ନୂଆପଡ଼ା

ଦାଦନ ଖଟିବାକୁ ଯାଇ ମିଳୁନି ଶ୍ରମିକଙ୍କ ପତ୍ତା: ଥାନାରେ ମାମଲା

ନୂଆପଡ଼ା ଅଫିସ,୧୩।୨: ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡ଼ା ଗାଁର ଜଣେ ଦାଦନ ଶ୍ରମିକ ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିଲେ। ସେ ଏକ ଇଟାଭାଟିରେ କାମ କରୁଥିବା ବେଳେ ବର୍ତ୍ତମାନ ତାଙ୍କର କୌଣସି ପତ୍ତା ମିଳୁ ନ ଥିବା ଅଭିଯୋଗ ହୋଇଛି।…

୫ ମାସର ପିଡିଏସ୍‌ ଚାଉଳ ହଡ଼ପ

ସିନାପାଲି,୧୩।୨(ଡି.ଏନ.ଏ.):ନୂଆପଡା ଜିଲା ଅନ୍ତର୍ଗତ ସିନାପାଲି ବ୍ଲକ ଖଇରପଦର ପଞ୍ଚାୟତରେ ପିଡିଏସ ଚାଉଳ ହଡପ ହୋଇଥିବା ଅଭିଯୋଗ ହୋଇଛି। ସ୍ଥାନୀୟ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଯୋଗାଣ ସହାୟକ ମିଶି ଚଞ୍ଚକତା କରିଥିବା ସୂଚନା ମିଳିଛି। ଏ ନେଇ ହିତାଧିକାରୀମାନେ ଉଭୟଙ୍କୁ ପଞ୍ଚାୟତ କାର୍ଯ୍ୟାଳୟରେ…

ଚାନ୍ଦେଲ ପାହାଡ଼ର ସୁରକ୍ଷା ଦେଉଛନ୍ତି ପଚମନୀ ମାଝି

ନୂଆପଡ଼ା ଅଫିସ,୧୧।୨: ନୂଆପଡା ଓ ବଲାଙ୍ଗୀର ଜିଲା ସୀମାନ୍ତରେ ରହିଛି ଚାନ୍ଦେଲ ପାହାଡ। ପୂର୍ବରୁ ଏହା ଘଞ୍ଚ ଜଙ୍ଗଲ ପରିପୂର୍ଣ୍ଣ ରହିଥିଲା। ଶାଳ, ପିଆଶାଳ, ଶାଗୁଆନ, ଶିଶୁ, ଧଉରା, ସିହିନା ଭଳି ଗଛ ଓ ଔଷଧୀୟ ବୃକ୍ଷ ସବୁ ରହିଥିଲା। ଏଠାରେ…

ବିଇଓଙ୍କ ଦ୍ୱାରସ୍ଥ ହେଲେ ଅଭିଭାବକ

ସିନାପାଲି,୧୦।୨(ଡି.ଏନ.ଏ.): ନୂଆପଡା ଜିଲା ସିନାପାଲି ବ୍ଲକ ଅନ୍ତର୍ଗତ ବରଗାଁ ଲିମପଡା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଶିକ୍ଷୟିତ୍ରୀ ଅବହେଳା କରୁଥିବା ଅଭିଯୋଗ ହୋଇଛି। ଏ ନେଇ ସ୍ଥାନୀୟ ଅଭିଭାବକ ତଥା ପରିଚାଳନା କମିଟି ସିନାପାଲି ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଦ୍ୱାରସ୍ଥ ହୋଇ ଲିଖିତ ଅଭିଯୋଗ…

କୋଠରି ଅଭାବ, ପାଠପଢ଼ା ବ୍ୟାଘାତ

ନୂଆପଡ଼ା ଅଫିସ,୧୦।୨: ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ କୁରେଶ୍ୱର ପଞ୍ଚାୟତ ଘୋଟସର ଉଚ୍ଚ ପ୍ରାଥମିକ ବିିଦ୍ୟାଳୟ ଅବ୍ୟବସ୍ଥାରେ ଗତି କରୁଛନ୍ତି। ବିିଦ୍ୟାଳୟ ଶ୍ରେଣୀ କୋଠରି ବିପଦ ସଙ୍କୁଳ ଅବସ୍ଥାରେ ରହିଥିବା ଅଭିଯୋଗ ହୋଇଛି। ୧୯୬୯ ଅଗଷ୍ଟ ୭ରେ ସ୍ଥାପିତ ଉକ୍ତ…

୨ କୋଠରିରେ ୫ ଶ୍ରେଣୀର ଛାତ୍ରୀଛାତ୍ର

ସିନାପାଲି,୯।୨(ଡି.ଏନ.ଏ.): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅନ୍ତର୍ଗତ ଭରୁଆମୁଣ୍ଡା ପଞ୍ଚାୟତ ବରପଦର ପ୍ରାଥମିକ ବିଦ୍ୟାଳୟ ଅବ୍ୟବସ୍ଥାରେ ଗତି କରୁଛି। ବିଦ୍ୟାଳୟରେ ୨ଟି ଶ୍ରେଣୀ ଗୃହରେ ବର୍ତ୍ତମାନ ୫ଟି ଶ୍ରେଣୀର ପ୍ରାୟ ୭୧ଜଣ ଛାତ୍ରୀଛାତ୍ର ପାଠପଢ଼ୁଥିବା ଜଣାପଡିଛି। ବିଦ୍ୟାଳୟରେ ରୋଷେଇ ଗୃହ ନ…

ଦିଲ୍ଲୀରୁ ଫେରି ଶୁଦ୍ଧି ହେଲେ ଭୁଞ୍ଜିଆ ଦମ୍ପତି

ନୂଆପଡ଼ା ଅଫିସ,୪।୨: ଦିଲ୍ଲୀରେ ୭୪ତମ ଜାତୀୟ ସାଧାରଣତନ୍ତ୍ର ଦିବସରେ ନୂଆପଡ଼ା ଜିଲାର ଆଦିବାସୀ ଭୁଞ୍ଜିଆ ଦମ୍ପତି ଭୁଜବଲ ମାଝି ଓ କୁଞ୍ଜବାଇ ମାଝି ରାଜଅତିଥି ଭାବେ ଯୋଗଦେଇ ଗୁରୁବାର ଗଁାକୁ ଫେରିଛନ୍ତି। ଦିଲ୍ଲୀରୁ ଫେରି ଭୁଞ୍ଜିଆ ଦମ୍ପତି ସୁନାବେଡାରେ ପହଞ୍ଚତ୍ବା ପରେ…

ଯୁବକଙ୍କୁ ଗଳାକାଟି ହତ୍ୟା: କାରଣ ଖୋଜୁଛି ପୋଲିସ

ବୋଡେନ,୩୧।୧(ଡି.ଏନ.ଏ.) ନୂଆପଡ଼ା ଜିଲା ବୋଡେନ ଥାନା ଫରସରା ପଞ୍ଚାୟତ କନକପୁର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ହତ୍ୟାର ଶିକାର ହୋଇଥିବା ଯୁବକ ଜଣକ ବୋଡେନ ଗ୍ରାମର ଲୋକନାଥ (୨୫)। ଲୋକନାଥଙ୍କ ଦୁଇ ହାତର ଏକାଧିକ ସ୍ଥାନରେ ଗଭୀର କ୍ଷତ…

ଦିଲ୍ଲୀ ଗଲେ ଭୁଞ୍ଜିଆ ଦମ୍ପତି

ନୂଆପଡ଼ା ଅଫିସ,୨୩ା୧: ଦିଲ୍ଲୀରେ ହେବାକୁ ଥିବା ଜାତୀୟ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ନୂଆପଡ଼ା ଜିଲାର ଆଦିବାସୀ ଦମ୍ପତି ଭୁଜବଳ ମାଝି ଓ ସ୍ତ୍ରୀ କୁଞ୍ଜବାଇ ମାଝି। ରାଷ୍ଟ୍ରପତି ଭବନରୁ ଏ ନେଇ ନିମନ୍ତ୍ରଣ ପାଇବା ପରେ ଶନିବାର ଅପରାହ୍ନରେ ଏହି…

ଭିଜିଲାନ୍ସ ଜାଲରେ ବିଡିଓ: ୫ ସ୍ଥାନରେ ଏକକାଳୀନ ଚଢାଉ

ଖଡିଆଳ,୧୭।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ନୂଆପଡା ଜିଲା ଖଡିଆଳ ବିଡିଓ ନାରାୟଣ ସାହୁ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନାରାୟଣ ସାହୁଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସମ୍ବଲପୁର ଏସ୍‌ପି ସାରା ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ବିଡିଓଙ୍କ ବରଗଡସ୍ଥିତ ଭଡା…

ମାଗଣାରେ ଶିକ୍ଷାଦାନ କରୁଛନ୍ତି ଅବସରପ୍ରାପ୍ତ ଶିକ୍ଷକ

ନୂଆପଡ଼ା ଅଫିସ,୨୬।୧୨:ନୂଆପଡା ଜିଲା ବୋଡେନ ବ୍ଲକ ଅନ୍ତର୍ଗତ ଡମଝର ପଞ୍ଚାୟତ ରୁଣିବସା ଗାଁର ଜଣେ ଅବସରପ୍ରାପ୍ତ ଶିକ୍ଷକ ଛାତ୍ରୀଛାତ୍ରମାନଙ୍କୁ ମାଗଣାରେ ଶିକ୍ଷାଦାନ କରୁଛନ୍ତି। ରୁଣିବସା ଗାଁର ବିଦ୍ୟା ସାଗର ବେହେରା ଶିକ୍ଷକତାରୁ ଅବସର ନେବା ପରେ ମଧ୍ୟ ଛାତ୍ରୀଛାତ୍ରଙ୍କ ଉଜ୍ୱଳ ଭବିଷ୍ୟତ…

ଗାଁକୁ ନାହିଁ ରାସ୍ତା, ବିଜୁଳି ସାତସପନ

ନୂଆପଡ଼ା ଅଫିସ,୨୨।୧୨: କେନ୍ଦ୍ର ତଥା ରାଜ୍ୟ ସରକାର ସ୍ବାସ୍ଥ୍ୟ, ଗମନାଗମନ, ବିଜୁଳି ଓ ପାନୀୟଜଳ ଭଳି ମୌଳିକ ସୁବିଧା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏହି ସବୁ ଯୋଜନା ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡା ଅଭୟାରଣ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?