ବସୁଧାରୁ ମିଳୁନି ପାଣି, ଖୋଲାକୂଅ ଭରସା
ନୂଆପଡ଼ା,୨୨।୩(ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ପଞ୍ଚାୟତ ଗାତିବେଡା ଗାଁରେ ଜଳ ସଙ୍କଟ ଦେଖାଦେଇଥିବା ବେଳେ କୂଅ ପାଣି ଉପରେ ଲୋକେ ନିର୍ଭର କରି ଚଳୁଛନ୍ତି। ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ଗାତିବେଡା ଗାଁରେ ୩ଟି ପଡା…
ବସ୍ଷ୍ଟାଣ୍ଡ ଭିତରକୁ ଯାଉନି ଘରୋଇ ବସ୍, ଯାତ୍ରୀ ହନ୍ତସନ୍ତ
ନୂଆପଡ଼ା,୨୫।୨(ମକାରୁ ବେମାଲ)ନୂଆପଡା ସଦର ମହକୁମାଠାରେ ନୂତନ ଭାବେ ଅତ୍ୟାଧୁନିକ ମଡେଲ ବସଷ୍ଟାଣ୍ଡ ଗତ ୧୫ ତାରିଖରେ ଉଦଘାଟିତ ହୋଇଯାଇଛି। ସରକାର ୯ କୋଟି ୭୨ ଲକ୍ଷ ୨୫ ହଜାର ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ କରିଥିଲେ ମଧ୍ୟ ଲୋକଙ୍କ କାର୍ଯ୍ୟରେ ଆସୁନାହିଁ।…
କରଙ୍ଗାଭଟା ଗାଁରେ ଏବେଠୁ ପାନୀୟ ଜଳ ସଙ୍କଟ
ନୂଆପଡ଼ା,୯।୨(ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଗ୍ରୀଷ୍ମ ଋତୁ ନ ଆସିବା ପୂର୍ବରୁ ପାଣିର ଘୋର ସଙ୍କଟ ଦେଖା ଦେଲାଣି। ବସୁଧା ଯୋଜନାରେ ଓଭର ଟାଙ୍କି ନିର୍ମାଣ ହୋଇ ପାଇପ ପୋତା ସରି ଆଜକୁ…
ରୋଷେଇ କରୁଥିବା ବେଳେ ଚୁଲିରେ ପଡ଼ିଗଲେ ମହିଳା
ନୂଆପଡ଼ା,୨୯।୧(ମକାରୁ ବେମାଲ): ନୂଆପଡ଼ା ଜିଲା ଲଖନା ଥାନା ସିଲଭା ପଞ୍ଚାୟତ ପଟପରପାଲି ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚୁଲିରେ ପଡି ଯାଇ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଲକ୍ଷ୍ମୀ ଶବର(୪୨)। ମିଳିଥିବା ସୂଚନା ମୁତାବକ, ସୋମବାର …
ମଧ୍ୟାହ୍ନଭୋଜନ ପରେ ହେଉଛି ବିଦ୍ୟାଳୟ ଛୁଟି
ସିନାପାଲି,୨୫।୧(ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅନ୍ତର୍ଗତ ମଖାପଦର ପଞ୍ଚାୟତ ଚଉରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ପରେ ଛୁଟି କରାଯାଉଥିବା ଅଭିଯୋଗ ହେଉଛି। ସେହିପରି ଋତୁକାଳୀନ ଆବାସିକ ପ୍ରଯତ୍ନ କେନ୍ଦ୍ରର ଅନ୍ତେବାସୀଙ୍କୁ ଛାଡି ଶିକ୍ଷକମାନେ ଚାଲିଯାଉଥିବା…
ରାମ ମନ୍ଦିର ପ୍ରତିଷ୍ଠା ଦିନ ମଦ, ମାଂସ ବିକ୍ରି ବନ୍ଦ ହେଉ
ନୂଆପଡ଼ା,୨୦।୧(ମକାରୁ ବେମାଲ): ୨୨ତାରିଖରେ ରାମ ମନ୍ଦିର ପ୍ରତିଷ୍ଠା ହେବ। ଏହି ଦିନ ନୂଆପଡ଼ା ଜିଲାରେ ମଦ, ମାଂସ ବିକ୍ରି ଉପରେ ରୋକ ଲଗାଇବାକୁ ନୂଆପଡା ସଦର ମହକୁମାସ୍ଥିତ ରାମ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଜିଲାପାଳ ହେମକାନ୍ତ ସାଏଙ୍କୁ ସାକ୍ଷାତ କରି…
କପା ଚାଷୀ ଶୋଷଣର ଶିକାର
ଖଡ଼ିଆଳ,୧୫।୧(ସୁଜିତ୍ କୁମାର ପ୍ରଧାନ): ନୂଆପଡା ଜିଲା ଖଡ଼ିଆଳ ବ୍ଲକରେ କପା ମଣ୍ଡି ବ୍ୟବସ୍ଥା ନ ଥିବାରୁ ଚାଷୀ ଶୋଷଣର ଶିକାର ହେଉଥିବା ବେଳେ ଦଲାଲ ମାଲାମାଲ ହେଉଛନ୍ତି। ଦଲାଲଙ୍କ ଦୈନିକ ଖଡ଼ିଆଳ ଅଞ୍ଚଳରୁ ୩୦ ରୁ ୪୦ ବେଆଇନ କପା ବୋଝେଇ…
ସରକାରୀ ବସ୍-କାର୍ ମୁହାଁମୁହିଁ ଧକ୍କା: ୧୦ରୁ ଊର୍ଦ୍ଧ୍ୱ ଗୁରୁତର
ନୂଆପଡ଼ା,୧୪।୧(ମକାରୁ ବେମାଲ): ୩୫୩ ନମ୍ବର ଜାତୀୟ ରାଜପଥ ନୂଆପଡା ଜିଲା କୋମନା ଥାନା ତରବୋଡ ସମ୍ଭବ ମାନିଗୁଡା ଛକ ନିକଟରେ ରବିବାର ଏକ ବସ୍-କାର୍ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦୁର୍ଘଟଣାରେ ୧୦ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି। ଏଥିରେ ଗୁରୁତର…
ଚାଷୀ ସମସ୍ୟାକୁ ନେଇ ନୂଆପଡ଼ା ବନ୍ଦ
ନୂଆପଡ଼ା,୫।୧(ମକାରୁ ବେମାଲ): ରାଜ୍ୟ ସରକାରଙ୍କ କୃଷିମାରଣ ନୀତି, ଧାନର କଟନି ଛଟନି, କପାର ଅଭାବୀ ବିକ୍ରି, ଅହେତୁକ ବିଦ୍ୟୁତ୍ ଦର ବୃଦ୍ଧି, ଚାଷୀ ସମସ୍ୟା ତଥା ଧାନକିଣାରେ ହେଉଥିବା ଦୁର୍ନୀତିର ସିବିଆଇ ତଦନ୍ତ ଦାବିରେ ନୂଆପଡ଼ା ଭାଜପା ପକ୍ଷରୁ ଶୁକ୍ରବାର ବନ୍ଦ…
ନୂଆପଡ଼ା ଜିଲାରେ ବାଘ, ଭାଲୁ ଆତଙ୍କ; ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ବନ୍ୟପ୍ରାଣୀ
ନୂଆପଡ଼ା,୪।୧(ମକାରୁ ବେମାଲ): ନୂଆପଡ଼ା ଜିଲାରେ ବାଘ ଓ ଭାଲୁ ଆତଙ୍କ ଲାଗି ରହିଛି। ଫଳରେ ଲୋକଙ୍କ ଜୀବନଯାତ୍ରା ଉପରେ ଏହାର ପ୍ରଭାବ ଦେଖିବାକୁ ମିଳୁଛି। ପ୍ରାତଃଭ୍ରମଣ କରିବା, ଜମିକୁ ଚାଷ କାମ କରିବାକୁ ଯିବା ଲାଗି ଲୋକେ ଭୟ କରୁଛନ୍ତି। ଏପରିକି…
ଅଭାବକୁ ପୂରା କରିବ ଖରିଫ୍ ପିଆଜ
ନୂଆପଡ଼ା,୨୨।୧୨(ମକାରୁ ବେମାଲ): ପିଆଜ ଅଭାବକୁ ପୂରା କରିବ ଖରିଫ ପିଆଜ। ଜିଲାର ଉପାନ୍ତ ଅଞ୍ଚଳରେ ଏବେ ଅମଳ ହେଉଛି ଖରିଫ ପିଆଜ। ବର୍ତ୍ତମାନ ବଜାରରେ ପିଆଜ ଚାହିଦା ଥିବା ବେଳେ ଅଭାବକୁ ପୁରା କରିବା ସହ ଭଲ ଦୁଇ ପଇସା ପାଇବ…
ପିଜୁଳି ଖାଉଥିବା ବେଳେ କୂଅରେ ଖସି ପଡ଼ିଲା ଭାଲୁ
ନୂଆପଡ଼ା,୨୧।୧୨(ମକାରୁ ବେମାଲ): ନୂଆପଡ଼ା ସଦର ମହକୁମା ୱାର୍ଡ଼ ନଂ. ୧୩ ମହୁଲଭଟା ଗାଁର ଏକ କୂଅରୁ ଗୁରୁବାର ଏକ ଭାଲୁର ମୃତଦେହ ଜବତ କରାଯାଇଛି। ସୂଚନା ମୁତାବଳ ମହୁଲଭଟା ଗ୍ରାମର ମୋହନ ରଣାଙ୍କ ବିଲରେ ଥିବା କୂଅ ଭିତରେ ଭାଲୁ ମରିପଡିଥିବା…
Archives


