ନୂଆପଡ଼ା

ଜାଳେଣିକାଠ ଆଣିବାକୁ ଯାଇଥିବାବେଳେ ବୃଦ୍ଧାଙ୍କୁ ଟାଣିନେଲା ମହାବଳ

ନୂଆପଡ଼ା ଅଫିସ,୨୦।୧: ନୂଆପଡ଼ା ଜିଲା ସୁନାବେଡ଼ା ଅଭୟାରଣ୍ୟ ଅଧୀନ କୋମନା ଥାନା ସୋସେଙ୍ଗ ପଞ୍ଚାୟତ ଜଳମଡେଇ ଗାଁରେ ଜଣେ ବୃଦ୍ଧାଙ୍କୁ ମହାବଳ ବାଘ ଟାଣିନେଇ ଖାଇ ଦେଇଥିବା ଜଣାପଡ଼ିଛି। ମୃତକ ହେଲେ ଜଳମଡେଇ ଗ୍ରାମର ସାନମତି ବାରିକ(୬୫) ବୋଲି ଜଣାପଡିଛି। ମିଳିଥିବା…

ଦେହରେ ନିଆଁ ଲଗାଇ ଯୁବକଙ୍କ ମୃତ୍ୟୁ ମାମଲା: ନିଲମ୍ବିତ ହେଲେ ତହସିଲଦାର

ନୂଆପଡ଼ା ଅଫିସ,୧୭ା୩: ଜମି ବିକ୍ରି କରିବାକୁ ସହଯୋଗ ନ ମିଳିବାରୁ ନୂଆପଡ଼ା ସଦର ବ୍ଲକ ଜୋଙ୍କ ଥାନା ଆମସେନା ପଞ୍ଚାୟତ କଲ୍ୟାଣପୁର ଗ୍ରାମର ଜଗଦୀଶ ଚୌହାନ (୩୬) ସଦର ତହସିଲ କାର୍ଯ୍ୟାଳୟରେ ପେଟ୍ରୋଲ ଢାଳି ଦେହରେ ନିଅଁା ଲଗାଇ ଦେଇଥିଲେ। ଗୁରୁତର…

ତହସିଲ କାର୍ଯ୍ୟାଳୟରେ ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଯୁବକ

ନୂଆପଡ଼ା ଅଫିସ,୧୭ା୩: ଜମି ବିକ୍ରି କରିବାକୁ ସହଯୋଗ ନ ମିଳିବାରୁ ନୂଆପଡ଼ା ସଦର ତହସିଲ କାର୍ଯ୍ୟାଳୟରେ ଜଣେ ଯୁବକ ପେଟ୍ରୋଲ ଢାଳି ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ।…

ତହସିଲ ଅଫିସରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ନୂଆପଡ଼ା ଅଫିସ,୧୭ା୩:ଜମି ବିକ୍ରି କରିବା ପାଇଁ ସହଯୋଗ କଲେନି ଅଧିକାରୀ। ବାରମ୍ବାର ତହସିଲ କାର୍ଯ୍ୟାଳୟକୁ ଦୌଡ଼ି ନିରାଶ ହେବା ପରେ ମାନସିକ ଭାରସାମ୍ୟ ହରାଇ ଜଣେ ଯୁବକ ଶେଷରେ ପେଟ୍ରୋଲ ଢାଳିହୋଇ ନିଜ ଶରୀରରେ ନିଅଁା ଲଗାଇ ଆତ୍ମାହୁତି ଉଦ୍ୟମ କରିଛନ୍ତି।…

ନୂଆପଡ଼ା ଜିଲାରେ ପୁଣି ବାଘ ଆତଙ୍କ ,ଭୟରେ ତାଟିକବାଟ ବନ୍ଦ

ନୂଆପଡ଼ା ଅଫିସ,୧୬।୩:ନୂଆପଡ଼ା ଜିଲା ସୁନାବେଡ଼ା ଅଭୟାରଣ୍ୟ ପାଦଦେଶରେ ଥିବା ପ୍ରାୟ ୧୦ଟି ଗାଁରେ କଲରାପତରିଆ ବାଘ ଆତଙ୍କରେ ସ୍ଥାନୀୟ ଲୋକ ଭୟଭୀତ ଅବସ୍ଥାରେ ରହିଛନ୍ତି। ୧୦ ଦିନ ହେବ ଅଞ୍ଚଳରେ ବାଘ ବୁଲୁଥିବା ବେଳେ ୨ ଗାଈ ଓ ୨ ବାଛୁରୀ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ

ନୂଆପଡ଼ା ଅଫିସ,୧୪।୩: ନୂଆପଡା ଜିଲାରେ ପୁଣି ବାଘ ଆତଙ୍କ ଦେଖା ଦେଇଛି। ଏହା ପୂର୍ବରୁ ଅନେକ ଥର ନୂଆପଡା ସଦର ବ୍ଲକ ହଳଦି ଓ ଲୋଡ୍ରା ଗ୍ରାମରେ ବାଘର ଉପସ୍ଥିତି ଦଖାଦେଇଥିବା ବେଳେ ବର୍ତ୍ତମାନ ନୂଆପଡା ବନାଞ୍ଚଳ ଆମାନାରା ବିଟର ମୁସରଙ୍ଗି…

ଜିଲାର ଅଧିକାଂଶ ଜଙ୍ଗଲରେ ଲାଗିଛି ନିଆଁ

ନୂଆପଡ଼ା ଅଫିସ,୧୧।୩: ନୂଆପଡା ଜିଲାର ଅଧିକାଂଶ ଜଙ୍ଗଲରେ ନିଆଁ ଲାଗିଥିବା ଅଭିଯୋଗ ହେଉଛି। ଜିଲାର ବଡପାହାଡ ବୋଲି କୁହାଯାଉଥିବା ଗୋଡା ପାହାଡ, ନୂଆପଡା ଓ ବଲାଙ୍ଗୀର ଜିଲା ମଧ୍ୟ ଭାବେ ଅବସ୍ଥାପିତ ଚାନ୍ଦେଲ ପାହାଡ, ତରବୋଡଠାରୁ ବଲାଙ୍ଗୀରକୁ ସଂଯୋଗ କରୁଥିବା ଉଭୟ…

ପୋଡ଼ିଗଲା ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଖଡ଼ିଆଳ,୧୦।୩(ଡି.ଏନ.ଏ.): ନୂଆପଡା ଜିଲା ଖଡିଆଳ ଥାନା ତୁକୁଲା ଗାଁର କିରାନା ଦୋକାନରେ ହଠାତ ନିଅଁା ଲାଗି ପୋଡ଼ିଯାଇଛି। ଗୁରୁବାର ରାତିରେ ତୁକୁଲା ଗାଁର ବଲ୍ଲଭ ମେହେର କିରାନା ଦୋକାନ ପ୍ରତିଦିନ ଭଳି ବନ୍ଦ କରି ମାଲପଡା ଘରକୁ ଚାଲିଯାଇଥିଲେ। ରାତିରେ ଦୋକାନରେ…

କେନାଲ ନିର୍ମାଣରେ ବ୍ୟାପକ ଦୁର୍ନୀତି

ଖଡ଼ିଆଳ,୧୦।୩(ଡି.ଏନ.ଏ.): ନୂଆପଡା ଜିଲା କୋମନା ଓ ଖଡ଼ିଆଳ ବ୍ଲକ ମଝିରେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ (ତିଖାଲି ଡ୍ୟାମ) ନିର୍ମାଣ ହୋଇଛି। ନୂଆପଡା ଜିଲାର ବୋଡ଼େନ ଓ ଖଡ଼ିଆଳ ବ୍ଲକର ୧୩ ହଜାର ୫ ଶହ ହେକ୍ଟର ଓ ବଲାଙ୍ଗୀର ଜିଲାର…

ଜିଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ସମ୍ମିଳନୀ

ନୂଆପଡ଼ା ଅଫିସ,୧।୩: ନୂଆପଡା ଜିଲା ମୁଖ୍ୟ ଚିକିତ୍ସାଳୟ ପ୍ରାଙ୍ଗଣରେ ଆଶା ଓ ଗାଁ କଲ୍ୟାଣ ସମିତିର ଜିଲାସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଜିଲା ମୁଖ୍ୟ ସ୍ବାସ୍ଥ୍ୟ ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ.ଚୌଧୁରୀ ଶୋଭାରାଣୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲା ପରିଷଦ ଅଧ୍ୟକ୍ଷା ଡଲି…

ଗାଁକୁ ଫେରିଲେ ତେଲଙ୍ଗାନାରେ ବନ୍ଧକ ଦାଦନ

ନୂଆପଡ଼ା ଅଫିସ,୨୫।୨: ତେଲଙ୍ଗାନାରେ ବନ୍ଧକ ଥିବା ନୂଆପଡା ସଦର ବ୍ଲକ ବୋଇରଭାଡି ପଞ୍ଚାୟତ ସରାଇପାଲି ଗାଁର ୬ଜଣ ଦାଦନ ଶ୍ରମିକ ଗାଁକୁ ଫେରିଛନ୍ତି। ତେଲଙ୍ଗାନାରେ ବନ୍ଧକ ଥିବା ନେଇ ଗତ ବୁଧବାର ଧରିତ୍ରୀରେ ପ୍ରକାଶ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ…

ପ୍ରଧାନୀ ଜଙ୍ଗଲରୁ ମୃତ ବାର୍‌ହା ଜବତ

ସିନାପାଲି,୨୫।୨(ଡି.ଏନ.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବନଖଣ୍ଡ ଅଧୀନସ୍ଥ ସିନାପାଲି ରେଞ୍ଜ ପ୍ରଧାନୀ ଜଙ୍ଗଲରୁ ଶୁକ୍ରବାର ଏକ ମୃତ ବାର୍‌ହା ଉଦ୍ଧାର କରାଯାଇଛି। ସ୍ଥାନୀୟ ଘଣ୍ଟିଗୁଡା ସରପଞ୍ଚ ଖୁଟୁରାମ ସୁନାନୀ ଓ ସିନାପାଲି ରେଞ୍ଜ ଫରେଷ୍ଟର ଖଗେଶ୍ୱର ମାଝିଙ୍କ ନେତୃତ୍ୱରେ ବିଭାଗୀୟ ଅଧିକାରୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri