ନୂଆପଡ଼ା

ସ୍ବାସ୍ଥ୍ୟ, ଶିକ୍ଷା, ବିଜୁଳି ସାତସପନ

ନୂଆପଡ଼ା,୧୮।୪(ମକାରୁ ବେମାଲ)ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ। କେନ୍ଦ୍ର ଓ ରାଜ୍ୟ ସରକାର ମାଳମାଳ ଯୋଜନା କରୁଥିଲେ ମଧ୍ୟ ଲୋକ କିମ୍ବା ଗାଁ ପର୍ଯ୍ୟନ୍ତ ପହଞ୍ଚତ୍ ପାରୁନାହିଁ। ସ୍ବାସ୍ଥ୍ୟ, ଶିକ୍ଷା, ବିଜୁଳି ସାତ ସପନ ହୋଇଯାଇଛି।…

ରୋଷେଇ ଘରେ ପଶି ରାଜକୀୟ ଖାଦ୍ୟ ଖାଇଲା ଭାଲୁ: ରାଜମହଲ ଲୋକେ ଭୟଭୀତ

ଖଡ଼ିଆଳ,୧୨।୪(ସୁଜିତ୍‌ କୁମାର ପ୍ରଧାନ):ନୂଆପଡା ଜିଲା ଖଡ଼ିଆଳ ସହରରେ ବୁଧବାର ରାତିରେ ବୁଲୁଥିବା ଭାଲୁ ଶେଷରେ ଖଡ଼ିଆଳ ରାଜବାଟି ରୋଷେଇ ଘରେ ପଶିଥିଲା। ଖଡ଼ିଆଳ ରାଜା ସାହେବଙ୍କ ରାଜବାଟି ଭିତରେ ପଶି ଡାଇନିଂ ହଲରେ ବିଭିନ୍ନ ରାଜକୀୟ ଖାଦ୍ୟ ଖାଇଛି। ଖଡ଼ିଆଳ ରାଜା…

ଏହି ଜିଲାରେ ସବୁ ଦଳରେ ବାହାରୁଛି କେଁ

ନୂଆପଡ଼ା,୯।୪(ମକାରୁ ବେମାଲ)ଛତିଶଗଡକୁ ଲାଗି ରହିଥିବା ରାଜ୍ୟର ଏକ ଉପାନ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀ ନୂଆପଡା। ଏହି ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ଦଳରୁ ଏକାଧିକ ଆଶାୟୀ ରହିଥିଲେ। ପ୍ରାର୍ଥୀ ଘୋଷଣା ପରେ ସବୁ ଦଳରେ କେଁ ବଢିବା ଏଠାକାର ରାଜନୈତିକ ମାହୋଲକୁ ସରଗରମ…

ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିଲେ: ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ କନଷ୍ଟେବଳଙ୍କ ଜୀବନ

କଟକ,୮ା୪ (କାର୍ତ୍ତିକ ସାହୁ) ତାମିଲନାଡୁ ରାଜ୍ୟର ତ୍ରିଚୀଠାରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ଓଡ଼ିଶା ପୋଲିସ୍‌ କନଷ୍ଟେବଳ ପ୍ରମୋଦ କୁମାର ମାଝି(ସି/୨୨୨)ଙ୍କ ଅକାଳ ମୃତ୍ୟୁ ଘଟିଛି। ତ୍ରିଚୀଠାରେ କର୍ତ୍ତବ୍ୟରତ ଥିବା ବେଳେ ଦୁର୍ଘଟଣାରେ ଶିକାର ହୋଇ ତାଙ୍କର ମୃତ୍ୟୁ ଘଟିଥିବା ଓଡ଼ିଶା…

କଦଳୀ ଚାଷ କରି ଲକ୍ଷପତି

ନୂଆପଡା,୫।୪ (ମକାରୁ ବେମାଲ):ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ମିଛାପାଲି ପଞ୍ଚାୟତ ବରକୋଟ ଗାଁର ଚାଷୀ କଦଳୀ ଚାଷ କରି ନିଜେ ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାର ଯୋଗାଉଛନ୍ତି। ୧୦ ପରିବାର ଦାଦନ ଯାଉଥିଲେ କଦଳୀ ଚାଷ କଲା ପରେ ଗାଁରେ…

ଭିଜିଲାନ୍ସ ଜାଲରେ ରାଜସ୍ବ ବିଭାଗ ସ୍ବତନ୍ତ୍ର ଅଧିକାରୀ

ନୂଆପଡ଼ା,୨୯ା୩(ମକାରୁ ବେମାଲ):ନୂଆପଡା ଜିଲା ରାଜସ୍ବ ବିଭାଗ ସ୍ବତନ୍ତ୍ର ଅଧିକାରୀ ନରେନ୍ଦ୍ର କୁମାର ଚନ୍ଦ୍ରକାର ଜମିଜମା ମାମଲାର ସମାଧାନ ପାଇଁ ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ସରକାରୀ କାର୍ଯ୍ୟାଳୟ ଓ ଖରିଆର ରୋଡସ୍ଥିତ ତାଙ୍କ ବାସ ଭବନରେ…

ଟ୍ରକକୁ ପିଟିଲା ଟ୍ରକ: ଜୀବନ୍ତ ଜଳିଗଲେ ଡ୍ରାଇଭର

ନୂଆପଡ଼ା,୨୨।୩: ନୂଆପଡ଼ା ଜିଲା ସିନାପାଲି ଥାନା ବିଜୁ ଏକ୍ସପ୍ରେସ ୱେ ଚଟିଆଗୁଡ଼ା ଗାଁ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଗରେ ଯାଉଥିବା ଏକ ଟ୍ରକଟି ହଠାତ୍‌ ବ୍ରେକ୍‌ ମାରିବାରୁ ପଛରେ ଥିବା ଅନ୍ୟ ଏକ ଟ୍ରକଟି ଭାରସାମ୍ୟ ହରାଇ…

ବସୁଧାରୁ ମିଳୁନି ପାଣି, ଖୋଲାକୂଅ ଭରସା

ନୂଆପଡ଼ା,୨୨।୩(ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ପଞ୍ଚାୟତ ଗାତିବେଡା ଗାଁରେ ଜଳ ସଙ୍କଟ ଦେଖାଦେଇଥିବା ବେଳେ କୂଅ ପାଣି ଉପରେ ଲୋକେ ନିର୍ଭର କରି ଚଳୁଛନ୍ତି। ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ଗାତିବେଡା ଗାଁରେ ୩ଟି ପଡା…

ବସ୍‌ଷ୍ଟାଣ୍ଡ ଭିତରକୁ ଯାଉନି ଘରୋଇ ବସ୍‌, ଯାତ୍ରୀ ହନ୍ତସନ୍ତ

ନୂଆପଡ଼ା,୨୫।୨(ମକାରୁ ବେମାଲ)ନୂଆପଡା ସଦର ମହକୁମାଠାରେ ନୂତନ ଭାବେ ଅତ୍ୟାଧୁନିକ ମଡେଲ ବସଷ୍ଟାଣ୍ଡ ଗତ ୧୫ ତାରିଖରେ ଉଦଘାଟିତ ହୋଇଯାଇଛି। ସରକାର ୯ କୋଟି ୭୨ ଲକ୍ଷ ୨୫ ହଜାର ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ କରିଥିଲେ ମଧ୍ୟ ଲୋକଙ୍କ କାର୍ଯ୍ୟରେ ଆସୁନାହିଁ।…

କରଙ୍ଗାଭଟା ଗାଁରେ ଏବେଠୁ ପାନୀୟ ଜଳ ସଙ୍କଟ

ନୂଆପଡ଼ା,୯।୨(ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଗ୍ରୀଷ୍ମ ଋତୁ ନ ଆସିବା ପୂର୍ବରୁ ପାଣିର ଘୋର ସଙ୍କଟ ଦେଖା ଦେଲାଣି। ବସୁଧା ଯୋଜନାରେ ଓଭର ଟାଙ୍କି ନିର୍ମାଣ ହୋଇ ପାଇପ ପୋତା ସରି ଆଜକୁ…

ରୋଷେଇ କରୁଥିବା ବେଳେ ଚୁଲିରେ ପଡ଼ିଗଲେ ମହିଳା

ନୂଆପଡ଼ା,୨୯।୧(ମକାରୁ ବେମାଲ): ନୂଆପଡ଼ା ଜିଲା ଲଖନା ଥାନା ସିଲଭା ପଞ୍ଚାୟତ ପଟପରପାଲି ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚୁଲିରେ ପଡି ଯାଇ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଲକ୍ଷ୍ମୀ ଶବର(୪୨)। ମିଳିଥିବା ସୂଚନା ମୁତାବକ, ସୋମବାର…

ମଧ୍ୟାହ୍ନଭୋଜନ ପରେ ହେଉଛି ବିଦ୍ୟାଳୟ ଛୁଟି

ସିନାପାଲି,୨୫।୧(ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅନ୍ତର୍ଗତ ମଖାପଦର ପଞ୍ଚାୟତ ଚଉରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ପରେ ଛୁଟି କରାଯାଉଥିବା ଅଭିଯୋଗ ହେଉଛି। ସେହିପରି ଋତୁକାଳୀନ ଆବାସିକ ପ୍ରଯତ୍ନ କେନ୍ଦ୍ରର ଅନ୍ତେବାସୀଙ୍କୁ ଛାଡି ଶିକ୍ଷକମାନେ ଚାଲିଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?