ନୂଆପଡ଼ା

ଖଡ଼ିଆଳରେ ଚାଞ୍ଚଲ୍ୟ: ମା’ ଓ ପୁଅଙ୍କ ଆତ୍ମହତ୍ୟା

ଖଡ଼ିଆଳ,୧୫।୮(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅଧୀନ ବାଦୀ ଗାଁରେ ଏକ ଅଘଟଣ ଘଟିଛି। ଗାଁ କେନାଲ ପାଖ ଏକ ଆମ୍ବ ଗଛରେ ମା’ ଓ ପୁଅ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୋମବାର ଜଣାପଡ଼ିଛି। ଏହି ପରିବାର ଖଡ଼ିଆଳ ନିବାସୀ…

ପୋଲ ଭାଙ୍ଗି ୫୦ରୁ ଊର୍ଦ୍ଧ୍ୱ ଗାଁ ବାହ୍ୟ ଜଗତରୁ ଛିନ୍ନ

ନୂଆପଡା ଅଫିସ:୧୦।୦୮: ନୂଆପଡା ଜିଲା ସଦର ମହକୁମାଠାରୁ ଛତିଶଗଡ ରାଜ୍ୟକୁ ସଂଯୋଗ କରୁଥିବା ଜୋଙ୍କ ନଦୀ ପୋଲ ସାରାବଙ୍ଗଠାରେ ଭାଙ୍ଗିଯାଇଛି। ପୋଲଟି ଭାଙ୍ଗିଯିବାରୁ ୫୦ରୁ ଊର୍ଦ୍ଧ୍ୱ ଗାଁ ସମେତ ଛତିଶଗଡ ରାଜ୍ୟକୁ ଯାତାୟାତ ବିଛିନ୍ନ ହୋଇଯାଇଛି। ଫଳରେ ଲୋକଙ୍କୁ ନାହଁି ନ…

ଲଗାଣ ବର୍ଷାରେ ଭାଙ୍ଗିଲା ଘର

ସିନାପାଲି,୧୦ା୮(ଡି.ଏନ.ଏ.): ନୂଆପଡା ଜିଲା ସିନାପାଲି ବ୍ଲକ ଭରୁଆମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଚଚରାଭଟା ନିବାସୀ ବିଧବା ମହିଳା ସାବିତ୍ରୀ ବାଗଙ୍କ ଘର ଲଗାଣ ବର୍ଷାରେ ଭାଙ୍ଗି ପଡିିଛି। ଏଥିରେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ନିରାଶ୍ରୟ ହୋଇପଡିଛନ୍ତି। ଏ ନେଇ…

ଦର୍ଶନ ଶାସ୍ତ୍ରରେ ନୂଆପଡ଼ାର ଗଜିନ୍ଦ୍ର ଟପ୍ପର

ନୂଆପଡ଼ା ଅଫିସ,୧୦ା୮: ସମ୍ବଲପୁର ବିଶ୍ୱ ବିଦ୍ୟାଳୟ ଦ୍ୱାରା ପରିଚାଳିତ ଯୁକ୍ତ ୩ ଶେଷ ବର୍ଷ ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଦର୍ଶନ ଶାସ୍ତ୍ର ବିଭାଗରେ ନୂଆପଡା ନ୍ୟାଶନାଲ ମହାବିଦ୍ୟାଳୟ ଛାତ୍ର ଗଜିନ୍ଦ୍ର ରଣା ବିଶ୍ୱ ବିଦ୍ୟାଳୟର ଟପ୍ପର ହୋଇଛନ୍ତି। ପ୍ରାପ୍ତ…

ରାତିରେ ବୁଲୁଛି ଡ୍ରୋନ କ୍ୟାମେରା, ଲୋକେ ଭୟଭୀତ

ଖଡ଼ିଆଳ,୮।୮(ଡି.ଏନ.ଏ.): ନୂଆପଡ଼ା ଜିଲାରେ ଚୋର ଆତଙ୍କ ବଢ଼ିବାରେ ଲାଗିଥିବାବେଳେ ବର୍ତ୍ତମାନ ଖଡ଼ିଆଳ ଅଞ୍ଚଳରେ ତାର ପ୍ରଭାବ ପଡିଛି। ଖଡ଼ିଆଳର ବିଭିନ୍ନ ଗ୍ରାମାଞ୍ଚଳରେ ଡ୍ରୋନ କ୍ୟାମେରା ଉଡୁଥିବା ନେଇ ଲୋକଙ୍କ ଭୟ ଦ୍ବିଗୁଣିତ ହୋଇଥିବା ଜଣାପଡିଛି। କିଛି ଦିନ ହେଲା ତୁକୁଲା, କିରିକିଟା,…

ଅବାଧରେ ଚାଲିଛି ବାଲି ଚୋରାଚାଲାଣ

ଖଡ଼ିଆଳ,୮ା୮(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକରେ ଥିବା ସୁନ୍ଦରନଦୀର ଅନେକ ସ୍ଥାନରେ ସରକାରୀ ସ୍ବୀକୃତିପ୍ରାପ୍ତ ବାଲିଘାଟ ରହିଛି। ହେଲେ ସେହି ବାଲିଘାଟଗୁଡିକ ୨୦୨୧-୨୨ ମସିହା ପାଇଁ ନିଲାମ ହୋଇ ନ ଥିବାରୁ ଅବାଧରେ ବାଲି ଚୋରା ଚାଲାଣ ହେଉଛି। ଅସାଧୁ ବ୍ୟବସାୟୀମାନେ…

ଦୁଇ ଟ୍ରକ୍‌ ମଧ୍ୟରେ ମୁହାମୁହିଁ ଧକ୍କା: ଚାଲିଗଲା ୨ ଜୀବନ, ୨ ଗୁରୁତର

ନୂଆପଡ଼ା ଅଫିସ,୩୧।୭: ନୂଆପଡ଼ା ଜିଲା କୋମନା ଥାନା ତରବୋଡ କେନ୍ଦୁପତ୍ର ଗୋଦାମ ପାଖ ୩୫୩ ନମ୍ବର ଜାତୀୟ ରାଜପଥରେ ୨ ଟ୍ରକ୍‌ ମଧ୍ୟରେ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ…

ନୂଆପଡାରେ ବ୍ୟାପୁଛି କଲେରା: ଜଣେ ମୃତ, ୩୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ନୂଆପଡା ଅଫିସ,୨୬।୭: ରାୟଗଡା କାଶୀପୁର ପରେ ନୂଆପଡା ଜିଲାରେ ଆତଙ୍କ ଖେଳାଇଲାଣି କଲେରା। କୋମନା ବ୍ଲକ ଜଟଗଡ ଗ୍ରାମରେ କଲେରାରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଊର୍ଦ୍ଧ୍ୱ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷେ, ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌…

ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ

ନୂଆପଡ଼ା ଅଫିସ,୮।୭: ନୂଆପଡ଼ା ଜିଲା ସୁନାବେଡ଼ା ଅଭୟାରଣ୍ୟରେ ଶୁକ୍ରବାର ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ନୂଆପଡ଼ା ଛତିଶଗଡ଼ ସୀମାନ୍ତ ଗରିଆବନ୍ଧ ଜିଲା ଆମାମୋରା ନିକଟ ଓରାଗାଁ ପାଟଧରା ସଂରକ୍ଷିତ ଜଙ୍ଗଲରେ ଏସ୍‌ଓଜ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ…

ଟଙ୍କା ଭର୍ତ୍ତି ଏଟିଏମ୍‌ ଗାଡ଼ି ନେଇ ଡ୍ରାଇଭର ଛୁ’

ଖଡ଼ିଆଳ,୬।୭(ଡି.ଏନ.ଏ.): ନୂଆପଡା ଜିଲା ଖଡ଼ିଆଳ ଷ୍ଟେଟ ବ୍ୟାଙ୍କ ଶାଖାରୁ ବିଭିନ୍ନ ଏଟିଏମ୍‌ରେ ଟଙ୍କା ଭରିବାକୁ ଯାଉଥିବା ଟଙ୍କା ଭର୍ତ୍ତି ଏଟିଏମ୍‌ ଗାଡ଼ିକୁ ନେଇ ଡ୍ରାଇଭର ଫେରାର ହୋଇଛନ୍ତି। ଏଟିଏମ୍‌ରେ ୫୭ ଲକ୍ଷ ୧୨ ହଜାର ଟଙ୍କା ରହିଥିବା ବ୍ୟାଙ୍କ ପକ୍ଷରୁ ସୂଚନା…

ଟ୍ରକ୍‌ ଧକ୍କାରେ ଚାଲିଗଲା ୪ ଜୀବନ

ନୂଆପଡ଼ା ଅଫିସ, ୪।୭: ନୂଆପଡ଼ା ଜିଲା କୋମନା ବ୍ଲକ୍‌ କ୍ରିଷ୍ଣା ଗାଁ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି। ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲରେ…

ଧାନ ବୁଣୁଥିବା ବେଳେ ଚାଷୀଙ୍କୁ ବାର୍‌ହା ଆକ୍ରମଣ

ଖଡ଼ିଆଳ,୩।୭(ଡି.ଏନ.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅଧୀନ କେନ୍ଦୁପାଟି ପଞ୍ଚାୟତ ଖାଲିଆମୁଡ଼ା ଗ୍ରାମରେ ବାର୍‌ହା ଆକ୍ରମଣରେ ୨ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର କ୍ଷୀର ମୋହନ ନିଆଲ(୩୫) ଓ ଜଗବନ୍ଧୁ ପୋଡ (୪୬)। ରବିବାର ସକାଳେ ନିଜ ଜମିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri