ନୂଆପଡ଼ା

ବାଲ୍ୟବିବାହ ଅଟକାଇଲା ପ୍ରଶାସନ

ନୂଆପଡ଼ା,୩୦ା୧୧ (ମକାରୁ ବେମାଲ): ନୂଆପଡ଼ା ଥାନା ଅନ୍ତର୍ଗତ ସିରତୋଲ ଗାଁରେ ଜଣେ ବ୍ୟକ୍ତିଙ୍କ ଘରେ ଚାଲିଥିବା ବାଲ୍ୟବିବାହକୁ ପ୍ରଶାସନ ଅଟକାଇଛି। ଜିଲା ସମାଜ କଲ୍ୟାଣ ଅଧିକାରୀଙ୍କ କାର୍ଯ୍ୟାଳୟର ଜିଲା ସଂଯୋଜକ ରଞ୍ଜନ ସାହୁଙ୍କଠାରୁ ଖବର ପାଇ ଜିଲା ଆଇନସେବା ପ୍ରାଧିକରଣ ସଚିବ…

କାର୍ଯ୍ୟାଳୟ ଭିତରେ ତମାଖୁ ସେବନ କଲେ ଜରିମାନା

ନୂଆପଡ଼ା,୨୯ା୧୧(ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲାସ୍ତରୀୟ ତମାଖୁ ମୁକ୍ତ ଅଭିଯାନ ୩ର ଶୁଭାରମ୍ଭ ହୋଇଛି। ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଦ୍ୱାରିକାନାଥ ଶତପଥୀ, ଜିଲା ମୁଖ୍ୟ ଚିକିତ୍ସାଳୟ ଅଧୀକ୍ଷକ ଡ.…

ପରିତ୍ୟକ୍ତ ଅବସ୍ଥାରେ ୨ ପୋଖରୀ

ନୂଆପଡ଼ା,୨୯।୧୧ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଧରମପୁର ଗାଁରେ ଥିବା ଦୁଇଟି ପୋଖରୀ ଅନାବନା ଘାସରେ ପରିପୂର୍ଣ୍ଣ ହୋଇଛି। ୧୪ ଏକର ପରିଧିରେ ଧରମପୁର ବଡବନ୍ଧ(ପୋଖରୀ) ଓ ୩ ଏକର ବିଶିଷ୍ଟ ବଂଜାରୀ ସାନ ପୋଖରୀ ବ୍ୟବହାର…

କଡ଼ାକଡ଼ି ହେବ ନୋ ହେଲ୍‌ମେଟ୍‌ ନୋ ପେଟ୍ରୋଲ ଯାଞ୍ଚ

୨୭ା୧୧ (ମକାରୁ ବେମାଲ):ନୂଆପଡ଼ା ମୁଖ୍ୟାଳୟ ସଭାଗୃହରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ଉପଜିଲାପାଳ ସୁର୍ମି ସୋରେନ, ସିଡିଏମ୍‌ଓ ଡା. ଧନେଶ୍ୱର ସେଠୀ, ଅତିରିକ୍ତ…

ନୂତନ ଧାନ କ୍ରୟ କେନ୍ଦ୍ର ଖୋଲିବା ଦାବି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ନୂଆପଡ଼ା,୨୬।୧୧ (ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡେନ ବ୍ଲକ ଅନ୍ତର୍ଗତ ନାଗପଡ଼ା ପଞ୍ଚାୟତ କାର୍ଯ୍ୟାଳୟଠାରେ ନୂତନ ଧାନ କ୍ରୟ କେନ୍ଦ୍ର ଖୋଲିବା ପାଇଁ ରବିବାର ଅଞ୍ଚଳବାସୀ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଶ୍ରମିକ ନେତା ଭକ୍ତବନ୍ଧୁ ଧରୁଆଙ୍କ ନେତୃତ୍ୱରେ ନାଗପଡା ଅଞ୍ଚଳର ଚାଷୀ…

ଡିସେମ୍ବର ୩ରୁ ଖରିଫ ଧାନ କ୍ରୟ ଜିଲାସ୍ତରୀୟ ଖରିଫ ଧାନ କ୍ରୟ କମିଟି ବୈଠକ

ନୂଆପଡ଼ା,୨୫ା୧୧ (ମକାରୁ ବେମାଲ): ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଜିଲାସ୍ତରୀୟ ଖରିଫ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଖଡିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ନୂଆପଡା ବିଧାୟକ…

୬୪ ଅଭିଯୋଗ ସମାଧାନ କଲେ ଜିଲାପାଳ, ଏସ୍‌ପି

ନୂଆପଡ଼ା, ୨୫ା୧୧(ମକାରୁ ବେମାଲ): ନୂଆପଡ଼ା ଜିଲା ସିନାପାଲି ବ୍ଲକ ସଭାଗୃହରେ ଜିଲାପାଳ ମଧୁସୂଦନ ଦାଶ ଓ ଏସ୍‌ପି ଅମ୍ରିତପାଲ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ କ୍ଷମାନିଧି ଭୋଇ,…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟ: ହଟାଇବାକୁ ଦାବି

ନୂଆପଡ଼ା,୨୪ା୧୧ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଜଟଗଡ ପଞ୍ଚାୟତ ଭରୁଆମୁଣ୍ଡା ଗାଁ ପଦରଗୋସେନ ବନ୍ଧରେ ବିପଦସଙ୍କୁଳ ଅବସ୍ଥାରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟାଇବାକୁ ଦାବି ହୋଇଛି। ସୂଚନା ଅନୁଯାୟୀ ଭରୁଆମୁଣ୍ଡା ଗାଁରେ ୧୫୦ରୁ ଊର୍ଦ୍ଧ୍ୱ ପରିବାରରେ ୧୨ ଶହରୁ…

ପଡ଼ିଆରେ ଖେଳ ପ୍ରତି ଆଗ୍ରହ କମୁଛି: ମୋବାଇଲ ଗେମ୍‌ରେ ବିତୁଛି ସମୟ

ନୂଆପଡ଼ା,୨୨/୧୧ (ମକାରୁ ବେମାଲ):ବର୍ତ୍ତମାନ ସମୟରେ ଅଧିକାଂଶ ପିଲା ଖେଳପଡିଆରେ ଖେଳିବାକୁ ରୁଚି ରଖୁନାହାନ୍ତି। ହାତରେ ମୋବାଇଲ ଥିବାରୁ ସେମାନେ ବିଭିନ୍ନ ପ୍ରକାର ଗେମ୍‌ ଖେଳି ସମୟ ବିତାଉଛନ୍ତି। ପିଲାଠାରୁ ବୟସ୍କ ପର୍ଯ୍ୟନ୍ତ ଯାହା ହାତରେ ଦେଖିବ ମୋବାଇଲ। ପୂର୍ବରୁ ପିଲା ସ୍କୁଲରୁ…

ଶୌଚ ହେବା ପାଇଁ ଯାଇଥିଲେ: ହଠାତ୍‌ ଜଙ୍ଗଲରୁ ଆସିଲା ଭାଲୁ

ନୂଆପଡ଼ା,୨୧।୧୧(ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ୧ ନମ୍ବର ୱାର୍ଡ ଶାଖାତରାର ଜଣେ ବୃଦ୍ଧ ଉତ୍ତର କୁମାର ଶବର (୬୨) ଗୁରୁବାର ଭାଲୁ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି। ପ୍ରତ୍ୟୁଷରେ ଉତ୍ତର ନିଜ କ୍ଷେତ ଚାଳମୁଡା ପଟେ ଶୌଚ ହେବା ପାଇଁ ଯାଇଥିଲେ।…

ଡିସେମ୍ବର ୧୩ରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ

ନୂଆପଡ଼ା,୨୦ା୧୧ (ମକାରୁ ବେମାଲ): ଜାତୀୟ ଓ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ନୂଆପଡ଼ା ଜିଲା ଓ ଦୌରା ଜଜ୍‌ ତଥା ଜିଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ନିରଞ୍ଜନ ପଣ୍ଡାଙ୍କ ତତ୍ତ୍ୱାବଧାନରେ ଆସନ୍ତା ଡିସେମ୍ବର ୧୩ରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ…

ଲଖନା ପଞ୍ଚାୟତ: ଭତ୍ତାରୁ ବଞ୍ଚିତ ବୃଦ୍ଧାବୃଦ୍ଧ

ନୂଆପଡ଼ା,୧୯ା୧୧(ମକାରୁ ବେମାଲ) -ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଲଖନା ପଞ୍ଚାୟତ ଅନ୍ତର୍ଗତ ମୁରଲିବାହାଲି ଗାଁରେ ଅନେକ ବୃଦ୍ଧାବୃଦ୍ଧ ଭତ୍ତାରୁ ବଞ୍ଚତ୍ତ ହୋଇ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜିଲାପାଳ ମଧୁସୂଦନ ଦାଶଙ୍କ ଅନୁପସ୍ଥିତିରେ ସେମାନେ ଡାକ ବାକ୍ସରେ ଦରଖାସ୍ତ ଦେଇ ଫେରିଯାଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri