୩ ସୁରକ୍ଷା କର୍ମୀ ସୁପରଭାଇଜର ବହିଷ୍କୃତ
ତରବୋଡ/ନୂଆପଡା ଅଫିସ,୩୦।୧ (ଡି.ଏନ.ଏ.): ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ସୁରକ୍ଷା କର୍ମଚାରୀ ନାନକରାମ କେଉଁଟ (୨୬)ଙ୍କ କୋଭିଡ୍ ଟିକା ଯୋଗୁ ମୃତ୍ୟୁ ଘଟଣାରେ ମୃତକ ପରିବାରକୁ କ୍ଷତିପୂରଣ ଦାବିରେ ଧାରଣରେ ବସିଥିବା ସୁରକ୍ଷା କର୍ମୀମାନଙ୍କୁ ଏବେ ମହଙ୍ଗା ପଡିଛି। ଏହି…
କୋଭିଡ୍ ଟିକା ପରେ ମୃତ୍ୟୁ
ତରବୋଡ଼/ନୂଆପଡ଼ା ଅଫିସ, ୨୭।୧: କୋଭିଡ୍ ଟିକା କୋଭାକ୍ସିନ ନେବାର ୨ ଦିନ ପରେ ଜଣେ ହସ୍ପିଟାଲ ସୁରକ୍ଷା କର୍ମଚାରୀଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ଏଭଳି ଘଟଣା ଓଡ଼ିଶାରେ ପ୍ରଥମ କରି ଘଟିଛି। ମୃତକ ହେଲେ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ…
ନୂଆପଡ଼ା ହଳଦିଗାଁରେ ବୁଲୁଛି ବାଘ
ତରବୋଡ/ନୂଆପଡା ଅଫିସ,୨୫।୧: ନୂଆପଡ଼ା ଜିଲା ଖରିଆର ରୋଡ ବନାଞ୍ଚଳ ଅଧୀନ ହଳଦିଗାଁରେ ସୋମବାର ୪ଟି କଲରାପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଛି। ଖବର ପ୍ରଚାର ପରେ ଭୟଭିତ ହୋଇପଡିଛନ୍ତି ଗ୍ରାମବାସୀ । ପାହାଡ଼ ତଳିଆ ଗାଁ ହୋଇଥିବାରୁ ଦିନରେ ବି ବାଘ…
ଜମିବାଡି ବିବାଦରୁ ପୁତୁରାଙ୍କୁ ହତ୍ୟା
ସିନାପାଲି,୧୬।୧: ନୂଆପଡା ଜିଲା ସିନାପାଲି ଥାନା ଗମ୍ଭାରୀଗୁଡ଼ା ଗ୍ରାମରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନନ୍ଦ ଖର୍ସେଲ (୩୫)। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତନାଘନା ଚଳାଇଛି।…
କରଙ୍ଗାସାଗର ଜଙ୍ଗଲରେ ପଶିବାକୁ ମନା
ତରବୋଡ/ନୂଆପଡ଼ା ଅଫିସ,୧୪।୧: ନୂଆପଡ଼ା ଜିଲା କୋମନା ବନାଞ୍ଚଳ ସିଆଲଟି ପଞ୍ଚାୟତ ବାଗମୁଣ୍ଡା ଗାଁ ନିକଟସ୍ଥ କରଙ୍ଗାସାଗର ଜଙ୍ଗଲରେ ୨ଟି କଲରାପତରିଆ ବାଘ ଦେଖିବାକୁ ମିଳିଛି। ଗତ ସପ୍ତାହରେ କୋମନା ବନାଞ୍ଚଳ ଅଧୀନ ଭରୁଆମୁଣ୍ଡା ଗ୍ରାମରେ ବାଘ ଆତଙ୍କ ଦେଖାଦେଇଥିଲା। ଗୁରୁବାର ସକାଳେ…
ଦୁର୍ଘଟଣାରେ ୨ ଅବସରପ୍ରାପ୍ତ ଶିକ୍ଷକଙ୍କ ଜୀବନ ଗଲା
ନୂଆପଡା ଅଫିସ,୧୩।୧: ନୂଆପଡା ଜିଲା ବୋଡେନ ଥାନା ଅର୍ଜୁନାଠାରେ ସ୍କୁଟିରୁ ପଡି ୨ଜଣ ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୋଡେନ ଥାନା ବାବେବିର ପଞ୍ଚାୟତ ବର୍ତ୍ତନସିଲ ଗ୍ରାମର ଧବଳେଶ୍ୱର ପତି (୬୮) ଏବଂ ମହୁଲପଡ଼ାର ରାମକୃଷ୍ଣ ପଣ୍ଡା (୭୪)।…
୪୮ଦିନର କାମ ୪ ବର୍ଷରେ ସରୁନି
