ଜିଲାସ୍ତରୀୟ ରାଷ୍ଟ୍ରିୟ ପୋଷଣ ମାସ:ଘର ତିଆରି ପୋଷକ ଉପରେ ଗୁରୁତ୍ୱ ଦେଲେ ଜିଲାପାଳ
ନୂଆପଡା ଅଫିସ,୨୮ା୯ ଘର ତିଆରି ଖାଦ୍ୟରେ ହିଁ ଉପଯୁକ୍ତ ପୋଷକ ତତ୍ୱ ରହିଥାଏ । ଆବହମାନ କାଳରୁ ଆମେ ଘରେ ମା’ ତିଆରି କରୁଥିବା ଖାଦ୍ୟରେ ଢେର ପୋଷକ ପାଉଥିଲୁ । ହେଲେ ଆମେ ସଭ୍ୟ ସମାଜ ଆଡକୁ ଯେତେ ଯାଉଛୁ…
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର
ସିନାପାଲି,୨୭।୯(ଡି.ଏନ.ଏ.)-ନୂଆପଡା ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଗୁରୁବାର ସିନାପାଲି ଉଚ୍ଚ ବିଦ୍ୟାଳୟ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ୮୨ ଜଣ ଭିନ୍ନକ୍ଷମ ବସ୍ ଓ ଟ୍ରେନ୍ ପାସ…
ଜିଲା କଂଗ୍ରେସର ଗାନ୍ଧି ଜୟନ୍ତୀ ପାଇଁ ପ୍ରସ୍ତୁତି: ୨ରୁ ଜିଲା ବ୍ୟାପୀ ଗଣପଦଯାତ୍ରା
ନୂଆପଡା ଅଫିସ,୨୭।୯-କେନ୍ଦ୍ରର ମୋଦି ସରକାରଙ୍କ ସମୟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ କମ୍ ତାଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ମର୍ଯ୍ୟାଦା ଦେଉଛନ୍ତି। ଏହାକୁ ନୂଆପଡା ଜିଲା କଂଗ୍ରେସ ତୀବ୍ର ବିରୋଧ କରିବ। ବାପୁଜୀଙ୍କ ନୀତି ଏବଂ ଆଦର୍ଶର ପ୍ରଚାର ପ୍ରସାର ସକାଶେ…
ତାଲୁକସ୍ତରୀୟ ଆଇନ ସଚେତନତା ଶିବିର
ସିନାପାଲି,୨୭।୯(ଡି.ଏନ.ଏ.)-ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅନ୍ତର୍ଗତ ଜି.ମେ. ମହାବିଦ୍ୟାଳୟ ପରିସରରେ ଗୁରୁବାର ଏକ ତାଲୁକସ୍ତରୀୟ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ସିନାପାଲିସ୍ଥିତ ଆଇନ ସେବା ପ୍ରାଧୀକରଣ କମିଟି ଆନୁକୂଲ୍ୟରେ ଅନୁଷ୍ଠିତ ଶବିରରେ ସିନାପାଲି ଜେଏମଏଫ୍ସି ମାଜିଷ୍ଟ୍ରେଟ ସରୋଜିନୀ ସାହୁ…
ନୂଆପଡା ପଞ୍ଚାୟତ ସମିତି ବୈଠକ: ପଞ୍ଚାୟତିରାଜ ପ୍ରତିନିଧିଙ୍କୁ ସମୁଚିତ ମର୍ଯ୍ୟାଦା ମିଳୁନାହିଁ; ବୈଠକ ପ୍ରାରମ୍ଭରେ ଝଡ
ନୂଆପଡା ଅଫିସ,୨୭ା୯-ନୂଆପଡା ଜିଲା ସଦର ବ୍ଲକ ସବୁ କ୍ଷେତ୍ରରେ ଅବହେଳିତ। ଏଠାରେ ଲୋକଙ୍କ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ କ୍ଷେତ୍ରରେ ବହୁ ଅସୁବିଧା ରହିଛି। ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ଏକ ପ୍ରକାର ଭୁଶୁଡି ପଡିିଛି। ବିଭିନ୍ନ ସମୟରେ ଏଠିକାର ଜନପ୍ରତିନିଧିମାନଙ୍କୁ ଉପେକ୍ଷା କରାଯାଉଛି।…
୫ମ ଦିବସୀୟ ନିଃଶୁଳ୍କ ଯୋଗ ଶିବିର ଉଦ୍ଯାପିତ; ଯୋଗ ଅଭ୍ୟାସରେ ରୋଗରୁ ମୁକ୍ତି ମିଳେ
ନୂଆପଡା ଅଫିସ/କୋମନା,୨୬।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଭେଲା ଗ୍ରାମରେ ପତଞ୍ଜଳୀ ଯୋଗ ସମିତି ଏବଂ ଅଭ୍ୟୁଦୟ ୟୁଥ କ୍ଲବ ମିଳିତ ଆନୁକୂଲ୍ୟରେ ଚାଲିଥିବା ପଞ୍ଚମ ଦିବସୀୟ ଯୋଗାଭ୍ୟାସ ଶିବିର ଉଦ୍ଯାପିତ ହୋଇଯାଇଛି। ୫ ଦିନ ଧରି ଯୋଗାଭ୍ୟାସ କରାଯାଇଥିବାବେଳେ ବିଭିନ୍ନ…
ରକ୍ତଦାନ ପାଇଁ ସଚେତନତା ଆଣିଲେ ଯୁବତୀ ସଂଘ; ସଚେତନତା ରାଲି ସହ ନାଟକ ମଞ୍ଚସ୍ଥ
ନୂଆପଡା ଅଫିସ,୨୬ା୯: ରକ୍ତଦାନ ମହତ ଦାନ। ଏକ ବୁନ୍ଦା ରକ୍ତ ଗୋଟିଏ ଜୀବନ ବଞ୍ଚାଇପାରିବ । ଏହା ଦ୍ୱାରା ରକ୍ତଦାତା ଏବଂ ରୋଗୀଙ୍କ ହିତ ସାଧନ ହୋଇଥାଏ । ଏଥିପାଇଁ ସମସ୍ତଙ୍କୁ ଆଗେଇ ଆସି ସଚେତନତା ଆଣିବା ଆବଶ୍ୟକତା ରହିଛି ବୋଲି…
ମା’ ସମଲେଶ୍ୱରୀ ଫୁଟବଲ ଟୁର୍ନାମେଣ୍ଟ: ଉଦ୍ଘାଟନୀ ମ୍ୟାଚ୍ରେ ଟେମରି ବି, ବୁଡାପଡ଼ା ବିଜୟୀ
ବୋଡେନ,୨୫।୯(ଡି.ଏନ.ଏ.)- ନୂଆପଡ଼ା ଜିଲା ବୋଡେନ ବ୍ଲକ ଟେମରୀ (ଦଣ୍ଡେଇବସା) ଛାରିଛକ ଖେଳ ପଡିଆରେ ମଙ୍ଗଳବାର ମା’ ସମଲେଶ୍ୱରୀ ଗ୍ରାମାଞ୍ଚଳ ଫୁଟବଲ ଟୁର୍ନାମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ଉଦଘାଟନୀ ମ୍ୟାଚ୍ ଟେମରି ବି ଓ (ଖରିଆର) ମହୁଲକୋଟ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ନିର୍ଦ୍ଧାରିତ…
ଉଚ ଚିକିଛା ସୁବିଧାରୁ ବଁଚିତ୍ ତପସ୍ବିନୀ -ଜନ୍ମୁ ଗ୍ରହଣଖଣ୍ଡିଆ, ଦୁଇ ହାତ୍ ନାଇଁ
ସିନାପାଲି,୨୪।୯(ଡି.ଏନ୍.ଏ.)- କେନ୍ଦ୍ର ସରକାର ଅନେକ୍ ଯୋଜନାରେ ଆଧାର କାର୍ଡ ନିହାତି ଦରକାର ବଲି ନିୟମ କରିଛନ୍। ଯେନ୍ଥିରଲାଗି ସରକାରୀ ଯୋଜନା ହକ୍ଦାର ହିତାଧିକାରୀ ପାସ୍କେ ପୁହୁଁଚି ପାରବା। ହେଲେ ଅନେକ ଜାଗାରେ ଇତାର ଉଲଟିଆ ଫଲ ବି ଦେଖ୍ବାକେ ମିଲୁଛେ। ଏନ୍ତା…
ନିଃଶୁଲ୍କ ଅସ୍ଥି, ମେରୁଦଣ୍ଡ ଚିକିତ୍ସା ଶିବିର
ସିନାପାଲି,୨୪।୯(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲିସ୍ଥିତ ଅଗ୍ରସେନ ଭବନଠାରେ ମାରୱାଡି ଯୁବାମଞ୍ଚ ଶାଖା ପକ୍ଷରୁ ଦିନିକିଆ ନିଃଶୁଲ୍କ ଅସ୍ଥି ଓ ମେରୁଦଣ୍ଡ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିର ସୋମବାର ସକାଳ ୯ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିଥିଲା । ଏଥିରେ…
କୋମନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସମୀକ୍ଷା: ଶିଶୁ, ମାତୃ ମୃତ୍ୟୁହାର ରୋକିବାକୁ ଜିଲାପାଳଙ୍କ ତାଗିଦ
ନୂଆପଡା ଅଫିସ/କୋମନା,୨୪।୯(ଡି.ଏନ.ଏ.) ନୂଆପଡା ଜିଲାର ଉପାନ୍ତ ତଥା ଅବହେଳିତ ବ୍ଲକ କୋମନା ଅଞ୍ଚଳରେ ବିଭିନ୍ନ ସମୟରେ ମାତୃ ଏବଂ ଶିଶୁ ମୃତ୍ୟୁହାର ବୃଦ୍ଧି ଘଟିଥିବାର ବହୁ ନଜିର ରହିଛି। ଏହି ଅଞ୍ଚଳରେ ଲୋକଙ୍କ ସରଳତାର ସୁଯୋଗ ନେଇ ସ୍ବାସ୍ଥ୍ୟ କ୍ଷେତ୍ରରେ ବହୁ…
ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନ
ବୋଡେନ,୨୨।୯(ଡି.ଏନ.ଏ.) ନୂଆପଡା ଜିଲା ବୋଡେନ ବ୍ଲକ ରାଜିବ ଗାନ୍ଧୀ ସେବା କେନ୍ଦ୍ରଠାରେ ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟଅତିଥି ଭାବେ ବିଜୁ ଜନତା ଦଳ ଜିଲା ପର୍ଯ୍ୟବେକ୍ଷକ ଶୋଭାଗ୍ୟ ନାଏକ…
Archives


