ନୂଆପଡ଼ା

ଦୁର୍ଘଟଣାରେ ୨ ଅବସରପ୍ରାପ୍ତ ଶିକ୍ଷକଙ୍କ ଜୀବନ ଗଲା

ନୂଆପଡା ଅଫିସ,୧୩।୧: ନୂଆପଡା ଜିଲା ବୋଡେନ ଥାନା ଅର୍ଜୁନାଠାରେ ସ୍କୁଟିରୁ ପଡି ୨ଜଣ ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୋଡେନ ଥାନା ବାବେବିର ପଞ୍ଚାୟତ ବର୍ତ୍ତନସିଲ ଗ୍ରାମର ଧବଳେଶ୍ୱର ପତି (୬୮) ଏବଂ ମହୁଲପଡ଼ାର ରାମକୃଷ୍ଣ ପଣ୍ଡା (୭୪)।…

୪୮ଦିନର କାମ ୪ ବର୍ଷରେ ସରୁନି

ଖଡିଆଳ,୧୦।୧: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ବିରିଘାଟ ପଞ୍ଚାୟତ ଗଦାପଦର ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣାଧୀନ ଘର ୪ ବର୍ଷ ପରେ ସମ୍ପୂର୍ଣ୍ଣ ନ ହୋଇ ପଡ଼ିରହିିଛି। ଗଦାପଦର ଗ୍ରାମର ବୃଦ୍ଧା କୁନ୍ଧନେ ମାଝି(୮୦)ଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୨୦୧୭-୧୮ରେ…

ଘର ଭିତରକୁ ମାଡିଗଲା କାର୍‌: ମହିଳାଙ୍କ ଜୀବନ ଗଲା, ସ୍ବାମୀ-ପୁଅ ଗୁରୁତର

ଖଡିଆଳ,୯।୧:ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଗଡରାମୁଣ୍ଡା ଗ୍ରାମରେ ଶନିବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ରାସ୍ତା କଡରେ ଥିବା ଘର ଭିତରକୁ ମାଡିଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନମିତା ହଂସ (୩୪)।…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

ତରବୋଡ଼,୮।୧: ନୂଆପଡ଼ା ଜିଲା ଖରିଆରରୋଡସ୍ଥିତ ଅଫିସରେ ଜଣେ ବ୍ୟକ୍ତିଙ୍କଠାରୁ ଲେବର କାର୍ଡ କରାଇ ଦେବା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଜିଲା ଶ୍ରମ ଅଧିକାରୀ ଶରତ କୁମାର ପାଣିଗ୍ରାହୀ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ନୂଆପଡା ଜିଲା…

ନୂଆପଡ଼ାରେ ବାଘ ଆତଙ୍କ

ତରବୋଡ,୭।୧: ନୂଆପଡ଼ା ଜିଲା କୋମନା ବନାଞ୍ଚଳ ଅଧୀନ ଭରୁଆମୁଣ୍ଡା ଗ୍ରାମରେ ବାଘ ଆତଙ୍କ ଦେଖାଦେଇଛି। ପ୍ରତିଦିନ ଗାଁରେ ଘୂରି ବୁଲୁଛି ବାଘ । ଗାଁର ଗାଈ, ବଳଦ, ଛେଳି, ମେଣ୍ଢା ସବୁ ଖାଇ ଦେଉଛି। ଭୟରେ ଲୋକେ ଦିନରାତି ତାଟି କବାଟ…

ରାଜ୍ୟ ବାହାରକୁ ଶ୍ରମିକ ଚାଲାଣ: ୭୫ ଦାଦନ ଶ୍ରମିକ, ୧୦ ନାବାଳକଙ୍କୁ ଉଦ୍ଧାର କଲା ପୋଲିସ

ଖଡିଆଳ,୪।୧: ନୂଆପଡ଼ା ଜିଲା ଖଡିଆଳ ଥାନା ଅଧିନ ରାଣୀପୁର ନିକଟରେ ଥିବା ଏକ ଢ଼ାବା ପାଖରୁ ଖଡିଆଳ ପୋଲିସ ସୋମବାର ୭୫ ଜଣ ଦାଦନ ଶ୍ରମିକ ଏବଂ ୧୦ ଜଣ ନାବାଳକଙ୍କୁ ଉଦ୍ଧାର କରିଛି। ଶ୍ରମିକମାନେ ବୋଡେନ ବ୍ଳକ ଖିଣମାଲ ଏବଂ…

ଖୋଲା ଆକାଶ ତଳେ ଅସହାୟ ପରିବାର: ମିଳୁନି ସରକାରୀ ସୁବିଧା

ତରବୋଡ଼,୩।୧(ଡି.ଏନ.ଏ): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଲିଟିଗୁଡା ପଞ୍ଚାୟତ କୋକପଦର ଗ୍ରାମ ଜଙ୍ଗଲ ନିକଟରେ ରୁହନ୍ତି କାହ୍ନୁ ମାଝୀ(୫୦)। ସ୍ତ୍ରୀ ବାସନ୍ତି ମାଝୀ(୪୫) ଓ ପୁଅ ଗୋସିଙ୍ଗ ମାଝୀ(୧୧)ଙ୍କୁ ନେଇ ତାଙ୍କ ପରିବାର। ସେମାନେ ଗରିବ ଶ୍ରେଣୀର। କାହ୍ନୁଙ୍କ ସ୍ତ୍ରୀ ଜଣେ…

ଭୁଞ୍ଜିଆ ସମ୍ପ୍ରଦାୟର ଭିନ୍ନ ପରମ୍ପରା: ଲାଲ୍‌ ବଙ୍ଗଳା ଛୁଇଁବା ମନା

ତରବୋଡ଼/ନୂଆପଡା ଅଫିସ୍‌,୨।୧(ଡି.ଏନ.ଏ.): ଲାଲ୍‌ ବଙ୍ଗଳାକୁ ଛୁଇଁଲେ ଅପବିତ୍ର ହୋଇଥାଏ। ତେଣୁ ଏହାକୁ ଜାଳି ଦିଆଯାଏ। ଗୃହକର୍ତ୍ତା ପରମ୍ପରା ଅନୁସାରେ ଜାତି, ବନ୍ଧୁଙ୍କୁ ଡାକି ଜାତି ହୁଅନ୍ତି ଓ ଭୋଜିଭାତ ଦିଅନ୍ତି। ଏଭଳି ଏକ ଭିନ୍ନ ପରମ୍ପରା ଚଳିଆସୁଛି ଆଦିବାସୀ ଭୁଞ୍ଜିଆ ସମ୍ପ୍ରଦାୟରେ।…

ରାସ୍ତା ଉପରେ ୨ ଯୁବତୀଙ୍କୁ ଛୁରାମାଡ଼

ବୋଡେନ,୫।୧୧(ଡି.ଏନ.ଏ.): ବୁଧବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ସ୍ଥାନୀୟ ଇମ୍ପେରିଆଲ ଇଂଲିଶ ମିଡିୟମ ସ୍କୁଲ ନିକଟରେ ୨ ଯୁବତୀଙ୍କୁ ଛୁରାମାଡ଼ ହୋଇଛି। ଏଥିରେ ବୋଡେ୍‌ନ ଥାନା ଅଧୀନ ଚିକଲଚୁଆଁ ଗାଁର ଚନ୍ଦ୍ରିକା ମାଝି (୨୪) ଓ ତାଙ୍କ ସାଙ୍ଗ ପ୍ରେମଲତା ଜଗତି(୨୨)…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ନୂଆପଡା ଅଫିସ, ୧୪ା୧୦-ନୂଆପଡା ଜିଲା ଛିନ୍ଦପାଣି ଗ୍ରାମର ଘାସିରାମ ତାଣ୍ଡି(୨୫)ନାମକ ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ଗତ ସୋମବାର ମୃତ୍ୟୁ ଘଟିଛି। ବୁଧବାର ତାଙ୍କ ମୃତଦେହ ଗାଁରେ ପହଞ୍ଚିଛି। ବର୍ଷେ ହେବ ଘାସିରାମ ସେଠାରେ କାମ କରୁଥିଲେ। ଲକ୍‌ଡାଉନ ସତ୍ତ୍ୱେ ମାଲିକ…

ଠିକାଦାରଙ୍କୁ ଗୁଳି ମାଡ: ୩ ଗିରଫ

ନୂଆପଡା ଅଫିସ/ଖଡିଆଳ,୯ା୧୦-ନୂଆପଡ଼ା ଜିଲା ଖଡିଆଳ ସହରରେ ଶୁକ୍ରବାର ସନ୍ଧ୍ୟାରେ ଏକ ଠିକାକାମକୁ ନେଇ ଜଣେ ଠିକାଦାରଙ୍କୁ ଗୁଳିମାଡ଼ ହୋଇଛି। ପବନ ଅଗ୍ରୱାଲ (୫୫)ନାମକ ଏହି ଠିକାଦାରଙ୍କ ହାତରେ ଗୁଳି ବାଜିବାରୁ ସେ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ପୋଲିସ ଗିରିରାଜ ମାଝି(୩୪), ଶୋଭା…

ଭିଜିଲାନ୍ସ ଜାଲରେ ଏନ୍‌ଏଚ୍‌ ସହକାରୀ ନିର୍ବାହୀ ଯନ୍ତ୍ରୀ

ନୂଆପଡା ଅଫିସ,୯ା୧୦: ନୂଆପଡ଼ା ଜିଲା ଗୋହିରାପଦର ଗ୍ରାମ ନିକଟରେ ଏକ ପେଟ୍ରୋଲ ପମ୍ପ ସ୍ଥାପନ ସକାଶେ ଏନଓସି (ନୋ ଅବଜେକ୍ସନ ସାର୍ଟିଫିକେଟ) ପ୍ରଦାନ ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଏନ୍‌ଏଚ୍‌ (ଜାତୀୟ ରାଜପଥ) ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?