୧୪ ସୁଦ୍ଧା ଦାବି ପୂରଣ ନ ହେଲେ ଆନ୍ଦୋଳନ
ନୂଆପଡ଼ା,୯ା୪ (ମକାରୁ ବେମାଲ): ରାଜ୍ୟ ଯୋଗାଣ ସହାୟକ ସଂଘ ନିଷ୍ପତ୍ତିକ୍ରମେ ସୋମବାର ନୂଆପଡ଼ା ଜିଲାରେ କାର୍ଯ୍ୟରତ ଯୋଗାଣ ସହାୟକମାନେ ସମୂହ ଛୁଟି ପାଇଁ ସରକାରଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ୨୦୧୨ଠାରୁ ଯୋଗାଣ ସହାୟକମାନେ ଜିଲାର ବିଭିନ୍ନ ପଞ୍ଚାୟତରେ ଖାଦ୍ୟ…
୨ବର୍ଷ ୧୦ ମାସର ଶିଶୁ ଇଣ୍ଡିଆ ବୁକ ଅଫ୍ ରେକଡର୍ସର ଅଧିକାରୀ
ନୂଆପଡ଼ା,୭ା୪(ମକାରୁ ବେମାଲ)- ମାତ୍ର ୨ ବର୍ଷ ୧୦ ମାସର ଶିଶୁ ଇଣ୍ଡିଆ ବୁକ ଅଫ୍ ରେକଡର୍ସର ଅଧିକାରୀ ହୋଇପାରିଛନ୍ତି। ସେ ହେଲେ ନୂଆପଡ଼ା ଜିଲା ସିନାପାଲି ସହରର ହରେକୃଷ୍ଣ ମେହେର ଓ ତପସ୍ବିନୀ ମେହେରଙ୍କ ଶିଶୁପୁତ୍ର ଶିବାଂସ। ଶିବାଂସ ନିମିଷକେ ୧୪…
ମାରଗୁଡ଼ା ଲୋକ ମହୋତ୍ସବ ଉଦ୍ଯାପିତ
ନୂଆପଡ଼ା,୫ା୪(ମକାରୁ ବେମାଲ): ସ୍ଥାନୀୟ ମିନି ଷ୍ଟାଡିୟମରେ ଚାଲିଥିବା ମାରଗୁଡ଼ା ଲୋକ ମହୋତ୍ସବ ଶନିବାର ଉଦ୍ଯାପିତ ହୋଇଯାଇଛି। ନୂଆପଡା ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ପୂର୍ବତନ କଳାହାଣ୍ଡି ଏମ୍ପି ବସନ୍ତ କୁମାର ପଣ୍ଡା ମୁଖ୍ୟ ଅତିଥି,…
ବନ୍ଧା ହେଲେ ରାଣିମୁଣ୍ଡା ସରପଞ୍ଚ, ପୂର୍ବତନ ପିଇଓ
ନୂଆପଡା,୫/୪ (ମକାରୁ ବେମାଲ): ନୂଆପଡା ଜ଼ିଲା ଖରିଆର ବ୍ଲକ ରାଣିମୁଣ୍ଡା ପଞ୍ଚାୟତ ସରପଞ୍ଚ ଓ ତତ୍କାଳୀନ ପଞ୍ଚାୟତ ନିର୍ବାହୀ ଅଧିକାରୀ ଶୁକ୍ରବାର ରାତିରେ ଭିଜିଲାନ୍ସ ହାତରେ ବନ୍ଧା ହୋଇ ଜେଲ ଯିବା ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ରାଣୀମୁଣ୍ଡା ପଞ୍ଚାୟତ…
ଓଡ଼ିଆ ଭାଷାରେ ନାମଫଳକ …
ନୂଆପଡ଼ା,୪ା୪ (ମକାରୁ ବେମାଲ): ଓଡ଼ିଆ ପକ୍ଷ ପାଳନ ଅବସରରେ ଶୁକ୍ରବାର ଖରିଆର ରୋଡ୍ ଏନ୍ଏସି ଓ ଜିଲା ଶ୍ରମ ବିଭାଗ ମିଳିତ ଆନୁକୂଲ୍ୟରେ ଏକ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ଜିଲା ଶ୍ରମ ଅଧିକାରୀ ରବୀନ୍ଦ୍ର ବାର୍ଲା ଓ ଏନ୍ଏସି…
କାଳବୈଶାଖୀରେ ଉଜୁଡ଼ିଲା ଫସଲ
ନୂଆପଡ଼ା,୪ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କାଳବୈଶାଖୀ ପ୍ରଭାବରେ ଖରାଟିଆ ଫସଲ ନଷ୍ଟହୋଇଛି। ଅପରାହ୍ନ ଗୋଟାଏ ସମୟରେ ପବନ ବହିବା ସହ ଝିପିଝିପି ବର୍ଷା ଓ କୁଆପଥର ମାଡ଼ ହୋଇଥିଲା । ଏଥିରେ ଅଧିକାଂଶ ଚାଷୀଙ୍କ ଆମ୍ବ, ଚାର ଓ ମହୁଲ…
ବୈଷ୍ଣୋଦେବୀଙ୍କୁ ଦର୍ଶନ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ନୂଆପଡ଼ା/କୋମନା,୩ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଇ ତାଙ୍କ ପରିବାର ସହ ଗୁରୁବାର ନୂଆପଡ଼ା ଜିଲା କୋମନାସ୍ଥିତ ମନ୍ଦିରରେ ମାତା ବୈଷ୍ଣୋଦେବୀଙ୍କୁ ଦର୍ଶନ କରିଛନ୍ତି। ସୂଚନା ମୁତାବକ ମଧ୍ୟାହ୍ନ ସମୟରେ ଛତିଶଗଡରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ସାଇ…
ଉତ୍ତମ ଛାତ୍ର ଗଠନରେ ମାତାପିତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ନୂଆପଡ଼ା,୨।୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସରସ୍ବତୀ ଶିଶୁ ମନ୍ଦିରର ୨୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଆଚାର୍ଯ୍ୟ ରବିନ୍ଦ୍ର କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ଜିଲାପାଳ ମଧୁସୂଦନ ଦାସ ମୁଖ୍ୟଅତିଥି, ପୂର୍ବତନ…
ମାରାଗୁଡ଼ା ଲୋକ ମହୋତ୍ସବ ଉଦ୍ଘାଟିତ ସମ୍ବଲପୁରୀ ନାଚଗୀତରେ ଝୁମିଲେ ଦର୍ଶକ
ନୂଆପଡ଼ା,୨।୪(ମକାରୁ ବେମାଲ): ସ୍ଥାନୀୟ ଲୋକ ସଂସ୍କୃତି, ପରମ୍ପରା, ଐତିହ୍ୟକୁ ନେଇ ନୂଆପଡା ମିନି ଷ୍ଟାଡିୟମଠାରେ ମଙ୍ଗଳବାର ମାରାଗୁଡା ଲୋକ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଜିଲାପାଳ ମଧୁସୂଦନ ଦାସଙ୍କ ନେତୃତ୍ୱରେ ସକାଳେ କଣାଭଏଁରା ମନ୍ଦିର-ସାଲିହା ସ୍ମୃତିପୀଠରୁ ମଶାଳ ବାହାରି ସହର ପରିକ୍ରମା କରିଥିଲା।…
ବୁଲା କୁକୁର ଆତଙ୍କ, ଦିନକରେ ୨୭ ଜଣଙ୍କୁ କାମୁଡିଲେ
ଖଡ଼ିଆଳ,୩୦ା୩(ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଶନିବାର ଦିନକରେ ୨୭ ଜଣଙ୍କୁ କୁକୁର କାମୁଡିଥିବା ବେଳେ ରବିବାର ମଧ୍ୟାହ୍ନ ସୁଦ୍ଧା ୫ ଜଣଙ୍କୁ କାମୁଡିଛନ୍ତି। ଉପଖଣ୍ଡ ଚିକିତ୍ସାଳୟରେ ସମସ୍ତଙ୍କୁ ଜଳାତଙ୍କ ଇଞ୍ଜେକଶନ…
ବାଲି ବୋଝେଇ ଟ୍ରାକ୍ଟର ଓଲଟି: ଦୁଇ ଯୁବକଙ୍କ ମୃତ୍ୟୁ
ନୂଆପଡା,୩୦।୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଅବସ୍ଥିତ ଯୁନାପନି ଗ୍ରାମରେ ବାଲି ବୋଝେଇ ଟ୍ରାକ୍ଟର ଓଲଟି ରବିବାର ଦୁଇ ଯୁବକଙ୍କ ମତ୍ୟୁଘଟିଛି। ମୃତ ଦୁଇ ଯୁବକ ହେଲେ ସୁନାବେଡ଼ା ପଞ୍ଚାୟତ ଯୁନାପାଣି ଗାଁ…
ଡିଜିପି ଡିସ୍କରେ ସମ୍ମାନିତ ହେବେ ନୂଆପଡ଼ା ଏସ୍ପି
ନୂଆପଡ଼ା,୩୦।୩:(ମକାରୁ ବେମାଲ): ପୋଲିସ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୂଆପଡା ଜିଲା ଆରକ୍ଷୀ ଅଧୀକ୍ଷକ ଜି ଆର୍ ରାଘବେନ୍ଦ୍ର ରାଜ୍ୟ ସରକାରଙ୍କ ତରଫରୁ ୨୦୨୪-୨୫ ବର୍ଷ ପାଇଁ ସମ୍ମାନଜନକ ଡିଜିପି ଡିସ୍କ ପାଇବା ପାଇଁ ମନୋନୀତ ହୋଇଛନ୍ତି। ୯୦ତମ ପୋଲିସ…

