ନୂଆପଡ଼ା

୧୦ ଟଙ୍କା ରିଚାର୍ଜ ନାମରେ ଠକିନେଲେ ୩.୯୫ ଲକ୍ଷ ଟଙ୍କା

ନୂଆପଡ଼ା ଅଫିସ,୧୩।୩: ନୂଆପଡ଼ା ଜିଲାରେ ଦିନକୁ ଦିନ ସାଇବର ଠକେଇ ବଢିଚାଲିଛି। ନୂଆପଡ଼ାରେ ରହୁଥିବା ଶିକ୍ଷକ ଅହିଂସା ରଞ୍ଜନ ପଟ୍ଟନାୟକ ସାଇବର ଠକେଇର ଶିକାର ହୋଇଛନ୍ତି । ତାଙ୍କ ଆକାଉଣ୍ଟରୁ ୩ଲକ୍ଷ ୯୫ ହଜାର ୫ଶହ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ…

ଛତିଶଗଡ଼ରେ ମିଶିବାକୁ ଚେତାବନୀ

ନୂଆପଡା ଅଫିସ,୧୩।୩: କେନ୍ଦ୍ର ତଥା ରାଜ୍ୟ ସରକାର ଜନସାଧାରଣଙ୍କ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। କିନ୍ତୁ ନୂଆପଡା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ୨ଟି ପଞ୍ଚାୟତରେ ସ୍ବାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ମୌଳିକ ସୁବିଧା ପହଞ୍ଚତ୍ପାରୁନାହିଁ। ଏହାର ପ୍ରତିବାଦରେ…

ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଗସ୍ତ

ନୂଆପଡା ଅଫିସ୍‌।୧୦।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆପଡା ଗସ୍ତରେ ଆସିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ମିଳିଥିବା ସୂଚନା ମୁତାବକ, ମୁଖ୍ୟମନ୍ତ୍ରୀ ପଟ୍ଟନାୟକ…

ନଡ଼ା ପୋଡୁଥିବା ବେଳେ ଜିଅନ୍ତା ଜଳିଗଲେ ଚାଷୀ

ନୂଆପଡା ଅଫିସ, ୭।୩: ନିଜ ଜମିରେ ନିଆଁ ଲଗାଇ ଜଳିଗଲେ ଚାଷୀ। ଏଭଳି ଏକ ଘଟଣା ଘଟିଛି ନୂଆପଡ଼ା ଜିଲା ସିନାପାଲି ମହାଜନପଡ଼ାରେ। ମୃତକ ଜଣକ ମହାଜନପଡ଼ାର ନୀଳାମ୍ବର ମେହେର(୫୫)। ଘଟଣାସ୍ଥଳରୁ ସିନାପାଲି ପୋଲିସ ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରିଛି। ରବିବାର…

୪ ବର୍ଷ ପରେ ବଳାତ୍କାରୀ ଅଭିଯୁକ୍ତ ଗିରଫ

ଖଡିଆଳ, ୪।୩ ଦୀର୍ଘ ୪ ବର୍ଷ ପରେ ଗିରଫ ହୋଇଛନ୍ତି ବଳାତ୍କାରୀ ଅଭିଯୁକ୍ତ। ସେ ହେଲେ ନୂଆପଡା ଜିଲା ଖଡିଆଳ ବ୍ଲକ ରାନିମୁଣ୍ଡା ପଞ୍ଚାୟତ କୋଟାମାଲ ଗ୍ରାମର ଚକ୍ରଧର ଦାଶ। ୨୦୧୫ ଡିସେମ୍ବର ୬ ତାରିଖରେ ଜଣେ ବିବାହିତ ମହିଳା ଘରକୁ…

୨ ଦିନ ପରେ ମିଳିଲା ଅପହୃତା ବର, ମିଳୁନି କନ୍ୟାଙ୍କ ପତ୍ତା

ତରବୋଡ଼/ନୂଆପଡ଼ା ଅଫିସ, ୨୫।୨: ନବବିବାହିତ ସ୍ବାମୀ ସ୍ତ୍ରୀଙ୍କୁ ଅପହରଣର ୨ ଦିନ ପରେ ଗରୁତର ଅବସ୍ଥାରେ ସ୍ବାମୀଙ୍କୁ ଉଦ୍ଧାର କରାଯାଇଛି। ହେଲେ କନ୍ୟାଙ୍କ ପତ୍ତା ମିଳିପାରୁ ନାହିଁ। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ୧୬ ତାରିଖରେ ସାମାଜିକ ରିତୀରେ…

ନିରାଶ ହୋଇ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ

ତରବୋଡ/ନୂଆପଡ଼ା ଅଫିସ/ଖଡ଼ିଆଳ,୨୦।୨: ଟୋକନ ଲାପ୍ସ ଓ ବିଦ୍ୟୁତ୍‌ ସଂଯୋଗ କାଟିବାରୁ ମାନସିକ ଭାରସାମ୍ୟ ହରାଇ ଶୁକ୍ରବାର ନୂଆପଡା ଜିଲା ସିନାପାଲି ବ୍ଲକ ଧିଙ୍ଗିଆମୁଣ୍ଡା ଗ୍ରାମର ଚାଷୀ ରୋମାଞ୍ଚଳ ଦଣ୍ଡସେନା (୩୨) ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ତାଙ୍କୁ ପ୍ରଥମେ…

