ନୂଆପଡ଼ା

ଘରୁ ମିଳିଲା ୨୧ ନାଗ ସାପ, ପିଟିପିଟି ମାରିଦେଲେ

ନୂଆପଡ଼ା ଅଫିସ,୩।୭: ନୂଆପଡା ସଦର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନ ଗଡତୋଲ ଗାଁର ଜଣଙ୍କ ଘରୁ ଶୁକ୍ରବାର ୨୧ଟି ନାଗ ସାପ ଛୁଆ ବାହାରିଛି। ତେବେ ଭୟରେ ପରିବାର ଲୋକେ ସବୁ ସାପକୁ ମାରି ଦେଇଛନ୍ତି । ମିଳିଥିବା ସୂଚନା ଅନୁସାରେ,…

ଆମ୍ବଗଛ ଉପରେ ଭାଲୁ

ନୂଆପଡ଼ା ଅଫିସ,୨୪।୫:ନୂଆପଡ଼ା ଜିଲା ସିନାପାଲି ବ୍ଲକ ଘୁଚାଗୁଡା ପଞ୍ଚାୟତ ରେଙ୍ଗଟାପଡ଼ା ଗାଁର ଏକ ଆମ୍ବଗଛ ଉପରେ ଭାଲୁ ଚଢ଼ି ରହିଥିବା ଦେଖିବାକୁ ମିଳିଛି। ପାଣି କିମ୍ବା ଖାଦ୍ୟ ଅନ୍ବେଷଣରେ ଗାଁ ଭିତରକୁ ଶନିବାର ରାତିରେ ପଶି ଆସିଥିବା ଅନୁମାନ କରାଯାଉଛି। ରବିବାର…

କରୋନାକୁ ହରାଇଲେ ମାସକର ଶିଶୁ

ନୂଆପଡ଼ା ଅଫିସ,୧୯।୫: କରୋନାର ଦ୍ୱିତୀୟ ଲହରରେ ଦିନକୁ ଦେଶରେ ୪ହଜାରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଉଛି। ଏଭଳି ସଙ୍କଟ ଜନକ ସ୍ଥିତିରେ ନୂଆପଡ଼ା ଜିଲାରୁ ଆସିଛି ଏକ ଖୁସି ଖବର। ମାସକର ଶିଶୁ କରୋନାକୁ ହରାଇ ସୁସ୍ଥ ହୋଇଥିବା ଜଣାପଡ଼ିଛି। ମିଳିଥିଲା…

ଅଟୋ ଚାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର/ନୂଆପଡ଼ା,୧୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ନୂଆପଡ଼ା ଜିଲାରେ ଅଟୋ ରିକ୍ସାରେ ମାଗଣା ଆମ୍ବୁଲାନ୍ସ ସେବା ଯୋଗାଉ ଥିବା କୁମର ତାଣ୍ଡିଙ୍କୁ ପ୍ରଶଂସା କରି ଧନ୍ୟବାଦ ଜଣାଇଛନ୍ତି। ବର୍ତ୍ତମାନ କରୋନାର ଦ୍ୱିତୀୟ ଲହରରେ ଭୟଭୀତ ଜନସାଧାରଣଙ୍କୁ ଅଟୋରେ ସ୍ବାସ୍ଥ୍ୟକେନ୍ଦ୍ର ଏବଂ…

ନୂଆପଡ଼ାରେ କରୋନା ୩ ଦିନରେ ନେଲାଣି ୪ ଜୀବନ

ନୂଆପଡ଼ା ଅଫିସ,୧୧।୪: ନୂଆପଡ଼ା ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଗତ ୩ ଦିନରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ୯ ତାରିଖରେ ଜଣେ ୨୪ ବର୍ଷୀୟ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ସେ ଗତ ୩୦ ତାରିଖରେ…

ପାଣି ପାଇଁ ଯିିବାକୁ ପଡୁଛି ୨ କି.ମି.

ଖଡ଼ିଆଳ,୧।୪: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଭୁଲିଆସିକୁଆଁ ଗ୍ରାମରେ ଦେଖାଦେଇଛି ପାନୀୟ ଜଳ ସଙ୍କଟ। ଖଡିଆଳ ବ୍ଲକଠାରୁ ଏହି ଗ୍ରାମ ୧୦ କି.ମି. ଦୂର। ଗାଁରେ ୩ରୁ ୪ଟି ନଳକୂପ ରହିଛି। ନଳକୂପରେ ମାତ୍ରାଧିକ ଫ୍ଲୋରାଇଡଯୁକ୍ତ ପାଣି ବାହାରୁଥିବାରୁ ତାହା ବ୍ୟବହାର…

ଜଙ୍ଗଲ ନିଆଁ ଲିଭାଇଲେ ଥାନା ଆଇଆଇସି

ଖଡିଆଳ,୩୧।୩: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ବରଗାଁ ସ୍ଥିତ ଚକା ଜଙ୍ଗଲରେ କିଛି ବ୍ୟକ୍ତି ନିଆଁ ଲଗାଇ ଦେଇଥିଲେ। ଏହି ସମୟରେ ଖଡିଆଳ ଆଇଆଇସି କୈଳାଶ ଚନ୍ଦ୍ର ସେଠୀ କୋଭିଡ ସଚେତନତା ନେଇ ବରଗାଁ ଯାଉଥିବା ବେଳେ ଜଙ୍ଗଲରେ ନିଆଁ ଲାଗିଥିବା…

ନୂଆପଡ଼ା ଜିଲାର ଗୋଟିଏ ଗାଁରୁ ୧୪ ଚିହ୍ନଟ

ନୂଆପଡ଼ା,୨୮।୩: ନୂଆପଡ଼ା ଜିଲାରେ ଦିନକୁ ଦିନ କରୋନା ଉଗ୍ରରୁପ ଦେଖାଉଛି। ଜିଲାର କୋମନା ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତ ତୁକୁଲାପଡ଼ା ଗ୍ରାମରୁ ରବିବାର ୧୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ସିନାପାଲିରୁ ୪, ଖଡିଆଳରୁ ୩, ନୂଆପଡ଼ା ମୁଖ୍ୟ ଡାକ୍ତରଖାନାରୁ…

କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା କରୋନା ପଜିଟିଭ

ନୂଆପଡ଼ା: କଳାହାଣ୍ଡି ଏମ୍‌ପି ବସନ୍ତ କୁମାର ପଣ୍ଡା ଶନିବାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବରିଷ୍ଠ ନାଗରିକ ଭାବେ ସେ କୋଭିଡ-୧୯ର ପ୍ରଥମ ଡୋଜ ଟିକା ଗ୍ରହଣ କରିଥିଲେ। ସେ ଅସୁସ୍ଥ ଅନୁଭବ କରିବାରୁ କୋଭିଡ ପରୀକ୍ଷା କରାଇଥିଲେ। ତାଙ୍କର ନମୁନା…

ଏହି ଜିଲାକୁ ଫେରିଲା ନାଇଟ୍‌ କର୍ଫ୍ୟୁ

ନବରଙ୍ଗପୁର,୨୪।୩: ମାଲକାନଗିରି ଜିଲା ପରେ ରାଜ୍ୟର ନବରଙ୍ଗପୁରର ଜିଲାରେ ଗୁରୁବାରଠାରୁ ନାଇଟ କର୍ଫ୍ୟୁ ଲାଗୁ କରାଯିବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ରାତି ୮ଟାରୁ ସକାଳ ୬ଟା ପର୍ଯ୍ୟନ୍ତ କଟକଣା ଜାରି…

ଗୋଟିଏ ଗ୍ରାମରୁ ୨୯ କରୋନା ପଜିଟିଭ

ନୂଆପଡ଼ା,୨୪।୩: ରାଜ୍ୟରେ ପୁଣି ଚିନ୍ତା ବଢାଉଛି କରୋନା। ନୂଆପଡ଼ା ଜିଲା ସିନାପାଲି ବ୍ଲକର ଗୋଟିଏ ଗ୍ରାମରୁ ୨୯ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ସିନାପାଲି ବ୍ଲକ ପ୍ରଶାସନ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ବ୍ଳକ ପ୍ରଶାସନ ପକ୍ଷରୁ କୁହାଯାଇଛି, ସମ୍ପୃକ୍ତ ଗ୍ରାମର ୫୬…

ଜଙ୍ଗଲ ନିଆଁ ଲିଭାଉଛନ୍ତି ଗ୍ରାମବାସୀ, ବିଭାଗୀୟ କର୍ମଚାରୀଙ୍କ ଦେଖାନାହିଁ

ନୂଆପଡ଼ା ଅଫିସ,୧୯।୩ :  ନୂଆପଡ଼ା ସଦର ବ୍ଲକ ସୀମାନ୍ତ ଅଞ୍ଚଳ ସିରିଗିଡି ଜଙ୍ଗଲରେ ନିଆଁ ଲାଗି ଜଙ୍ଗଲ ପୋଡ଼ି ଧ୍ୱଂସ ହେବାକୁ ବସିଲାଣି। ନିଆଁର ପ୍ରକୋପ ଏତେ ଯୋରରେ ବଢିଚାଲିଛି ଯେ, ଆୟତ୍ତ କରିବା କଷ୍ଟକର ହେଉଛି। ଜଙ୍ଗଲ ତଳି ଗାଁକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri