ନୂଆପଡ଼ା

ବାପ୍‌ ଆରପାରେ: ଦୁଇ ପୁଓର ଭବିଷତ୍‌ ଚିନ୍‌ତାରେ ମା’

କୋମନା, ୪।୧୧(ଡି.ଏନ୍‌.ଏ.)-  ନୂଆପଡ଼ା ଜିଲା କୋମନା ବ୍ଲକ ଟିକ୍ରାପଡ଼ା ହାଟପଦା ପଡ଼ାର ବିଧବା ଶାନ୍ତି ରଣା(୨୦)। ଆପ୍‌ନେ ଆରପାରକେ ଚାଲିଗଲା ଉତାରୁ ଦୁଇ ଛୁଆକର ଦେଖ୍‌ଭାଲ, ଭବିଷତ୍‌ ଚିନ୍‌ତାରେ ସେ ଭାଂଗି ପଡ଼ିଛନ୍‌। ଏନ୍‌ତାଥି ସେ ସରକାରୀ ସାହାଯ୍‌ ଲାଗି...

ଚିକିଛା ଅଭାବୁ ମୁର୍‌ତୁ ସଂଗେ ଯୁଝୁଛନ୍‌ ରବି

  କୋମନା, ୨।୧୧(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ସମରସିଙ୍ଗ ପଁଚେତ୍‌ ଅଧୀନ ଖଜୁରବାହାଲ ଗଁାର ରବି ରାଉତ(୩୬)। ସେ ମାସକେତେ ତଲେ ଗୁଟେ ଦୁରଘଟନାର ଶିକାର ହେଇ ସେ ଖଟେ ପଡ଼ି ରହିଛନ୍‌। ଏନ୍‌ତାଥି ଟଁକା ପଏସା ଅଭାବ୍‌କେ...

ଶିଁକ୍‌ଲା ବଁଧା ଜୀବନ୍‌ ବିତଉଛନ୍‌ ଟୁନୁରାମ

ସିନାପାଲି, ୧।୧୧(ଡି.ଏନ୍‌.ଏ.)- ସରକାର ମାନସିକ୍‌ ରୁଗୀକର ଚିକିଛା ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ୍‌ ଜାଗାରେ ସଚେତନତା ଅଭାବୁ ଗରିବ୍‌ଦୁଖି ସରକାରକଁର ଇ ସୁବିଧା ସୁଯୋଗ ପାଏବାରୁ ବଁଚିତ୍‌ ହେଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ...

ଅଜନା ରୋଗ୍‌ରେ ପୀଡ଼ିତ ହୀରାଦେଈ

ଖଡିଆଳ,୨୩।୧୦(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କେନ୍ଦୁପାଟି ଗଁାର କେତୁ ଷଣ୍ଢକଁର ମାଏକିନା ହୀରାଦେଈ ଷଣ୍ଢ। ଆଏଜ୍‌କେ ୨ ବଛର ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ ପରଭାବରେ ତାକର ହାତ୍‌ଗୋଡ଼ ବଁକା ହେଇଯାଇଛେ। ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ...

ମଝି ରାସ୍‌ତାରେ ବଁଧର ଭରମ୍‌

ସିନାପାଲି, ୧୬।୧୦ (ଡି.ଏନ୍‌.ଏ.)-ନୂଆପଡ଼ା ଜିଲା ସିନାପାଲି ବ୍ଲକ ସିଙ୍ଗଝର-ଦେଭୋଗ ରାସ୍‌ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛେ। ହେଲେ ରାସ୍‌ତାଟା ଠିକ୍‌ ହିସାବେ ତିଆର ନାଇଁ ହେଇ। ଯେନ୍‌ଥିରଲାଗି ରାସ୍‌ତା ମଝିରେ ପୁଚ୍‌କୁନା ପାଏନ୍‌ ଜମି ଗୁଟେ ବଁଧ୍‌ର ଭରମ୍‌ ସୁରୁଷ୍‌ଟି...

୧୩ ବର୍ଷର ବାଳକଙ୍କ ଉପରେ ପଡିଗଲା ରାବଣ ପ୍ରତିକୃତି

ନୂଆପଡା ଅଫିସ୍‌,୯।୧୦: ନୂଆପଡା ଜିଲା କୋମନା ଥାନା କାଣ୍ତେତରା ଗାଁରେ ରାବଣ ପ୍ରତିକୃତି ପଡି ଜଣେ ୧୩ ବର୍ଷର ବାଳକ ଗୁରୁତର ଆହତ ହୋଇଛି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, କାଣ୍ତେତରା ଗାଁରେ ରାବଣ ପୋଡି...

ଚିକିଛା ଅଭାବୁ ଖଟେ ପଡ଼ିଛେ ବାପ୍‌ : ଦାଦନ୍‌ ସରଦାର ହାତେ ନାବାଲିକ୍‌ ଝି’ର ଭବିଷତ୍‌

ସିନାପାଲି, ୫ା୧୦ (ଡି.ଏନ୍‌.ଏ.)- ପଶ୍ଚିମ ଓଡ଼ିଶାରେ ଦାଦନ୍‌ ସମସିଆ ସରକାରକଁର ମୁଡ଼ଦୁଖାର କାରନ୍‌ ସାଜିଛେ। ସରକାର ଇଥିରଲାଗି ଯେତେ ଯୋଜନା କଲେ ବି କାହିଁ ନାଇଁ କାହିଁ ପୁଲ ପଡ଼ିଯାଉଛେ। ହକ୍‌ଦାର ଲୋକ୍‌ ଯୋଜନାର ଲାଭ୍‌ ପାଇ ନାଇଁପାରବାର। ଯେନ୍‌ଥିରଲାଗି...

ବିଜେଡିର ଜନସମ୍ପର୍କ, ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ

ସିନାପାଲି,୫।୧୦(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲିସ୍ଥିତ ରାଣୀମୁଣ୍ଡା ଗ୍ରାମଠାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଓ ସଦସ୍ୟତା ପଞ୍ଜୀକରଣ ଅଭିଯାନ ଆରମ୍ଭ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ବିଜେଡିର ନୂଆପଡା ଜିଲା ବିଜେଡି ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲଙ୍କ ନେତୃତ୍ୱରେ ଶତାଧିକ ବିଜେଡି...

ମା’ ସମଲେଶ୍ୱରୀ ଫୁଟବଲ ଟୁର୍ନାମେଣ୍ଟ: ବିନପୁର ଚାମ୍ପିୟନ

ବୋଡେନ,୪।୧୦(ଡି.ଏନ.ଏ.)-ନୂଆପଡା ଜିଲା ବୋଡେନ ବ୍ଲକ ଟେମରି (ଦଣ୍ଡେଇବସା) ଚାରିଛକ ଖେଳ ପଡିଆଠାରେ ଗତ ୨୪ ତାରିଖରୁ ଚାଲିଥିବା ଫୁଟବଲ ଟୁର୍ନାମେଣ୍ଟ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ଖେଳ ବିନପୁର ଓ ଫରସରା ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ...

୬୫ତମ ବନ୍ୟପ୍ରାଣୀ ସପ୍ତାହ ପାଳନ

ଖଡିଆଳ,୪।୧୦(ଡି.ଏନ.ଏ.) – ନୂଆପଡା ଜିଲା ଖଡିଆଳ ବନାଞ୍ଚଳ ପକ୍ଷରୁ ୬୫ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ଆରମ୍ଭ ହୋଇଯାଇଛି । ଏହା ଆସନ୍ତା ୮ ତାରିଖରେ ଉଦଯାପିତ ହେବ। ଏହି ପରିପ୍ରେକ୍ଷୀରେ ଗୁରୁବାର ଖଡିଆଳ ବନାଞ୍ଚଳ ପକ୍ଷରୁ ଖଡିଆଳ ୱେଷ୍ଟର୍ଣ୍ଣ ଓଡିଶା...

ମହାବିଦ୍ୟାଳୟସ୍ତରୀୟ ଯୁବ ରେଡକ୍ରସ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭା ରହିଛି

ନୂଆପଡା ଅଫିସ,୪ା୧୦- ସ୍ଥାନୀୟ ମହାମାୟା କଲେଜରେ ଚାଲିଥିବା ମହାବିଦ୍ୟାଳୟସ୍ତରୀୟ ଯୁବ ରେଡକ୍ରସ ଶିବିର ଉଦ୍‌ଯାପିତ ହୋଇଯାଇଛି। ଗୁରୁବାର ମହାମାୟା କଲେଜରୁ ଛାତ୍ରୀଛାତ୍ରମାନଙ୍କ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚତ୍ଥିଲେ। ପରେ କଲେଜରେ ଉଦ୍‌ଯାପନୀ...

ସମାଜ ସଂସ୍କାର ପାଇଁ ବରିଷ୍ଠ ନାଗରିକମାନେ ମଙ୍ଗୁଆଳ: ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

ନୂଆପଡା ଅଫିସ,୨।୧୦ – ଅଭିଜ୍ଞତା ମଣିଷକୁ ସିଦ୍ଧହସ୍ତ କରିଥାଏ । ବରିଷ୍ଠ ନାଗରିକମାନଙ୍କ ମଧ୍ୟରେ ବିଭିନ୍ନ ଜିନିଷ ଉପରେ ନିଖୁଣ ପାରଙ୍ଗମତା ରହିଛି। ସେମାନଙ୍କ ଉଚିତ ମାର୍ଗଦର୍ଶନରେ ସମାଜ ଚାଲିଛି। ଏହାର ସଦୁପଯୋଗ ହେବା ଆବଶ୍ୟକ। ବରିଷ୍ଠ ନାଗରିକମାନେ ସମାଜ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri