ପୁଣି ବାଛୁରୀକୁ ମାରି ଖାଇଲା ବାଘ
ନୂଆପଡା,୩୧।୭(ମକାରୁ ବେମାଲ): ନୂଆପଡ଼ା ସଦର ରେଞ୍ଜ ଅଧିନ ଆମାନାରା ପଞ୍ଚାୟତ ମୁଷରଙ୍ଗୀ ଜଙ୍ଗଲରେ ମାତିଛି ବାଘ। ସୋମବାର ତରିଆମହୁଆଭଟା ଗାଁରେ ପୁଣି ବାଘୁଣୀ ଏକ ବାଛୁରୀକୁ ମାରି ଖାଇଥିବା ସୂଚନା ମିଳିଛି । ରବିବାର ରାତିରେ ଆମାନାରା ବିଟ ଅଧିନ ତରିଆମହୁଆଭଟା…
ନାବାଳିକା ଝିଅଙ୍କୁ ତଣ୍ଟି ଚିପି ହତ୍ୟା କଲା ବାପା
ନୂଆପଡ଼ା,୨୫।୭(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଧରମବନ୍ଧା ଥାନା କେନ୍ଦୁବାହାରା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ବଳିପଡିଲେ ନାବାଳିକା ଝିଅ। ନିଜ ୧୩ ବର୍ଷର ଝିଅ ଜ୍ୟୋତି ମାଝିଙ୍କୁ ତଣ୍ଟି ଚିପି ହତ୍ୟା କରିଛି ବାପା।…
ବନ୍ୟଜନ୍ତୁଙ୍କ ଆତଙ୍କରେ ଗାଁ ରାସ୍ତା ଶୂନ୍ଶାନ
ନୂଆପଡ଼ା,୨୪।୭(ମକାରୁ ବେମାଲ): ନୂଆପଡା ଜିଲାରେ ହିଂସ୍ରଜନ୍ତୁଙ୍କ ଆତଙ୍କରେ ଶିକ୍ଷା ଓ ଚାଷ କାର୍ଯ୍ୟରେ ବାଧାପ୍ରାପ୍ତ ହୋଇଛି। ଜିଲାର ଉତ୍ତର ଦିଗକୁ ସିନାପାଲି ବ୍ଲକ ସୀମାନ୍ତରେ ହାତୀ ଆତଙ୍କ ଲାଗିରହିଥିବା ବେଳେ ଦକ୍ଷିଣରେ ନୂଆପଡା ବ୍ଲକରେ ବାଘ ଆତଙ୍କ ଖେଳାଉଛି। ଜିଲାର ମଧ୍ୟ…
୫ ଶ୍ରେଣୀକୁ ୨ କୋଠରି
ନୂଆପଡ଼ା,୨୪।୭(ମକାରୁ ବେମାଲ): ଶିକ୍ଷାର ପ୍ରଚାର ପ୍ରସାର ଓ ଗୁଣାମତ୍କମାନ ବଢାଇବା ପାଇଁ ରାଜ୍ୟ ସରକାର ଯୋଜନା ଉପରେ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଉଦାସୀନତା ଓ ଆନ୍ତରିକ ଅଭାବ ଯୋଗୁ…
ବିଷାକ୍ତ ଛତୁଖାଇ ଗୋଟିଏ ପରିବାରର ୪ ଅସୁସ୍ଥ
ଖଡ଼ିଆଳ,୨୩।୭(ସୁଜିତ୍ କୁମାର ପ୍ରଧାନ): ନୂଆପଡା ଜିଲା ଖଡ଼ିଆଳ ବ୍ଳକ ବଙ୍କାପୁର ଗ୍ରାମର ଗୋଟିଏ ପରିବାରର ୪ଜଣ ବିଷାକ୍ତ ଛତୁଖାଇ ଅସୁସ୍ଥ ହୋଇଛନ୍ତି। ସେମାନଙ୍କୁ ଖଡ଼ିଆଳ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ, ବଙ୍କାପୁର ଗ୍ରାମର ପଦ୍ମାବତୀ ବେଭେରା (୪୦)…
ନିଦ ହଜାଇ ଦେଇଛି ମଣିଷଖିଆ ଭାଲୁ
ନୂଆପଡ଼ା,୨୨।୭(ମକାରୁ ବେମାଲ): ନୂଆପଡା ଜିଲା କୋମନା ବିଜାଖମନ ଜଙ୍ଗଲ ନିକଟ ଗାଁଗୁଡିକରେ ଭାଲୁ ଆତଙ୍କରେ ଲୋକେ ଆତଙ୍କିତ। ବାପପୁଅଙ୍କୁୁ ଆକ୍ରମଣ ପରେ ୪ଜଣ ବନ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ କରିଛି ରକ୍ତମୁଖା ଭାଲୁ। ଗୋଟିଏ ଗାଁରୁ ୨ଜଣ ଘନଶ୍ୟାମ ପଟେଲ ଓ…
ଭାଲୁ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
ନୂଆପଡ଼ା,୧୬।୭(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଧୀନ କୋନାବିରା ପଞ୍ଚାୟତ ବିରୁନପଦର ଗାଁରେ ରବିବାର ଭାଲୁ ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ସେହି ଗାଁର ଘନଶ୍ୟାମ ପଟେଲ(୭୦) ଓ ଆହତ…
୧୧ବର୍ଷ ବିତିଲା, କାର୍ଯ୍ୟକ୍ଷମ ହୋଇନି
ଖଡ଼ିଆଳ,୧୪ା୭(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମରେ ରହିଛି ଆଦିବାସୀ ଛାତ୍ରୀ ନିବାସ। ୨୦୧୨-୧୩ ମସିହାରେ ଶହେ ଶଯ୍ୟା ବିଶିଷ୍ଟ ଆଦିବାସୀ ଛାତ୍ରୀ ନିବାସ ନିର୍ମାଣ ହୋଇ ତତ୍କାଳୀନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଦ୍ୱାରା ଉଦ୍ଘାଟିତ…
ଭୟରେ ପିଲାଙ୍କୁ ଛାଡୁନାହାନ୍ତି ଅଭିଭାବକ
ନୂଆପଡ଼ା,୯।୭(ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ଜଟଗଡ ପଞ୍ଚାୟତ ଗଡଗଡବାହାଲି ଗାଁରେ ଥିବା ଅଙ୍ଗନୱାଡି କେନ୍ଦ୍ର ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ଭଙ୍ଗା ଦଦରା କେନ୍ଦ୍ରରେ ପାଠ ପଢୁଛନ୍ତି କୋମଳମତି ଶିଶୁମାନେ। ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ ହେବାର ଆଜକୁ ପ୍ରାୟ…
ସଂରକ୍ଷିତ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ
ନୂଆପଡ଼ା,୨।୭(ମକାରୁ ବେମାଲ)ଓଡ଼ିଶା-ଛତିଶଗଡ଼ ସୀମାନ୍ତ ନୂଆପଡା ଜିଲା ସିନାପାଲି ଥାନା ଝୋଲାପଡା ନିକଟ ଜଙ୍ଗଲରୁ ମାଓବାଦୀ କ୍ୟାମ୍ପ ଠାବ ହୋଇଛି। ଘଟଣାସ୍ଥଳରେ ପୋଲିସ ହାତ ତିଆରି ଗ୍ରେନେଡ ସହ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ କରିଛି। ଏହା ପରେ ସ୍ଥାନୀୟ ଅଞ୍ଚଳରେ…
୬ ବର୍ଷ ବିତିଲା, ସମ୍ପୂର୍ଣ୍ଣ ହୋଇନି ଆବାସ ଗୃହ
ନୂଆପଡ଼ା,୩୦।୬(ମକାରୁ ବେମାଲ): ଚାଳ ଛପର ଘରେ ନ ରହି ଛାତ ଘରେ ସମସ୍ତେ ରହିବା ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇ ଦେଉଛନ୍ତି। ହେଲେ ୧ ଲକ୍ଷ ୩୦ ହଜାର ଟଙ୍କାରେ ଗରିବ…
ମାଣ୍ଡିଆ ଚାଷୀଙ୍କ ପ୍ରୋତ୍ସାହନ ରାଶି ମିଳିନି
ନୂଆପଡ଼ା,୨୬।୬(ମକାରୁ ବେମାଲ): ନୂଆପଡା ଜିଲାରେ ଚାଷୀମାନେ ମାଣ୍ଡିଆ ଚାଷକରି ଆସୁଥିଲେ। ତାହା ଏକ ନିର୍ଦ୍ଦିଷ୍ଟ ସୀମା ମଧ୍ୟରେ ସିମିତ ହୋଇ ରହିଥିଲା। କିନ୍ତୁ ରାଜ୍ୟ ସରକାରଙ୍କ ମିଲେଟ ମିଶନ ହେବା ପରେ ଜିଲାରେ ମାଣ୍ଡିଆ ଚାଷ ବିପୁଳ ମାତ୍ରାରେ ବଢି ଚାଳିଛି।…
Archives


