ନୂଆପଡ଼ା

ଗମନାଗମନରେ ଘୋଡ଼ାଘାଟ ନଦୀ ସାଜିଛି ବାଧକ: ଲୋକେ ହନ୍ତସନ୍ତ

ନୂଆପଡ଼ା,୭ା୫ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଚୁଲାଭାଟ ପଞ୍ଚାୟତ ଭଇଷାଦାଦର ଗଁାର ବରପଦର ପଡ଼ାବାସୀଙ୍କ ଗମନାଗମନରେ ଘୋଡ଼ାଘାଟ ନଦୀ ବାଧକ ସାଜିଛି। ବରପଦର ପଡ଼ାରେ ୨୦ରୁ ଊର୍ଦ୍ଧ୍ୱ ପରିବାରର ୧୫୦ରୁ ଅଧିକ ଲୋକ ବସବାସ କରୁଛନ୍ତି। ଗଁାକୁ ଯିବା ପାଇଁ ସବୁଦିନିଆ…

ପ୍ରାକୃତିକ ନୁହେଁ, ମନୁଷ୍ୟକୃତ ମରୁଡ଼ି: ଧାନଚାଷ ଉଜୁଡିଯିବା ଘଟଣାରେ…

ନୂଆପଡ଼ା,୬ା୫ (ମକାରୁ ବେମାଲ):ନୂଆପଡ଼ା ଜିଲାର ଜୀବନରେଖା କୁହାଯାଉଥିବା ପତୋରା ଅପରଜୋଙ୍କ ଜଳସେଚନ ପ୍ରକଳ୍ପରେ ପାଣି ଶୁଖି ଧାନଚାଷ ଉଜୁଡିଯିବା ଘଟଣାକୁ ନେଇ ମଙ୍ଗଳବାର ବିଜେଡିର ରାଜ୍ୟସ୍ତରୀୟ ଦଳ କ୍ଷେତ୍ର ପରିଦର୍ଶନ କରିଛି। ବିଜେଡି ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

କଫ୍‌ ସିରପ ଜବତ, ୩ କୋର୍ଟ ଚାଲାଣ

ନୂଆପଡ଼ା,୪ା୫(ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ଥାନା ପୋଲିସ ୧୪୩ ବୋତଲ କଫ୍‌ ସିରପ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ରବିବାର ସଦର ଥାନା ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଉପଖଣ୍ଡ ପୋଲିସ…

ମାଟ୍ରିକ ପରୀକ୍ଷା ଫଳ: ପାସ୍‌ ହାରରେ ରାଜ୍ୟରେ ଷଷ୍ଠ ସ୍ଥାନରେ ନୂଆପଡ଼ା, ଜିଲା ଟପ୍ପର ହେଲେ ପୁନମ

ନୂଆପଡ଼ା,୩।୫(ମକାରୁ ବେମାଲ): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚଳିତ ଚଳିତ ଶିକ୍ଷା ବର୍ଷର ମାଟ୍ରିକ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ୯୭.୮୭ ପ୍ରତିଶତ ପାସ୍‌ ହାର ସହ ନୂଆପଡ଼ା ଜିଲା ରାଜ୍ୟରେ ଷଷ୍ଠ ସ୍ଥାନ ଅଧିକାର କରିଛି। ସିନାପାଲି…

ଧରିତ୍ରୀ ପ୍ରଭାବ: ଟ୍ରାଫିକ ପୋଷ୍ଟରେ ଛପର ନିର୍ମାଣ

ନୂଆପଡ଼ା,୧ା୫ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଗତ କିଛିଦିନ ହେଲା ପାରଦ ଉପରମୁହାଁ ହେବାରେ ଲାଗିଛି ା ଏପରି ସମୟରେ ସହରର ପ୍ରମୁଖ ଏକତା ଛକଠାରେ ଥିବା ଟ୍ରାଫିକ ପୋଷ୍ଟରେ ଅପେକ୍ଷା କରିବା ଯାନବାହାନ ଚାଳକଙ୍କ ପାଇଁ ଅସହ୍ୟ ବୋଧ ହେଉଛି। ଏଠାରେ…

ଭିନ୍ନକ୍ଷମଙ୍କ ପାଖରେ ସରକାରୀ ସୁବିଧା ଅପହଞ୍ଚ: ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୩୦ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ମାନିଗୁଡ଼ା ପଞ୍ଚାୟତ ନାଏକପଡ଼ା ଗଁାର ଜଣେ ଭିନ୍ନକ୍ଷମ ଯୁବତୀ ବିଭିନ୍ନ ସମସ୍ୟା ନେଇ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗଁାର ମକରନ ହଂସଙ୍କ କନିଷ୍ଠ ଝିଅ ଭିନ୍ନକ୍ଷମ ରୀନା ହଂସ (୨୯)। ତାଙ୍କ…

