ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ
ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍ ଯୋଗୁ ହିତାଧିକାରୀଙ୍କୁ ପୋଖରୀ ଭିତରେ ଚାଷଜମି ପଟ୍ଟା ପ୍ରଦାନ କରାଯାଇଛି। ଏଭଳି ଘଟଣା…
ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ
ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ ଟେଙ୍ଗନାବସା ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ସହକାରୀ ଶିକ୍ଷକ ସନ୍ଦୀପ କୁମାର ପାଲ ନିଜ…
ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ
ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ ଊର୍ଦ୍ଧ୍ୱ ପରିବାରରେ ୪ ଶହ ଲୋକ ବାସ କରନ୍ତି। ଗୋଟିଏ ୱାର୍ଡ ବିଶିଷ୍ଟ…
ମାସେ ନ ପୂରୁଣୁ ଡ୍ରେନ୍ ଛାତ ଭାଙ୍ଗିଲା: ଦୁର୍ନୀତି ଅଭିଯୋଗ
ନୂଆପଡ଼ା,୨୧ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକରେ ଉନ୍ନୟନ କାର୍ଯ୍ୟରେ ଦୁର୍ନୀତି ନେଇ ଅଭିଯୋଗ ହୋଇଛି। ସୂଚନା ଅନୁସାରେ କୋମନା ସଦର ବଙ୍ଗଳାପଡାଠାରୁ କୋମନା ବ୍ରିଜ୍ ପର୍ଯ୍ୟନ୍ତ ପ୍ରାୟ ୫ ଶହ ମିଟର ରାସ୍ତା କଂକ୍ରିଟକରଣ ସହ ଡ୍ରେନ୍ ନିର୍ମାଣ ହୋଇଥିଲା।…
ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉକୁ ସମର୍ଥନ ଦେବନାହିଁ: ବୈଠକରେ ଜିଲା ଆଦିବାସୀ କଲ୍ୟାଣ ସଂଘର ନିଷ୍ପତ୍ତି
ନୂଆପଡ଼ା,୨୦ା୫ (ମକାରୁ ବେମାଲ): ସ୍ଥାନୀୟ ସର୍କିଟ ହାଉସଠାରେ ଜିଲା ଆଦିବାସୀ କଲ୍ୟାଣ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାସଂଘ ରାଜ୍ୟ ସଂଯୋଜକ ଈଶ୍ୱର ଚନ୍ଦ୍ର ନାଏକ ଅଧ୍ୟକ୍ଷତା କରିଥିଲେ। ମହାସଂଘ ରାଜ୍ୟ ସଭାପତି ବାଳକୃଷ୍ଣ ଶବର, ସଂଘ ସଂରକ୍ଷକ…
ଜଳସେଚନରୁ ବଞ୍ଚତ୍ତ ୪ ଗ୍ରାମର ଚାଷଜମି ଅଧିକାରୀଙ୍କ ସହ ଆଲୋଚନା କଲେ ବିଧାୟକ
ଖଡ଼ିଆଳ,୨୦ା୫ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ ସାନମହେଶ୍ୱର ପଞ୍ଚାୟତର ଦେଓବାହାଲ ଓ ରଜାମୁଣ୍ଡା, ବରଗାଁ ପଞ୍ଚାୟତର ଡୁମେରବାହାଲ ଓ ବେନ୍ଦ୍ରାବାହାଲ ଆଦି ୪ ଗ୍ରାମର ଚାଷ ଜମି ତିଖାଲି ଡ୍ୟାମର ନାକ ତଳେ ଥିଲେ ମଧ୍ୟ ଜଳସେଚନରୁ ବଞ୍ଚତ୍ତ ରହୁଛି।…
ଭାଜପା ନେତାଙ୍କ ଅକାଳ ବିୟୋଗ: ଗାଧୁଆ ଘରେ ପଡ଼ିଯିବାରୁ…
ନୂଆପଡ଼ା,୨୦ା୫ (ମକାରୁ ବେମାଲ):ଭାଜପାର ବରିଷ୍ଠ କାର୍ଯ୍ୟକର୍ତ୍ତା ତଥା ଧରମବନ୍ଧା ପଞ୍ଚାୟତର ପୂର୍ବତନ ସରପଞ୍ଚ ଓମ୍ ପ୍ରକାଶ କଲାରଙ୍କ ମଙ୍ଗଳବାର ଅକାଳ ବିୟୋଗ ଘଟିଛି। ତାଙ୍କୁ ୫୨ବର୍ଷ ହୋଇଥିଲା। ସୋମବାର ସକାଳେ ଗାଧୁଆ ଘରେ ପଡ଼ିଯିବାରୁ ତାଙ୍କ ମସ୍ତିଷ୍କରେ ଆଘାତ ଲାଗିଥିଲା। ଗୁରୁତର…
ଧ୍ରୁବଙ୍କୁ ଅପହରଣ କରିନେଇଥିଲେ ଦାଦନ ସର୍ଦ୍ଦାର: ମାସେ ପରେ ଘଟିଲା…
ନୂଆପଡ଼ା,୧୯ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା ଖଡିଆଳ ଥାନା ତୁକଲା ଗଁାର ଧ୍ରୁବ ଚରଣ ଶବର(୬୫) ଅପହରଣର ମାସେ ପରେ ଆନ୍ଧ୍ରରୁ ଉଦ୍ଧାର ହୋଇଥିଲେ ମଧ୍ୟ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ପୋଲିସ ଅପହୃତାଙ୍କୁ ଉଦ୍ଧାର…
ଜମିକୁ ପହଞ୍ଚି ପାରୁନି ଡ୍ୟାମ୍ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ
ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ ମାଡ଼ିବା ସମସ୍ତଙ୍କୁ ଚକିତ କରିଛି। ସେହି ଗ୍ରାମଗୁଡିକ ହେଲା ସାନମହେଶ୍ୱର ପଞ୍ଚାୟତର ଦେଓବାହାଲ…
ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…
ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା ଅଭାବରୁ ପ୍ରକୃତ ହିତାଧିକାରୀ ଏଥିରୁ ବଞ୍ଚତ୍ତ ହେଉଥିବା ଅଭିଯୋଗ ହେଉଛି। ଏହାର ଉଦାହରଣ…
ସରପଞ୍ଚଙ୍କ ନିଆରା ପ୍ରୟାସ: ଚାରିଆଡ଼ୁ ସାଉଁଟୁଛନ୍ତି ପ୍ରଶଂସା
ନୂଆପଡ଼ା,୧୬ା୫(ମକାରୁ ବେମାଲ):ନୂଆପଡ଼ା ଜିଲାରେ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ମୁକ୍ତ ସମାଜ ଗଠନ ନିମନ୍ତେ ଚାଲିଥିବା ଏସ୍ୟୁପି ଫ୍ରି ନୂଆପଡ଼ା ଅଭିଯାନ ବର୍ତ୍ତମାନ ଏକ ଜନ ଆନ୍ଦୋଳନରେ ପରିଣତ ହୋଇଛି। ଏହି ଅଭିଯାନକୁ ନୂଆ ଦିଗ ଦେଇଛି କୋମନା ବ୍ଲକର ଜଣେ…
ସର୍ବସାଧାରଣ ପୋଖରୀ ଜବରଦଖଲ, ଆନ୍ଦୋଳନ ନିଷ୍ପତ୍ତି
ନୂଆପଡ଼ା,୯ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଚୁଳାଭାଟ ପଞ୍ଚାୟତ ଭଏଁଷାଦାଦର ଗଁାରେ ଥିବା ସର୍ବସାଧାରଣ ପୋଖରୀକୁ କେତେଜଣ ବ୍ୟକ୍ତି ଜବରଦଖଲ କରିଥିବାରୁ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ଜିଲା ପ୍ରଶାସନକୁ ଅନେକ ଥର ଲିଖିତ ଜଣାଇଥିଲେ ମଧ୍ୟ କୌଣସି ସୁଫଳ…

