ନୂଆପଡ଼ା

ଟ୍ରକ୍‌ ଧକ୍କାରେ ବାଇକ୍‌ ଆରୋହୀ ମୃତ

ନୂଆପଡ଼ା,୨୫ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଆଗ୍ରେନ ପଞ୍ଚାୟତ ସନବାହାଲି ଗାଁ ନିକଟ ବିଜୁ ଏକ୍ସପ୍ରେସ ୱେରେ ଟ୍ରକ୍‌ ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୋମନା ଥାନା ଭେଲା ଗାଁର ସୁରୁ କୁମ୍ଭାର (୨୫)।…

କାଳିଆ ହତ୍ୟା ଘଟଣାରେ ୪ ଗିରଫ

ନୂଆପଡ଼ା,୨୪ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା ଖଡିଆଳ ଥାନା କିକିରିବେଡା ଗାଁର ବୃଦ୍ଧ କାଳିଆ ମାଝି (୭୦) ହତ୍ୟା ଘଟଣାରେ ପୋଲିସ ସୋମବାର ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନଙ୍କଠାରୁ ଗୋଟିଏ ଛୁରି, ବାଇକ୍‌ ଓ ରକ୍ତଦାଗ…

ପ୍ରମାଣ ଅଭାବରୁ ଉପ ଆରକ୍ଷୀ ଅଧିକ୍ଷକ ଖଲାସ

ନୂଆପଡ଼ା,୨୩ା୩(ମକାରୁ ବେମାଲ): ଏକ ଲାଞ୍ଚ ଗ୍ରହଣ ମାମଲାର ଶନିବାର ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ବଦ୍ରି ନାରାୟଣ ନନ୍ଦ ଶୁଣାଣି କରିଛନ୍ତି। ସମସ୍ତ ସାକ୍ଷ୍ୟମାନଙ୍କ ବୟାନ ଅନୁସାରେ ପ୍ରମାଣ ଅଭାବରୁ ନୂଆପଡ଼ା ଜିଲା ପୋଲିସ ଅଧିକ୍ଷକ କାର୍ଯ୍ୟାଳୟରେ କାର୍ଯ୍ୟରତ ଡିଷ୍ଟ୍ରକ ହୁମାନ ରାଇଟ୍‌…

ପାଟଧରା ଜଙ୍ଗଲରେ ମାଓବାଦୀ କ୍ୟାମ୍ପ୍‌ ଠାବ

ନୂଆପଡ଼ା,୨୨ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡ଼େନ ଥାନା ଅଧୀନ ଛତାପାଣି ଗାଁ ନିକଟ ପାଟଧରା ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ଏକ ମାଓବାଦୀ କ୍ୟାମ୍ପ୍‌ ଠାବ ହୋଇଛି। ସୂଚନା ଅନୁସାରେ ପାଟଧରା ଜଙ୍ଗଲରେ ମାଓବାଦୀମାନେ ଏକାଠି ହୋଇଥିବା ନେଇ ନୂଆପଡ଼ା ପୋଲିସକୁ…

କବାଡ଼ି ଲିଗ୍‌: ବିଞ୍ଝାଲ ୱାରିୟର୍ସ ଚାମ୍ପିୟନ

ନୂଆପଡ଼ା,୧୯ା୩(ମକାରୁ ବେମାଲ): ନୂଆପଡ଼ା ଜିଲା କବାଡି ସଂଘ ଓ ଜିଲା ରେଫରି ସଂଘର ମିଳିତ ଆନୁକୂଲ୍ୟରେ ଦର୍ଲିମୁଣ୍ଡା ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ଚାଲିଥିବା ନୂଆପଡା କବାଡି ପ୍ରିମିୟର ଲିଗ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ଖେଳ ବିଞ୍ଝାଲ ୱାରିୟର୍ସ ଓ…

ସିନାପାଲିଠାରେ ଯୁଗ୍ମ ଅଭିଯୋଗ ଶୁଣାଣି

ନୂଆପଡ଼ା,୧୯ା୩(ମକାରୁ ବେମାଲ): ନୂଆପଡ଼ା ଜିଲା ସିନାପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମଧୁସୂଦନ ଦାସ ଓ ଜିଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜିତ ନାଏକ ଉପସ୍ଥିତ ରହି ସମସ୍ତ ଅଭିଯୋଗର…

ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ

ନୂଆପଡ଼ା,୧୭ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅନ୍ତର୍ଗତ ଜଡାମୁଣ୍ଡା ପଞ୍ଚାୟତ କୋମଟିମୁଣ୍ଡା ଗାଁ ଖେଳ ପଡିଆ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ସୁନାବେଡ଼ା ପଞ୍ଚାୟତ ଗାତିବେଡା ଗାଁର…

ମାଟି ବୋହି ଚର୍ଚ୍ଚାରେ ନୂଆପଡା ଜିଲାପାଳ, ଶ୍ରମିକଙ୍କୁ କଲେ ଉତ୍ସାହିତ

ନୂଆପଡା,୧୫।୩: (ମକାରୁ ବେମାଲ)ମନରେଗା ଯୋଜନାରେ ଦୈନିକ ୬0,000 ରୁ ଅଧିକ ଶ୍ରମିକ ନିୟୋଜିତ କରି କ୍ରମାଗତ ଭାବରେ ନୂଆପଡ଼ା ଜିଲା ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛି। ଜିଲାକୁ ପ୍ରବାସୀ ଶ୍ରମିକ ମୁକ୍ତ କରିବା ପାଇଁ ଜିଲ୍ଲାପାଳ ମଧୁସୂଦନ ଦାଶ ସମଗ୍ର ଜିଲା…

ନୂଆପଡ଼ା ଜିଲାରେ ୧୭,୫୩୬ ଲକ୍ଷପତି ଦିଦି ସୃଷ୍ଟି ଲକ୍ଷ୍ୟ

ନୂଆପଡ଼ା,୧୩ା୩ (ମକାରୁ ବେମାଲ):ସ୍ଥାନୀୟ ପୋଲିସ ପଡ଼ିଆଠାରେ ଜିଲା ପ୍ରଶାସନ ଓ ଓଡ଼ିଶା ଜୀବିକା ମିଶନ ନୂଆପଡ଼ାଙ୍କ ମିଳିତ ଆନୁକୂଲ୍ୟରେ ଜିଲାସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ା ଜିଲାପାଳ ମଧୁସୂଦନ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ କର୍ମଶାଳାରେ ଜିଲା ମୁଖ୍ୟ ଉନ୍ନୟନ…

ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ୧୫ ଆହତ

ନୂଆପଡ଼ା,୧୨।୩(ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡ଼େନ ଥାନା ସୁନାପୁର ଗାଁ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଭାରସାମ୍ୟ ହରାଇ ଡିଜେ ଗାଡ଼ି ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି। ଏଥିମଧ୍ୟରୁ ୫ ଜଣଙ୍କ ଅବସ୍ଥା…

ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି: ୨୯ ଅଭିଯୋଗର ଶୁଣାଣି

ନୂଆପଡ଼ା,୧୨।୩ (ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡେନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୯ ଅଭିଯୋଗର ଶୁଣାଣି ହୋଇଥିଲା। ଜିଲାପାଳ ମଧୁସୂଦନ ଦାସ ଅଭିଯୋଗ ଉପରେ ଶୀଘ୍ର…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମକରି ମିଳୁନି ପାଉଣା

ନୂଆପଡ଼ା,୧୨ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଶ୍ରମିକମାନଙ୍କୁ କାମ ଯୋଗାଇ ପ୍ରବାସୀ ଶ୍ରମିକ ରୋକିବାରେ ସହାୟକ ହୋଇଛି ବୋଲି ପ୍ରଶାସନ କହୁଛି। ହେଲେ ଏହି ଯୋଜନାରେ କାମକରି ମଧ୍ୟ ଦୀର୍ଘ ୩ ବର୍ଷ ହେବ ପାଉଣା ନ ପାଇ ଦୁର୍ଦ୍ଦିନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri