ନୂଆପଡ଼ା

ମନ୍ଦିର ଓ ଠାକୁରଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ

ଖଡ଼ିଆଳ,୨୦ା୨ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡ଼ିଆଳ ମଝିଆଗୁଡି ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ନବନିର୍ମିତ ଧବଳେଶ୍ୱର ମନ୍ଦିର, ଦୁର୍ଗେଶର ମନ୍ଦିର ଓ ସଙ୍କଟ ମୋଚନ ହନୁମାନ ମନ୍ଦିର ପ୍ରତିଷ୍ଠା ସହିତ ଠାକୁରମାନଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏ…

ଜିଲାପାଳଙ୍କ ଉନ୍ନୟନମୂଳକ କାର୍ଯ୍ୟ ପରିଦର୍ଶନ

ନୂଆପଡ଼ା,୧୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ବିଜ୍ଞାପିତ ଅଞ୍ଚଳ ପରିଷଦ ଖରିଆର ରୋଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପରିଦର୍ଶନ କରିଛନ୍ତି। ଏକ କୋଟି ୮୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ମୁଣ୍ଡା ଗାଁ ପୋଖରୀ, ୭୫ ଲକ୍ଷର…

ଆକାଶରୁ ଖସୁଥିବା ବେଲୁନ ବିସ୍ଫୋରଣରେ ୫ ବାଳକ ଆହତ

ନୂଆପଡ଼ା,୧୬।୨ (ମକାରୁ ବେମାଲ): ନୂଆପଡ଼ା ଜିଲା ଧରମବନ୍ଧା ଥାନା ଚୁଲାଭାଟ ପଞ୍ଚାୟତ ପଖାନପଦର ଗାଁରେ ଶୁକ୍ରବାର ସାରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଆକାଶରୁ ଖସୁଥିବା ବେଲୁନ ବିସ୍ଫୋରଣରେ ୫ ନାବାଳକ ଆହତ ହୋଇଛନ୍ତି। ସେମାନେ ହେଲେ ପଖାପଦର ଗାଁର…

ଜମାପନି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: କୃତୀ ଛାତ୍ରୀଛାତ୍ର ପୁରସ୍କୃତ

ନୂଆପଡ଼ା,୧୫।୨ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଜମାପନି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆୟୋଜିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ବାଗଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ସହଗୋଷ୍ଠୀ ଶିକ୍ଷା ଅଧିକାରୀ ଚୈତ ରାମ ନାଏକ…

କରଙ୍ଗାଭଟା ଜଙ୍ଗଲରେ ଲାଗିଲା ନିଆଁ

କୋମନା,୧୪ା୨(ସୋବିନ ଛତ୍ରିଆ)- ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ କରଙ୍ଗାଭଟା ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ହଠାତ୍‌ ନିଆଁ ଲାଗିଥିଲା। ଗଛଲତା ପୋଡ଼ିଯାଉଥିବା ଦେଖି ଗାଁ ଲୋକେ ଜଙ୍ଗଲ ବିଭାଗର ତରବୋଡ଼ ଫରେଷ୍ଟ ବିଟକୁ ଖବର ଦେଇଥିଲେ। ତରବୋଡ଼ ଫରେଷ୍ଟ ବିଟ୍‌ କର୍ମଚାରୀ…

‘ସାଧୁସନ୍ଥଙ୍କ ଦର୍ଶନ ପାଇ ନିଜକୁ ଧନ୍ୟ ମନେ କରୁଛି’

ନୂଆପଡ଼ା,୧୦ା୨ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଆମସେନାଠାରେ ଥିବା ଗୁରୁକୁଳ ଆଶ୍ରମର ୫୮ ତମ ବାର୍ଷିକ ମହୋତ୍ସବ, ୨୦୧ କୁଣ୍ଡିୟ ବୈଦିକ ମହାଯଜ୍ଞ ଓ ଆର୍ଯ୍ୟ ସମ୍ମିଳନୀ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଓଡ଼ିଶା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଦିନିକିଆ…

ପ୍ରଧାନ ଶିକ୍ଷକ ଅର୍ଥ ହେରଫେର ମାମଲା: ତଦନ୍ତ ନିର୍ଦ୍ଦେଶ ପାଳନ କରୁନି ଶିକ୍ଷା ବିଭାଗ

ନୂଆପଡ଼ା,୧୦ା୨ (ମକାରୁ ବେମାଲ): ସ୍ଥାନୀୟ ନ୍ୟାଶନାଲ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅର୍ଥ ହେରଫେର ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ଏ ନେଇ ବିଦ୍ୟାଳୟ ପରିଚାଳନା କମିଟି ପୂର୍ବତନ ସଭାପତି ଦିନନାଥ ସତନାମୀ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ଦୃଷ୍ଟି ଆକର୍ଷଣ…

ଇଟାଭାଟି ମାଲିକଙ୍କ ଜୁଲମ୍‌: ଖାଇବାକୁ ନ ଦେଇ ପିଠିରେ ବାଜୁଛି ପାହାର: ପୁଅକୁ ଫେରାଇ ଆଣିବାକୁ ମା’ଙ୍କ…

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ପେଣ୍ଡରାବନ ଗାଁର ୨ ଦାଦନ ଶ୍ରମିକ ଅନ୍ୟ ରାଜ୍ୟରେ ନିର୍ଯାତନାର ଶିକାର ହେଉଥିବା ନେଇ ଶୁକ୍ରବାର ଜିଲା ଶ୍ରମିକ ମହାସଂଘ ସହ ଆବାହକ ଭକ୍ତବନ୍ଧୁ ଧରୁଆଙ୍କ ନେତୃତ୍ୱରେ ନିର୍ଯ୍ୟାତିତାଙ୍କ ମା’ କସ୍ତୁରୀ…

ପୋଲିସକୁ ବଡ଼ ସଫଳତା: ୧୦ ମାଓବାଦୀ ନିହତ

ନୂଆପଡ଼ା,୨୧।୧: ଓଡ଼ିଶାର ନୂଆପଡ଼ା ଜିଲାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ସିଆର୍‌ପିଏଫ୍‌ କର୍ମଚାରୀଙ୍କ ସହ ଓଡ଼ିଶା ଏବଂ ଛତିଶଗଡ଼ ପୋଲିସ ଦ୍ୱାରା କରାଯାଇଥିବା ଏକ ବଡ଼ ମିଳିତ ଅପରେଶନରେ ପ୍ରାୟ ୧୦ ଜଣ ମାଓବାଦୀ ନିହତ ହୋଇଛନ୍ତି। ଓଡ଼ିଶା ପୋଲିସ ରାଜ୍ୟ ମୁଖ୍ୟାଳୟ ଦ୍ୱାରା…

ସୀମାନ୍ତରେ ପୁଣି ଗୁଳି ବିନିମୟ: ୨ ମାଓବାଦୀ ନିହତ, ଜଣେ ଯବାନ ଆହତ

ନୂଆପଡ଼ା,୨୦ା୧(ମକାରୁ ବେମାଲ): କିଛିଦିନର ବ୍ୟବଧାନ ପରେ ଛତିଶଗଡ-ନୂଆପଡ଼ା ଜିଲା ସୀମାନ୍ତରେ ପୁଣି ମାଓବାଦୀ ଓ ଯୁବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣେ ମାଓବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି। ନିହତ ମାଓବାଦୀ ଓ ଆହତ…

ସୁନାବେଡ଼ାକୁ ବ୍ଲକ୍‌ କରି ମିଛାପାଲିଠାରେ କାର୍ଯ୍ୟାଳୟ ସ୍ଥାପନ ଦାବି

ନୂଆପଡ଼ା,୧୭।୧(ମକାରୁ ବେମାଲ)-ନୂଆପଡ଼ା ଜିଲା କୋମନା ବ୍ଲକ୍‌କୁ ବିଭାଜନ କରି ସୁନାବେଡ଼ାଠାରେ ନୂତନ ଅନୁନ୍ନତ ଆଦିବାସୀ ପଞ୍ଚାୟତ ସମିତି (ବ୍ଲକ୍‌) ଗଠନକରି ମିଛାପାଲିଠାରେ ଏହାର କାର୍ଯ୍ୟାଳୟ ସ୍ଥାପନ ପାଇଁ ୧୪ ପଞ୍ଚାୟତର ଜନପ୍ରତିନିଧି ଓ ଅଞ୍ଚଳବାସୀ ବୁଧବାର ନୂଆପଡ଼ା ଗସ୍ତରେ ଆସିଥିବା ରାଜସ୍ବ…

ପ୍ରୟାଗରାଜକୁ ସିଧାସଳଖ ଚଳାଯାଉ ଭଲ୍‌ଭୋ ବସ୍‌: ପରିବହନ ମନ୍ତ୍ରୀଙ୍କୁ …

ନୂଆପଡ଼ା,୬ା୧(ମକାରୁ ବେମାଲ): ନୂଆପଡ଼ା ଜିଲା ଗସ୍ତରେ ଆସିଥିବା ଓଡିଶା ସରକାରଙ୍କ ବାଣିଜ୍ୟ, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯଦୁମଣି ପାଣିଗ୍ରାହୀ ସାକ୍ଷାତ କରି ଜିଲାର ବିଭିନ୍ନ ସମସ୍ୟା ଅବଗତ କରିଥିଲେ। ନୂଆପଡ଼ାରୁ ପ୍ରୟାଗରାଜକୁ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?