ନୂଆଁଖାଇ ପାଇଁ ଗାଁଠାରୁ ସହର ଚଳଚଞ୍ଚଳ
ନୂଆପଡ଼ା ଅଫିସ,୨୭।୮: ପଶ୍ଚିମ ଓଡିଶାର ନୂଆଁଖାଇ ଆଉ ୫ ଦିନ ବାକି ରହିଥିବା ବେଳେ ସହରଠାରୁ ଗାଁ ପର୍ଯ୍ୟନ୍ତ ସବୁଠି ଚଳଚଞ୍ଚଳ ହୋଇଉଠୁଛି। ଗତ ୨ ବର୍ଷ କରୋନା ଯୋଗୁ କେବଳ ନୂଆଁଖାଇ ନୁହେଁ ଅନ୍ୟ ପର୍ବ ମଧ୍ୟ ଫିକା ପଡିଥିଲା।…
ଯୁବକଙ୍କୁ ହତ୍ୟାକଲେ ମାଓବାଦୀ
ନୂଆପଡ଼ା ଅଫିସ,୨୦ା୮: କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ସକ୍ରିୟ ହୋଇଛନ୍ତି। ପୋଲିସ ଇନ୍ଫର୍ମର ସନ୍ଦେହରେ ଗୁରୁବାର ରାତିରେ ନୂଆପଡା ଜିଲା ସୁନାବେଡା ଅଭୟାରଣ୍ୟରେ ଜଣେ ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ସୂଚନା ମିଳିଛି। ମୃତକ ହେଲେ କୋମନା…
ପୁଣି ମାତିଲେ ମାଓବାଦୀ, ଜଣଙ୍କୁ କଲେ ହତ୍ୟା, ମୃତଦେହ ନିକଟରେ ଛାଡ଼ିଗଲେ ପୋଷ୍ଟର
ନୂଆପଡ଼ା ଅଫିସ,୧୯ା୮: ନୂଆପଡ଼ା ଜିଲା କୋମନା ଥାନା ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ଢେକୁନପାନି ଗାଁ ନିକଟରେ ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣକୁ ହତ୍ୟା କରିଛନ୍ତି ମାଓବାଦୀ। କେବଳ ସେତିକି ନୁହେଁ, ମୃତଦେହ ନିକଟରେ ପୋଷ୍ଟର ଛାଡ଼ି ଚାଲି ଯାଇଥିବା ନେଇ…
ଖଡ଼ିଆଳରେ ଚାଞ୍ଚଲ୍ୟ: ମା’ ଓ ପୁଅଙ୍କ ଆତ୍ମହତ୍ୟା
ଖଡ଼ିଆଳ,୧୫।୮(ଡି.ଏନ୍.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅଧୀନ ବାଦୀ ଗାଁରେ ଏକ ଅଘଟଣ ଘଟିଛି। ଗାଁ କେନାଲ ପାଖ ଏକ ଆମ୍ବ ଗଛରେ ମା’ ଓ ପୁଅ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୋମବାର ଜଣାପଡ଼ିଛି। ଏହି ପରିବାର ଖଡ଼ିଆଳ ନିବାସୀ…
ପୋଲ ଭାଙ୍ଗି ୫୦ରୁ ଊର୍ଦ୍ଧ୍ୱ ଗାଁ ବାହ୍ୟ ଜଗତରୁ ଛିନ୍ନ
ନୂଆପଡା ଅଫିସ:୧୦।୦୮: ନୂଆପଡା ଜିଲା ସଦର ମହକୁମାଠାରୁ ଛତିଶଗଡ ରାଜ୍ୟକୁ ସଂଯୋଗ କରୁଥିବା ଜୋଙ୍କ ନଦୀ ପୋଲ ସାରାବଙ୍ଗଠାରେ ଭାଙ୍ଗିଯାଇଛି। ପୋଲଟି ଭାଙ୍ଗିଯିବାରୁ ୫୦ରୁ ଊର୍ଦ୍ଧ୍ୱ ଗାଁ ସମେତ ଛତିଶଗଡ ରାଜ୍ୟକୁ ଯାତାୟାତ ବିଛିନ୍ନ ହୋଇଯାଇଛି। ଫଳରେ ଲୋକଙ୍କୁ ନାହଁି ନ…
ଲଗାଣ ବର୍ଷାରେ ଭାଙ୍ଗିଲା ଘର
ସିନାପାଲି,୧୦ା୮(ଡି.ଏନ.ଏ.): ନୂଆପଡା ଜିଲା ସିନାପାଲି ବ୍ଲକ ଭରୁଆମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଚଚରାଭଟା ନିବାସୀ ବିଧବା ମହିଳା ସାବିତ୍ରୀ ବାଗଙ୍କ ଘର ଲଗାଣ ବର୍ଷାରେ ଭାଙ୍ଗି ପଡିିଛି। ଏଥିରେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ନିରାଶ୍ରୟ ହୋଇପଡିଛନ୍ତି। ଏ ନେଇ…
ଦର୍ଶନ ଶାସ୍ତ୍ରରେ ନୂଆପଡ଼ାର ଗଜିନ୍ଦ୍ର ଟପ୍ପର
