ସିନିୟରଙ୍କ ମାଡ଼ରେ ୨୨ ଜୁନିୟର ଛାତ୍ର ଗୁରୁତର
ନୂଆପଡ଼ା/କୋମନା,୭ା୯(ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ତରବୋଡ଼ ଜବାହର ନବୋଦୟ ବିଦ୍ୟାଳୟରେ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। ସିନିୟର ଛାତ୍ରଙ୍କ ମାଡ଼ରେ ୨୨ ଜଣ ଜୁନିୟର ଛାତ୍ର ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।…
କୂଅରେ ପଡ଼ିଗଲେ ୫ ବାର୍ହା ଛୁଆ, ଆଉ ତାପରେ…
ଖଡ଼ିଆଳ,୨୬ା୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଗଡ୍ରାମୁଣ୍ଡା ଅଞ୍ଚଳରେ ଗତ କିଛିଦିନ ହେଲା ବାର୍ହା ଉପଦ୍ରବ ଲାଗିରହିଛି। ବାର୍ହା ପଲ ଲୋକଙ୍କ ବାରିରେ ପଶି ମକା ଓ ପନିପରିବା ଚାଷ ନଷ୍ଟ କରୁଛନ୍ତି। ଏହାକୁ ନେଇ ଚାଷୀମାନେ ଚିନ୍ତାରେ…
ମୃତ ମହିଳା ଡାକ୍ତରଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଦାବି ତେଜିଲା
ଖଡ଼ିଆଳ,୨୨ା୮(ସୁଜିତ କୁମାର ପ୍ରଧାନ): କୋଲକାତାର ଆର୍.ଜି. କର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି ନୂଆପଡା ଜିଲା ଖଡିଆଳ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀ। ଏଥିରେ ସମ୍ପୃକ୍ତ ଦୋଷୀ ବିରୋଧରେ…
ଭାରତ ବନ୍ଦକୁ ସମର୍ଥନ କରିବ ଏସ୍ସିଏସ୍ଟି ସଂଘ
ଖଡ଼ିଆଳ,୧୯ା୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ କଲ୍ୟାଣ ମଣ୍ଡପ ୨ରେ ଏସ୍ସିଏସ୍ଟି ସଂଘ ପକ୍ଷରୁ ସୋମବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆସନ୍ତା ୨୧ ତାରିଖରେ ହେବାକୁ ଥିବା ଭାରତ ବନ୍ଦ ପାଳନକୁ ସମର୍ଥନ କରାଯିବ ବୋଲି ସଂଘ…
ଦ୍ୱିତୀୟ ସ୍ତ୍ରୀଙ୍କ ବାଲ୍ଟି ମାଡରେ ପ୍ରଥମ ସ୍ତ୍ରୀଙ୍କ ଚାଲିଗଲା ଜୀବନ
ନୂଆପଡ଼ା/ବୋଡେନ, ୭ା୮ (ମକାରୁ ବେମାଲ/ଟିକେଶ୍ୱର ନାଗ):ନୂଆପଡ଼ା ଜିଲା ବୋଡେନ ଥାନା ଜାମଗାଁ ଠେଲାପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ସ୍ତ୍ରୀଙ୍କ ବାଲ୍ଟି ମାଡ଼ରେ ପ୍ରଥମ ସ୍ତ୍ରୀ ବାରୁଣୀ ଜଗତ (୪୪)ଙ୍କ ମୃତ୍ୟୁ ଘଟିଛି। ଏ ନେଇ ଅଭିଯୋଗ ପରେ ପୋଲିସ…
ନଦୀରେ ୩ କିମି ଭାସିଗଲେ ମହିଳା
ସିନାପାଲି,୨୧।୭(ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅଧୀନ ଗଡ଼ରାମାଳ ଗ୍ରାମର ନମିତା ସାହୁ ନାମ୍ନୀ ଜଣେ ମହିଳା ରବିବାର ଉଦନ୍ତୀ ନଦୀରେ ଭାସିଯାଇ ୩କିମି ଦୂରରେ ଉଦ୍ଧାର ହୋଇଛନ୍ତି। ସେ ଗାଧୋଇବା ଲାଗି ଏକୁଟିଆ ନଦୀକୁ ଯାଇଥିଲେ। ସେଠାରେ ଗାଧୋଉ…
ପୋଲିସକୁ ପିଟିଥିଲେ: ଏବେ ଗିରଫ ଭୟରେ…
ନୂଆପଡ଼ା,୨୧।୭ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ମିଛାପାଳି ପଞ୍ଚାୟତ ବରକୋଟ ଗାଁରେ ଶୁକ୍ରବାର ରାତ୍ରିରେ ପୋଲିସ ଉପରକୁ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ପୋଲିସ ଗାଁର ୧୬ଜଣଙ୍କ ନାମରେ ମାମଲା ରୁଜୁ କରିବା ସହ ୩ ଜଣଙ୍କୁ ଆଣି…
ଅଭିଯୁକ୍ତଙ୍କୁ ଧରିବାପାଇଁ ଗାଁକୁ ଯାଇଥିଲା ପୋଲିସ: ଏସ୍ଆଇଙ୍କୁ ନିର୍ଘାତ ପିଟି ଅଭିଯୁକ୍ତଙ୍କୁ ଛଡ଼ାଇ ନେଲେ ଲୋକେ
ନୂଆପଡ଼ା,୨୦।୭: ଏସ୍ଆଇଙ୍କ ସହ ପୋଲିସ ଟିମ୍କୁ ପିଟିଲେ ଗାଁ ଲୋକେ। ଏଭଳି ଅଭାବନୀୟ ଘଟଣା ଘଟିଛି ନୂଆପଡ଼ା ଜିଲା କୋମନା ଥାନା ଅଧୀନ ବରକୋଟ ଗାଁରେ। ଗାଁର ଜଣେ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ୍ ଟିମ୍ ଯାଇଥିବା ବେଳେ ଗାଁ ଲୋକେ…
ଚାଷୀଙ୍କ ମୁଖରେ ଫୁଟିଲା ହସ: ଖରିଫ ପାଇଁ ଛଡ଼ାଗଲା ପାଣି
ଖଡ଼ିଆଳ,୧୫।୭(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳସ୍ଥିତ ତିଖାଳି ନିମ୍ନ ଇନ୍ଦ୍ର ଜଳସେଚନ ପ୍ରକଳ୍ପରୁ ସୋମବାର ଖରିଫ ଚାଷ ପାଇଁ କେନାଲ ଦ୍ବାରା ଜଳ ଛଡ଼ାଯାଇଛି। ଫଳରେ ନୂଆପଡ଼ା ଏବଂ ବଲାଙ୍ଗୀର ଜିଲାର ୩୫ ହଜାର ୫ଶହ ୫୭ ଜଣ ଚାଷୀଙ୍କ…
ଏକା ଥରକେ ଫୁଟିଲା ୧୫ ବ୍ରହ୍ମ କମଳ
ଖଡ଼ିଆଳ,୧୪।୭(ସୁଜିତ କୁମାର ପ୍ରଧାନ): ଗୋଟିଏ ନୁହେଁ କି ଦୁଇଟି ନୁହେଁ, ଏକା ଥରକେ ଫୁଟିଲା ୧୫ଟି ବ୍ରହ୍ମ କମଳ। ରଥଯାତ୍ରା ଓ ବାହୁଡା଼ ଯାତ୍ରା ମଝିରେ ଏହି ବ୍ରହ୍ମ କମଳ ଫୁଲ ଫୁଟି ଥିବାରୁ ଏବେ ନୂଆପଡା ଜିଲା ଖଡ଼ିଆଳ ୱାର୍ଡ…
ଗାଡ଼ି ଧକ୍କାରେ ଚାଲିଗଲା ହେଟା ବାଘର ଜୀବନ
ଖଡ଼ିଆଳ,୧ା୭(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ୩୫୩ନଂ. ଜାତୀୟ ରାଜପଥର ପୋଡାପାଲି କେନାଲ ତ୍ରିବେଣୀ ଛକ ନିକଟରେ ସୋମବାର ଅଜଣା ଗାଡ଼ି ଧକ୍କାରେ ଏକ ହେଟା ବାଘର ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ମୁତାବକ, ପୋଡାପାଲି ଛକ ନିକଟରେ ହେଟାବାଘର…
ରାସ୍ତାକଡ଼ରୁ ମିଳିଲା ଶିଶୁପୁତ୍ର
ନୂଆପଡ଼ା,୨୪ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା ଲଖନା ଥାନା କୁରୁମପୁରି ପଞ୍ଚାୟତ ବେଲମୁଣ୍ଡିଆ ପଡ଼ା ରାସ୍ତାପାର୍ଶ୍ୱରୁ ସୋମବାର ଏକ ଶିଶୁପୁତ୍ର ଉଦ୍ଧାର ହୋଇଛି। ଶିଶୁର ବୟସ ଏକ ମାସରୁ ଦେଢମାସ ଭିତରେ ହେବ ବୋଲି ଅନୁମାନ କରାଯାଉଛି ା ଲଖନା ଥାନା…
Archives


