ଧାନ, ଚିନାବାଦାମ ଫସଲ ଉଜାଡୁଛି ବାର୍ହା
ନୂଆପଡ଼ା ଅଫିସ,୨୯।୫: ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ବୃଦ୍ଧିକୋମନା ପଞ୍ଚାୟତ ଅଧୀନସ୍ଥ ଲଙ୍କେଶ୍ୱରୀ ପାହାଡ ତଳି ଧୁମାଭଟା, ପଣ୍ଡରାପଥର, ମୁଷାପାଲି ଗାଁର ଶହ ଶହ ଚାଷୀଙ୍କ ଏକର ଏକର ଧାନ ଫସଲ ଉଜାଡି ଦେଉଛି ବାର୍ହା। ସୁନ୍ଦର ଜଳସେଚନ ପ୍ରକଳ୍ପ…
ଉଦ୍ଧାର ପାଇଁ ଦାଦନ ଶ୍ରମିକଙ୍କ ଆକୁଳ ନିବେଦନ
ନୂଆପଡ଼ା ଅଫିସ,୨୨।୫: ନୂଆପଡ଼ା ଜିଲା ବୋଡେନ ଓ କୋମନା ବ୍ଲକର ୪୫ଜଣ ଦାଦନ ଶ୍ରମିକଙ୍କୁ ଆନ୍ଧ୍ରପ୍ରଦେଶର ବିଜେୱାଡା ଗୁଣ୍ଡୁର ନିକଟସ୍ଥ ଏକ ଇଟାଭାଟିରେ ଜୋରଜବରଦସ୍ତ କାମ କରାଯାଉଛି। ମନା କଲେ ଇଟାଭାଟି ମାଲିକ ତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନ ଦେଉଛନ୍ତି।…
୨୦୨୪ରୁ ସବୁ ପିଲା ସ୍ମାର୍ଟ କ୍ଲାସ୍ରେ ପଢ଼ିବେ
ନୂଆପଡ଼ା ଅଫିସ/ବୋଡ଼େନ/ ଖଡ଼ିଆଳ,୨୨।୫(ଡି.ଏନ.ଏ.): ୨ ଦିନିଆ କଳାହାଣ୍ଡି ଜିଲା ଗସ୍ତ ପରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ରବିବାର ଦିନିକିଆ ନୂଆପଡା ଜିଲା ଗସ୍ତରେ ଆସି ଅନେକ ପ୍ରକଳ୍ପ ପରିଦର୍ଶନ କରି ଉନ୍ନତୀକରଣ ପାଇଁ ପଦକ୍ଷେପ ନେଇଛନ୍ତି। ପ୍ରଥମେ ସିନାପାଲି ବ୍ଲକ…
କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଚାଷୀ ସାଜିଛନ୍ତି ଦାଦନ ଶ୍ରମିକ
ନୂଆପଡା ଅଫିସ,୨୧ା୫: ନୂଆପଡ଼ା ଜିଲାରେ ଚାଷୀଙ୍କ ଉନ୍ନତି ପାଇଁ କୋମନା ବ୍ଲକ ଅନ୍ତର୍ଗତ ଜଟଗଡ଼ ପଞ୍ଚାୟତ ସାହଜଟ-ବାଲିପାଟି ଗ୍ରାମରେ ଭୃଷି ଡୋଙ୍ଗରୀ, ଭାଲୁ ଡୋଙ୍ଗରୀ, ସିରିଆଲ ଖୋଲ ଡୋଙ୍ଗରୀ ମଧ୍ୟ ଭାଗରେ କ୍ଷୁଦ୍ର ଜଳ ସେଚନ ପ୍ରକଳ୍ପ ନିର୍ମାଣ ହୋଇଛି। ଏହି…
ଗ୍ରୀଷ୍ମରେ ବଢୁଛି ତାଳସଜର ଚାହିଦା
ନୂଆପଡ଼ା ଅଫିସ,୨୦।୫: ନୂଆପଡା ଜିଲାରେ ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ଅଗ୍ନି ବର୍ଷା ହେଉଛି। ଏଥିରୁ ରକ୍ଷା ପାଇବା ପାଇଁ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି। ପ୍ରଚଣ୍ଡ ରୋଦ୍ରତାପରୁ ରକ୍ଷା ପାଇବା ପାଇଁ ଥଣ୍ଡା ପାନୀୟ ଜଳ, ସରବତ, ଲସି ଓ ତରଭୁଜ…
ପିଡିଏସ ସାମଗ୍ରୀ ଆଣିବାକୁ ଯାଇ ଅଂଶୁଘାତର ଶିକାର
ଖଡ଼ିଆଳ,୧୯।୫(ଡି.ଏନ.ଏ.): ନୂଆପଡା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ରାଣୀମୁଣ୍ଡା ପଞ୍ଚାୟତ ମହୁଲକୋଟ ଗ୍ରାମର ଜଣେ ବୃଦ୍ଧା ପିଡିଏସ ସାମଗ୍ରୀ ଆଣିବାକୁ ଯାଇ କୋଟାମାଲଠାରେ ଅଂଶୁଘାତର ଶିକାର ହୋଇଥିବା ଅଭିଯୋଗ ହୋଇଛି। ପରିବାର ଲୋକେ ସେଠାରୁ ଆଣି କରି ଚିକିତ୍ସା କରୁଥିବା ଜଣାପଡ଼ିଛି।…
ରାସ୍ତାରେ ଖାଲ,ବିପଦକୁ ଆମନ୍ତ୍ରଣ
ଖଡ଼ିଆଳ,୧୬ା୫(ଡି.ଏନ୍.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ଲାଲସାହେବ ପଡ଼ା ୱାର୍ଡ ନଂ ୭ ରାସ୍ତା ଖାଲଖମାରେ ଭର୍ତ୍ତି। ଏହି ରାସ୍ତା ନିର୍ମାଣ ପାଇଁ ବିଗତ ଏକ ବର୍ଷ ପୂର୍ବରୁ ଖଡ଼ିଆଳ ଏନ୍ଏସି ପକ୍ଷରୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଖଡ଼ିଆଳକୁ ହସ୍ତାନ୍ତର କରାଯାଇଛି। ହେଲେ…
ବୁଲୁଛି ଛୁଆ ସହ ମା’ ବାଘ
ନୂଆପଡ଼ା ଅଫିସ,୧୪।୫: ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ସୁନାବେଡା ଅଭୟାରଣ୍ୟସ୍ଥିତ ଜାମଗାଁ ସିଆର୍ପିଏଫ୍ କ୍ୟାମ୍ପ ନିକଟରେ ମା’ ଓ ଛୁଆ ବାଘ ବୁଲିଛନ୍ତି। ସିଆରପିଏଫ କ୍ୟାମ୍ପରେ ଲାଗିଥିବା କ୍ୟାମେରାରେ ଏହିସବୁ ଦୃଶ୍ୟ କଏଦ ହେବା ସହ ସ୍ଥାନୀୟ ଲୋକେ ମୋବାଇଲ…
ସହାୟତା ଅପେକ୍ଷାରେ ରିୟାନ୍ସି
ଖଡ଼ିଆଳ, ୧୨।୫(ଡି.ଏନ୍.ଏ.): କଡ୍ନୀ ରୋଗରେ ପୀଡ଼ିତ ହୋଇ ୨୦୨୦ରେ ସ୍ବାମୀ ଜିତେନ୍ଦ୍ର ଆରପାରିକୁ ଚାଲିଗଲେ। ସ୍ବାମୀଙ୍କ ବିୟୋଗକୁ ଭୁଲିବାକୁ ଚେଷ୍ଟା କରୁଥିବା ବେଳେ ଝିଅ ରିୟାନଂସି ଏବେ ସିକଲିନ ରୋଗରେ ପୀଡ଼ିତ। ଆୟର କୌଣସି ପନ୍ଥା ନାହିଁ। ଯାହା ଥିଲା ସ୍ବାମୀଙ୍କ…
ଅଦିନିଆ ବର୍ଷା ଉଜାଡ଼ିଲା ରବିଚାଷ
ନୂଆପଡା ଅଫିସ,୫ା୫: ନୂଆପଡା ଜିଲାର ୮୦ ଭାଗ ଲୋକ ଚାଷ ଉପରେ ନିର୍ଭର କରନ୍ତି। ଧାନଚାଷ ସହ ପରିବା ଚାଷ କରି ପରିବାର ପ୍ରତିପୋଷଣ କରିଥାନ୍ତି। ଚଳିତବର୍ଷ ଅଦିନିଆ ବର୍ଷା ସହ କୂଆ ପଥର ମାଡରେପରିବା ଚାଷ ସବୁ ନଷ୍ଟ ହେବାରେ…
ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ
ନୂଆପଡା ଅଫିସ, ୪ା୩: ନୂଆପଡା ସଦର ବ୍ଲକ ଟାନୱାଟଠାରୁ କେରମେଲି ଦେଇ ପେଠିଆପାଲି ପର୍ଯ୍ୟନ୍ତ ପାହାଡିଆ ରାସ୍ତା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଗେଟି ପଥର ବାହାରି ରାସ୍ତାସାରା ବିଛେଇ ହୋଇ ପଡିଥିବାରୁ ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଦୀର୍ଘବର୍ଷ ହେଲା ଦାବି…
ଜୀବନ ଜୀବିକା ଉପରେ ପ୍ରଭାବ
ନୂଆପଡ଼ା ଅଫିସ୍,୨୮।୪: ନୂଆପଡ଼ା ଜିଲାରେ ଦୁଇ ମାସ ହୋଇଗଲା ବାଘ ଆତଙ୍କ ଥମିବାର ନାଁ ନେଉନାହିଁ। ଗୋଟିଏ ପରେ ଗୋଟିଏ ଗୃହପାଳିତ ପ୍ରାଣୀକୁ ଶିକାର କରି ଚାଲିଛି କଲରାପତରିଆ ବାଘ। ସଦର ରେଞ୍ଜ ଆମାନାରା ସେକ୍ସନ ତରିଆ ମହୁଆଭଟା ଗାଁରେ ପୁଣି…
Archives