ନୂଆପଡ଼ା ଅଫିସ,୧୦ା୮: ସମ୍ବଲପୁର ବିଶ୍ୱ ବିଦ୍ୟାଳୟ ଦ୍ୱାରା ପରିଚାଳିତ ଯୁକ୍ତ ୩ ଶେଷ ବର୍ଷ ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଦର୍ଶନ ଶାସ୍ତ୍ର ବିଭାଗରେ ନୂଆପଡା ନ୍ୟାଶନାଲ ମହାବିଦ୍ୟାଳୟ ଛାତ୍ର ଗଜିନ୍ଦ୍ର ରଣା ବିଶ୍ୱ ବିଦ୍ୟାଳୟର ଟପ୍ପର ହୋଇଛନ୍ତି। ପ୍ରାପ୍ତ…
ରାତିରେ ବୁଲୁଛି ଡ୍ରୋନ କ୍ୟାମେରା, ଲୋକେ ଭୟଭୀତ
ଖଡ଼ିଆଳ,୮।୮(ଡି.ଏନ.ଏ.): ନୂଆପଡ଼ା ଜିଲାରେ ଚୋର ଆତଙ୍କ ବଢ଼ିବାରେ ଲାଗିଥିବାବେଳେ ବର୍ତ୍ତମାନ ଖଡ଼ିଆଳ ଅଞ୍ଚଳରେ ତାର ପ୍ରଭାବ ପଡିଛି। ଖଡ଼ିଆଳର ବିଭିନ୍ନ ଗ୍ରାମାଞ୍ଚଳରେ ଡ୍ରୋନ କ୍ୟାମେରା ଉଡୁଥିବା ନେଇ ଲୋକଙ୍କ ଭୟ ଦ୍ବିଗୁଣିତ ହୋଇଥିବା ଜଣାପଡିଛି। କିଛି ଦିନ ହେଲା ତୁକୁଲା, କିରିକିଟା,…
ଅବାଧରେ ଚାଲିଛି ବାଲି ଚୋରାଚାଲାଣ
ଖଡ଼ିଆଳ,୮ା୮(ଡି.ଏନ୍.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକରେ ଥିବା ସୁନ୍ଦରନଦୀର ଅନେକ ସ୍ଥାନରେ ସରକାରୀ ସ୍ବୀକୃତିପ୍ରାପ୍ତ ବାଲିଘାଟ ରହିଛି। ହେଲେ ସେହି ବାଲିଘାଟଗୁଡିକ ୨୦୨୧-୨୨ ମସିହା ପାଇଁ ନିଲାମ ହୋଇ ନ ଥିବାରୁ ଅବାଧରେ ବାଲି ଚୋରା ଚାଲାଣ ହେଉଛି। ଅସାଧୁ ବ୍ୟବସାୟୀମାନେ…
ଦୁଇ ଟ୍ରକ୍ ମଧ୍ୟରେ ମୁହାମୁହିଁ ଧକ୍କା: ଚାଲିଗଲା ୨ ଜୀବନ, ୨ ଗୁରୁତର
ନୂଆପଡ଼ା ଅଫିସ,୩୧।୭: ନୂଆପଡ଼ା ଜିଲା କୋମନା ଥାନା ତରବୋଡ କେନ୍ଦୁପତ୍ର ଗୋଦାମ ପାଖ ୩୫୩ ନମ୍ବର ଜାତୀୟ ରାଜପଥରେ ୨ ଟ୍ରକ୍ ମଧ୍ୟରେ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ…
ନୂଆପଡାରେ ବ୍ୟାପୁଛି କଲେରା: ଜଣେ ମୃତ, ୩୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ
ନୂଆପଡା ଅଫିସ,୨୬।୭: ରାୟଗଡା କାଶୀପୁର ପରେ ନୂଆପଡା ଜିଲାରେ ଆତଙ୍କ ଖେଳାଇଲାଣି କଲେରା। କୋମନା ବ୍ଲକ ଜଟଗଡ ଗ୍ରାମରେ କଲେରାରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଊର୍ଦ୍ଧ୍ୱ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷେ, ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍…
ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ
ନୂଆପଡ଼ା ଅଫିସ,୮।୭: ନୂଆପଡ଼ା ଜିଲା ସୁନାବେଡ଼ା ଅଭୟାରଣ୍ୟରେ ଶୁକ୍ରବାର ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ନୂଆପଡ଼ା ଛତିଶଗଡ଼ ସୀମାନ୍ତ ଗରିଆବନ୍ଧ ଜିଲା ଆମାମୋରା ନିକଟ ଓରାଗାଁ ପାଟଧରା ସଂରକ୍ଷିତ ଜଙ୍ଗଲରେ ଏସ୍ଓଜ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ…
Archives


