ନୂଆପଡ଼ା

ନୂଆପଡାରେ ପୁଣି ୮କରୋନା ପଜିଟିଭ

ନୂଆପଡା ଅଫିସ,୬ା୬-ନୂଆପଡା ଜିଲାରେ ପୁଣି ୮ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଏବେସୁଦ୍ଧା ମୋଟ କରୋନା ପଜିଟିଭ ସଂଖ୍ୟା ୬୭ରେ ପହଞ୍ଚିଛି। ତେବେ ଏହି ୮ ଜଣଙ୍କ ମଧ୍ୟରୁ ନୂଆପଡା ବ୍ଲକ ଟାନୱାଟ ଟିଏମ୍‌ସିରୁ ଜଣେ...

ଛତିଶଗଡ଼ ସୀମାନ୍ତରେ ଚାଷୀଙ୍କୁ ପଙ୍ଗପାଳ ଭୟ

ନୂଆପଡ଼ା ଅଫିସ,୨ା୬- ନୂଆପଡ଼ା ଜିଲାବାସୀ କରୋନା ମହାମାରୀକୁ ନେଇ ଚିନ୍ତାରେ ଥିବା ବେଳେ ଛତିଶଗଡ ପଟୁ ପଙ୍ଗପାଳ ମାଡିଆସୁଥିବା ନେଇ ଚାଷୀ ଚିନ୍ତିତ ହୋଇପଡିଛନ୍ତି। ଚାଷୀଙ୍କ ସହ କୃଷି ବିଭାଗ ସୀମାନ୍ତରେ ଦୃଷ୍ଟି ରଖିଛି। ଇତିମଧ୍ୟରେ ଜିଲା କୃଷି ବିଭାଗ...

କ୍ୱାରାଣ୍ଟାଇନ୍‌ରେ ସ୍ବାବ୍‌ ଟେଷ୍ଟ ହେଲାନି: ଘରକୁ ନ ଯାଇ ପୋଖରୀ ହୁଡ଼ାରେ କୁଡ଼ିଆ କରି ରହିଲେ ପ୍ରବାସୀ

ନୂଆପଡ଼ା ଅଫିସ,୧ା୬: ସରକାରୀ କ୍ୱାରାଣ୍ଟାଇନ୍‌ର ସାତଦିନ ଅବଧି ପୂର୍ଣ୍ଣ ପରେ ପ୍ରବାସୀ ଘରକୁ ଯାଇ ହୋମ କ୍ୱାରାଣ୍ଟାଇନରେ ରହିବାକୁ ସରକାରୀ ନିର୍ଦ୍ଦେଶ ରହିଛି । ହେଲେ ଶ୍ରମିକମାନଙ୍କୁ ବିନା ସ୍ବାବ୍‌ ପରୀକ୍ଷଣରେ ଘରକୁ ଛାଡି ଦିଆଯାଉଥିବାରୁ ପରବର୍ତ୍ତୀ ସମୟରେ ସେମାନେ...

CORONAVIRUS UPDATE: ନୂଆପଡ଼ାରେ ଆଉ ୧୨ କରୋନା ପଜିଟିଭ ଚିହ୍ନଟ

ନୂଆପଡା ଅଫିସ,୨୯ା୫- ଶୁକ୍ରବାର ନୂଆପଡା ଜିଲାରେ ଆଉ ୧୨ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ା ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬ରେ ପହଞ୍ଚତ୍ଛି ା ଚିହ୍ନଟ ୧୨ ନୂଆ ରୋଗୀଙ୍କ ମଧ୍ୟରୁ ନୂଆପଡ଼ା ଏନଏସି ଅଞ୍ଚଳରେ ଥିବା...

ନୂଆପଡ଼ା ଜିଲା ଛୁଇଁଲା କରୋନା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପ୍ରଥମ ଥର ପାଇଁ ନୂଆପଡ଼ାକୁ କରୋନା ଛୁଇଁଛି। ରବିବାର ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପ୍ରକାଶ ଯେ, ରାଜ୍ୟରେ ନୂଆ ୬୭ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା...

ମଣ୍ଡିରୁ ଉଠିପାରୁନି ଧାନ

ନୂଆପଡ଼ା ଅଫିସ,୨୨୫-କରୋନା କଟକଣା ସମୟରେ ଚାଷୀଙ୍କଠାରୁ ଠିକ୍‌ ସମୟରେ ଧାନ ସଂଗ୍ରହ କରିବା ଓ ତାଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରଦାନ କରିବାକୁ ସରକାର ଗୁରୁତ୍ୱାରୋପ କରିଛନ୍ତି ା ହେଲେ ଅନ୍ୟ ଜିଲାର ମିଲର୍ସଙ୍କୁ ନେଇ ନୂଆପଡ଼ା ଜିଲାରେ ମିଲର୍ସ...

ଗ୍ରୀନ୍‌ ଜୋନ୍‌ରେ ନୂଆପଡ଼ା, ତଥାପି ଛାଡ଼ୁନି ଭୟ

ନୂଆପଡ଼ା ଅଫିସ,୨୨ା୫-ମହାମାରୀ କରୋନା ସମଗ୍ର ବିଶ୍ୱକୁ ଗ୍ରାସିଛି। ଭାରତରେ ଏହାର ମୁକାବିଲା ଲାଗି କେତେକ କଟକଣା ଜାରି କରାଯାଇଛି। ସମଗ୍ର ଦେଶ ଲକ୍‌ଡାଉନ୍‌ ରହିଛି। ଲକ୍‌ଡାଉନ୍‌ ଯୋଗୁ ଲୋକଙ୍କ ଜୀବନ ଜୀବିକା ଦୁର୍ବିଷହ ହୋଇ ପଡ଼ିଲାଣି। ଆଶା ଆଉ ଆଶଙ୍କା...

ପ୍ରବାସୀ ଓଡ଼ିଆଙ୍କୁ ସରକାର ଫେରାଇ ଆଣନ୍ତୁ

ନୂଆପଡା ଅଫିସ,୧୯ା୫-ଲକ୍‌ଡାଉନ୍‌ ଯୋଗୁ ଦେଶର ବିଭିନ୍ନ ପ୍ରାନ୍ତରେ ପ୍ରବାସୀ ଓଡିଆମାନେ ଫସି ରହିଛନ୍ତି। ସେମାନେ ଭୋକ ଓପାସର ସହ ଅସୁବିଧାରେ ରହିଛନ୍ତି। ଏଣୁ ସେମାନଙ୍କୁ ତୁରନ୍ତ ରାଜ୍ୟକୁ ଫେରାଇ ଆଣିବାରେ ସରକାର ପଦକ୍ଷେପ ନିଅନ୍ତୁ। ମଙ୍ଗଳବାର କଳାହାଣ୍ଡି ଏମ୍‌ପି ବସନ୍ତ...

କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀଙ୍କୁ ଭେଟିଲେ ଜିଲାପାଳ

ନୂଆପଡା ଅଫିସ,୧୯ା୫-ନୂଆପଡ଼ା ଜିଲାକୁ ପ୍ରବାସୀ ଓଡ଼ିଆଙ୍କ ଆଗମନର ଲମ୍ବା ଧାଡି ଲାଗିଛି। ପ୍ରତିଦିନ ଯିଏ ଯାହା ଉଦ୍ୟମରେଏଠାକୁ ହଜାର ହଜାର ସଂଖ୍ୟାରେ ଆସି ପହଞ୍ଚୁଛନ୍ତି। ଏମାନଙ୍କ ସକାଶେ ଜିଲା ପ୍ରଶାସନ ପଞ୍ଚାୟତରେ କ୍ୱାରାଣ୍ଟାଇନ ସେଣ୍ଟର ଖୋଲିଛି। ହେଲେ ଏଗୁଡିକରେ ମୌଳିକ...

ପ୍ରବାସୀ ଶ୍ରମିକଙ୍କୁ ନେଇ ଭୟ

ନୂଆପଡ଼ା ଅଫିସ,୧୫ା୫ – ନୂଆପଡ଼ା ଜିଲାବାସୀଙ୍କ ଜୀବନରେଖା କୁହାଯାଉଥିବା ରାୟପୁର-ବ୍ରହ୍ମପୁର ୩୫୩ନଂ.ଜାତୀୟ ରାଜପଥ ଏବେ ପ୍ରବାସୀ ଶ୍ରମିକଙ୍କ ଚଲାପଥ ପାଲଟିଛି ା ଦିନ ରାତି ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକମାନେ ଚାଲିଚାଲି, ସାଇକେଲ କିମ୍ବା ଅନ୍ୟାନ୍ୟ ମାଧ୍ୟମରେ ଯାତାୟାତ କରୁଛନ୍ତି ା...

ପ୍ରବାସୀ ଶ୍ରମିକଙ୍କ ଭିଡ, ଖରିଆର ରୋଡ ୭ଘଣ୍ଟା ସଟ୍‌ଡାଉନ

ନୂଆପଡା ଅଫିସ,୧୪ା୫-ଛତିଶଗଡ ସୀମାନ୍ତ ନୂଆପଡା ଜିଲା ଖରିଆରରୋଡରେ ଗୁରୁବାର ସକାଳେ ୧୫ଶହରୁ ଉର୍ଦ୍ଧ୍ୱ ଶ୍ରମିକ ପ୍ରବେଶ କରିବା ପରେ ପ୍ରଶାସନ ତପତ୍ରତା ପ୍ରକାଶ କରିଥିଲା। ଜିଲାପାଳ ମଧୁସ୍ମିତା ସାହୁ ଖରିଆର ରୋଡ ସହରକୁ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୬ଟାଯାଏ ସଟଡାଉନ...

ଲୋକଙ୍କ ଘର ମୁହଁରୁ ସଂଗ୍ରହ ହେବ ବନଜାତ ଦ୍ରବ୍ୟ

ନୂଆପଡା ଅଫିସ,୧୩ା୫: ମହାମାରୀ କରୋନା ପରିସ୍ଥିତିର ମୁକାବିଲା ପାଇଁ ସମଗ୍ର ଦେଶ ଲକ୍‌ ଡାଉନ୍‌ ରହିଛି। ଏହାଦ୍ୱାରା ଜନଜୀବନ ପ୍ରଭାବିତ ହୋଇଛି। ବଣଜଙ୍ଗଲରେ ବସବାସ କରୁଥିବା ଗରିବ ପରିବାର ବନଜାତ ଦ୍ରବ୍ୟ ସଂଗ୍ରହ କରୁଥିଲେ ବି ବିକି ପାରୁ ନାହାନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri