ନୂଆପଡ଼ା

ଚାଲିଗଲା ଯାତ୍ରୀଙ୍କ ଜୀବନ

ନୂଆପଡ଼ା ଅଫିସ,୪।୪: ନୂଆପଡା ଜିଲା ସଦର ମହକୁମାସ୍ଥିତ ଏକତା ଛକଠାରେ ସୋମବାର ସକାଳେ ଏକ ଅଭାବନୀୟ ଘଟଣା ଘଟି ଯାଇଛି। ଏକ ଘରୋଇ ବସ୍‌ କର୍ମଚାରୀଙ୍କ ଖାମଖିଆଲି ମନୋଭାବ ଯୋଗୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ଷଷ୍ଠ, ସପ୍ତମ ଶ୍ରେଣୀ ପାଇଁ ଜଣେ ଶିକ୍ଷକ

ଖଡ଼ିଆଳ,୩।୪(ଡି.ଏନ.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ତୁକୁଲା ଗ୍ରାମପଞ୍ଚାୟତ ଫୁଣ୍ଡାପଦର ମୁରଲୀଧର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକରେ ଚାଲୁଥିବା ଜଣାପଡ଼ିଛି। ଜିଲାର ଅନେକ ଅନୁଦାନପ୍ରାପ୍ତ ବିଦ୍ୟାଳୟ ମଧ୍ୟରୁ ତୁକୁଲା ଫୁଣ୍ଡାପଦର ମୁରଲୀଧର ପ୍ରାଥମିକ ବିଦ୍ୟାଳୟ ଅନ୍ୟତମ। ୧୯୯୨ରେ ସ୍ଥାପିତ ଏହି ବିଦ୍ୟାଳୟ…

ହଳଦିଆ ତରଭୁଜର ଚାହିଦା ବଢୁଛି

ନୂଆପଡ଼ା ଅଫିସ,୩୦।୩:ନୂଆପଡା ସଦର ବ୍ଲକ ଗୋଡଫୁଲା ପଞ୍ଚାୟତ ଭେରାକାଲା ଗ୍ରାମର ଏକ ପରିବାର ପନିପରିବା ଚାଷ କରି ନିଜେ ସ୍ବାବଲମ୍ବୀ ହୋଇ ଅନ୍ୟଙ୍କୁ ମଧ୍ୟ ରୋଜଗାର ଦେଉଛନ୍ତି। ଉକ୍ତ ଗ୍ରାମର ଭୁକୁରାମ ପଟେଲଙ୍କ ସ୍ତ୍ରୀ ଜବତିନବାଇ ପଟେଲ ଏବଂ ତାଙ୍କ ୨…

ମାତିଛି ବାଘ, ଗାଈକୁ ମାରି ଖାଉଛି

ନୂଆପଡ଼ା ଅଫିସ ୨୫।୩: ନୂଆପଡାରେ ବାଘ ଆତଙ୍କ ଦେଖାଯାଇଛି। ନୂଆପଡା ରେଞ୍ଜ ତରିଆ ମହୁଆଭଟା ଗାଁରେ ଗତ କିଛି ଦିନ ହେବ ବାଘ ମାତିଛି। ଟାନୱଟ ଗାଁ ପାଖରେ ବାଘ ବୁଲୁଥିବା ଲୋକେ ଦେଖିଛନ୍ତି । ତେବେ ଶନିବାର ବାଘ ପୁଣି…

ଟ୍ରାକିଂ କ୍ୟାମେରାରେ କଏଦ କଲରାପତରିଆ ବାଘ

ନୂଆପଡ଼ା ଅଫିସ,୨୫।୩: ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ସୁନାବେଡ଼ା ବନ୍ୟପ୍ରାଣୀ ଅଭୟାରଣ୍ୟ ଭିତରେ ଥିବା ଗାଁ ଓ ପାହାଡତଳି ଗାଁରେ ଗତ ୩ ସପ୍ତାହରୁ ଊର୍ଦ୍ଧ୍ୱ ହେବ ବାଘ ଆତଙ୍କ ଲାଗି ରହିଛି। ବାଘର ଫଟୋ ଟ୍ରାକ କରିବା ପାଇଁ…

ବାଘ ଆତଙ୍କରେ ଭୟଭୀତ ଗ୍ରାମବାସୀ

ନୂଆପଡ଼ା ଅଫିସ,୨୩।୩: ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ସୁନାବେଡ଼ା ବନ୍ୟପ୍ରାଣୀ ଅଭୟାରଣ୍ୟ ଭିତରେ ଅବସ୍ଥିତ ସୋସେଙ୍ଗ ପଞ୍ଚାୟତ ଜଲମଡେଇ ଗାଁର ସାନମତି ବାରିକ (୬୮)ଙ୍କୁ ଗତ ରବିବାର ସନ୍ଧ୍ୟାରେ ମହାବଳ ବାଘ ଖାଇବା ପରେ ଗାଁରେ ଭୟର ଆତଙ୍କ ଖେଳିଯାଇଛି।…

ମହୁମାଛି ଆତଙ୍କ: ସରପଞ୍ଚଙ୍କ ସହ ୪ ଗୁରୁତର

ନୂଆପଡା, ୨୧।୩: ସାପ୍ତାହିକ ବଜାରରେ ମହୁମାଛି ଆତଙ୍କ ଦେଖିବାକୁ ମିଳିଛି। ଏଭଳି ଘଟଣା ଘଟିଛି ନୂଆପଡା ଜିଲା ଖଡିଆଳ ଥାନା ଦୋହେଲପଡା ଅଞ୍ଚଳରେ। ସରପଞ୍ଚଙ୍କ ସହ ୫୦ରୁ ଅଧିକଙ୍କୁ ମହୁମାଛି ବିନ୍ଧିଥିବା ବେଳେ ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି ।…

ଜାଳେଣିକାଠ ଆଣିବାକୁ ଯାଇଥିବାବେଳେ ବୃଦ୍ଧାଙ୍କୁ ଟାଣିନେଲା ମହାବଳ

ନୂଆପଡ଼ା ଅଫିସ,୨୦।୧: ନୂଆପଡ଼ା ଜିଲା ସୁନାବେଡ଼ା ଅଭୟାରଣ୍ୟ ଅଧୀନ କୋମନା ଥାନା ସୋସେଙ୍ଗ ପଞ୍ଚାୟତ ଜଳମଡେଇ ଗାଁରେ ଜଣେ ବୃଦ୍ଧାଙ୍କୁ ମହାବଳ ବାଘ ଟାଣିନେଇ ଖାଇ ଦେଇଥିବା ଜଣାପଡ଼ିଛି। ମୃତକ ହେଲେ ଜଳମଡେଇ ଗ୍ରାମର ସାନମତି ବାରିକ(୬୫) ବୋଲି ଜଣାପଡିଛି। ମିଳିଥିବା…

ଦେହରେ ନିଆଁ ଲଗାଇ ଯୁବକଙ୍କ ମୃତ୍ୟୁ ମାମଲା: ନିଲମ୍ବିତ ହେଲେ ତହସିଲଦାର

ନୂଆପଡ଼ା ଅଫିସ,୧୭ା୩: ଜମି ବିକ୍ରି କରିବାକୁ ସହଯୋଗ ନ ମିଳିବାରୁ ନୂଆପଡ଼ା ସଦର ବ୍ଲକ ଜୋଙ୍କ ଥାନା ଆମସେନା ପଞ୍ଚାୟତ କଲ୍ୟାଣପୁର ଗ୍ରାମର ଜଗଦୀଶ ଚୌହାନ (୩୬) ସଦର ତହସିଲ କାର୍ଯ୍ୟାଳୟରେ ପେଟ୍ରୋଲ ଢାଳି ଦେହରେ ନିଅଁା ଲଗାଇ ଦେଇଥିଲେ। ଗୁରୁତର…

ତହସିଲ କାର୍ଯ୍ୟାଳୟରେ ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଯୁବକ

ନୂଆପଡ଼ା ଅଫିସ,୧୭ା୩: ଜମି ବିକ୍ରି କରିବାକୁ ସହଯୋଗ ନ ମିଳିବାରୁ ନୂଆପଡ଼ା ସଦର ତହସିଲ କାର୍ଯ୍ୟାଳୟରେ ଜଣେ ଯୁବକ ପେଟ୍ରୋଲ ଢାଳି ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ।…

ତହସିଲ ଅଫିସରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ନୂଆପଡ଼ା ଅଫିସ,୧୭ା୩:ଜମି ବିକ୍ରି କରିବା ପାଇଁ ସହଯୋଗ କଲେନି ଅଧିକାରୀ। ବାରମ୍ବାର ତହସିଲ କାର୍ଯ୍ୟାଳୟକୁ ଦୌଡ଼ି ନିରାଶ ହେବା ପରେ ମାନସିକ ଭାରସାମ୍ୟ ହରାଇ ଜଣେ ଯୁବକ ଶେଷରେ ପେଟ୍ରୋଲ ଢାଳିହୋଇ ନିଜ ଶରୀରରେ ନିଅଁା ଲଗାଇ ଆତ୍ମାହୁତି ଉଦ୍ୟମ କରିଛନ୍ତି।…

ନୂଆପଡ଼ା ଜିଲାରେ ପୁଣି ବାଘ ଆତଙ୍କ ,ଭୟରେ ତାଟିକବାଟ ବନ୍ଦ

ନୂଆପଡ଼ା ଅଫିସ,୧୬।୩:ନୂଆପଡ଼ା ଜିଲା ସୁନାବେଡ଼ା ଅଭୟାରଣ୍ୟ ପାଦଦେଶରେ ଥିବା ପ୍ରାୟ ୧୦ଟି ଗାଁରେ କଲରାପତରିଆ ବାଘ ଆତଙ୍କରେ ସ୍ଥାନୀୟ ଲୋକ ଭୟଭୀତ ଅବସ୍ଥାରେ ରହିଛନ୍ତି। ୧୦ ଦିନ ହେବ ଅଞ୍ଚଳରେ ବାଘ ବୁଲୁଥିବା ବେଳେ ୨ ଗାଈ ଓ ୨ ବାଛୁରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?