ନୂଆପଡ଼ା

୫ ଶ୍ରେଣୀକୁ ୨ କୋଠରି

ନୂଆପଡ଼ା,୨୪।୭(ମକାରୁ ବେମାଲ): ଶିକ୍ଷାର ପ୍ରଚାର ପ୍ରସାର ଓ ଗୁଣାମତ୍କମାନ ବଢାଇବା ପାଇଁ ରାଜ୍ୟ ସରକାର ଯୋଜନା ଉପରେ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଉଦାସୀନତା ଓ ଆନ୍ତରିକ ଅଭାବ ଯୋଗୁ…

ବିଷାକ୍ତ ଛତୁଖାଇ ଗୋଟିଏ ପରିବାରର ୪ ଅସୁସ୍ଥ

ଖଡ଼ିଆଳ,୨୩।୭(ସୁଜିତ୍‌ କୁମାର ପ୍ରଧାନ): ନୂଆପଡା ଜିଲା ଖଡ଼ିଆଳ ବ୍ଳକ ବଙ୍କାପୁର ଗ୍ରାମର ଗୋଟିଏ ପରିବାରର ୪ଜଣ ବିଷାକ୍ତ ଛତୁଖାଇ ଅସୁସ୍ଥ ହୋଇଛନ୍ତି। ସେମାନଙ୍କୁ ଖଡ଼ିଆଳ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ, ବଙ୍କାପୁର ଗ୍ରାମର ପଦ୍ମାବତୀ ବେଭେରା (୪୦)…

ନିଦ ହଜାଇ ଦେଇଛି ମଣିଷଖିଆ ଭାଲୁ

ନୂଆପଡ଼ା,୨୨।୭(ମକାରୁ ବେମାଲ): ନୂଆପଡା ଜିଲା କୋମନା ବିଜାଖମନ ଜଙ୍ଗଲ ନିକଟ ଗାଁଗୁଡିକରେ ଭାଲୁ ଆତଙ୍କରେ ଲୋକେ ଆତଙ୍କିତ। ବାପପୁଅଙ୍କୁୁ ଆକ୍ରମଣ ପରେ ୪ଜଣ ବନ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ କରିଛି ରକ୍ତମୁଖା ଭାଲୁ। ଗୋଟିଏ ଗାଁରୁ ୨ଜଣ ଘନଶ୍ୟାମ ପଟେଲ ଓ…

ଭାଲୁ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର

ନୂଆପଡ଼ା,୧୬।୭(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଧୀନ କୋନାବିରା ପଞ୍ଚାୟତ ବିରୁନପଦର ଗାଁରେ ରବିବାର ଭାଲୁ ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ସେହି ଗାଁର ଘନଶ୍ୟାମ ପଟେଲ(୭୦) ଓ ଆହତ…

୧୧ବର୍ଷ ବିତିଲା, କାର୍ଯ୍ୟକ୍ଷମ ହୋଇନି

ଖଡ଼ିଆଳ,୧୪ା୭(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମରେ ରହିଛି ଆଦିବାସୀ ଛାତ୍ରୀ ନିବାସ। ୨୦୧୨-୧୩ ମସିହାରେ ଶହେ ଶଯ୍ୟା ବିଶିଷ୍ଟ ଆଦିବାସୀ ଛାତ୍ରୀ ନିବାସ ନିର୍ମାଣ ହୋଇ ତତ୍କାଳୀନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଦ୍ୱାରା ଉଦ୍‌ଘାଟିତ…

ଭୟରେ ପିଲାଙ୍କୁ ଛାଡୁନାହାନ୍ତି ଅଭିଭାବକ

ନୂଆପଡ଼ା,୯।୭(ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ଜଟଗଡ ପଞ୍ଚାୟତ ଗଡଗଡବାହାଲି ଗାଁରେ ଥିବା ଅଙ୍ଗନୱାଡି କେନ୍ଦ୍ର ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ଭଙ୍ଗା ଦଦରା କେନ୍ଦ୍ରରେ ପାଠ ପଢୁଛନ୍ତି କୋମଳମତି ଶିଶୁମାନେ। ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ ହେବାର ଆଜକୁ ପ୍ରାୟ…

ସଂରକ୍ଷିତ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ

ନୂଆପଡ଼ା,୨।୭(ମକାରୁ ବେମାଲ)ଓଡ଼ିଶା-ଛତିଶଗଡ଼ ସୀମାନ୍ତ ନୂଆପଡା ଜିଲା ସିନାପାଲି ଥାନା ଝୋଲାପଡା ନିକଟ ଜଙ୍ଗଲରୁ ମାଓବାଦୀ କ୍ୟାମ୍ପ ଠାବ ହୋଇଛି। ଘଟଣାସ୍ଥଳରେ ପୋଲିସ ହାତ ତିଆରି ଗ୍ରେନେଡ ସହ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ କରିଛି। ଏହା ପରେ ସ୍ଥାନୀୟ ଅଞ୍ଚଳରେ…

୬ ବର୍ଷ ବିତିଲା, ସମ୍ପୂର୍ଣ୍ଣ ହୋଇନି ଆବାସ ଗୃହ

ନୂଆପଡ଼ା,୩୦।୬(ମକାରୁ ବେମାଲ): ଚାଳ ଛପର ଘରେ ନ ରହି ଛାତ ଘରେ ସମସ୍ତେ ରହିବା ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇ ଦେଉଛନ୍ତି। ହେଲେ ୧ ଲକ୍ଷ ୩୦ ହଜାର ଟଙ୍କାରେ ଗରିବ…

ମାଣ୍ଡିଆ ଚାଷୀଙ୍କ ପ୍ରୋତ୍ସାହନ ରାଶି ମିଳିନି

ନୂଆପଡ଼ା,୨୬।୬(ମକାରୁ ବେମାଲ): ନୂଆପଡା ଜିଲାରେ ଚାଷୀମାନେ ମାଣ୍ଡିଆ ଚାଷକରି ଆସୁଥିଲେ। ତାହା ଏକ ନିର୍ଦ୍ଦିଷ୍ଟ ସୀମା ମଧ୍ୟରେ ସିମିତ ହୋଇ ରହିଥିଲା। କିନ୍ତୁ ରାଜ୍ୟ ସରକାରଙ୍କ ମିଲେଟ ମିଶନ ହେବା ପରେ ଜିଲାରେ ମାଣ୍ଡିଆ ଚାଷ ବିପୁଳ ମାତ୍ରାରେ ବଢି ଚାଳିଛି।…

ଲାଞ୍ଜିଗଡ଼ରେ ବାଘ ଆତଙ୍କ

ଲାଞ୍ଜିଗଡ଼,୨୬।୬(ରମେଶ ଚନ୍ଦ୍ର ନାୟକ): ନୂଆପଡ଼ା ଜିଲା ପରେ ଏବେ କଳାହାଣ୍ଡି ଜିଲାରେ ମଧ୍ୟ ବାଘ ଆତଙ୍କ ଦେଖିବାକୁ ମିଳିଛି। ଜିଲାର ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଲାଞ୍ଜିଗଡ ରୋଡ଼ଠାରେ ଶନିବାର ରାତିରେ ବାଘ ୫ଟି ଛେଳି ମାରି ଖାଇଥିବା ଜଣାପଡ଼ିଛି। ସୂଚନା…

କାମ କରି ପାଉଣା ପାଇନାହାନ୍ତି ଶ୍ରମିକ

ନୂଆପଡା,୨୪।୬ (ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ଜଟଗଡ ପଞ୍ଚାୟତ ବାଲିପାଟିଠାରୁ ଡ୍ୟାମ ରାସ୍ତା ନିର୍ମାଣର ଏକ ବର୍ଷ ବିତି ଯାଇଛି। ହେଲେ ଆଜି ଯାଏ ଶ୍ରମିକମାନେ ପାଉଣା ପାଇ ନ ଥିବା ଅଭିଯୋଗ ହେଉଛି। ରାଜ୍ୟ ସରକାରଙ୍କ…

ସାଗୁନଡୁଙ୍ଗୁରୀରେ ପାନୀୟ ଜଳର ସମସ୍ୟା ଉତ୍କଟ

ଖଡ଼ିଆଳ,୨୩।୬(ସୁଜିତ୍‌ ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଗଡରାମୁଣ୍ଡା ଗ୍ରାମପଞ୍ଚାୟତ ସାଗୁନଡଙ୍ଗରି ଗ୍ରାମରେ ପିଇବା ପାଣିର ଉତ୍କଟ ସମସ୍ୟା ଦେଖାଦେଇଛି। ଗ୍ରାମରେ ବସୁଧା ଯୋଜନା ଫେଲ ମାରିଛି। ଗ୍ରାମରେ ଗତ କିଛି ବର୍ଷ ହେଲା ବସୁଧା ଯୋଜନାରେ ପାଇପ ଯୋଗେ ପିଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?