ଖଡିଆଳ,୧୦।୧: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ବିରିଘାଟ ପଞ୍ଚାୟତ ଗଦାପଦର ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣାଧୀନ ଘର ୪ ବର୍ଷ ପରେ ସମ୍ପୂର୍ଣ୍ଣ ନ ହୋଇ ପଡ଼ିରହିିଛି। ଗଦାପଦର ଗ୍ରାମର ବୃଦ୍ଧା କୁନ୍ଧନେ ମାଝି(୮୦)ଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୨୦୧୭-୧୮ରେ…
ଘର ଭିତରକୁ ମାଡିଗଲା କାର୍: ମହିଳାଙ୍କ ଜୀବନ ଗଲା, ସ୍ବାମୀ-ପୁଅ ଗୁରୁତର
ଖଡିଆଳ,୯।୧:ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଗଡରାମୁଣ୍ଡା ଗ୍ରାମରେ ଶନିବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ ରାସ୍ତା କଡରେ ଥିବା ଘର ଭିତରକୁ ମାଡିଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନମିତା ହଂସ (୩୪)।…
ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ
ତରବୋଡ଼,୮।୧: ନୂଆପଡ଼ା ଜିଲା ଖରିଆରରୋଡସ୍ଥିତ ଅଫିସରେ ଜଣେ ବ୍ୟକ୍ତିଙ୍କଠାରୁ ଲେବର କାର୍ଡ କରାଇ ଦେବା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଜିଲା ଶ୍ରମ ଅଧିକାରୀ ଶରତ କୁମାର ପାଣିଗ୍ରାହୀ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ନୂଆପଡା ଜିଲା…
ନୂଆପଡ଼ାରେ ବାଘ ଆତଙ୍କ
ତରବୋଡ,୭।୧: ନୂଆପଡ଼ା ଜିଲା କୋମନା ବନାଞ୍ଚଳ ଅଧୀନ ଭରୁଆମୁଣ୍ଡା ଗ୍ରାମରେ ବାଘ ଆତଙ୍କ ଦେଖାଦେଇଛି। ପ୍ରତିଦିନ ଗାଁରେ ଘୂରି ବୁଲୁଛି ବାଘ । ଗାଁର ଗାଈ, ବଳଦ, ଛେଳି, ମେଣ୍ଢା ସବୁ ଖାଇ ଦେଉଛି। ଭୟରେ ଲୋକେ ଦିନରାତି ତାଟି କବାଟ…
ରାଜ୍ୟ ବାହାରକୁ ଶ୍ରମିକ ଚାଲାଣ: ୭୫ ଦାଦନ ଶ୍ରମିକ, ୧୦ ନାବାଳକଙ୍କୁ ଉଦ୍ଧାର କଲା ପୋଲିସ
ଖଡିଆଳ,୪।୧: ନୂଆପଡ଼ା ଜିଲା ଖଡିଆଳ ଥାନା ଅଧିନ ରାଣୀପୁର ନିକଟରେ ଥିବା ଏକ ଢ଼ାବା ପାଖରୁ ଖଡିଆଳ ପୋଲିସ ସୋମବାର ୭୫ ଜଣ ଦାଦନ ଶ୍ରମିକ ଏବଂ ୧୦ ଜଣ ନାବାଳକଙ୍କୁ ଉଦ୍ଧାର କରିଛି। ଶ୍ରମିକମାନେ ବୋଡେନ ବ୍ଳକ ଖିଣମାଲ ଏବଂ…
ଖୋଲା ଆକାଶ ତଳେ ଅସହାୟ ପରିବାର: ମିଳୁନି ସରକାରୀ ସୁବିଧା
ତରବୋଡ଼,୩।୧(ଡି.ଏନ.ଏ): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଲିଟିଗୁଡା ପଞ୍ଚାୟତ କୋକପଦର ଗ୍ରାମ ଜଙ୍ଗଲ ନିକଟରେ ରୁହନ୍ତି କାହ୍ନୁ ମାଝୀ(୫୦)। ସ୍ତ୍ରୀ ବାସନ୍ତି ମାଝୀ(୪୫) ଓ ପୁଅ ଗୋସିଙ୍ଗ ମାଝୀ(୧୧)ଙ୍କୁ ନେଇ ତାଙ୍କ ପରିବାର। ସେମାନେ ଗରିବ ଶ୍ରେଣୀର। କାହ୍ନୁଙ୍କ ସ୍ତ୍ରୀ ଜଣେ…
Archives