ପତୋରା ଡ୍ୟାମ୍‌ ପାଣି ଶୁଖିଲା, ଚାଷୀଙ୍କ ଧାନ ମଲା

ନୂଆପଡ଼ା,୨୯ା୪ (ମକାରୁ ବେମାଲ):ନୂଆପଡ଼ା ଅପର ଜୋଙ୍କ ଜଳସେଚନ ପ୍ରକଳ୍ପ ପାଣି ଶୁଖିଲା ପରେ ଧାନଫସଲ ବଞ୍ଚାଇବା ଚିନ୍ତାରେ ଚାଷୀ ମୁଣ୍ଡରେ ହାତଦେଇ ବସିଛି ା ପୋଖରୀ, ମୁଡା, ନଈ ଥିବା ସ୍ଥାନରେ ଧାନ ବର୍ତ୍ତିଯାଇଥିବା ବେଳେ ପାଣି ମଡାଇବା ସୁବିଧା ନ…

ବାଲୁଗାଁ ନିକଟରେ ଓଲଟିଲା ବସ୍‌, ୫୦ ଯାତ୍ରୀ….

ନୟାଗଡ଼,୨୮।୪(ଲୋକନାଥ ମିଶ୍ର): ନୟାଗଡ଼ ଖଣ୍ଡପଡା ରାସ୍ତାର ବାଲୁଗାଁ ଖେଡ଼ପଡ଼ା ନିକଟରେ ଓଲଟିଲା ବସ୍‌। ବସ୍‌ରେ ଥିବା ୫୦ ଯାତ୍ରୀଙ୍କ ମଧ୍ୟରୁ ୨୦ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୫ଜଣଙ୍କ ଅଵସ୍ଥା ଗୁରୁତର ରହିଛି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଖବର…

ଦେଢ଼ କି.ମି. ରାସ୍ତାରେ ୧୦ ହମ୍ପ୍ସ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ଛତିଶଗଡ଼ ରାଜ୍ୟ ରାୟପୁରଠାରୁ ନୂଆପଡ଼ା ଜିଲା ଦେଇ ଗୋପାଳପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥରେ ଅତ୍ୟଧିକ ହମ୍ପ୍ସ (ସ୍ପିଡ୍‌ ବ୍ରେକର) ଯୋଗୁ ଯାତାୟାତରେ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି ବୋଲି ଅଭିଯୋଗ ହେଉଛି। ଉକ୍ତ ହମ୍ପ୍ସ…

ପିଆଜ ଚାଷଜମି ପରିଦର୍ଶନ କଲେ ଅତିରିକ୍ତ ସଚିବ, ଚାଷୀଙ୍କୁ କହିଲେ…

ନୂଆପଡ଼ା,୨୬ା୪(ମକାରୁ ବେମାଲ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା ଅତିରିକ୍ତ ସଚିବ ମନୋଜ କୁମାର ରବିବାର ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ତୁକଳାପଡା ଗାଁର ଚାଷୀଙ୍କ ପିଆଜ ଚାଷଜମି ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ଗାଁର…

ବିନା ଲିଜ୍‌ରେ ଚାଲିଛି ପଥର କ୍ରଶର: କୋଟି କୋଟି ଟଙ୍କାର ରାଜସ୍ବ ହରାଉଛି ପ୍ରଶାସନ

ନୂଆପଡ଼ା,୨୫।୪(ମକାରୁ ବେମାଲ):ବଣପାହାଡଘେରା ନୂଆପଡ଼ା ଜିଲାରେ ଲଘୁ ଖଣିଜ ଦ୍ରବ୍ୟର ସମ୍ଭାର ଭରି ରହିଛି। ଏଥିରୁ ଜିଲା ପ୍ରଶାସନ ଭଲ ରାଜସ୍ବ ମଧ୍ୟ ଆଦାୟ କରେ। ଲଘୁ ଖଣିଜ ଦ୍ରବ୍ୟ ମଧ୍ୟରେ ନୂଆପଡ଼ା ଜିଲାରେ ଅନେକ ପଥର କ୍ରଶର ସ୍ଥାପନ କରାଯାଇଛି। ପଥର…

ପତୋରା ଡ୍ୟାମ୍‌ରୁ ଜଳଯୋଗାଣ ବାଧାପ୍ରାପ୍ତ: ସହରକୁ ମିଳୁନି ପାଣି

ନୂଆପଡ଼ା,୨୫।୪ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଥିବା ପତୋରା ଡ୍ୟାମରୁ ଜଳଯୋଗାଣ ବାଧାପ୍ରାପ୍ତ ହୋଇଛି। ଫଳରେ ଜିଲାର ୨ପ୍ରମୁଖ ସହର ଖରିଆରରୋଡ ଓ ନୂଆପଡ଼ାରେ ପାନୀୟଜଳ ସମସ୍ୟା ଦେଖାଦେଇଛି। ଉଭୟ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଜଳସଙ୍କଟ ଦେଖାଦେଇଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?