ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର
ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ ନିର୍ବାଚିତ ଜନ ପ୍ରତିନିଧିଙ୍କ ଆନ୍ତରିକତା ଅଭାବ ଯୋଗୁ ଅନେକ ସ୍ଥାନରେ ଏସବୁ ଯୋଜନା କାର୍ଯ୍ୟକାରୀ…
ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ
ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା ଇରିଗେସନ ଛକରେ ଥିବା ଗୁପ୍ତା କିରାନା ଦୋକାନରୁ ମଙ୍ଗଳବାର ଜିବିଏସ୍ କମ୍ପାନୀର ୨ ପ୍ୟାକେଟ…
୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି
ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ଫାର୍ମାସିଷ୍ଟମାନେ ପଦୋନ୍ନତି ପାଇଁ ଦୀର୍ଘ ବର୍ଷରୁ ଦାବି…
ଜିଲା ପାଇଁ ଗୌରବ ଆଣିଲେ ନେହେରୁ: ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ…
ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ ଅଧିକାର କରି ଗୌରବ ଆଣିଛନ୍ତି। ଡିସେମ୍ବର ୨୬ରୁ ୨୮ ପର୍ଯ୍ୟନ୍ତ ୩ ଦିନ ଧରି…
୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର
ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ ହୋଇଯାଇଛନ୍ତି। ୧୩ ଦିନ ବିତିଯାଇଥିଲେ ମଧ୍ୟ ଯୁବକଙ୍କ ଏପର୍ଯ୍ୟନ୍ତ କୌଣସି ପତ୍ତା ମିଳିନାହିଁ। ଯୁବକ…
ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି: ହଇରାଣ ହେଉଛନ୍ତି ହିତାଧିକାରୀ
ନୂଆପଡ଼ା,୩୦।୧୨(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶ୍ରମକାର୍ଡ ଧାରୀଙ୍କ ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ଗରିବ ହିତାଧିକାରୀମାନଙ୍କ ପାଖରେ ପହଞ୍ଚତ୍ ପାରୁନାହିଁ। ଜିଲା କାର୍ଯ୍ୟାଳୟରେ ମଧ୍ୟସ୍ଥ ଯୋଗୁ ଯୋଗୁଁ ହିତାଧିକାରୀ ହଇରାଣ…
ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ
ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା ଭିଡିଓ ଭାଇରାଲ ହେଉଛି। ଏହାକୁ ନେଇ ସୁନାବେଡ଼ା ଅଞ୍ଚଳର ଲୋକେ ଆତଙ୍କିତ ହୋଇପଡିଛନ୍ତି। ସୂଚନା…
ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍ ଆସିଲା ଭାଲୁ : ପରେ…
ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗାଁର ଦୌପଦୀ ମେହେର (୬୩) । ସୂଚନା ଅନୁଯାୟୀ ଶୁକ୍ରବାର ଭୋର ସମୟରେ…
୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର
ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି। ଏପରିସ୍ଥଳେ ଶୁକ୍ରବାର କୋମନା ବସ୍ଷ୍ଟାଣ୍ଡରୁ ବାହାର ରାଜ୍ୟକୁ ଚାଲାଣ ବେଳେ କୋମନା ପୋଲିସ ୬…
ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…
ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍ ଛାତିରେ ଯନ୍ତ୍ରଣା ହୋଇଥିଲା। ପରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳୁଛି। ସିନାପାଲି କେନ୍ଦୁମୁଣ୍ଡା ଗାଁ ମଞ୍ଚରେ…
ବ୍ଲକ୍ସ୍ତରୀୟ ମତ୍ସ୍ୟ, ପ୍ରାଣିସମ୍ପଦ ମେଳା
ନୂଆପଡ଼ା,୨୩ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ମଙ୍ଗଳବାର ବ୍ଲକ୍ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲା ଉପନିର୍ଦ୍ଦେଶକ ଡା. କୋଟନି ପାର୍ଥସାରଥି ଦୋରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ନୂଆପଡ଼ା ବିଧାୟକ ଜୟ ଢୋଲକିଆ ମୁଖ୍ୟ ଅତିଥି, ଜିଲା…
ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ
ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି। ଆବଶ୍ୟକ ଶିକ୍ଷକ, ଶ୍ରେଣୀ କୋଠରି, ରୋଷେଇ ଗୃହ ଓ ପାଚେରି ନ ଥିବାରୁ ଛାତ୍ରୀଛାତ୍ରଙ୍କୁ…
Archives


