ନୂଆପଡ଼ା

ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ସେମାନେ ହେଲେ ଭାଲେଶ୍ୱର ଗଁା ହରିଜନ ପଡାର…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ପରିବାରରେ ଶୋକାକୁଳ ପରିବେଶ

ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ ଜନ୍ଧ୍ରାମୁଣ୍ଡା ଗାଁରେ ଦେଖିବାକୁ ମିଳିଛି। ମୃତକ ହେଲେ ଡୋଲାମଣି ମାଝି(୨୭)। ସୂଚନା ଅନୁଯାୟୀ,…

ପୂର୍ବତନ ମନ୍ତ୍ରୀଙ୍କ ଅବଦାନକୁ ମନେ ପକାଇଲେ ଅତିଥି, ଜିଲା ଗଠନରେ…

ନୂଆପଡ଼ା,୧୫ା୭(ମକାରୁ ବେମାଲ): ସ୍ଥାନୀୟ ନ୍ୟାଶନାଲ ମହାବିଦ୍ୟାଳୟଠାରେ ବୁଧବାର ସ୍ବର୍ଗୀୟ ଜନନେତା ପୂର୍ବତନ ମନ୍ତ୍ରୀ ଘାସିରାମ ମାଝିଙ୍କ ୧୦୨ତମ ଜନ୍ମତିଥି ପାଳିତ ହୋଇଯାଇଛି। ନୂଆପଡ଼ା ଏକତା ଛକଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପରେ ତାଙ୍କ ଦାୟାଦ ସରୋଜିନୀ ମାଝିଙ୍କ ଆବାହନ…

ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୧୫।୭ (ମକାରୁ ବେମାଲ) : ନୂଆପଡ଼ା ଜିଲା ଖରିଆର ରୋଡ୍‌ ଏନ୍‌ଏସି ୱାର୍ଡ ନଂ.୧୬ ଡୁମେରଡିହିର ଅବତ ରାମ ରାଉତଙ୍କ ଝିଅ ପ୍ରିୟା ରାଉତ(୮) ଜନ୍ମରୁ ବିକଳାଙ୍ଗ ହୋଇଥିଲେ ମଧ୍ୟ ସରକାରୀ ସହାୟତାରୁ ବଞ୍ଚତ୍ତ ହୋଇଛନ୍ତି। ତାଙ୍କୁ ସରକାରୀ ସହାୟତା ସହ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି। ବରିଷ୍ଠ କଂଗ୍ରେସ ନେତା ରବି ମଙ୍ଗରାଜଙ୍କ ନେତୃତ୍ୱରେ ଶତାଧିକ ଗ୍ରାମବାସୀ ନୂତନ ଟ୍ରାନ୍ସଫର୍ମର…

ବର୍ଷାପାଣିରେ ଧୋଇଗଲା ରାସ୍ତା: ଯାତାୟାତରେ ବାଧକ

ନୂଆପଡ଼ା,୧୪ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଦର୍ଲିପଡା ପଞ୍ଚାୟତ ହାତୀସରା ଗଁା ଧାମନଡୋଙ୍ଗିଆ ପଡା ରାସ୍ତା ପୋଲ ବର୍ଷାପାଣିରେ ଧୋଇଯାଇ ଯାତାୟାତରେ ବାଧକ ସାଜିଛି। ସୂଚନା ଅନୁଯାୟୀ, ହାତୀସରା ଗଁାଠାରୁ ଏହି ରାସ୍ତା ଲରିଆପଡା ଦେଇ ଧାମନଡୋଙ୍ଗିଆ ପଡାକୁ ସଂଯୋଗ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ, ଗତ ମେ ୨୧ରେ ସରପଞ୍ଚ ସାହୁଙ୍କ ମୋବାଇଲକୁ ଏକ ଅଜଣା ନମ୍ବରରୁ କଲ…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ ହେଲା ପରେ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ବିଭାଗୀୟ କର୍ମଚାରୀ ଖାଲ…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ ନୂଆପଡ଼ା ଜିଲାର ସୀମାନ୍ତ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବହେବା ଘଟଣା ସାମ୍‌ନାକୁ ଆସିଛି।…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ଏକ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହିଳା ମୋର୍ଚ୍ଚା ରାଜ୍ୟ ସଭାପତି ଭାବରେ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ ପ୍ରକଳ୍ପର ମାଛଗୁଡିକ ତଳମୁଣ୍ଡକୁ ଭାସିଯାଇଥିଲେ। ଏହାଦେଖି ମତ୍ସ୍ୟଜୀବୀଙ୍କ ସହ ଅନ୍ୟ ଲୋକମାନେ ଜାଲ…

କପିଳେନ୍ଦ୍ର ଦାସଙ୍କୁ ଭାରତ ରତ୍ନ ଗୌରବ ସମ୍ମାନ: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ନୂଆପଡ଼ା,୮ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଭେଳା ଗାଁର ଶିକ୍ଷାବିତ୍‌ ତଥା ଖଡିଆଳ ରାଜା ଏଟି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଡ. କପିଳେନ୍ଦ୍ର ଦାସ ଶିକ୍ଷା, ଗବେଷଣା ଏବଂ ସାହିତ୍ୟ କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?