ନୂଆପଡ଼ା

ସଡକ ସୁରକ୍ଷା ନେଇ ସଚେତନ ଶୋଭାଯାତ୍ରା

ବୋଡେନ,୨୨।୯(ଡି.ଏନ.ଏ.) ନୂଆପଡା ଜିଲା ବୋଡେନ ପୋଲିସ ପକ୍ଷରୁ ଶନିବାର ସଡକ ସୁରକ୍ଷା ସମ୍ପର୍କରେ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବୋଡେନ ଥାନା ଅଧିକାରୀ ସରୋଜ କୁମାର ମଲ୍ଲିଙ୍କ ନେତୃତ୍ୱରେ ବୋଡେନ ହାଇସ୍କୁଲ ଓ କଲେଜର ଛାତ୍ରୀଛାତ୍ରୀମାନେ ପ୍ଲାକାର୍ଡ ଧରି ବୋଡେନ…

ପଞ୍ଚାୟତସ୍ତରୀୟ ପ୍ରଧାନ ଶିକ୍ଷକ ବୈଠକ

କୋମନା,୨୨।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗ୍ରାମପଞ୍ଚାୟତସ୍ତରୀୟ ପ୍ରଧାନ ଶିକ୍ଷକମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲଖନା ପଞ୍ଚାୟତ ସରପଞ୍ଚ ସୋନପତି ଜଏନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଓ ଓ୍ବାର୍ଡମେମ୍ବରମାନେ ଜୋଗଦାନ କରିଥିଲେ।…

ସିନାପାଲି କଲେଜରେ ଅଭିଭାବକ ସମ୍ମିଳନୀ:ଅଭିଭାବକ-ଅଧ୍ୟାପକ ମଧ୍ୟରେ ସମନ୍ବୟ ରହିଲେ ଶିକ୍ଷାର ବିକାଶ ସମ୍ଭବ

ସିନାପାଲି,୨୨।୯(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲି କଲେଜରେ ଅଭିଭାକମାନଙ୍କୁ ନେଇ ସମ୍ମିଳନୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ସିନାପାଲି କଲେଜ ସମସ୍ତ ଅଭିଭାକଅଭିଭାବିକାମାନଙ୍କୁ ନେଇ ଅନୁଷ୍ଠିତ ଏହି ସମ୍ମିଳନୀରେ କଲେଜ ଅଧ୍ୟକ୍ଷ ମୋହନ ସାହୁ ଅଧ୍ୟକ୍ଷତା କରିଥିଲେ । ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ହୋଇଥିବା…

ଜିଲାପାଳ ତରବୋଡ ନବୋଦୟ ସ୍କୁଲ ବୁଲି ଦେଖିଲେ:କର୍ମଚାରୀଙ୍କ ସହ ବୈଠକ କଲେ

ନୂଆପଡା ଅଫିସ/ତରବୋଡ,୨୨।୯(ଡି.ଏନ.ଏ.) ନୂଆପଡା ଜିଲାର ଏକମାତ୍ର ତରବୋଡସ୍ଥିତ ନବୋଦୟ ବିଦ୍ୟାଳୟରେ ଅନେକ ସମସ୍ୟା ରହିଛି। ଏ ନେଇ ବିଭିନ୍ନ ସମୟରେ ଛାତ୍ରୀଛାତ୍ର ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଶନିବାର ଖୋଦ ଜିଲାପାଳ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ନେଇ…

ଖଡିଆଳ, ବୋଡେନ ଓ ସିନାପାଲିରେ ସ୍ବାସ୍ଥ୍ୟ ସମସ୍ୟା ବେହାଲ

ନୂଆପଡା ଅଫିସ,୨୨ା୯ ନୂଆପଡା ଜିଲାର ଖଡିଆଳ, ବୋଡେନ ଏବଂ ସିନାପାଲି ବ୍ଲକ ଅଞ୍ଚଳରେ ସରକାରୀ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇପଡିଛି । ସରକାରଙ୍କ ତରଫରୁ ବିଭିନ୍ନ ଯୋଜନାରେ ମୁକ୍ତ ଚିକିତ୍ସା ବ୍ୟବସ୍ଥା କରୁଥିଲେ ମଧ୍ୟ ସରକାରୀ ଉଦାସୀନତା ଯୋଗୁ ସୁବିଧା ଉପଲବ୍ଧ…

ଆନ୍ତଃ ଜିଲା ସିଂଗଝର ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ :ପ୍ରଥମ ଦିବସରେ କାପସି, ମାନିଗାଁ ବିଜୟୀ

ସିନାପାଲି,୨୧।୯(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲିସ୍ଥିତ ସିଂଗଝର ଫୁଟବଲ୍‌ ଆସୋସିଏଶନ୍‌ ଆନୁକୂଲ୍ୟରେ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚ୍‌ କାପସି ବନାମ ଚଟିଆଗୁଡା ଓ ମାନିଗାଁ ବନାମ ଜାମଗାଁ ମଧ୍ୟରେ ମୁକାବିଲା ହୋଇଥିଲା । ପ୍ରଥମେ କାପସି ଓ ଚଟିଆଗୁଡା ଏକାଦଶ…

ସରକାରୀ ହସ୍ପିଟାଲ ଭୁଇଁରେ ଲୋଟୁଛନ୍ତି ରୋଗୀ :ଶଯ୍ୟା ନାହିଁ କି ସାଲାଇନ ଷ୍ଟାଣ୍ଡ ନାହିଁ

ନୂଆପଡା ଅଫିସ/ଖଡିଆଳ,୨୧।୯(ଡି.ଏନ.ଏ.) ନୂଆପଡା ଜିଲାର ସବୁଠାରୁ ଏକ ଜନବହୁଳ ସହର ଭାବେ ଖଡିଆଳ ଜଣାଶୁଣା । ବିଭିନ୍ନ ସମୟରେ ନେତା ଅଧିକାରୀମାନେ ଏଠିକାର ଉନ୍ନତି ସକାଶେ ଅଣ୍ଟା ଭିଡୁଥିବା କୁହାଯାଉଥିବାବେଳେ ପ୍ରକୃତପକ୍ଷେ କୌଣସି ସୁଫଳ ମିଳିପାରୁନାହିଁ। ଖଡିଆଳ ସରକାରୀ ହସ୍ପିଟାଲ ଏହାର…

ଜିଲା ପରିଷଦ ବୈଠକ: ଜିଲାର ବିବିଧ ସମସ୍ୟା ଉପରେ ଆଲୋଚନା

ନୂଆପଡା ଅଫିସ,୨୧ା୯ ନୂଆପଡା ଜିଲା ଗଠନ ହେବାଠାରୁ ପଚିଶ ବର୍ଷ ବିତିଯାଇଥିଲେ ମଧ୍ୟ ସରକାରଙ୍କ ତରଫରୁ ବାର୍ଷିକ କୋଟି କୋଟି ଟଙ୍କାର ଯୋଜନାରେ ଟଙ୍କା ଖର୍ଚ୍ଚ ହେଉଛି। ତଥାପି ସମସ୍ୟା ଯଥା ପୂର୍ବଂ ତଥା ପର ହୋଇ ରହିଛି। ଏହାକୁ ନେଇ…

ଦିବ୍ୟାଙ୍ଗ ପାଇଁ ଉଦ୍ୟୋଗ ବିକାଶ ତାଲିମ

ନୂଆପଡା ଅଫିସ,୨୦ା୯ – ସ୍ଥାନୀୟ ଷ୍ଟେଟବ୍ୟାଙ୍କ ତାଲିମ କେନ୍ଦ୍ରରେ ଦିବ୍ୟାଙ୍ଗ ଯୁବତୀଯୁବକମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଆଗକୁ ଆସି ରୋଜଗାର ବୃଦ୍ଧି କରିବାକୁ ତାଲିମ ପ୍ରଦାନ କରାଯାଇଛି । ଏହି ପରିପ୍ରେକ୍ଷୀରେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଗୋପଲକ୍ଷ୍ମୀ…

ରକ୍ତଦାନ ସମ୍ବନ୍ଧୀୟ ଯୁବ ସଚେତନତା କାର୍ଯ୍ୟକ୍ରମ

ନୂଆପଡା ଅଫିସ,୨୦ା୯-ସ୍ଥାନୀୟ ସଦର ବ୍ଲକ ସଭାଗୃହରେ ନୂଆପଡା ବ୍ଲକସ୍ତରୀୟ ରକ୍ତଦାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଡିଓ ସୁବେଦାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ ମଧୁସ୍ମିତା ସାହୁ ମୁଖ୍ୟଅତିଥି, ବ୍ଲଡ ବ୍ୟାଙ୍କ ଅଧିକାରୀ ଡା. ଲଳିତ ମୋହନ ବିଶି, ନେହେରୁ…

ଛତା ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ: ବିଦ୍ୟାଳୟ ସମସ୍ୟା ବଢିଚାଲିଛି, ସମାଧାନ ନାହିଁ

ନୂଆପଡା ଅଫିସ,୨୦ା୯ – ସରକାର ପ୍ରାଥମିକ ଶିକ୍ଷାର ବିକାଶ ସକାଶେ ସବୁବେଳେ କାମ କରି ବିଦ୍ୟାଳୟ ନିର୍ମାଣ କରୁଛନ୍ତି । ବିଭିନ୍ନ ବିଦ୍ୟାଳୟକୁ ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟର ମାନ୍ୟତା ଦିଆଯାଉଛି। ହେଲେ ସେଠାରେ ଆବଶ୍ୟକ ଭିତିଭୂମି ବ୍ୟବସ୍ଥା ହେଉ ନ…

କଳାବଜାରୀ ରୋକିବାକୁ କୃଷି ବିଭାଗର ଚଢାଉ : ଯୋଗାଣ ହେଲା ୧୧୩୨ ମେଟ୍ରିକ ଟନ

ନୂଆପଡା ଅଫିସ,୧୯ା୯: ବର୍ତ୍ତମାନ ଜିଲାରେ ଚାଷ କାର୍ଯ୍ୟ ଧୂମଧାମରେ ଚାଲିଥିବାବେଳେ ୟୁରିଆ ସାର ଯୋଗାଣରେ ବିଳମ୍ବ ହୋଇଥିବାରୁ ଏହାରି ସୁଯୋଗ ନେଇ ଅସାଧୁ ବେପାରୀମାନେ କଳାବଜାରୀ କରି ମାଲାମାଲ ହେଉଥିବା ଅଭିଯୋଗ ହୋଇଛି। ଏହାକୁ ଭିତ୍ତି କରି ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ବୁଧବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri