ଯବାନ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ନିହତ
ନୂଆପଡ଼ା,୪ା୧ (ମକାରୁ ବେମାଲ): ନୂଆପଡ଼ା-ଛତିଶଗଡ଼ ସୀମାନ୍ତରେ ଗୁରୁବାର ଓ ଶୁକ୍ରବାର ଓଡ଼ିଶା ଓ ଛତିଶଗଡ ଯବାନଙ୍କ ମିଳିତ ଅପରେଶନ ସମୟରେ ମାଓବାଦୀ ସହ ଗୁଳି ବିନିମୟ ହୋଇଥିଲା। ଏହି ସମୟରେ ଜଣେ ମାଓବାଦୀ ନିହତ ହୋଇଥିଲେ। ଶନିବାର କୋମ୍ବିଂ ଅପରେଶନ ସମୟରେ…
କଲରା ପତରିଆ ହାବୁଡ଼ରେ ପଡ଼ିଲା ୨୦ରୁ ଊର୍ଦ୍ଧ୍ୱ ମେଣ୍ଢା: ୧୧ ମୃତ ୧୦ରୁ ଅଧିକ ଗୁରୁତର
ନୂଆପଡ଼ା,୪।୧(ମକାରୁ ବେମାଲ): ପୁଣି ନୂଆପଡ଼ା ଜିଲାରେ ବାଘ ଆତଙ୍କ। ନୂଆପଡ଼ା ଜିଲା ବୋଡେନ ବ୍ଲକ ଅନ୍ତର୍ଗତ ବାଗବାହାଳ ଭୋଇ ପଡ଼ାରେ କଲରା ପତରିଆ ବାଘ ଆତଙ୍କ ଖେଳାଇଛି। ବାଗବାହାଳଗ୍ରାମର ମେଣ୍ଢା ମାଲିକ ଭଜ ହାତୀ ରାତିରେ ଶୋଇଥିବା ସମୟରେ ଅର୍ଦ୍ଧ ରାତିରେ…
୫୦ ଟଙ୍କା ପାଇଁ ଲକ୍ଷେ ୨୦ ହଜାର ତଣ୍ଡ ଗଣିବେ ବିଦେଶୀ ମଦ ଦୋକାନୀ
ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ୫୦ଟଙ୍କା ପାଇଁ ଜଣେ ମଦ ଦୋକାନୀ ଲକ୍ଷେ ୨୦ହଜାର ଟଙ୍କା ତଣ୍ଡ ଗଣିବେ। ଖାଉଟି ଅଦାଲତଙ୍କ ଦ୍ୱାରା ରବିବାର ପ୍ରକାଶ ପାଇଥିବା ଏଭଳି ରାୟ ନୂଆପଡ଼ା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ଜିଲା ସଦର ମହକୁମାସ୍ଥିତ ବିଜୁ…
ଦୁର୍ଘଟଣାରେ ଚାଲିଗଲା ପୋଲିସ ଏସ୍ଆଇଙ୍କ ଜୀବନ
ନୂଆପଡ଼ା,୨୯।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା ସଦର ଥାନାରେ କାର୍ଯ୍ୟରତ ପୋଲିସ ସବ୍ଇନ୍ସିପେକ୍ଟର (ଏସ୍ଆଇ) ହରିଶ କୁମାର ବାରିକ(୩୩)ଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ତାଙ୍କ ଘର ଖଡ଼ିଆଳ ଫୋକଟପଡାରେ। ଶନିବାର ରାତି ୧୦ଟା ପରେ ସେ ପାଟ୍ରୋଲିଂ ସାରି ବାଇକ୍ରେ…
ବନବାସୀଙ୍କ ସହ ବସି କନ୍ଦମୂଳ ଖାଇଲେ ଜିଲାପାଳ
ନୂଆପଡା,୨୬।୧୨ (ମକାରୁ ବେମାଲ):ସମୁଦ୍ର ପତନଠାରୁ ୩୬ ହଜାର ବର୍ଗ ଫୁଟ ଉପରେ ଅବସ୍ଥିତ ନୂଆପଡ଼ା ଜିଲାର ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ସୁନାବେଡା ଗାଁ ା ଏହି ଗାଁର ଦୁର୍ଗମ ଅଞ୍ଚଳ ବୁଲି ବନବାସୀ ସହ ବସି କନ୍ଦମୂଳ ଖାଇଲେ ଜିଲାପାଳ…
୩.୧୩ କେଜି ବଜ୍ରକାପ୍ତା କାତି ଜବତ, ଧରାପଡ଼ିଲେ ୪ ଅଭିଯୁକ୍ତ
ନୂଆପଡ଼ା/ଖଡିଆଳ,୨୨ା୧୨(ମକାରୁ ବେମାଲ/ସୁଜିତ ପ୍ରଧାନ): ନୂଆପଡ଼ା ଜିଲା କୋମନା ରେଞ୍ଜ ନାଗପଡ଼ା ପଞ୍ଚାୟତ ଝରଣାମାଲ ଗାଁରେ ଖଡ଼ିଆଳ ବନ ବିଭାଗ ଚଢାଉ କରି ୩ କିଲୋଗ୍ରାମ ୧୩୦ ଗ୍ରାମ ବଜ୍ରକାପ୍ତା କାତି ଜବତ କରିଛି। ଏଥିରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।…
ଅନ୍ଲାଇନ ଠକେଇ: ଝାଡ଼ଖଣ୍ଡରୁ ଅଭିଯୁକ୍ତ ଗିରଫ
ନୂଆପଡ଼ା,୧୯ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡ଼େନ ଥାନା ଅଞ୍ଚଳରେ ଏକ ସାଇବର ଠକେଇ ଘଟଣାରେ ନୂଆପଡ଼ା ପୋଲିସ ଝାଡଖଣ୍ଡରୁ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଏ ନେଇ ଜିଲା ପୋଲିସ କାର୍ଯ୍ୟାଳୟଠାରେ ଏକ ଖବରଦାତା…
ଗାଁ ଗାଁରେ ମାତିଛନ୍ତି ଦାଦନ ଦଲାଲ: ରାଜି ନ ହେଲେ ଗୁଣ୍ଡା ଲଗାଇ ଟେକି ନେଉଛନ୍ତି
ନୂଆପଡ଼ା,୧୨।୧୨(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକର ଗାଁଗୁଡିକରେ ବଲାଙ୍ଗୀର ଜିଲାର ଦାଦନ ଦଲାଲମାନେ ଆଡ୍ଡା ପକାଇଛନ୍ତି । ରାତି ହେଲେ ଗାଁ ଗାଁରେ ରଖିଥିବା ଦଲାଲମାନଙ୍କ ସହ ଘରକୁ ଘର ଯାଇ ଶ୍ରମିକମାନଙ୍କୁ ବଇନା ଟଙ୍କା ଦେଉଛନ୍ତି । କମ୍…
ମିଲରଙ୍କୁ ଧକ୍କାମାରି ତଡ଼ିଲେ, ଅଧିକାରୀଙ୍କୁ ୩ କି.ମି. ଚଲାଇଲେ
ନୂଆପଡ଼ା,୯ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଧାନକିଣାରେ ଅବ୍ୟବସ୍ଥାକୁ ନେଇ ସୋମବାର ପୃଥକ୍ ୩ ସ୍ଥାନରେ ଚାଷୀ ରାସ୍ତାକୁ ଓହ୍ଲାଇଥିଲେ। ନୂଆପଡ଼ା ସଦର ବ୍ଲକ୍ର ସୁନସୁନିଆ, ଦର୍ଲିମୁଣ୍ଡା ଓ ଗୋଡ଼ଫୁଲା ଛକଠାରେ ବିଜୁ ଏକ୍ସପ୍ରେସ୍ ୱେକୁ ଚାଷୀମାନେ ଅବରୋଧ କରିଥିଲେ। ସେହିପରି ଖରିଆର…
ପଞ୍ଚାୟତ ଆକାଉଣ୍ଟରୁ ଭତ୍ତା ଟଙ୍କା ନେଇଗଲେ
ନୂଆପଡ଼ା,୭ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍ କୋନାବିରା ପଞ୍ଚାୟତ ସରପଞ୍ଚ ଓ ନିର୍ବାହୀ ଅଧିକାରୀଙ୍କ ଅଜାଣତରେ ବାର୍ଦ୍ଧକ୍ୟଭତ୍ତା ବାବଦ ଟଙ୍କା ବ୍ୟାଙ୍କ ଆକାଉଣ୍ଟରୁ ଉଭାନ ହୋଇଥିବା ଅଭିଯୋଗ ହୋଇଛି। ଏହା ଜଣାପଡିବା ପରେ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।…
ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଖଡ଼ିଆଳ ବିଧାୟକ
ଖଡ଼ିଆଳ,୭ା୧୨(ସୁଜିତ କୁମାର ପ୍ରଧାନ) ନୂଆପଡ଼ା ଜିଲାର ଖଡ଼ିଆଳ ମିଶନ ହସ୍ପିଟାଲ (ଇଭାଞ୍ଜିକାଳ)କୁ ଗୋପବନ୍ଧୁ ଜନ ଆରୋଗ୍ୟ ସ୍ବାସ୍ଥ୍ୟ ଯୋଜନାରେ ସାମିଲ କରିବା ପାଇଁ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହଲିଙ୍ଗଙ୍କୁ…
ହଠାତ୍ ଜୁଆଆଡ୍ଡା ଭିତରକୁ ପଶିଲା ପୋଲିସ, ଜଣଙ୍କ ପରେ ଜଣେ ୬୦ ଜଣଙ୍କୁ ମାଡ଼ିବସିଲା
ନୂଆପଡା,୨୪।୧୧(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର୍ ରୋଡ ଜୋଙ୍କ ଥାନା ଅଞ୍ଚଳରେ ଏକ ଜୁଆଆଡ୍ଡା ଉପରେ ଶନିବାର ବିଳମ୍ବିତ ରାତିରେ ଚଢ଼ାଉ ହୋଇଛି। ଏଥିରେ ୬୦ରୁ ଊର୍ଦ୍ଧ୍ୱ ଜୁଆଡ୍ଡୀଙ୍କୁ ଅଟକରଖି ଥିବାବେଳେ ଲକ୍ଷ ଲକ୍ଷ ଟଙ୍କା, ମୋବାଇଲ, ବାଇକ ଜବତ ହୋଇଛି।…

