକୁ ହାଇଦ୍ରାବାଦ ଯାଇ ସେଠାରେ ମୃତ୍ୟୁବରଣ କରିବା ପରେ ମୃତଦେହ ଘରକୁ ଫେରିଛି। ମୃତା ମହିଳା ହେଲେ କୋମନା ଥାନା ଜଟଗଡ ଗାଁର ମଥୁରା ବନଛୋର (୪୦)।…

ମହୁଲଫୁଲ ୪୭ ଟଙ୍କାରୁ କମ୍‌ରେ କିଣିଲେ ହେବ ଲାଇସେନ୍ସ ରଦ୍ଦ

ନୂଆପଡ଼ା,୨୫ା୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି ା ସେମାନେ ବହୁ କଷ୍ଟରେ ଏସବୁ ସାମଗ୍ରୀ ଜଙ୍ଗଲରୁ ସଂଗ୍ରହ କରୁଥିଲେ ମଧ୍ୟ ମଣ୍ଡି ନ…

ବାଇପାସ୍‌ ରାସ୍ତା ନିର୍ମାଣ ପାଇଁ ଚିଠି ଲେଖିଲେ ବିଧାୟକ

ଖଡ଼ିଆଳ,୨୫ା୪(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଦୀର୍ଘବର୍ଷ ହେଲା ଟ୍ରାଫିକ ସମସ୍ୟା ଦେଖା ଦେଇଆସୁଛି। ଏଥିଯୋଗୁ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ନଜିର ରହିଛି। ଖଡ଼ିଆଳ ସହର ଦେଇ ଯାଇଥିବା ୩୫୩ନଂ ଜାତୀୟ ରାଜପଥରେ ଦୈନିକ ଶତାଧିକ ଭାରିଯାନ…

ଉତ୍ତମ ପ୍ରଦର୍ଶନ ପାଇଁ ବିଭିନ୍ନ ପଞ୍ଚାୟତ ସମ୍ମାନିତ

ନୂଆପଡ଼ା,୨୫ା୪ (ମକାରୁ ବେମାଲ):ସ୍ଥାନୀୟ ପୋଲିସ ପଡିଆଠାରେ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ମୁଖ୍ୟଅତିଥି ଓ କଳାହାଣ୍ଡି ଏମ୍‌ପି ପ୍ରତିନିଧି ପ୍ରେମ ଅଗ୍ରୱାଲ, ଜିଲା ପରିଷଦ ସଦସ୍ୟ ଭାନୁ ପ୍ରତାପ ସିଂ ମାଝି, ମାଲ୍ୟବନ୍ତ…

ପୋଖରୀରୁ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୩ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ କରିଛି। ମୃତ ବୃଦ୍ଧା ହେଲେ ଟିକ୍ରାପଡ଼ା ଗାଁ ପହରିଆ ପଡ଼ାର ହୀରାଦେଈ ପହରିଆ (୭୦)।…

ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରିତାରେ ବିଳମ୍ବ ଜମି ଜଙ୍ଗଲମୁକ୍ତି ଆନ୍ଦୋଳନ କମିଟିର ଧାରଣା ଚେତାବନୀ

ନୂଆପଡ଼ା,୨୩ା୪ (ମକାରୁ ବେମାଲ)-ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ସଂଶୋଧିତ ଆଇନ ୨୦୧୨ କାର୍ଯ୍ୟକାରିତାରେ ପ୍ରଶାସନର ଅହେତୁକ ବିଳମ୍ବ ସାଙ୍ଗକୁ ପଟ୍ଟା ପ୍ରଦାନରେ ସ୍ବଚ୍ଛତା ରହୁ ନ ଥିବା ଅଭିଯୋଗକରି ନୂଆପଡ଼ା ଜିଲା ଜମି ଜଙ୍ଗଲମୁକ୍ତି ଆନ୍ଦୋଳନ କମିଟି ଜିଲାପାଳ ମଧୁସୂଦନ…

୮୩ ଅଭିଯୋଗର ଶୁଣାଣି କଲେ ଜିଲାପାଳ

ନୂଆପଡ଼ା,୨୨।୪ (ମକାରୁ ବେମାଲ): ନୂଆପଡ଼ା ଜିଲା ସିନାପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ମଧୁସୂଦନ ଦାସଙ୍କ ସମେତ ଉପଖଣ୍ଡ ପୋଲିସ ଅଧିକାରୀ ମାର୍ଷାରାଣୀ ପୂର୍ତ୍ତି, ଅତିରିକ୍ତ ଜିଲା ମୁଖ୍ୟ ଉନ୍ନୟନ…

ଫାର୍ମପଣ୍ଡ ଖନନ ନାମରେ ଟଙ୍କା ଆତ୍ମସାତ୍‌ ଘଟଣା: ତଦନ୍ତର ୨ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ଶୂନ

ନୂଆପଡ଼ା,୨୧ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଠିକପାଲି ପଞ୍ଚାୟତ ବାବୁପାଲି ଗାଁରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଫାର୍ମପଣ୍ଡ (ଚହଲା) ଖନନ କରାଯାଇଛି। ସେଥିରୁ ଗୋଟିଏ ଚହଲାକୁ ଦୁଇଥର ବିଲ୍‌କରି ଟଙ୍କା ଆତ୍ମସାତ୍‌ କରାଯାଇଥିବା ଶୀର୍ଷକରେ ଏକ ଖବର ଫେବୃଆରୀ ୨୬ରେ ଧରିତ୍ରୀରେ…

ବାରାହା ମାଂସ ଜବତ: ୩ ଗିରଫ

ନୂଆପଡ଼ା, ୨୦।୪ (ମକାରୁ ବେମାଲ): ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନଙ୍କ ନିର୍ଦ୍ଦେଶ କ୍ରମେ କୋମନା ବନାଞ୍ଚଳ ଅଧିକାରୀ ଚଢ଼ଉ କରି ବାରହା ଶିକାର ଅଭିଯୋଗରେ ଜଣେ ଓ ମାଂସ କିଣି ତରକାରୀ ରାନ୍ଧି ଖାଇବା ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ…

ମେ’୨୦ରୁ ଜିଲାରେ ରବି ଧାନ ସଂଗ୍ରହ

ନୂଆପଡ଼ା,୨୦ା୪(ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଶନିବାର ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାରେ ମେ’ ୨୦ରୁ ମଣ୍ଡି ଖୋଲି ରବି ଧାନ ସଂଗ୍ରହ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?