ବାହାଘର ସାରି ଫେରୁଥିବା ବେଳେ ଓଲଟିଲା ପିକ୍‌ଅପ୍‌: ୨ମୃତ, ୨୫ରୁ ଊର୍ଦ୍ଧ୍ୱ ଆହତ

ନୂଆପଡ଼ା ଅଫିସ,୧୫।୨: ନୂଆପଡ଼ା ଜିଲା କୋମନା ଥାନା କ୍ରିଷ୍ଣା ଛକରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ପିକ୍‌ଅପ ଭ୍ୟାନ୍‌ ଓଲଟି ପଡ଼ିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ତେବେ…

ମାନୁନି ବନ ବିଭାଗ, ଜିଦ୍‌ରେ ଅଟଳ ପରିବାର

ତରବୋଡ଼/ନୂଆପଡ଼ା ଅଫିସ,୧୩।୨(ଡି.ଏନ୍‌.ଏ.): ସୁନାବେଡ଼ା ଅଭୟାରଣ୍ୟର ଗୋଡ଼ା ଜଙ୍ଗଲକୁ ଲାଗି ରହିଥିବା ନୂଆପଡ଼ା ସଦର ବ୍ଲକ ଭରୁଆମୁଣ୍ଡା ପଞ୍ଚାୟତ ଛୋଟଲୋର୍ରା ଗ୍ରାମର ଭାନୋବାଇ ମାଝି (୪୭) ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ କରିବାକୁ ଯାଇଥିବା ବେଳେ କଲରାପତରିଆ ବାଘ ଆକ୍ରମଣ କରି ମାରିଦେଇଥିବା…

ମଣିଷ ଖିଆ ବାଘ ହାବୁଡ଼ରେ ପଡ଼ିଗଲେ ଫଳ ଆଣିିବାକୁ ଯାଇଥିବା ମହିଳା, ତାପରେ…

ତରବୋଡ/ନୂଆପଡ଼ା ଅଫିସ,୧୧।୨: ନୂଆପଡ଼ା ସଦର ବ୍ଲକ ଭରୁଆମୁଣ୍ଡା ପଞ୍ଚାୟତ ଛୋଟଲୋର୍ରା ଗାଁର ଜଣେ ମହିଳାଙ୍କୁ ବାଘ ଆକ୍ରମଣ କରି ଖାଇଦେଇଥିବା ଗ୍ରାମବାସୀ କହିଛନ୍ତି। ଗୁରୁବାର ସକାଳେ ଛୋଟଲୋର୍‌ରା  ଗାଁର ଭାନବାଇ ମାଝି (୪୭)ଙ୍କ ସହିତ ୩ଜଣ ମହିଳା ପାଖ ଜଙ୍ଗଲକୁ ଭେଲୁଆ…

ଫ୍ଲୋରାଇଡଯୁକ୍ତ ପାଣିରେ ବଞ୍ଚୁଛି ଜୀବନ

ତରବୋଡ/ନୂଆପଡା ଅଫିସ, ୧୦।୨ (ଡି.ଏନ.ଏ.): ନୂଆପଡା ଜିଲା ଆଦିବାସୀ ଅଧ୍ୟୁଷିତ ଦର୍ଲିପଡା ଗ୍ରାମପଞ୍ଚାୟତରେ ଗ୍ରୀଷ୍ମ ପୂର୍ବରୁ ପାନୀୟ ଜଳ ସମସ୍ୟା ଉତ୍କଟ ହେବାରେ ଲାଗିଲାଣି। ଗ୍ରାମରେ ପୋଖରୀ କିମ୍ବା ମୁଡା ମଧ୍ୟ ନାହିଁ। ସୁନ୍ଦର ଡ୍ୟାମ ଗାଁଠାରୁ ୨ କି.ମି. ଦୂର…

ରଖିଲେ ଶିବ…

ତରବୋଡ/ନୂଆପଡା ଅଫିସ, ୮।୨: କଥାରେ ଅଛି ରଖିଲେ ଶିବ ମାରିବ କିଏ। ନୂଆପଡ଼ା ଜିଲା ଟାନୱାଟରେ ସୋମବାର ଏକ ଦୁର୍ଘଟଣା ଘଟିଛି ଯାହାକୁ ଦେଖି ଅଞ୍ଚଳବାସୀ ଏହା କହୁଛନ୍ତି। ମହୁଲଭଟା ଗାଁର ବିଶାଳ ବାଗ ରାସ୍ତାରେ ଯାଉଥିବା ବେଳେ ପାର୍ଶ୍ୱରେ ପୋତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri